ରାଜ୍ୟ

ରିଲାଏନ୍ସ ଇଣ୍ଡଷ୍ଟ୍ରିର ନୂତନ ଅଭିଯାନ

ଭୁବନେଶ୍ୱର,୧୪।୧ (ଅଭୟ ଦାଶ): ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଏକ ନୂତନ ଅଭିଯାନ ‘ଗ୍ରାଜୁଏଟ୍‌ ଇଞ୍ଜିନିୟର ଟ୍ରେନି (ଜିଇଟି) ପ୍ରୋଗ୍ରାମ ୨୦୨୪’ କାର୍ଯ୍ୟକ୍ରମର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ପେଟ୍ରୋକେମିକାଲ୍ସଠାରୁ ଆରମ୍ଭକରି ନୂତନ ଶକ୍ତି ପର୍ଯ୍ୟନ୍ତ...

ମକରରେ ବିସର୍ଜନ ନିଅନ୍ତି ଟୁସୁମଣୀ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ ଚମ୍ପୁଆ(ମହେଶ୍ୱର ଦାସ),୧୪ା୧ମକର ସଂକ୍ରାନ୍ତିରେ ସମସ୍ତେ ପୂଜାପାଠ କରିବା ସହ ନୂଆ ଲୁଗା ପିନ୍ଧି ପିଠାପଣା ଖାଇ ମେଳା ବୁଲିଥାନ୍ତି। ମାତ୍ର କୁଡୁମୀ ସମ୍ପ୍ରଦାୟର ମହିଳାମାନେ ମକର ପର୍ବରେ ପାରମ୍ପରିକ ଟୁସୁ(ମାଟିରେ ତିଆରି ଦେବୀ ମୂର୍ତ୍ତି)ଙ୍କୁ ପୂଜାର୍ଚ୍ଚନା...

ବିନା ଅସ୍ତ୍ରୋପଚାରରେ ୩ ସନ୍ତାନ ଜନ୍ମ

ଜଗନ୍ନାଥ ପ୍ରସାଦ, ୧୪ା୧(ବିଭୁ ପ୍ରସାଦ ପଟ୍ଟନାୟକ)ଏକକାଳୀନ ୩ଟି କନ୍ୟା ସନ୍ତାନକୁ ଜନ୍ମଦେଲେ ମହିଳା । ଶୁକ୍ରବାର ରାତି ପ୍ରାୟ ୮.୩୦ ସମୟରେ ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଏଭଳି ଘଟଣା ଦେଖିବାକୁ ମିଳିଛି। ନୟାଗଡ ଜିଲା...

ରକ୍ତଭଣ୍ଡାରରେ ରକ୍ତ ଅଭାବ

ବ୍ରହ୍ମପୁର,୧୪।୧(ସୁବାସ ଚନ୍ଦ୍ର ପାଢ଼ୀ)ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ ପରିସରରେ ଥିବା ରକ୍ତଭଣ୍ଡାରରେ ରକ୍ତର ଅଭାବ ପରିଲକ୍ଷିତ ହୋଇଛି। ସ୍ଥିତି ଏଭଳି ହୋଇଛି ଯେ ନେଗେଟିଭ ଗ୍ରୁପ ପୂରା ଖାଲି ହୋଇଯାଇଛି। ଫଳରେ ଜରୁରୀ ପରିସ୍ଥିତିରେ ରୋଗୀ ନାହିଁ ନ...

ମମତାପଲରେ ୪ଜି ଟାଓ୍ବାର ଭିତ୍ତିପ୍ରସ୍ତର

ଭୁବନେଶ୍ୱର,୧୪।୧: ଭାରତ ସଞ୍ଚାର ନିଗମ ଲିମିଟେଡ୍‌ (ବିଏସ୍‌ଏନ୍‌ଏଲ୍‌)ର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଶନିବାର ମୟୂରଭଞ୍ଜ ଜିଲା ଅନ୍ତର୍ଗତ ବେତନଟୀ ବ୍ଲକର ମମତାପଲ ଗ୍ରାମରେ ୪ଜି ଟାଓ୍ବାରର ଭିତ୍ତିପ୍ରସ୍ତର ହୋଇଯାଇଛି। ଏପରିକି ଓଡ଼ିଶାରେ ସ୍କିପର ଲିମିଟେଡ୍‌ ଜରିଆରେ ୪ଜି ଟାଓ୍ବାର ସାଚୁରେଶନ ପ୍ରୋଜେକ୍ଟ...

୪ ରାଜ୍ୟ ଆୟକର ବିଭାଗ ଦାୟିତ୍ୱରେ ମନୋରଞ୍ଜନ

ଭୁବନେଶ୍ୱର,୧୪।୧: ଭାରତ ସରକାରଙ୍କର ଅର୍ଥ ମନ୍ତ୍ରଣାଳୟ ଅଧୀନରେ ଥିବା କେନ୍ଦ୍ର ପ୍ରତ୍ୟକ୍ଷ କର ବୋର୍ଡର ବିଜ୍ଞପ୍ତି ନଂ.୧୪ ଅନୁଯାୟୀ ମନୋରଞ୍ଜନ ପାଣିଗ୍ରାହୀଙ୍କୁ ଝାଡ଼ଖଣ୍ଡ ଓ ବିହାର ରାଜ୍ୟର ନୂତନ ପ୍ରଧାନ ମୁଖ୍ୟ ଆୟକର କମିଶନର ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ପଶ୍ଚିମବଙ୍ଗ...

ଇ-ଲେକ୍‌ଚର: ଘରେ ବସି ଟ୍ୟୁଟୋରିଆଲ ସୁବିଧା

ଭୁବନେଶ୍ୱର, ୧୪।୧(ଅସମାପିକା ସାହୁ)ଉଚ୍ଚଶିକ୍ଷା ସଂସ୍କାରରେ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶିକ୍ଷା କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟା ପ୍ରତି ଛାତ୍ରୀଛାତ୍ରଙ୍କ ଅବଦାନ ବୃଦ୍ଧି ସହ ଶିକ୍ଷାଗ୍ରହଣ କ୍ଷେତ୍ରକୁ ସହଜ ତଥା ସରଳ କରିବାକୁ ଇ-ଲେକ୍ଚର ବ୍ୟବସ୍ଥା ଆରମ୍ଭ କରିଛନ୍ତି। ଏହାଦ୍ୱାରା...

ଅପହଞ୍ଚ ଓ୍ବାନ୍‌କାର୍ଡ

ଭୁବନେଶ୍ୱର,୧୪ା୧(ଅନିଲ ଦାସ)କୋଭିଡ୍‌ ମହାମାରୀ ସମୟରେ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୨୦୨୦ ଜୁନ୍‌ ୧ରୁ ସମଗ୍ର ଦେଶରେ ଓ୍ବାନ୍‌ ନେଶନ, ଓ୍ବାନ୍‌ ରାଶନ କାର୍ଡ (ଓଏନ୍‌ଓଆର୍‌ସି) ବ୍ୟବସ୍ଥା କାର୍ଯ୍ୟକାରୀ କରିଛନ୍ତି। ଏହି ବ୍ୟବସ୍ଥା ଅନୁଯାୟୀ ନିଜ ଗାଁ...

ବାଇକ୍‌-ସ୍କୁଟି ମୁହାଁମୁହିଁ: ୩ ଜଣଙ୍କ ଜୀବନ ଗଲା

ବାରିପଦା,୧୩ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଘାଘରବେଡ଼ା ଥାନା ଅଧୀନ ଶଙ୍କରପୁର ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ମୃତକ ମାନେ ହେଲେ ବୁଡାମରା ଅଞ୍ଚଳର ରାଜ...

ନିର୍ବାଚନକୁ ଅବାଧ, ଅପରାଧ ମୁକ୍ତ କରିବାକୁ ଡିଜିପିଙ୍କ ଆହ୍ବାନ

କଟକ,୧୩ା୧(କାର୍ତ୍ତିକ ସାହୁ): ଆଗକୁ ରାଜ୍ୟରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତିର ନିୟନ୍ତ୍ରଣଠାରୁ ଆରମ୍ଭ କରି ଅବାଧ ନିର୍ବାଚନ ପରିଚାଳନା ଓଡ଼ିଶା ପୋଲିସ ପାଇଁ ବଡ଼ ଆହ୍ବାନ। ଏହି ପରିପ୍ରେକ୍ଷୀରେ କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଶନିବାର ଅନୁଷ୍ଠିତ...

ସାତକୋଶିଆରେ ବଢ଼ିଛି କୁମ୍ଭୀର ସଂଖ୍ୟା, କମିଛନ୍ତି ପକ୍ଷୀ

ଅନୁଗୋଳ,୧୩ା୧(ଅମିତ କୁମାର ସାମଲ): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର ଟିକରପଡ଼ା ମହାନଦୀ ଗଣ୍ଡରେ ଚଳିତବର୍ଷ କୁମ୍ଭୀର ଓ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗତ ୬ରୁ ୯ ଯାଏ ହୋଇଥିବା କୁମ୍ଭୀର ଓ ଗତ ୧୦ ତାରିଖରେ ଶେଷ...

ପ୍ରେମିକଙ୍କ ସହ ବୁଲିବାକୁ ଯାଇ ଅଙ୍ଗନଓ୍ବାଡି କର୍ମୀଙ୍କ ମୃତ୍ୟୁ, ବଳାତ୍କାର ପରେ ହତ୍ୟା ଅଭିଯୋଗ ଆଣିଲେ ମା’

ଗୋପାଳପୁର,୧୩ା୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ଅଟୋନଗର ଅଞ୍ଚଳରେ ଜଣେ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ବୈଶାଳୀ ପାଣ୍ଡେ (୨୬)। ତେବେ ତାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri