ରାଜ୍ୟ

ଶାନ୍ତି ପଦଯାତ୍ରାରେ ବିଶ୍ୱଶାନ୍ତିର ବାର୍ତ୍ତା

ଭୁବନେଶ୍ୱର,୨୮।୧୦(ବ୍ୟୁରୋ):ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଶୁକ୍ରବାରଠାରୁ ଆରମ୍ଭ ହେବ। ଏଥିପାଇଁ ବିଶ୍ୱର ବିଭିନ୍ନ ଦେଶରୁ ବୌଦ୍ଧ ସନ୍ନ୍ୟାସୀଙ୍କ ସମାଗମ ହୋଇଛି। ଗୁରୁବାର ଏହି ବୌଦ୍ଧ ସନ୍ନ୍ୟାସୀମାନେ ଶାନ୍ତି ପଦଯାତ୍ରା ମାଧ୍ୟମରେ ଭୁବନେଶ୍ୱରରୁ ବିଶ୍ୱଶାନ୍ତିର ବାର୍ତ୍ତା ଦେଇଛନ୍ତି। ସକାଳ ପ୍ରାୟ ୯ଟାରେ…

ଦୋଷୀଙ୍କୁ ଘଣ୍ଟ ଘୋଡ଼ାଉଛି ପୋଲିସ: ଭାଜପା

ଭୁବନେଶ୍ବର,୨୮ା୧୦(ବ୍ୟୁରୋ): ମହିଳାଙ୍କୁ ନିର୍ଯାତନା, ଯୁବକଙ୍କୁ ବେକାର, ଭ୍ରଷ୍ଟାଚାର, ଦୁର୍ନୀତି, ଯୌନ କେଳେଙ୍କାରୀ, ଅପରାଧ ଓ ସମାଜକୁ ନଷ୍ଟ କରିବା ଭଳି ବିଭିନ୍ନ କାର୍ଯ୍ୟ ବିଜେଡି ଦୀର୍ଘ ୨୨ ବର୍ଷ ଶାସନରେ କରିଛି। ଜିଲା ପରିଷଦ ସଦସ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା…

ଘରୋଇ ଡାକ୍ତରଖାନାକୁ ରୋଗୀଙ୍କୁ ପଠାଉଛନ୍ତି ଦଲାଲ

ଭୁବନେଶ୍ୱର, ୨୮ା୧୦(ବ୍ୟୁରୋ): ବହୁ ଦୂରଦୂରାନ୍ତରୁ ସରକାରୀ ହସ୍ପିଟାଲକୁ ଆସୁଥିବା ରୋଗୀଙ୍କୁ ପ୍ରଲୋଭିତ କରି ଦଲାଲମାନେ ଘରୋଇ ହସ୍ପିଟାଲକୁ ପଠାଉଛନ୍ତି। ଫଳରେ ରୋଗୀମାନେ ଖର୍ଚ୍ଚାନ୍ତ ହେବା ସହ ସରକାରୀ ସୁବିଧା ପାଇବାରୁ ବଞ୍ଚିତ ହେଉଛନ୍ତି। ସାହାଯ୍ୟ କରିବା ବାହାନରେ ଦଲାଲମାନେ ରୋଗୀଙ୍କୁ ସରକାରୀ…

୩୧ରୁ କମିବ ଶୀତ: ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ):ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓ ସମ୍ଭାବ୍ୟ ବାତ୍ୟା ଅପସରି ଯିବା ପରେ ଗତ କିଛିଦିନ ହେବ ହାଲୁକା ଶୀତ ଆରମ୍ଭ ହୋଇଛି। ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ସେଲ୍‌ସିୟସକୁ ଖସି ଆସିଛି। ଆଉ ୩ ଦିନ ପାରଦ ଆହୁରି…

ବଦଳିଲା ନିଷ୍ପତ୍ତି, ୨୫ରୁ ଧାନକିଣା

ବରଗଡ଼ ଅଫିସ୍‌,୨୭।୧୦: ବରଗଡ଼ ଜିଲାରେ ଆସନ୍ତା ଡିସେମ୍ବର ୧ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ ବୋଲି ପୂର୍ବରୁ ପ୍ରଶାସନ ନିଷ୍ପତ୍ତି ନେଇଥିଲା । ଗତ ୨୧ ତାରିଖ ଜିଲାପାଳଙ୍କ ଅଫିସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ…

ଭିଜିଲାନ୍ସ ଜାଲରେ କିରାଣି, ଡାଟାଏଣ୍ଟ୍ରି ଅପରେଟର

ବ୍ରହ୍ମପୁର ଅଫିସ,୨୭ା୧୦: ଔଷଧ ଦୋକାନ ସ୍ଥାନାନ୍ତର ପାଇଁ ବ୍ରହ୍ମପୁରରେ ଥିବା ଗଞ୍ଜାମ ରେଞ୍ଜ-୧ ଡ୍ରଗ୍ସ ଇନ୍ସପେକ୍ଟରଙ୍କ କାର୍ଯ୍ୟାଳୟ କନିଷ୍ଠ କିରାଣି ଓ ଡାଟା ଏଣ୍ଟ୍ରି ଅପରେଟର ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେମାନେ…

ଶୁକ୍ରବାର ପ୍ରଚାର ମଇଦାନକୁ ଓହ୍ଲାଇବେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଆସନ୍ତା ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ପ୍ରାର୍ଥୀମାନେ ନିଜର ଦଳୀୟକର୍ମୀଙ୍କ ସହ ଜୋରଦାର ପ୍ରଚାର କରିବାରେ ଲାଗିପଡିଛନ୍ତି। ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ। ଅନ୍ୟପଟେ, ଆସନ୍ତା…

ଖସୁଛି ପାରଦ, ବଢୁଛି ଶୀତ

ଦାରିଙ୍ଗବାଡି,୨୭।୧୦(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ପାରଦ ତଳମୁଁହା। ସହରରେ ସର୍ବନିମ୍ମ ତାପମାତ୍ରା ୧୬ଡିଗ୍ରୀ ରହିଥିବା ବେଳେ ସର୍ବାଧିକ ୧୯ ଡିଗ୍ରୀ ରହୁଥିବା ଜଣାପଡିଛି। ଶୀତଯୋଗୁଁ ଏବେ ଲୋକଙ୍କୁ ବିନା ଶୀତ ବସ୍ତ୍ର ଯାତାୟାତ କରିବା କଷ୍ଟ ହେଉଛି। ସନ୍ଧ୍ୟା ସମୟରେ ଶୀତ…

ପ୍ରଚାର ମଇଦାନକୁ ଓହ୍ଲାଇଲେ ପିସିସି ସଭାପତି

ଭଦ୍ରକ ଅଫିସ,୨୭।୧୦: ଧାମନଗର ଉପନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନୀ ମାହୋଲ ସେତେ ସରଗରମ୍‌ ହେବାରେ ଲାଗିଛି। କଂଗ୍ରେସ ଗତ ଦୁଇଦିନ ହେଲା ନିର୍ବାଚନୀ ପ୍ରଚାରକୁ ଜୋର୍‌ଦାର କରିଛି। ଦଳୀୟ ପ୍ରାର୍ଥୀ ହରେକୃଷ୍ଣ ସେଠୀ ଘରକୁ ଘର ବୁଲି ପ୍ରଚାର କରୁଥିବା…

୩୦ ଯାଏ ପାଗ ଶୁଖିଲା

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ଆସନ୍ତା ୩୦ ତାରିଖ ଯାଏ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି। ତେବେ ୩୧ତାରିଖ ବେଳକୁ ଦକ୍ଷିଣ ଓଡ଼ିଶାର ଗଜପତି, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା…

ଧାମନଗର ଉପନିର୍ବାଚନ: ଅଭିଯୋଗ ଆସିଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଆସନ୍ତା ୩ ତାରିଖରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ପ୍ରାର୍ଥୀମାନେ ନିଜର ଦଳୀୟକର୍ମୀଙ୍କ ସହ ଜୋରଦାର ପ୍ରଚାର କରୁଛନ୍ତି। ଏହି ସମୟରେ ଭୋଟରକୁ ଲାଞ୍ଚ ଦେବା, ଭୋଟ ପାଇଁ ଧମକାଇବା ଭଳି ଅଭିଯୋଗ ଆସିବା…

ଇଡିକୁ ଏଫ୍‌ଆଇଆର୍‌ କପି ହସ୍ତାନ୍ତର କଲା ପୋଲିସ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ବ୍ୟବସାୟୀ, ପୋଲିସ ଅଧିକାରୀଙ୍କୁ ମାୟାଜାଲରେ ଫସାଇ ଟଙ୍କା ହଡ଼ପ କରିଥିବା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଜେଲ୍‌ରେ ଅଛନ୍ତି। ବର୍ତ୍ତମାନ ଏହି ମାମଲାକୁ ନେଇ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ଖୋଡତାଳ କରୁଛି। ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri