ରାଜ୍ୟ

ଦେବ୍ରିଗଡ଼, ଘଟଗାଁରେ ବୁଲୁଛି ମହାବଳ

ଭୁବନେଶ୍ୱର, ୨୮ା୨(ବ୍ୟୁରୋ):ଓଡ଼ିଶାର ଦୁଇଟି ସ୍ଥାନରେ ଏବେ ମହାବଳ ବାଘ ବୁଲୁଥିବା ଦେଖାଯାଇଛି। ଛତିଶଗଡ଼ର ଏକ ମହାବଳ ବାଘ ସମ୍ବଲପୁରର ଦେବ୍ରିଗଡ଼କୁ ନିୟମିତ ଆସୁଛି। ବର୍ତ୍ତମାନ ଏହି ବାଘ ଦେବ୍ରିଗଡ଼ ଜଙ୍ଗଲରେ ରହିଛି। ତାହାର ଫଟୋ କ୍ୟାମେରାରେ କଏଦ ହୋଇଛି। ଏଥିସହ ବାଘଟି…

ଗୋପାଳ ଭଲ

ଭୁବନେଶ୍ୱର,୨୮ା୨(ବ୍ୟୁରୋ):ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଅଭିଯୁକ୍ତ ପୋଲିସ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସ ନିଜର କାର୍ଯ୍ୟଦକ୍ଷତା ଯୋଗୁ ଚାକିରି କାଳ ମଧ୍ୟରେ ବହୁବାର ପୁରସ୍କୃତ ହେବା ସହ ପ୍ରଶଂସାପତ୍ର ପାଇଛନ୍ତି। ୧୯୯୩ରୁ ୨୦୨୦ ମଧ୍ୟରେ ଗୋପାଳ ଜିିଏସ୍‌ ମାର୍କ ୧୮ଥର…

ଓଡ଼ିଶା ଶ୍ରେଷ୍ଠ କ୍ରୀଡ଼ା ପ୍ରୋତ୍ସାହନକାରୀ ରାଜ୍ୟ

ଭୁବନେଶ୍ବର, ୨୮ା୨(ବ୍ୟୁରୋ):କ୍ରୀଡ଼ା ପ୍ରୋତ୍ସାହନ କ୍ଷେତ୍ରରେ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟ ଭାବେ ପୁରସ୍କାର ମିଳିଛି। ପ୍ରସିଦ୍ଧ କ୍ରୀଡ଼ା ପତ୍ରିକା ସ୍ପୋଟର୍‌ସ ଷ୍ଟାର୍‌ ପକ୍ଷରୁ ଏହି ପୁରସ୍କାର ଦିଆଯାଇଛି। ମୁମ୍ବାଇଠାରେ ସୋମବାର ଆୟୋଜିତ ‘ସ୍ପୋଟର୍‌ସ ଷ୍ଟାର୍‌ ଏଏସ୍‌-୨୦୨୩ ଆଓ୍ବାର୍ଡ’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଗ୍ରାହକସେବାକୁ ଗୁରୁତ୍ୱ

ଗାଡ଼ି ସର୍ଭିସ୍‌ ସେଣ୍ଟରରୁ ଶୋ ରୁମ୍‌ ମାଲିକ ପର୍ଯ୍ୟନ୍ତ ଯାତ୍ରା ଯେତିକି କଷ୍ଟ ଥିଲା, ତାହା ବର୍ଣ୍ଣନା କରିବା ସହଜ ନୁହେଁ। ହେଲେ ବହୁ ଘାତପ୍ରତିଘାତ ପରେ ଅନେକ ସଫଳତା ମଧ୍ୟ ମିଳିଛି। ବିଶେଷ କରି ଗାଡି ସର୍ଭିସ ସେଣ୍ଟର ପରେ…

ମୁମ୍ବାଇରେ ଶିଳ୍ପପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୮ା୨(ବ୍ୟୁରୋ):ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସୋମବାର ମୁମ୍ବାଇ ଗସ୍ତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜଣକ ପରେ ଜଣେ ବିଶିଷ୍ଟ ଶିଳ୍ପପତିଙ୍କ ସହ ଆଲୋଚନା କରିଛନ୍ତି।…

ଗୋଦାମରେ ଅଗ୍ନିକାଣ୍ଡ: ୨ ଶ୍ରମିକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ଼,୨୭।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଟାଉନ ଥାନା ଅଧୀନ ଲୁହୁରାଢ଼ିପାରେ ଏକ ଠିକାଦାରଙ୍କ ଗୋଦାମ ଘରେ ସୋମବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୨ଜଣ ଶ୍ରମିକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ମୃତ ଶ୍ରମିକ ଦ୍ୱୟ ହେଲେ ସଦରବ୍ଲକ ବାଉରୀ ମୁଣ୍ଡାର ମିଠୁ…

ଘୁଞ୍ଚିଲା ଗୋପାଳଙ୍କ ମେଡିକାଲ ଟେଷ୍ଟ ଶୁଣାଣି

ଭୁବନେଶ୍ୱର,୨୮।୨(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ମାମଲାର ଅଭିଯୁକ୍ତ ଗୋପାଳ ଦାସର ମେଡିକାଲ ଟେଷ୍ଟ ପାଇଁ ଶୁଣାଣି ଘୁଞ୍ଚିଛି। ସୋମବାର ଝାରସୁଗୁଡା ଜିଲା ଓ ଦୌରା ଅଦାଲତରେ ଏ ନେଇ ଶୁଣାଣି ହୋଇପାରି ନାହିଁ। ଏହି ଶୁଣାଣି ଆସନ୍ତା ମାର୍ଚ୍ଚ…

ପୋଷ୍ଟ ଅଫିସରେ ସିବିଆଇ: ଆସିଷ୍ଟାଣ୍ଟ ପୋଷ୍ଟମାଷ୍ଟର, ଏଜେଣ୍ଟ ଗିରଫ

ରାଉରକେଲା ଅଫିସ,୨୭।୨: ଜଣେ ଜମାକାରୀଙ୍କ ପାଖରୁ ୨ଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ରାଉରକେଲା ହେଡ୍‌ ପୋଷ୍ଟ ଅଫିସର ଆସିଷ୍ଟାଣ୍ଟ ପୋଷ୍ଟମାଷ୍ଟର ବିଶ୍ବରଞ୍ଜନ ବେହେରା ଏବଂ ଛେଣ୍ଡରେ ରହୁଥିବା ଏଜେଣ୍ଟ ବିମଲ କୁମାର ମୁଦୁଲିକୁ ସିବିଆଇ ସୋମବାର ଗିରଫ କରିଛି। ଭୁବନେଶ୍ବରରୁ…

୩ ଜିଲାରେ ସୁନା ଖଣି

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ଓଡ଼ିଶାର ୩ଟି ଜିଲାରେ ସୁନାଖଣି ରହିଥିବା ସୋମବାର ବିଧାନସଭାରେ ଖଣି ମନ୍ତ୍ରୀ ପ୍ରଫୁଲ ମଲ୍ଲିକ ସୂଚନା ଦେଇଛନ୍ତି। ବିଜେଡି ବିଧାୟକ ସୁଧୀର ସାମଲଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଏହି ତଥ୍ୟ ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟର ଦେବଗଡ଼, କେନ୍ଦୁଝର ଏବଂ…

ବିବାହ ପରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଦିବ୍ୟଶଙ୍କର

ପୁରୀ ଅଫିସ,୨୭।୨: କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଏବଂ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ଅଗସ୍ତି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ରବିବାର ହିନ୍ଦୁ ରୀତିନୀତିରେ ବିବାହ ସମ୍ପନ୍ନ ହୋଇଥିଲା। ବିବାହରେ କେବଳ…

ରାଜ୍ୟରେ ନିଯୁକ୍ତି ପାଇବେ ୫ ହଜାର ଡାକ୍ତର

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ଖୁବ୍‌ଶୀଘ୍ର ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ୫ ହଜାର ଡାକ୍ତର ନିଯୁକ୍ତି ପାଇବେ ବୋଲି ସୋମବାର ଘୋଷଣା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜିଲା ରାଇରଙ୍ଗପୁରକୁ ବି ଡାକ୍ତର ଦିଆଯିବା ନେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଆଇପିଏଚ୍‌ସି ନିୟମ…

ପାଟଣା ଅଞ୍ଚଳରେ ପ୍ରଚଣ୍ଡ ଶବ୍ଦ, ଥରିଲା ସବୁକିଛି

ପାଟଣା,୨୭ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟରେ ସୋମବାର ପୂର୍ବାହ୍ନରେ ୨ ଥର ପ୍ରଚଣ୍ତ ଶବ୍ଦ ଶୁଣିବାକୁ ମିଳିଛି। ଫଳରେ ଭୂମି ସହ ଘର କାନ୍ଥ, ଝରକା, କବାଟ ଥରି ଉଠିବା ଲୋକେ ଅନୁଭବ କରି ଭୟଭୀତ ହୋଇଛନ୍ତି। ଏହାକୁ କେହି ମୃଦୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?