ରାଜ୍ୟ ବଜେଟରେ ‘ମିଶନ ଶକ୍ତି ସ୍କୁଟର ଯୋଜନା’: ହୋଇଛି ୫୦ କୋଟିର ବ୍ୟୟବରାଦ
ଭୁବନେଶ୍ୱର,୨୪।୨(ବ୍ୟୁରୋ): ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ୨ ଲକ୍ଷ ୩୦ ହଜାର କୋଟିର ବଜେଟ ଉପସ୍ଥାପନ କରିଛନ୍ତି। ଏଥିରେ ମିଶନ ଶକ୍ତି ବିଭାଗ ପାଇଁ ୨୫୫୪ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ବିଶେଷକରି ମିଶନ ଶକ୍ତି…
ବଜେଟରେ ଶିକ୍ଷାକୁ ଗୁରୁତ୍ୱ
ଭୁବନେଶ୍ୱର,୨୪।୨(ବ୍ୟୁରୋ): ବିଧାନସଭାରେ ବଜେଟ ୨୦୨୩-୨୪ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ରାଜ୍ୟ ବଜେଟରେ ଶିକ୍ଷାକୁ ଗୁରୁତ୍ୱ ଦେଇଛନ୍ତି ସରକାର । ବଜେଟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ୨୨ ହଜାର ୨୮ କୋଟି ଟଙ୍କାର ବ୍ୟୟ…
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଲାଗି ୧୩୯ କୋଟି ଟଙ୍କା ବ୍ୟୟବରାଦ: ଅର୍ଥମନ୍ତ୍ରୀ
ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ଅପରାହ୍ନରେ ବଜେଟ ଉପସ୍ଥାପନ କରୁଛନ୍ତି। ବଜେଟରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ନେଇ ବ୍ୟବସ୍ଥା କରାଯାଇଛି। ଏଥିନିମନ୍ତେ ୧୩୯ କୋଟି ବ୍ୟୟବରାଦ ହୋଇଛି। ୩୪,୫୦୦ ଛାତ୍ରୀଛାତ୍ରଙ୍କୁ ଏକାଡେମିକ ପୁରସ୍କାର ପ୍ରଦାନ…
ରାଜ୍ୟ ବଜେଟ୍ : ଜାଣନ୍ତୁ କେଉଁ ବିଭାଗକୁ କେତେ
ଭୁବନେଶ୍ୱ,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଶୁକ୍ରବାର ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ୍ ଉପସ୍ଥାପନ କରିଛନ୍ତି। ତେବେ ଏଥିରେ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ରାଜ୍ୟ ବଜେଟ୍ ଉପସ୍ଥାପନ କରାଯାଇଛି। ସ୍ବାସ୍ଥ୍ୟ ପାଇଁ ୧୬,୦୪୮ କୋଟି…
୨୦୨୩-୨୪ ରାଜ୍ୟ ବଜେଟ: ସ୍ବାସ୍ଥ୍ୟ କ୍ଷେତ୍ରରେ ୧୬ ହଜାର କୋଟି
ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ରାଜ୍ୟ ବଜେଟରେ ସ୍ବାସ୍ଥ୍ୟ ପାଇଁ ୧୬ ହଜାର କୋଟି ବ୍ୟୟବରାଦ ହୋଇଛି। ଗତବର୍ଷ ତୁଲନାରେ ଏହା ୨୭ ପ୍ରତିଶତ ବୃଦ୍ଧି ପାଇଛି। ମୋଟ ରାଜ୍ୟ ବଜେଟର ୧୭ ପ୍ରତିଶତ ସ୍ବାସ୍ଥ୍ୟ କ୍ଷେତ୍ରରେ ବ୍ୟୟବରାଦ କରାଯାଇଛି। ସ୍ବାସ୍ଥ୍ୟ ଓ ପରିବାର…
ରାଜ୍ୟ ବଜେଟ: ମିଲେଟ ମିଶନକୁ ଗୁରୁତ୍ୱ
ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି। ମୋଟ୍ ୨ ଲକ୍ଷ ୩୦ହଚାର କୋଟିର ବଜେଟ ଉପସ୍ଥାପନ କରାଯାଇଛି। ଯାହା ଚଳିତ ବର୍ଷଠାରୁ ଆସନ୍ତା ଆର୍ଥିକ ବର୍ଷର ବ୍ୟୟବରାଦ…
୨୦୨୩-୨୪ ରାଜ୍ୟ ବଜେଟ: କୃଷି ପାଇଁ ୨୪ ହଜାର ୮୨୯ କୋଟି
ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷର ସାଧାରଣ ବଜେଟ ଶୁକ୍ରବାର ଆରମ୍ଭ ହୋଇଛି। ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ବଜେଟ ଉପସ୍ଥାପନ କରୁଛନ୍ତି। ଏହି ଅବସରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ସରକାରଙ୍କ ବିଭିନ୍ନ ସଫଳତା ବଖାଣିଛନ୍ତି। ବଜେଟରେ ଚାଷୀଙ୍କୁ ଅଧିକ…
ଉପସ୍ଥାପନ ହେଲା ୨୦୨୩- ୨୪ ବଜେଟ
ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷର ସାଧାରଣ ବଜେଟ ଶୁକ୍ରବାର ଆରମ୍ଭ ହୋଇଛି। ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ବଜେଟ ଉପସ୍ଥାପନ କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ସରକାରରେ ଏହା ହେଉଛି ଅନ୍ତିମ ପୂର୍ଣ୍ଣାଙ୍ଗ ବଜେଟ।
ପାକିସ୍ତାନ ମହିଳାଙ୍କ ପ୍ରେମରେ ପଡ଼ି ଆଇଟିଆର୍ରୁ ଦେଉଥିଲେ ଗୁପ୍ତ ତଥ୍ୟ, ଅଫିସରଙ୍କ ସହ ଠିକାଦାରଙ୍କୁ ବାନ୍ଧିଲା ପୋଲିସ
ବାଲେଶ୍ୱର ଅଫିସ, ୨୪।୨: ବାଲେଶ୍ୱର ଜିଲା ଚାନ୍ଦିପୁର ଆଇଟିଆର୍ରୁ ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେବା ଅଭିଯୋଗରେ ପ୍ରତିରକ୍ଷା ବିଭାଗର ଜଣେ ସିନିୟର ଅଫିସର ଓ ଠିକାଦାରଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ଅଫିସର ଜଣଙ୍କ ହନିଟ୍ରାପର୍ ଶିକାର ହୋଇଛନ୍ତି। ସେ ପାକିସ୍ତାନ ରାୱଲପିଣ୍ଡିର…
ମଡେଲ୍ ସୌମ୍ୟ ପାଣିଗ୍ରାହୀଙ୍କ ମୃତ୍ୟୁ ମାମଲା: ସୋନାଲୀଙ୍କୁ ଜେରା
ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୨ ଜାନୁଆରୀ ୩୦ ତାରିଖରେ ମଡେଲ୍ ସୌମ୍ୟ ପାଣିଗ୍ରାହୀଙ୍କ ମୃତ୍ୟୁ ଘଟିଥିଲା। ପରିବାର ଲୋକେ ଏହି ଘଟଣାରେ ସୌମ୍ୟଙ୍କ ବାନ୍ଧବୀ ସୋନାଲି ନନ୍ଦଙ୍କୁ ଦାୟୀ କରିଥିଲେ । ଦ୍ୱିତୀୟ ଦିନରେ ଶୁକ୍ରବାର କ୍ରାଇମବ୍ରାଞ୍ଚ ଟିମ୍ ପୁଣି ତନାଘନା ଚଳାଇ ଥିବା…
ରାଜ୍ୟରେ ବଢିବ ଦିନ ତାପମାତ୍ରା
ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟରେ ଆଗାମୀ ୩ ରୁ ୪ଦିନ ମଧ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ। ଏଥିସହ ପରବର୍ତ୍ତୀ ସମୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୨ ରୁ ୪ଡିଗ୍ରୀ ଯାଏ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର…
କର୍ମଚାରୀଙ୍କୁ ନିଶାଦ୍ରବ୍ୟ ମନା
କଟକ ଅଫିସ,୨୪ା୨: ଏସ୍ସିବି ମେଡିକାଲରେ କାମ କରୁଥିବା କୌଣସି କର୍ମଚାରୀ ନିଶାଦ୍ରବ୍ୟ ସେବନ କରିପାରିବେ ନାହିଁ। ମେଡିକାଲରେ ଡ୍ୟୁଟିରେ ଥିବା ବେଳେ ଯଦି କେହି କର୍ମଚାରୀ ନିଶାଦ୍ରବ୍ୟ ରଖିଥିବେ କିମ୍ବା ଖାଉଥିବେ ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ…

