କାଉନ୍ସିଲର ପ୍ରାର୍ଥୀ ୫୦ ହଜାର, ଅଧ୍ୟକ୍ଷ ପ୍ରାର୍ଥୀଙ୍କୁ ୨ ଲକ୍ଷ ଖର୍ଚ୍ଚ ଅନୁମତି
ଭୁବନେଶ୍ୱର,୧।୩(ବ୍ୟୁରୋ): ଅତାବିରା ଓ ହିନ୍ଦୋଳ ଅଧିସୂଚିତ କ୍ଷେତ୍ର ପରିଷଦର କାର୍ଯ୍ୟକାଳ ଏପ୍ରିଲ ୧୨ରେ ଶେଷ ହେବ। ଏହାପୂର୍ବରୁ ନିର୍ବାଚନ ପ୍ର୍ରକ୍ରିୟା ଶେଷ କରିବାକୁ ରାଜ୍ୟ ନିର୍ବାଚନ ଆୟୋଗ ସମସ୍ତ ପ୍ରସ୍ତୁତି କରିଛନ୍ତି। ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ…
ଏପ୍ରିଲ ୩ରେ ହିନ୍ଦୋଳ, ଅତାବିରା ଏନ୍ଏସି ନିର୍ବାଚନ
ଭୁବନେଶ୍ୱର,୧।୩(ବ୍ୟୁରୋ): ଢେଙ୍କାନାଳ ଜିଲା ହିନ୍ଦୋଳ ଓ ବରଗଡ଼ ଜିଲା ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍ଏସି)ର କାର୍ଯ୍ୟକାଳ ଏପ୍ରିଲ ୧୨ ତାରିଖରେ ଶେଷ ହେଉଛି। ଏହା ପୂର୍ବରୁ ଏହି ଦୁଇ ସ୍ଥାନରେ ନିର୍ବାଚନ କରିବା ପାଇଁ ତାରିଖ ଘୋଷଣା କରାଯାଇଛି। ଏପ୍ରିଲ ୩ରେ…
ଆଜିଠୁ ଯୁକ୍ତ୨ ପରୀକ୍ଷା
ଭୁବନେଶ୍ୱର, ୧।୩(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାର ଠାରୁ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପୂର୍ବାହ୍ନ ୯ଟା ୩୦ ସୁଦ୍ଧା ପ୍ରଶ୍ନପତ୍ର ପରୀକ୍ଷା…
ଦିଲ୍ଲୀ, ଲକ୍ଷ୍ନୌରୁ ଆସୁଛି ନକଲି ମେଡିସିନ
କଟକ ଅଫିସ,୧ା୩: ପୁରୀଘାଟ ଥାନା ଅଧୀନ ଟାଉନହଲ୍ ରୋଡ୍ସ୍ଥିତ ଶ୍ରୀ ଡିଷ୍ଟ୍ରିବ୍ୟୁଟର ନାମକ ଏକ ଗୋଦାମରେ ସୋମବାର ଡ୍ରଗ୍ସ କଣ୍ଟ୍ରୋଲ ଅଧିକାରୀମାନେ ଚଢ଼ାଉ କରି ପର୍ଯ୍ୟାପ୍ତ ପରିମାଣର ନକଲି ଓ-୨ ମେଡିସିନ ଜବତ କରିଥିଲେ। ଏହି କାରବାର ସହ ଜଡ଼ିତ ଡିଷ୍ଟ୍ରିବ୍ୟୁଟର…
ତାତି ବଢ଼ିବ, ସୋନପୁରରେ ୩୭.୭ ଡିଗ୍ରୀ
ଭୁବନେଶ୍ୱର,୧ା୩(ବ୍ୟୁରୋ)-ରାଜ୍ୟରେ ଗତ ୪ ମାସ ହେବ ବର୍ଷା ନାହିଁ। ଗତ କିଛିଦିନ ହେବ ସମୁଦ୍ରଆଡୁ ରାଜ୍ୟକୁ ପ୍ରବାହିତ ବାୟୁ ଯୋଗୁ ତାତି ନିୟନ୍ତ୍ରଣରେ ରହିଛି। ତେବେ ଆସନ୍ତା ସପ୍ତାହରେ ରାଜ୍ୟରେ ପାରଦ ଉପରମୁହାଁ ହେବାର ସମ୍ଭାବନା ରହିଛି। ଏପରିକି ପାରଦ ୪୦…
ତଦନ୍ତରେ ବଳ ଲଗାଇଥିଲେ ଭଲ ହୋଇଥାଆନ୍ତା: ଜୟନାରାୟଣ
ଭୁବନେଶ୍ବର, ୧ା୩(ବ୍ୟୁରୋ): ବିଧାନସଭାରେ ମଙ୍ଗଳବାର ଅପରାହ୍ନ ୪ଟା ସମୟରେ ବଜେଟ ଅଧିବେଶନ ଆରମ୍ଭ ହୋଇଥିଲା। ଏହି ସମୟରେ ପ୍ରଥମେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଭାଗନେଇ କହିଥିଲେ, ନବ ଦାସ ହତ୍ୟାକାଣ୍ଡକୁ ମାସେ ପୂରିଲାଣି। ବର୍ତ୍ତମାନ ପର୍ଯ୍ୟନ୍ତ ଏ ଷଡ଼ଯନ୍ତ୍ର…
କ୍ଷୁଦ୍ରଶିଳ୍ପର ଭୂମିକା ଅତୁଳନୀୟ
କୃଷି ଓ ଶିଳ୍ପ ମାଧ୍ୟମରେ ଦେଶର ପ୍ରଗତି ବିକଶିତ ହୋଇଥାଏ। ଏପରିକି କୃଷି ଓ ଶିଳ୍ପ ମଧ୍ୟ ଦେଶ ପାଇଁ ମାନବ ସମ୍ବଳ ନିୟୋଜନର ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ଯେଉଁ ଦେଶ ଉତ୍ପାଦନରେ ଯେତେ ସ୍ବାବଲମ୍ବୀ ହୋଇଥାଏ। ସେ ଦେଶରେ…
ସହଯୋଗ କରିବେ ୬୬୨ ବର୍ଗ ଅଧ୍ୟାପକ
ଭୁବନେଶ୍ୱର, ୧।୩(ବ୍ୟୁରୋ): ୬୬୨ବର୍ଗ ଅଧ୍ୟାପକଙ୍କ ଆନ୍ଦୋଳନ ଯୋଗୁ ଯୁକ୍ତ୨ ପରୀକ୍ଷା ପରିଚାଳନା ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ଛାତ୍ରୀଛାତ୍ରଙ୍କ ସ୍ବାର୍ଥ ଦୃଷ୍ଟିରୁ ସର୍ତ୍ତମୂଳକ ଭାବେ ପରୀକ୍ଷା ପରିଚାଳନାରେ ସହଯୋଗ କରିବ ବୋଲି ୬୬୨ ବର୍ଗ ଅଧ୍ୟାପକ ସଂଘ କହିଛି।…
୩ ବର୍ଷରେ ୨୪୫ ହାତୀ ମୃତ
ଭୁବନେଶ୍ୱର,୧ା୩(ବ୍ୟୁରୋ): ଗତ ୩ ବର୍ଷ(୨୦୧୯-୨୦ରୁ ୨୦୨୧-୨୨) ମଧ୍ୟରେ ରାଜ୍ୟରେ ୨୪୫ ହାତୀଙ୍କର ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରୁ ୬ଟି ହାତୀ ଶିକାରୀ ଗୁଳିରେ ପ୍ରାଣ ହରାଇଛନ୍ତି। ଏହି ସମୟ ଭିତରେ ୪୭ଜଣ ଗିରଫ ହୋଇଛନ୍ତି। ଶାସକ ସଭ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଲିଖିତ…
ନଷ୍ଟ ହୋଇଗଲାଣି ବାଉଁଶ ବ୍ୟାରିକେଡ୍
ଭୁବନେଶ୍ୱର, ୨୯।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ସ୍ମାର୍ଟ ଜନପଥକୁ ଅଧିକ ସୁନ୍ଦର କରିବା ଉଦ୍ଦେଶ୍ୟରେ ମେଡିଆନ୍ରେ ପରିବେଶ ଅନୁକୂଳ ବାଉଁଶ ବ୍ୟାରିକେଟ୍ ଲଗାଯାଇଥିଲା। ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍ (ବିଏସ୍ସିଏଲ୍) ପକ୍ଷରୁ ଶିଶୁ ଭବନ ଛକଠାରୁ ବାଣୀବିହାର (୩.୯ କିଲୋମିଟର) ପର୍ଯ୍ୟନ୍ତ ବ୍ୟାରିକେଡ୍ କରାଯାଇଥିଲା।…
ବଦଳିଲା ଶେଷ ପରୀକ୍ଷା ତାରିଖ
କଟକ ଅଫିସ,୧ା୩: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍)-୨୦୨୧ର ମୁଖ୍ୟ ଲିଖିତ ପରୀକ୍ଷା ସୂଚୀରେ ପରିବର୍ତ୍ତନ କରାଯାଇଛି। ଏ ନେଇ ମଙ୍ଗଳବାର ଓପିଏସ୍ସି ପକ୍ଷରୁ ସଂଶୋଧିତ ପରୀକ୍ଷା ସୂଚୀର ବିଜ୍ଞପ୍ତି ପ୍ରକାଶ ପାଇଛି। ମାର୍ଚ୍ଚ…
ଏପ୍ରିଲରୁ ଜୁନ୍ ୧୫ଯାଏ ଖରାରେ କାମ ମନା
ଭୁବନେଶ୍ୱର, ୧ା୩(ବ୍ୟୁରୋ): ଚଳିତ ବର୍ଷ ଏପ୍ରିଲରେ ରୌଦ୍ରତାପ ବୃଦ୍ଧି ପାଇବାକୁ ଥିବାରୁ ଗ୍ରୀଷ୍ମଋତୁରେ ଅଂଶୁଘାତ ହେବାର ଆଶଙ୍କା ରହିଛି। ତେଣୁ ରାଜ୍ୟ ଶ୍ରମ ବିଭାଗ ଶ୍ରମିକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଏପ୍ରିଲରୁ ଜୁନ୍ ୧୫ତାରିଖ ପର୍ଯ୍ୟନ୍ତ ଶ୍ରମିକଙ୍କୁ ଖରାରେ…

