ରାଜ୍ୟ

ଏଫ୍‌ବିଆଇ ସହାୟତା ଲୋଡ଼ିଛୁ: ନବୀନ

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାକାଣ୍ଡକୁ ନେଇ ୨ ଦିନ ହେବ ବିଧାନସଭା ହୁଲସ୍ଥୂଲ ହୋଇଛି। ବିରୋଧୀ ଦଳ ସଦସ୍ୟମାନେ ହତ୍ୟାକାଣ୍ଡ ପଛରେ ରାଜନୈତିକ ଷଡ଼ଯନ୍ତ୍ର ଥିବା ନେଇ ଅଭିଯୋଗ କରିବା ସହ ସିବିଆଇ ତଦନ୍ତ ଦାବି କରୁଛନ୍ତି।…

ଟ୍ରକ୍‌ ପଛରେ ପିଟିଲା ସ୍କର୍ପିଓ: ୩ ମୃତ, ୩ ଗୁରୁତର

କେନ୍ଦୁଝର,୨୨ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡ଼ି ଥାନା ଅନ୍ତର୍ଗତ ୫୨୦ନମ୍ବର ଜାତୀୟ ରାଜପଥର ବାରବାଙ୍କ ଘାଟି ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୁଧବାର ସନ୍ଧ୍ୟାରେ ଛିଡ଼ା ହୋଇଥିବା ଏକ ଟ୍ରକକୁ ପଛପଟୁ ସ୍କର୍ପିଓ କାର ଧକ୍କା ଦେଇଥିଲା ବେଳେ ଘଟଣାସ୍ଥଳରେ ୩ ଜଣଙ୍କର…

ପ୍ରଥମଥର ଜେଲ୍‌ରେ ଗୋପାଳଙ୍କୁ ଭେଟିଲେ ପରିବାର ଲୋକେ

କଟକ ଅଫିସ,୨୨ା୨: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଅଭିଯୁକ୍ତ ଗୋପାଳ ଦାସ ଚୌଦ୍ୱାର ଜେଲ୍‌ରେ ୮ ଦିନ ରହିବା ପରେ ବୁଧବାର ତାଙ୍କ ପରିବାର ଲୋକେ ଭେଟିବାକୁ ଆସିଥିଲେ। ଯାହାକି ଗୋପାଳ ଗିରଫ ହେବା ପରେ ଏହା ପ୍ରଥମଥର ଭେଟ। ଗୋପାଳଙ୍କୁ…

ରାଜ୍ୟରେ ଖୋଲିବ ଆଉ ୮ ୟୁପିଏଚ୍‌ସି

ଭୁବନେଶ୍ୱର, ୨୨।୨(ବ୍ୟୁରୋ)- ରାଜ୍ୟରେ ଜନସାଧାରଣଙ୍କ ସ୍ବାସ୍ଥ୍ୟସେବାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ସରକାର ଆଉ ୮ଟି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର(ୟୁପିଏଚ୍‌ସି) ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ମଝିଘରିଆଣୀ ଦର୍ଶନ ସାରି ଫେରୁଥିଲେ: ଅଟୋକୁ ପିଟିଲା ଟ୍ରକ, ଚାଲିଗଲା ୫ ଜୀବନ

ରାୟଗଡ଼ା ଅଫିସ,୨୨ା୨: ଆନ୍ଧ୍ର-ଓଡ଼ିଶା ସୀମାନ୍ତ କେରେଡ଼ାଠାରୁ ୪ କିମି ଦୂରରେ ଟ୍ରକ୍‌ ଓ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଗୁରୁତର ଅଛନ୍ତି। ଅଟୋରେ ମୋଟ୍‌ ୮ ଯାତ୍ରୀ ଥିଲେ। ସମସ୍ତ ଗୁରୁତରଙ୍କୁ…

ବୁଦାମୂଳରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ଛତ୍ରପୁର,୨୨ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡ୍‌କ୍ୱାର୍ଟର ଛତ୍ରପୁର ପିଲିବନ୍ଧ ନିକଟ ଖେଳପଡ଼ିଆ ପାର୍ଶ୍ୱ ବୁଦାମୂଳରୁ ବୁଧବାର ଜଣେ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। ଶିଶୁର କାନ୍ଦ ଶୁଣି ସ୍ଥାନୀୟ ଲୋକେ ସେଠାରେ ପହଞ୍ଚିଥିଲେ। ପରେ ତାକୁ ଉଦ୍ଧାର କରି ଛତ୍ରପୁର ହସ୍ପିଟାଲରେ ଭର୍ତ୍ତି…

ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର,୨୨।୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନରେ ଦ୍ୱିତୀୟ ଦିନରେ ବି ଗୃହ କାର୍ଯ୍ୟ ସୁରୁଖୁରୁରେ ଚାଲିପାରିନାହିଁ। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ପୁଣି ଗୃହକୁ ଅପରାହ୍ନ ୪ଟା ଯାଏ ମୁଲତବୀ ଘୋଷଣା କରି ବାଚସ୍ପତି ସର୍ବଦଳୀୟ ବୈଠକ ଡକାଇଛନ୍ତି। ଏହାପୂର୍ବରୁ ପ୍ରଶ୍ନକାଳ ଆରମ୍ଭରୁ ଗୃହ…

ଜେଜଙ୍କ ଏକାଦଶରେ ଚାଲିଗଲା ନାତୁଣୀଙ୍କ ଜୀବନ

ନିଶ୍ଚିନ୍ତକୋଇଲି,୨୨।୨(ସ୍ବ.ପ୍ର.): ଜେଜଙ୍କ ଏକାଦଶରେ ନଦୀରେ ବୁଡି ନାତୁଣୀଙ୍କ ମୃତ୍ୟୁ ହୋଇଛି। ଏଭଳି ଅଭାବନୀୟ ଘଟଣା କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ବୁହାଳ ପଞ୍ଚୟତ ସାଧକନଗର ଅଞ୍ଚଳରେ ଘଟିଛି। ସେ ହେଲେ ଋତୁପର୍ଣ୍ଣା(୧୪)। ସୂଚନାଯୋଗ୍ୟ, ଜେଜଙ୍କ ଏକାଦଶ କର୍ମ ପାଇଁ ସାଧକନଗର…

ବିଧାନସଭା ବଜେଟ ଅଧିବେଶନ: ୧୧.୩୦ ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନରେ ଆଜି ଦ୍ୱିତୀୟ ଦିନରେ ମଧ୍ୟ ଗୃହ କାର୍ଯ୍ୟ ସୁରୁଖୁରୁରେ ଚାଲିପାରିନାହିଁ। ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଫଳରେ ବାଚସ୍ପତି ପୂର୍ବାହ୍ନ ୧୧.୩୦ ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।

ଏତେଦିନ ପରେ କିଏ ଫଟୋ ଛାଡ଼ିଲା ତଦନ୍ତ ହେଉ: ବିରୋଧୀ

ଭୁବନେଶ୍ବର,୨୨।୨(ବ୍ୟୁରୋ): ନବ ଦାସଙ୍କ ହତ୍ୟା ଘଟଣାର ୨୩ ଦିନ ପରେ ଗୋପାଳ କେମିତି ମାରିଲା ତାହା ଏବେ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି କହିଛନ୍ତି,…

ନବ ଦାସ ବିଜେଡିରେ ଯୋଗଦେବା ପରେ ଅନ୍ତର୍ଦ୍ୱନ୍ଦ୍ୱ ଜଣାପଡ଼ିଯାଇଥିଲା: ନରସିଂହ

ଭୁବନେଶ୍ବର, ୨୨।୨(ବ୍ୟୁରୋ): ନବ ଦାସଙ୍କ ହତ୍ୟା ଘଟଣାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ପୁଣି ନୂଆ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ନବଙ୍କୁ ହତ୍ୟା ଏକ ସୁଚିନ୍ତିତ ଷଡଯନ୍ତ୍ର। ହୁଏତ ଏହି କଥାରେ ବ୍ୟକ୍ତିଗତ କାରଣ କିଛି ରହିଥିଲା।…

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୨୨।୨: ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେବେ ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?