Odisha Elections 2024

ରାଜ୍ୟ

ସଂଗରୋଧ ସରିବା ପରେ ଭୁଲିଗଲା ଗଞ୍ଜାମ ପ୍ରଶାସନ: ରକ୍ଷଣାବେକ୍ଷଣ ଅଭାବରୁ ଭୂତକୋଠି ପାଲଟିଲାଣି ସ୍କୁଲ-କଲେଜ କୋଠା

ବ୍ରହ୍ମପୁର,୧୫।୮- ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆମାନେ ନିଜ ନିଜ ଜିଲ୍ଲାକୁ ଫେରି ଆସିଥିଲେ। ରାଜ୍ୟ ସରକାର ସେମାନଙ୍କୁ ବିଭିନ୍ନ ସ୍କୁଲ ଓ କଲେଜ ସଂଗରୋଧ ଗୃହରେ ରଖାଯାଇଥିଲା। ପ୍ରବାସୀମାନେ ସଙ୍ଗରୋଧରେ ରହିବା ଦ୍ୱାରା ମହାମାରୀ କରୋନାର ମୁକାବିଲା...

କରୋନା ଆକ୍ରାନ୍ତଙ୍କ ଘରୁ ଚୋରି

ଚୌଦ୍ୱାର,୧୫।୮(ଡି.ଏନ୍‌.ଏ.): ଶୁକ୍ରବାର ବିଳମ୍ବିତ ରାତିରେ ବର୍ଷା ଓ ଅନ୍ଧାରର ସୁଯୋଗ ନେଇ ଜଣେ କରୋନା ଆକ୍ରାନ୍ତଙ୍କ ଘରେ କଳାକନା ବୁଲାଇଛନ୍ତି ଚୋର। ଏହା ଚୌଦ୍ୱାର ଅଞ୍ଚଳରେ ଆଲୋଚନାର ବିଷୟ ହୋଇଛି । ସୂଚନା ଅନୁଯାୟୀ, ଚୌଦ୍ୱାର ଓଟିଏମ୍‌ କଲୋନୀ ସତ୍ୟନାରାୟଣ...

ଦୁଇ ଦିନରେ ଚିହ୍ନଟ ହେଲେ ୫୨ କରୋନା ଆକ୍ରାନ୍ତ: ଜୁନାଗଡ଼ର ଏହି ୭ ଓ୍ବାର୍ଡ୍‌କୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କଲା ଜିଲା ପ୍ରଶାସନ

ଜୁନାଗଡ,୧୫।୮(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ସହରରେ ୨ଦିନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୨ରେ ପହଞ୍ଚିଛି। ଫଳରେ ସଂକ୍ରମଣ ବଢିବା ଆଶଙ୍କା କରି ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ମଧ୍ୟରାତ୍ରିଠାରୁ ସହରର ୭ଟି ୱାର୍ଡକୁ ଆସନ୍ତା ୨୦ତାରିଖ ମଧ୍ୟରାତ୍ରି ଯାଏ କଣ୍ଟେନମେଣ୍ଟ ଜୋନ୍‌...

କୃଷି ମନ୍ତ୍ରୀଙ୍କ ପାଟଣା ଗସ୍ତ: ବୁଲି ଦେଖିଲେ ଲେମନ୍‌ ଗ୍ରାସ ଚାଷ

ପାଟଣା,୧୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ଯମୁନା ପଶି ପଞ୍ଚାୟତ କୋଡ଼ଖମଣ ଗ୍ରାମର ଲେମନ ଗ୍ରାସ ଚାଷ, ବାଁଉଶୁଳି ପଞ୍ଚାୟତ ଗୁଡିପୋଖରୀ ଗ୍ରାମର ଧାଡି ରୁଆ ଧାନ ଚାଷକୁ ଶନିବାର ମନ୍ତ୍ରୀ ଅରୁଣ କୁମାର ସାହୁ ପରିଦର୍ଶନ କରିବା ସହ...

ରାଜ୍ୟରେ ଆହୁରି ୨ ଦିନ ବର୍ଷିବ: ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟର ଅନେକାଅଂଶ ସ୍ଥାନରେ ବର୍ଷା ଲାଗିରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ୯ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲାଗୁଡ଼ିକ ହେଲା ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗୀର,...

ଆଜି ଆଉ ୯ ମୁଣ୍ଡ ନେଲା କରୋନା: ଏହି ଜିଲାରୁ ସର୍ବାଧିକ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଇ ଚାଲିଛି କରୋନା। ରାଜ୍ୟରେ ଶନିବାର କରୋନା ସଂକ୍ରମଣରେ ୯ଜଣଙ୍କ ମୃତ୍ୟୁ ଘଟିଛି। ସେଥିରୁ ଜଣେ କଟକ ଜିଲାର(୬୭ ବର୍ଷୀୟା ବୃଦ୍ଧା, ୫୦ ବର୍ଷୀୟ ବ୍ୟକ୍ତି), ଗଞ୍ଜାମର ୫୩ବର୍ଷୀୟ ବ୍ୟକ୍ତି, କେନ୍ଦୁଝରର ୫୮...

ଅଗଷ୍ଟ ୧୫ରେ କରୋନାର ରେକର୍ଡ: ଆଜି ଚିହ୍ନଟ ହେଲେ ସର୍ବାଧିକ ୨୪୯୬ ଆକ୍ରାନ୍ତ; ୫୫ହଜାର ଟପିଲା ସଂଖ୍ୟା

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ ଜିଲାରୁ ୨୪୯୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୯୧ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୯୦୫ ଲୋକାଲ କେସ୍‌ ରହିଥିବା ଅପରାହ୍ନରେ ସ୍ବାସ୍ଥ୍ୟ ଓ ପରିବାର...

ଗାଡ଼ି ଗଲାନି, ଖଟିଆରେ ବୁହାହେଲେ ବ୍ୟକ୍ତି; ଡାକ୍ତରଖାନାରେ ଜୀବନ ଗଲା

ବରଗଡ଼ ଅଫିସ୍‌/ସରଣ୍ଡା,୧୫।୮: ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ ଅନ୍ତର୍ଗତ କଣ୍ଟାତଳ ଗ୍ରାମରେ ରାସ୍ତା ଖରାପ ଯୋଗୁ ଜଣେ ରୋଗୀଙ୍କୁ ଖଟିଆରେ ବୋହିବା ଏବଂ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟଣା ଏଠାରେ ଚର୍ଚ୍ଚାର ବିଷୟ ପାଲଟିଛି...

ଗୁଗଲ୍‌ ପରେ ମାଇକ୍ରୋସଫ୍ଟ ଟ୍ରାନ୍ସଲେଟରରେ ‘ଓଡ଼ିଆ’

ଭୁବନେଶ୍ୱର(ବ୍ୟୁରୋ),୧୫।୮: ଗୁଗଲ୍‌ ପରେ ଏବେ ମାଇକ୍ରୋସଫ୍ଟ ଟ୍ରାନ୍ସଲେଟରରେ ଯୋଡ଼ି ହୋଇଛି ଓଡ଼ିଆ। ମାଇକ୍ରୋସଫ୍ଟରେ ଓଡ଼ିଆ ଟେକ୍ସଟ୍‌ ଟ୍ରାନ୍ସଲେଶନକୁ ଯୋଗ କରାଯିବା ପରେ କମ୍ପାନୀ ଏନେଇ ଘୋଷଣା କରିଛି। ଓଡ଼ିଆମାନେ ଏଣିକି ମାଇକ୍ରୋସଫ୍ଟ ଟ୍ରାନ୍ସଲେଟର ଆପ୍‌, ମାଇକ୍ରୋସଫ୍ଟ ଅଫିସ୍‌, ଟ୍ରାନ୍ସଲେଟର ଫର୍‌...

କଟକଣା ସହ ଖୋଲିବ ଆର୍‌ଟିଓ

କଟକ ଅଫିସ,୧୫।୮: କରୋନା ମହାମାରୀ ବେଳେ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ) କାର୍ଯ୍ୟ କରୁଥିଲେ ମଧ୍ୟ ସଂକ୍ରମଣ ଭୟରେ ସର୍ବସାଧାରଣଙ୍କ ପାଇଁ ଏଗୁଡ଼ିକ ବନ୍ଦ ରହିଥିଲା। ୫୦ ପ୍ରତିଶତ କର୍ମଚାରୀରେ କାର୍ଯ୍ୟାଳୟ ଚାଲିଥିଲା। କିନ୍ତୁ ଏବେ ସୀମିତ ସେବା ଓ...

ଅନ୍ତର୍ଜାତୀୟ ବ୍ରେଲ୍‌ ମାଗାଜିନ୍‌ ଲୋକାର୍ପିତ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ସଲାମ ଜୀବନ ପକ୍ଷରୁ ଶୁକ୍ରବାର ଅନ୍ତର୍ଜାତୀୟ ବ୍ରେଲ୍‌ ମାଗାଜିନ୍‌ ‘ବ୍ରେଲ୍‌ କମ୍ୟୁନିକ୍‌’ ଲୋକାର୍ପିତ ହୋଇଛି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଡିଏସ୍‌ଏସ୍‌ଓ ହେଡ୍‌କ୍ୱାର୍ଟର ସନ୍ନ୍ୟାସୀ କୁମାର ବେହେରା ଓ...

ସିବିଆଇ ତଦନ୍ତ ଦାବି କଲେ ଆଦିତ୍ୟଙ୍କ ମା

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାକୁ ଏକ ମାସରୁ ଊର୍ଦ୍ଧ୍ୱ ବିତିଛି। ଏବେ ମାମଲାର ତଦନ୍ତ କରୁଥିବା କ୍ରାଇମ୍‌ବ୍ରାଞ୍ଚ ଜିଆର୍‌ପି ଭଳି ସୁରାକ ପାଇପାରୁନି। ଫଳରେ ଆଦିତ୍ୟଙ୍କ ପରିବାର ଓ ସମର୍ଥକଙ୍କ ଭରସା ତୁଟିବାକୁ ବସିଲାଣି। ଆଦିତ୍ୟଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri