ରାଜ୍ୟ

ବଦଳିଲେ ୪ ଆଇଆଇସି

ରାୟଗଡ଼ା,୨୧।୨(ସ୍ବ.ପ୍ର.): ରାୟଗଡ଼ା ଏସପି ବିବେକାନନ୍ଦ ଶର୍ମାଙ୍କ ଅଧ୍ୟକ୍ଷତାରେ ଜିଲା ପୋଲିସ ବୋର୍ଡ ପକ୍ଷରୁ ୪ ଆଇଆଇସିଙ୍କୁ ବଦଳି କରାଯାଇଛି। ରାୟଗଡ଼ା ଆଇଆଇସି ରଶ୍ମିରଞ୍ଜନ ପ୍ରଧାନଙ୍କୁ ବିଷମକଟକ ବଦଳି କରାଯାଇଥିବା ବେଳେ ଅମ୍ବାଦଳା ଆଇଆଇସି କେକେବିକେ କହଁରଙ୍କୁ ରାୟଗଡ଼ା ଟାଉନ୍‌ ଥାନାକୁ ବଦଳି…

ମନ୍ତ୍ରୀ ନବ ଦାସଙ୍କୁ କିଭଳି ଗୁଳି କରିଥିଲା ଗୋପାଳ, ଆସିଲା ଫଟୋ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳ ଦାସ ଏବେ ଚୌଦାର ଜେଲରେ ଅଛନ୍ତି। ତେବେ ଘଟଣାକୁ ନେଇ ବିଭିନ୍ନ ଦିଗରୁ ତଦନ୍ତ ଚାଲିଥିବା ବେଳେ ଗୋପାଳ ନବ ଦାସଙ୍କୁ କିଭଳି ମାରିଥିଲା,ତାହାର ଏକ ଫଟୋ ସାମ୍ନାକୁ…

ହୋହଲ୍ଲାରେ ୬୯୦ କୋଟିର ବଜେଟକୁ ମଞ୍ଜୁରୀ

ଭୁବନେଶ୍ୱର, ୨୧।୨(ବ୍ୟୁରୋ):ବିଏମ୍‌ସିର ନୂତନ କାର୍ଯ୍ୟାଳୟ ବିଏମ୍‌ସି ଆଇସିଓଏମ୍‌ସି ଟାଓ୍ବାରରେ ସୋମବାର କର୍ପୋରେଶନ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୨୦୨୩-୨୪ ପାଇଁ ଚିଠା ବଜେଟ୍‌ ମଞ୍ଜୁର ହେବାକୁ ନିର୍ଦ୍ଧାରିତ ହୋଇଥିବାରୁ ଏହା ସମସ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା। ମାତ୍ର ବୈଠକ ଆରମ୍ଭରୁ ଉଭୟ…

ସ୍ଥାୟୀ ନିଯୁକ୍ତି ଦିଅନ୍ତୁ ରାଜ୍ୟ ସରକାର

ଭୁବନେଶ୍ୱର,୨୧।୨(ବ୍ୟୁରୋ):୧୦ଦଫା ଦାବି ନେଇ ବିଜୁ ଶ୍ରମିକ ସାମ୍ମୁଖ୍ୟ ସହବନ୍ଧିତ ଅଲ୍‌ ଓଡ଼ିଶା ଗ୍ରାମ ପଞ୍ଚାୟତ ଲେଭଲ୍‌ ଫେଡେରେଶନ(ଜିପିଏଲ୍‌ଏଫ୍‌) ମିଶନଶକ୍ତି କର୍ମୀ ସାମ୍ମୁଖ୍ୟ ପକ୍ଷରୁ ସୋମବାର ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ମହାସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ ପଞ୍ଚାୟତ ସ୍ତରରେ କାର୍ଯ୍ୟରତ ଓଡିଶା ଲାଇଭ୍‌ଲି…

ଗୀତାଞ୍ଜଳି ଶ୍ରୀ, ରମେଶ ପାଣିଗ୍ରାହୀ ପାଇବେ ‘କଳିଙ୍ଗ ସାହିତ୍ୟ ପୁରସ୍କାର’

ଭୁବନେଶ୍ୱର, ୨୧।୨(ବ୍ୟୁରୋ):ବିଶିଷ୍ଟ ହିନ୍ଦୀ ଔପନ୍ୟାସିକା ଗୀତାଞ୍ଜଳି ଶ୍ରୀ ଓ ବିଶିଷ୍ଟ ଶିକ୍ଷାବିତ୍‌, ଲେଖକ, ସଂଳାପକାର, କଳା ବିଶ୍ଳେଷକ ତଥା ଥିଏଟର ନିଦ୍ଦେର୍ର୍ଶକ ଡ. ରମେଶ ପ୍ରସାଦ ପାଣିଗ୍ରାହୀଙ୍କୁ ୨୦୨୩ ବର୍ଷ ପାଇଁ ସମ୍ମାନଜନକ ‘କଳିଙ୍ଗ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ। ସେହିଭଳି…

ବାଲେଶ୍ୱରରେ ହେବ ୧୦୦ଶଯ୍ୟା ବିଶିଷ୍ଟ ଇଏସ୍‌ଆଇସି ହସ୍ପିଟାଲ

ନୂଆଦିଲ୍ଲୀ,୨୧।୨:ଉତ୍ତର ଓଡ଼ିଶାରେ ବସବାସ କରୁଥିବା ଶ୍ରମଜୀବୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ବାଲେଶ୍ୱରଠାରେ ଏକ ଅତ୍ୟାଧୁନିକ ୧୦୦ଶଯ୍ୟା ବିଶିଷ୍ଟ ଇଏସ୍‌ଆଇସି ହସ୍ପିଟାଲ ଖୁବଶୀଘ୍ର ନିର୍ମାଣ ହେବାକୁ ଯାଉଛି ବୋଲି କେନ୍ଦ୍ର ଶ୍ରମ ମନ୍ତ୍ରୀ…

ଆରମ୍ଭ ହେଲା ଆଦିବାସୀ ମେଳା

ଭୁବନେଶ୍ୱର, ୨୧ା୨(ବ୍ୟୁରୋ):ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ସୋମବାରଠାରୁ ଆଦିବାସୀ ମେଳା ଆରମ୍ଭ ହୋଇଛି। ୟୁନିଟ୍‌-୧ସ୍ଥିତ ଆଦିବାସୀ ପଡ଼ିଆଠାରେ ଏହି ଆଦିବାସୀ ମେଳା ଓ ସାଂସ୍କୃତିକ ଉତ୍ସବକୁ ମୁଖ୍ୟମନ୍ତ୍ରୀ…

ଶିଶୁଙ୍କ ଲାଗି ‘ଯାଦୁଇ ପିଟାରା’ ଉନ୍ମୋଚନ କଲେ ଧର୍ମେନ୍ଦ୍ର

ଭୁବନେଶ୍ବର, ୨୧ା୨(ବ୍ୟୁରୋ):ଶିଶୁଙ୍କୁ ଖେଳ, ଗୀତ ଓ କାହାଣୀ ଜରିଆରେ ପାଠ ପଢ଼ିବା ପାଇଁ ଜାତୀୟ ଶିକ୍ଷା ନୀତି ଅନ୍ତର୍ଗତ ପ୍ରାରମ୍ଭିକ ପର୍ଯ୍ୟାୟରେ ଶିଖିବା ଓ ଶିଖାଇବାର ଉପକରଣ ୨ ପିଟାରାର ଉନ୍ମୋଚନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର…

ଅଧ୍ୟାପକଙ୍କ ଯୁକ୍ତ୨, ଯୁକ୍ତ୩ ପରୀକ୍ଷା ବର୍ଜନ ଚେତାବନୀ

ଭୁବନେଶ୍ୱର, ୨୧।୨(ବ୍ୟୁରୋ):ସମାନ ଗ୍ରେଡ୍‌ ପେ’ ଆଧାରରେ ସମାନ ଦରମା ବୃଦ୍ଧି, ସମସ୍ତଙ୍କୁ ପେନସନ ଓ ଗ୍ରାଚ୍ୟୁଇଟି ପ୍ରଦାନ ଭଳି ୪ ଦଫା ଦାବି ନେଇ ସୋମବାର ପୁଣିଥରେ ମହାସମାବେଶ କରିଛନ୍ତି ଅଧ୍ୟାପକ ଓ କର୍ମଚାରୀ। ୬୬୨ ବର୍ଗ କଲେଜ ଅଧ୍ୟାପକ ଓ…

ସୁଯୋଗ ମିଳିଲେ ଗୋପାଳ ଭଳି ଗୁଳି କରିଦେବି

ସମ୍ବଲପୁର,୨୧ା୨(ବ୍ୟୁରୋ): ଜାନୁୟାରୀ ୨୯ରେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କୁ ଝାରସୁଗୁଡା ଜିଲା ଗାନ୍ଧୀ ଛକ ଫାଣ୍ଡିରେ କାର୍ଯ୍ୟରତ ଏଏସ୍‌ଆଇ ଗୋପାଳ କୃଷ୍ଣ ଦାସ ଅତି ନିକଟରୁ ଗୁଳିକରି ହତ୍ୟା କରିଥିଲେ। ଏହି ଘଟଣାରେ ରାଜ୍ୟ ପୋଲିସ ଓ ରାଜ୍ୟ ସରକାରଙ୍କ କାର୍ଯ୍ୟଦକ୍ଷତା…

୬୪୧୨ ଜନବସତିକୁ ରାସ୍ତା ନାହିଁ

ଯାଜପୁର ଅଫିସ,୨୧ା୨: ରାଜ୍ୟରେ ଏବେବି ୬,୪୧୨ ଜନବସତିକୁ ରାସ୍ତା ସଂଯୋଗ ହୋଇପାରିନାହିଁ। ଏଥିରେ କୋରାପୁଟ ଜିଲାରେ ସର୍ବାଧିକ ୮୪୮ ଜନବସତି ରହିଛି। ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ଓ୍ବାଇ)ର ସ୍ବତନ୍ତ୍ର ତଥ୍ୟଭିତ୍ତିକ ସଫ୍ଟଓ୍ବେର ‘ଅନ୍‌ଲାଇନ୍‌ ମ୍ୟାନେଜମେଣ୍ଟ ମନିଟରିଂ ଆଣ୍ଡ ଆକାଉଣ୍ଟିଂ ସିଷ୍ଟମ(ଓଏମ୍‌ଏମ୍‌ଏଏସ୍‌)’…

ନବ ଦାସ ପ୍ରସଙ୍ଗ ବିରୋଧୀଙ୍କ ଅସ୍ତ୍ର

ଭୁବନେଶ୍ୱର,୨୧ା୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଏହି ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୨୧ରୁ ମାର୍ଚ୍ଚ ୧ ଓ ୨ୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ଯାଏ ଚାଲିବ। ପ୍ରଥମ ଦିବସର ଗୃହକାର୍ଯ୍ୟ ପୂର୍ବାହ୍ନ ୧୧ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?