ଆଜି ବଜେଟ
ଭୁବନେଶ୍ୱର,୨୪ା୨(ବ୍ୟୁରୋ): ରାଜ୍ୟ ସରକାର ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ବଜେଟ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହର ଅନୁମୋଦନ ପାଇଁ ଉକ୍ତ ବଜେଟକୁ ବିଧାନସଭାରେ ଉପସ୍ଥାପନ କରିବେ। ଆସନ୍ତା…
ଦ୍ରୁତ ଅଭିବୃଦ୍ଧିରେ ଓଡ଼ିଶା
ଭୁବନେଶ୍ୱର,୨୪ା୨(ବ୍ୟୁରୋ): କୋଭିଡ୍ ମହାମାରୀ ପରେ ରାଜ୍ୟର ଅଭିବୃଦ୍ଧି ହାର ବଢୁଛି। ଓଡ଼ିଶା ଏବେ ଦେଶର ସବୁଠୁ ଦ୍ରୁତ ଗତିରେ ଅଭିବୃଦ୍ଧି କରୁଥିବା ରାଜ୍ୟରେ ପରିଣତ ହୋଇଛି। ରାଜ୍ୟର ଆର୍ଥିକ ଶୃଙ୍ଖଳା ଓଡ଼ିଶାର ଅର୍ଥନୀତିକୁ ଦୃଢ଼ ସ୍ଥିତିରେ ରଖିଛି। ଜାତୀୟ ହାର ତୁଳନାରେ…
ସିଆର୍ପିଏଫ୍ ଯବାନ କହି ଠକି ନେଲେ ୮୩ ହଜାର
ବାଲିଗୁଡା,୨୩।୨: ନିଜକୁ ସିଆର୍ପିଏଫ୍ ଯବାନର ପରିଚୟ ଦେଇ ଜଣେ ମାଛ ବ୍ୟବସାୟୀଙ୍କଠାରୁ ଟଙ୍କା ଠକେଇ ଘଟଣା ବାଲିଗୁଡ଼ା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲିଟିଛି। ଠକେଇର ଶିକାର ହୋଇଛନ୍ତି କନ୍ଧମାଳ ଜିଲା ବାଲିଗୁଡା ଏନ୍ଏସି ନୂଆସାହିର ମାଛ ବ୍ୟବସାୟୀ ଶଙ୍କର ବେହେରା। ଶଙ୍କରଙ୍କ…
ମଣ୍ଡିରେ ଚାଲିଗଲା ଚାଷୀଙ୍କ ଜୀବନ
ବାଉଁଶୁଣୀ,୨୩ା୨(ଡି.ଏନ୍.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ମଣ୍ଡି ପରିସରରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମଣ୍ଡିକୁ ଧାନ ବିକ୍ରି କରିବାକୁ ଆସିଥିବା ବେଳେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତ ଚାଷୀ ହେଲେ ଧରଣୀ ମେହେର(୫୦)। ଧାନ ବିକି ନ…
ଶୁକ୍ରବାର ନବୀନ ସରକାରଙ୍କ ପଞ୍ଚମପାଳିର ଅନ୍ତିମ ବଜେଟ
ଭୁବନେଶ୍ୱର,୨୩।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷର ସାଧାରଣ ବଜେଟ ଶୁକ୍ରବାର ଉପସ୍ଥାପନ ହେବ। ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ବଜେଟ ଉପସ୍ଥାପନ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମପାଳି ସରକାରରେ ଏହା ହେଉଛି ଅନ୍ତିମ ପୂର୍ଣ୍ଣାଙ୍ଗ ବଜେଟ। ଓଡ଼ିଶା ସରକାର…
ବଞ୍ଚି ଥାଉ ଥାଉ ନିଜ ପାଇଁ ସମାଧି ତିଆରି କରି ଚର୍ଚ୍ଚାରେ ଲକ୍ଷ୍ମଣ
ପାରଳାଖେମୁଣ୍ଡି,୨୩।୨(ଡି.ଏନ.ଏ.): ବଞ୍ଚି ବଞ୍ଚି ଥାଉ ଥାଉ ନିଜ ପାଇଁ ଏବଂ ନିଜ ସ୍ତ୍ରୀ ପାଇଁ ସମାଧି ତିଆରି କରି ଏବେ ଚର୍ଚ୍ଚାରେ ଲକ୍ଷ୍ମଣ ଭୂୟାଁ। ଏଭଳି ଘଟଣା ଗଜପତି ଜିଲା ନୂଆଗଡ ବ୍ଲକ ସୌରି ଗାଁରେ ଦେଖିବାକୁ ମିଳିଛି। ଲକ୍ଷ୍ମଣ ଭୂୟାଁଙ୍କ…
ସ୍କ୍ରାପ ହେବ ୧୫ ବର୍ଷରୁ ଊର୍ଦ୍ଧ୍ୱ ଗାଡ଼ି
ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ୨୦ଲକ୍ଷ ୩୯ ହଜାର ୫୦୦ ଗାଡ଼ି ସ୍କ୍ରାପ ହେବ। ୧୫ ବର୍ଷରୁ ଊର୍ଦ୍ଧ୍ୱ ଗାଡି ଥିବା ଏବଂ ଗାଡିଗୁଡିକରେ ଫିଟ୍ନେସ ନ ଥିବ, ସେହି ଗାଡ଼ିଗୁଡିକୁ ସ୍କ୍ରାପ କରାଯିବ ବୋଲି ବିଧାନସଭାରେ ପରିବହନ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି।…
ଜଙ୍ଗଲରୁ ମିଳିଲା ମହିଳା, ପୁରୁଷଙ୍କ ଗଳିତ ମୃତଦେହ
ଖୁଣ୍ଟୁଣୀ,୨୩।୨(ଡି.ଏନ୍.ଏ): କଟକ ଜିଲା ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରୁ ଗୁରୁବାର ଜଣେ ମହିଳା ଏବଂ ପୁରୁଷଙ୍କ ଗଳିତ ମୃତଦେହ ପୋଲିସ ଉଦ୍ଧାର କରିଛି। ହେଲେ ଉଭୟଙ୍କ ପରିଚୟ ଜଣାପଡ଼ିନାହିଁ। ତେବେ କେଉଁ ପରିସ୍ଥିତିରେ ଉଭୟଙ୍କ ମୃତ୍ୟୁ ଘଟିଛି ସେନେଇ…
ଗୋପବନ୍ଧୁ ଆମ ପାଇଁ ପ୍ରେରଣାଦାୟୀ: ମୁଖ୍ୟମନ୍ତ୍ରୀ
ସାକ୍ଷୀଗୋପାଳ,୨୩।୨(ଡି.ଏନ୍.ଏ): ପୁରୀ ଜିଲା ସତ୍ୟବାଦୀ ଅଞ୍ଚଳର ସୁଆଣ୍ଡୋ ଗ୍ରାମରେ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଆକର୍ଷଣୀୟ ଐତିହ୍ୟ ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକାର୍ପଣ କରିଛନ୍ତି। ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ତ୍ୟାଗ ଓ ବଳିଦାନର ଅମ୍ଳାନ୍ ସ୍ମୃତି…
ବିଜୟ ମହାପାତ୍ରଙ୍କ ପୁଅଙ୍କୁ ନେଇ ପାଟକୁରା ରାଜନୀତି ସରଗରମ
ପାଟକୁରା,୨୩ା୨(ଡି.ଏନ୍.ଏ.): ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ରଙ୍କୁ ନେଇ ପାଟକୁରା ରାଜନୀତି ସରଗରମ ରହିଛି। ନିଜର ଶତାଧିକ ସମର୍ଥକଙ୍କ ସହିତ ଶୋଭାଯାତ୍ରାରେ ଯାଇ ଅରବିନ୍ଦ ଗରଦପୁର ବ୍ଲକ ଅଫିସ ଆଗରେ ପ୍ରତିବାଦ ସଭା କରିଛନ୍ତି। ଆବାସ ଯୋଜନାରୁ…
ଋଷିକୂଲ୍ୟା ମୁହାଣରେ ଅଲିଭ୍ ରିଡ୍ଲେଙ୍କ ଗଣଅଣ୍ଡାଦାନ
ଗଞ୍ଜାମ,୨୩ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟସ୍ଥ ଋଷିକୂଲ୍ୟା ମୁହାଣ ବେଳାଭୂମିରେ ଅଲିଭ୍ ରିଡ୍ଲେ କଇଁଛଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଗୁରୁବାର ଆରମ୍ଭ ହୋଇଛି। ପୂର୍ବରୁ ଦୀର୍ଘ ୭ ବର୍ଷ ପରେ ଚଳିତ ବର୍ଷ ଏହି ଅଲିଭ ରିଡ୍ଲେ କଇଁଛମାନେ ଦିନବେଳା (ଦିନରେ…
ଆୟୁର୍ବେଦ ପ୍ରତି ଲୋକଙ୍କ ଆଗ୍ରହ ବଢ଼ିଛି
ଉତ୍ତମ ଜୀବନଚର୍ଯ୍ୟା ଓ ଖାଦ୍ୟାଭାସ ସହ କେତେକ ସ୍ବାସ୍ଥ୍ୟ ଅନୁକୂଳ ପରାମର୍ଶ ବର୍ତ୍ତମାନ ସମୟରେ ଜୀବନଯାପନ ପାଇଁ ବିଶେଷ ସହାୟକ ହୋଇଥାଏ। ଏପରିକି ବୈଦିକ ଯୁଗରୁ ନୀରୋଗ ଜୀବନ ପାଇଁ ଆୟୁର୍ବେଦ ପ୍ରଚଳିତ ହୋଇଆସିଛି। ବିଶେଷକରି ପୂର୍ବକାଳରେ ମଧ୍ୟ ରାଜାରାଜୁଡ଼ାମାନଙ୍କର ସ୍ବାସ୍ଥ୍ୟରକ୍ଷା…

