ରାଜ୍ୟ

ସ୍କୁଲରେ ନାମଲେଖା ଅବଧି ବଢ଼ିଲା

ଭୁବନେଶ୍ୱର, ୧୫।୭(ବ୍ୟୁରୋ)-କରୋନା ମହାମାରୀ ପାଇଁ ରାଜ୍ୟରେ ସ୍କୁଲ ଓ କଲେଜ ବନ୍ଦ ରହିଛି। ଅଗଷ୍ଟ ୩୧ ପର୍ଯ୍ୟନ୍ତ ରାଜ୍ୟ ସରକାର ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିଛନ୍ତି। ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାର ସ୍କୁଲରେ ନାମଲେଖା ଅବଧିକୁ ବୃଦ୍ଧି କରିଛନ୍ତି।...

ରାଜ୍ୟବାସୀଙ୍କୁ ମାଗଣାରେ ମିଳିବ ପ୍ଲାଜମା ଥେରାପି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୭(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନଫରେନ୍ସ ଜରିଆରେ ଗୁରୁତର କୋଭିଡ୍‌ ରୋଗୀଙ୍କ ଚିକିତ୍ସା ପାଇଁ କଟକ ଏସ୍‌ସିବି ମେଡିକାଲ କଲେଜରେ କୋଭିଡ୍‌ ପ୍ଲାଜ୍‌ମା ବ୍ୟାଙ୍କ ଉଦ୍‌ଘାଟନ କରିଛନ୍ତି। ଏହାଦ୍ୱାରା ପ୍ଲାଜ୍‌ମା ଥେରାପି ବ୍ୟବସ୍ଥା ଆରମ୍ଭ କରିଥିବା ଦେଶର ଅଳ୍ପ...

CORONAVIRUS UPDATE: ରାଜ୍ୟରେ ଆଜି ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୬୧୨ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୧୦,୦୦୦ ଟପିଲା

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ବୁଧବାର ରେକର୍ଡ ସଂଖ୍ୟକ ୬୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୧୦,୦୦୦ ଡେଇଁଛି। ଏବେ ମୋଟ ୧୦,୪୭୬ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଲେଣି। ଏନେଇ ଅପରାହ୍ନରେ ସ୍ବାସ୍ଥ୍ୟ ଓ...

ରେକର୍ଡ କଲା ରାଜଧାନୀ: ଆଜି ଚିହ୍ନଟ ହେଲେ ୯୦ ଆକ୍ରାନ୍ତ; ଅଛି ୨୭ ଲୋକାଲ୍‌ କେସ୍‌

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜଧାନୀରେ ବୁଧବାର ଆଉ ୯୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୫୯କୁ ବୃଦ୍ଧି ପାଇଛି। ସେଥିରୁ ୪୬୨ ଆକ୍ଟିଭ କେସ୍‌ ରହିଥିବା ବେଳେ ୩୮୫ଜଣ ସୁସ୍ଥ...

ସିବିଏସ୍‌ଇ ପରୀକ୍ଷା ଫଳାଫଳ ପ୍ରକାଶ: ଟପ୍‌ ତାଲିକାରେ ନାଲ୍‌କୋ ଛାତ୍ର

ବଅଁରପାଳ,୧୫ା୭(ଡି.ଏନ୍‌.ଏ.): କେନ୍ଦ୍ରୀୟ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଶ୍ରେଣୀ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ନାଲ୍‌କୋ ଡିପିଏସ୍‌ର ଛାତ୍ରୀଛାତ୍ର ବେଶ୍‌ ସଫଳତା ହାସଲ କରିଛନ୍ତି। ସ୍କୁଲରୁ ମୋଟ୍‌ ୧୭୧ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ...

କରୋନାରେ ବିଏମ୍‌ସିର ମୁଖ୍ୟ କିରାଣିଙ୍କ ମୃତ୍ୟୁ: ୧୪ ଦିନ ପାଇଁ ଏସବୁ ବିଭାଗ ବନ୍ଦ, ଏସବୁ ଖୋଲା

ବ୍ରହ୍ମପୁର ଅଫିସ,୧୫।୭: ବ୍ରହ୍ମପୁର ବିଏମସିର ମୁଖ୍ୟ କିରାଣି ଉପେନ୍ଦ୍ର ମାଝିଙ୍କ କରୋନାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ସକାଳେ ତାଙ୍କର ମୃତ୍ୟୁ ଘଟିଥିବା ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ ସିଂ ରଠୋର ସୂଚନା...

୧୪ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂଜାରି, ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥିସହିତ ସ୍ଥାନେ ସ୍ଥାନେ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ଏନେଇ ରାଜ୍ୟର ୧୪...

କରୋନା ନେଲା ଆଉ ୩ ଜୀବନ: ମୃତ୍ୟୁ ସଂଖ୍ୟା ୭୭କୁ ବୃଦ୍ଧି

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୭ରେ ପହଞ୍ଚିଛି।...

CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୧୮କରୋନା ପଜିଟିଭ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪, ୮୯୮ରେ ପହଞ୍ଚିଲା

ଭୁବନେଶ୍ୱର,୧୫।୭(ବ୍ୟୁରୋ):  ରାଜ୍ୟରେ ବୁଧବାର ଆଉ ୬୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪, ୮୯୮ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

‘ଥ୍ରୀଲର’ରେ ଓଡ଼ିଆ ଯୁବକ ରକ୍‌

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ବଲିଉଡ୍‌ର ଜଣାଶୁଣା ନିର୍ଦ୍ଦେଶକ ତଥା ଫିଲ୍ମ ନିର୍ମାତା ରାମ ଗୋପାଳ ବର୍ମାଙ୍କ ଆଗାମୀ ଫିଲ୍ମ ‘ଥ୍ରୀଲର୍‌’ରେ ଓଡ଼ିଶା ଜନ୍ମିତ ଅପ୍‌ସରା ରାଣୀ ନାୟିକା ସାଜିଥିବାବେଳେ ଏବେ ଆଉଜଣେ ଓଡ଼ିଆଙ୍କୁ ରାମଗୋପାଳ ନାୟକ ଭାବେ ସୁଯୋଗ ଦେଇଛନ୍ତି। ସେ ହେଲେ...

ଭୂତାଣୁମୁକ୍ତ ହେବ ରେଳଯାତ୍ରା

ଭୁବନେଶ୍ୱର,୧୫ା୭(ବ୍ୟୁରୋ): କରୋନା ବିରୋଧରେ ଲଢେଇକୁ ସୁଦୃଢ କରିବାକୁ ପ୍ରସ୍ତୁତ ହୋଇଛି ଭାରତୀୟ ରେଳପଥ। ପ୍ରଥମେ ଆଇସୋଲେଶନ କୋଚ୍‌, ଏବେ ପୋଷ୍ଟ୍‌ କୋଭିଡ୍‌-୧୯ କୋଚ୍‌ ପ୍ରସ୍ତୁତ କରିଛି ରେଲ୍‌ଓ୍ବେ। ଏଥିରେ ଟଚ୍‌ ଫ୍ରି ଉପକରଣ ସହ ଅନ୍ୟାନ୍ୟ ସୁରକ୍ଷା ବ୍ୟବସ୍ଥା ରହିଛି।...

ଭିକ୍ଷା ମାଗୁଛନ୍ତି ପୂର୍ବତନ ଡିଏସ୍‌ପିଙ୍କ ପୁଅ

କଟକ ଅଫିସ,୧୫ା୭: ଦିବାକର ପରିଡ଼ା ଥିଲେ ପୋଲିସ ବିଭାଗର ଜଣେ ବରିଷ୍ଠ ଅଧିକାରୀ। ସେ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ଭାରତ ପକ୍ଷରୁ ବ୍ରିଟିଶ ସେନାରେ ଯୋଗ ଦେଇଥିଲେ। ସ୍ବାଧୀନ ଭାରତରେ ଓଡ଼ିଶା ପୋଲିସ ଗଠନ ହେବା ପରେ ଏଥିରେ ମଧ୍ୟ ତାଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri