ରାଜ୍ୟ

ଗଛମୂଳେ ଥିବା ସ୍ତ୍ରୀଙ୍କୁ ଘରକୁ ନେଲେ ସ୍ବାମୀ

କେନ୍ଦୁଝର,୧୯।୨(ସ୍ବ.ପ୍ର.): ତେଲକୋଇ ବ୍ଲକ ସଲେଇକେନା ପଞ୍ଚାୟତର ଡିମିରିଆ ଗ୍ରାମରେ ପରିବାର କଲ୍ୟାଣ ଅସ୍ତ୍ରୋପଚାର କରିଥିବାରୁ ଭୂୟାଁ ସମ୍ପ୍ରଦାୟର ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଘରୁ ବାହାର କରିଦେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଏପରି କି ମହିଳା ଜଣକ ୩…

ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ପଦ୍ମପୁର ଗସ୍ତ: ଉଦ୍‌ଘାଟନ କଲେ ୧୨୭ ପ୍ରକଳ୍ପ

ପଦ୍ମପୁର,୧୯।୨(ଡି.ଏନ୍‌.ଏ.): ପଦ୍ମପୁର ଉପନିର୍ବାଚନ ସମୟରେ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ କରାଯିବ। ବର୍ଷକ ଭିତରେ ପଦ୍ମପୁରକୁ ଜିଲା ମାନ୍ୟତା ମିଳିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ବରଗଡ଼ ଜିଲା ପଦ୍ମପୁର ନିର୍ବାଚନ ମଣ୍ଡଳୀର ୩ଟି ସ୍ଥାନରେ ସଭା କରି ଏଭଳି ଘୋଷଣା…

ଉଦ୍ଧାର ହେଲା ଅଢେଇ ଟନ୍‌ର ବାଘୁଆ ମଗର ମାଛ

ବସ୍ତା,୧୯।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ବାହାବଳପୁର ମୁହାଣରେ ରବିବାର ଏକ ବିଶାଳକାୟ ମଗର ମାଛକୁ ଜୀବନ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହାର ଓଜନ ଅଢେଇ ଟନ୍‌ ହେବ ବୋଲି ଜଣାପଡିଛି। ଏହି ବିଶାଳକାୟ ମାଛ ଦେଖି ମତ୍ସ୍ୟଜୀବୀଙ୍କ ମଧ୍ୟରେ…

ସ୍ତ୍ରୀଙ୍କୁ ହତ୍ୟା କରି ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ

କେନ୍ଦୁଝର,୧୯ା୨(ସ୍ବ.ପ୍ର.): ତେଲକୋଇ ଥାନା ରଗଡ଼ା ଗାଁରେ ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ଶନିବାର ଏକ ଧାରୁଆ ଅସ୍ତ୍ରରେ ବୀଭତ୍ସ ଭାବେ ହାଣି ହତ୍ୟା କଲାପରେ ରବିବାର ତେଲକୋଇ ଥାନାରେ ଆତ୍ମସମର୍ପଣ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଅଭିଯୁକ୍ତଙ୍କ ନାମ ରଥିଆ ସେଠୀ(୩୨)।…

ଦୁଇ ପରିବାରକୁ ସାମାଜିକ ବାସନ୍ଦ: ଗାଁରେ ଉତ୍ତେଜନା

ପୁରୁଷୋତ୍ତମପୁର,୧୯ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଗ୍ରାମରେ ଗୁଣିଗାରେଡ଼ି ଅନ୍ଧବିଶ୍ବାସ ଓ ସାମାଜିକ ବାସନ୍ଦ ଭଳି ଘଟଣା ଘଟି ଗ୍ରାମଗୁଡ଼ିକରେ ଅଶାନ୍ତି ଲାଗି ରହିବା ସହ ହତ୍ୟାକାଣ୍ଡ ଭଳି ଘଟଣା ଘଟୁଛି। ଯାହାକୁ ନେଇ ପୋଲିସ ଓ ପ୍ରଶାସନର ମୁଣ୍ଡବ୍ୟଥା ହେଉଛି। ଏଭଳି…

ପ୍ରତିଶ୍ରୁତି ଦୋହରାଇଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ,୧୯ା୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଇକମାଳ ପରେ ରବିବାର ପଦ୍ମପୁରରେ ପହଞ୍ଚିଛନ୍ତି। ଏଠାରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ଏସ୍‌ଏଚଜି ମହିଳାଙ୍କୁ ସହୟତା ରାଶି ମଧ୍ୟ ପ୍ରଦାନ କରିଛନ୍ତି। ପଦ୍ମପୁରକୁ ବର୍ଷେ ଭିତରେ ଜିଲା…

ଆଦର୍ଶ ନାଗରିକ ହେବାକୁ ଆହ୍ବାନ

ଭୁବନେଶ୍ୱର,୧୯।୨(ବ୍ୟୁରୋ): ଭାରତ ସରକାରଙ୍କ ଯୁବବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ନେହେରୁ ଯୁବକେନ୍ଦ୍ର ସଂଗଠନ ଓ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସହଯୋଗରେ କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ୭ଦିନ ଧରି ଚାଲିଥିବା ୧୪ତମ ଆଦିବାସୀ ଯୁବ ବିନିମୟ କାର୍ଯ୍ୟକ୍ରମ ଶନିବାର ଉଦ୍‌ଯାପିତ ହୋଇଯାଇଛି।…

ଅନୁଦାନ କମୁଛି: କେନ୍ଦ୍ରୀୟ ଯୋଜନା ବାଟବଣା ଆଶଙ୍କା

ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟକୁ କେନ୍ଦ୍ରୀୟ ଅନୁଦାନ ହ୍ରାସପାଉଛି। ଏଥିଯୋଗୁ ବିଭିନ୍ନ କେନ୍ଦ୍ରୀୟ ଯୋଜନା ଓ କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା କାର୍ଯ୍ୟକାରୀ କରିବା ନେଇ ସମସ୍ୟା ଦେଖାଦେଇଛି। ରାଜ୍ୟ ସରକାର ୨୦୨୨-୨୩ ଆର୍ଥିକବର୍ଷରେ ପ୍ରାୟ ୩୨,୮୦୦ କୋଟି ଟଙ୍କାର କେନ୍ଦ୍ରୀୟ ଅନୁଦାନ ପାଇବେ ବୋଲି…

କପିଳାସ ପାହାଚରେ ଟଳିପଡ଼ିଲେ ଶ୍ରଦ୍ଧାଳୁ

ଢେଙ୍କାନାଳ ଅଫିସ,୧୯।୨: ଢେଙ୍କାନାଳ କପିଳାସ ଶୈବପୀଠରେ ଶନିବାର ଜାଗର ଯାତ୍ରା ପାଇଁ ଉତ୍ସବମୁଖର ହୋଇପଡ଼ିଥିବାବେଳେ ଘଟିଛି ଅଭାବନୀୟ ଘଟଣା। ଜଣେ ଶ୍ରଦ୍ଧାଳୁ ପାହାଚ ରାସ୍ତା ଦେଇ ଜାଗରଯାତ୍ରା ଦେଖିବାକୁ ପୀଠକୁ ଯାଉଥିବାବେଳେ ତାଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ଯାଜପୁର ଜିଲା…

ସମ୍ପର୍କରୁ ମିଳିଛି ଲୋକପ୍ରିୟତା

ଛୋଟ ଏକ ଗାଁ ଆଉ ଛୋଟିଆ ଆଶା ଧରି ମେଧାବୀ ଛାତ୍ର ଜଣକ (ଇଞ୍ଜିନିୟରିଂ ଶିକ୍ଷା ଶେଷ ବର୍ଷ) ଭୁବନେଶ୍ୱରରେ ବ୍ୟବସାୟ କରିବାକୁ ମନ ବଳାଇଥିଲେ। ଏପରିକି ବ୍ୟବସାୟରେ ପାଦଦେବା ସହ ବହୁ ଘାତ ପ୍ରତିଘାତ ପରେ ମଧ୍ୟ ସେ ଜଣେ…

ୟୁଜି ନାମଲେଖା ପାଇଁ ସିୟୁଇଟି ସ୍କୋର ବ୍ୟବହାର ନିର୍ଦ୍ଦେଶ

ଭୁବନେଶ୍ୱର, ୧୯।୨(ବ୍ୟୁରୋ): ଉଚ୍ଚ ଶିକ୍ଷାନୁଷ୍ଠାନରେ ୟୁଜି ଏବଂ ପିଜି ନାମଲେଖା ନିମନ୍ତେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ଏକକ ପିଜି ପ୍ରବେଶିକା ପରୀକ୍ଷା(ସିୟୁଇଟି) ଆରମ୍ଭ କରିଛନ୍ତି। ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ପରୀକ୍ଷାରୁ ମୁକ୍ତ କରିବା ପାଇଁ ଏବଂ ସମସ୍ତ ପିଲାଙ୍କୁ ସମାନ ସୁଯୋଗ ଦେବା…

ରାଜ୍ୟକୁ କମୁଛନ୍ତି ବିଦେଶୀ ପର୍ଯ୍ୟଟକ

ଭୁବନେଶ୍ୱର,୧୯।୨(ବ୍ୟୁରୋ): କୋଭିଡ୍‌ ମହାମାରୀ ରାଜ୍ୟ ପର୍ଯ୍ୟଟନ ଶିଳ୍ପକୁ ବିଗାଡ଼ି ଦେଇଛି। କୋଭିଡ୍‌ ଭୟ ଯୋଗୁ ଓଡ଼ିଶାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗମନ ଆଶାତୀତ ଭାବେ ହ୍ରାସପାଇଛି। ଏପରି କି ୨୦୨୧ରେ ରାଜ୍ୟକୁ ମାତ୍ର ୨୨୬୯ ଜଣ ବିଦେଶୀ ପର୍ଯ୍ୟଟକ ଆସିଥିଲେ। ୨୦୨୨ରେ ଓଡ଼ିଶାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?