ରାଜ୍ୟ

ତହସିଲରୁ ହଟିବେ ମଧ୍ୟସ୍ଥ, କାର୍ଯ୍ୟକାରୀ ହେବ ସ୍ମାର୍ଟ ସର୍ଭେଲାନ୍ସ ବ୍ୟବସ୍ଥା

ଭୁବନେଶ୍ୱର, ୧୬ା୨(ବ୍ୟୁରୋ): ଏଣିକି ଲୋକଙ୍କୁ ଆଉ ସରକାରୀ କାର୍ଯ୍ୟାଳୟକୁ ଧାଇଁବାକୁ ପଡ଼ିବ ନାହିଁ। ଘଣ୍ଟା ଘଣ୍ଟା ଧରି ଅପେକ୍ଷା ଯନ୍ତ୍ରଣାରୁ ମୁକ୍ତି ମିଳିବ। ସମୟ ସାଙ୍ଗକୁ ଖର୍ଚ୍ଚ ମଧ୍ୟ କମିବ। ସରକାରୀ ଦପ୍ତରରେ ଜନସାଧାରଣ ଭିଡ଼ ହ୍ରାସ କରିବା ପାଇଁ ୨୦୨୩…

ଶ୍ୱେତା ହତ୍ୟା ମାମଲା: ବୟଫ୍ରେଣ୍ଡ ଗିରଫ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ସଫ୍ଟଓ୍ବେୟାର ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀଙ୍କ ମୃତ୍ୟୁକୁ ୬ ମାସ ପୂରଣ ହୋଇଥିବା ବେଳେ ଗୁରୁବାର ଭୋର୍‌ରୁ ତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତଙ୍କୁ କମିଶନରେଟ ପୋଲିସ ଗିରଫ କରିଛି।ସମ୍ବଲପୁର ବଂଶୀଧର ନଗରସ୍ଥିତଘରୁ ସୌମ୍ୟଜିତଙ୍କୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ଗିରଫ କରିଛି। ଆଜି…

ବଢ଼ିପାରେ ବିଦ୍ୟୁତ୍‌ ଶୁଳ୍କ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଶୁଳ୍କ ବୃଦ୍ଧି ନେଇ ବିଦ୍ୟୁତ୍‌ ଉତ୍ପାଦନକାରୀ ସଂସ୍ଥା ଓଏଚ୍‌ପିସି, ଓପିଟିସିଏଲ୍‌, ଏସ୍‌ଏଲ୍‌ଡିସି, ଗ୍ରୀଡ୍‌କୋର ଶୁଣାଣି ବୁଧବାର ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆରସି)ରେ ଶେଷ ହୋଇଛି। ଆସନ୍ତା ୨୪ରୁ ୨୮ ତାରିଖ ମଧ୍ୟରେ ବିଦ୍ୟୁତ୍‌…

ଭଙ୍ଗା କୁଡ଼ିଆରେ ଭଗବାନ

ଢେଙ୍କାନାଳ ଅଫିସ, ୧୬।୨: ଗଛ ତଳେ ଦଦରା କୁଡ଼ିଆ। ଚାରି ଖଣ୍ଡ ଦୁର୍ବଳ ବାଉଁଶକୁ ସାହାର କରି ଛିଡ଼ା ହୋଇଛି। ବେଢ଼ାଯାଇଛି ଫଟା ପଲିଥିନ, କୋତରା ଅଖା। ଦିନରେ ସୂର୍ଯ୍ୟ ତ ରାତିରେ ଆତଯାତ ହେଉଛନ୍ତି ଜହ୍ନତାରା। ଜଙ୍ଗଲୀ ଜନ୍ତୁଙ୍କ ପ୍ରାଦୁର୍ଭାବ…

ଚାଉଳ ପାଇଁ ରାଜ୍ୟର ସବୁ ପଞ୍ଚାୟତରେ ବିଜେଡିର ବିକ୍ଷୋଭ

ଭୁବନେଶ୍ବର, ୧୬ା୨(ବ୍ୟୁରୋ): ଧାନ କିଣା ନୀତି ଓ ଚାଉଳ କାଟ୍‌ ପ୍ରତିବାଦରେ କେନ୍ଦ୍ର ସରକାରଙ୍କ ବିରୋଧରେ ବିଜେଡି ରାସ୍ତାକୁ ଓହ୍ଲାଇଛି। ରାଜ୍ୟରୁ ଯେତିକି ଧାନ ଉଠାଇବା କଥା କେନ୍ଦ୍ର ସରକାର ସେତିକି ଉଠାଉନାହାନ୍ତି ବୋଲି ବିଜେଡି ଅଭିଯୋଗ କରିଛି। ଧାନ କିଣା…

ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ରାଜ୍ୟରେ ଦୁଇରୁ ତିନି ଦିନ ମଧ୍ୟରେ ତାପମାତ୍ରା ବଢ଼ିବ। ସ୍ବାଭାବିକଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତାପମାତ୍ରା ବୃଦ୍ଧି ସହ ରାଜ୍ୟର କିଛି ଜିଲାରେ ପ୍ରବଳ କୁହୁଡ଼ି…

ଏବେ ନବ ତ କାଲି ଆଉ କିଏ: ଚେଲ୍ଲା କୁମାର

ଭୁବନେଶ୍ବର, ୧୬ା୨(ବ୍ୟୁରୋ): ମନ୍ତ୍ରୀ ନବ ଦାସ ହତ୍ୟା ମାମଲା ନେଇ ସରକାରଙ୍କୁ ବିରୋଧୀ ପୁଣି ଟାର୍ଗେଟ କରିଛନ୍ତି। କଂଗ୍ରେସ ପ୍ରଭାରୀ ଚେଲ୍ଲାକୁମାର, ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର ଏବଂ ପ୍ରଦୀପ ପୁରୋହିତ ବିଜେଡି ନେତାମାନଙ୍କୁ ନବ ଦାସଙ୍କ ହତ୍ୟା ଘଟଣା…

ଅର୍ଥକରୀ ଫସଲ ପାଇଁ ମିଳିବ ପ୍ରୋତ୍ସାହନ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): କୃଷକମାନଙ୍କ ଆୟବୃଦ୍ଧି ନିମନ୍ତେ ଅଧିକ ଅର୍ଥକରୀ ଫସଲ ଚାଷକୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେଇ ଆସିଛନ୍ତି। ରାଜ୍ୟ କ୍ୟାବିନେଟ୍‌ ଫସଲ ବିବିଧୀକରଣ କାର୍ଯ୍ୟକ୍ରମକୁ ଅନୁମୋଦନ କରିଛିି। ଏଥିରେ ରାଜ୍ୟର ସମସ୍ତ ୩୦ ଜିଲାରେ ମେଗା…

ଯୁବକଙ୍କୁ ନିର୍ମମ ହତ୍ୟା

ଭବାନୀପାଟଣା,୧୫ା୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦରଥାନା ଅନ୍ତର୍ଗତ ପେଙ୍ଗସୁର ଗାଁରେ ବୁଧବାର ଏକ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ ନେଇ ଗାଁର ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ମୃତକ ହେଲେ ପେଙ୍ଗସୁର ଗ୍ରାମର ଅମର ମାଝି। ଗୁଣି ଗାରେଡ଼ି ସନ୍ଦେହରେ…

ଜଳିଗଲା ୨୩ ପରିବାରର ୪୭ ବଖରା

ପରଜଙ୍ଗ,୧୫ା୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପଥରଖମ୍ବ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨୩ ପରିବାରର ୪୭ ବଖରା ଘର ସମ୍ପୂର୍ଣ୍ଣ ପୋଡ଼ିଯାଇଛି। ନିଆଁ ଲାଗିବା ପରେ ଏକ ଗ୍ୟାସ୍‌ ସିଲିଣ୍ଡର ଫାଟିଯିବାରୁ ନିଆଁ ତୀବ୍ରବେଗରେ ଚାରିଆଡ଼କୁ ବ୍ୟାପିଯାଇଥିଲା। ଫଳରେ…

ଓଜନ କମାଇବା ପାଇଁ ପୋଲିସ ବାବୁଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୫ା୨(ବ୍ୟୁରୋ): ଭୁବନେଶ୍ବର ପୋଲିସର ସବୁ ଅଧିକାରୀ ଓ କର୍ମଚାରୀଙ୍କୁ ଫିଟ୍‌ ରହିବାକୁ କମିଶନରେଟ ପୋଲିସ ନିର୍ଦ୍ଦେଶ ଦେଇଛି। ଡିଜି କ୍ୟାମ୍ପ ହାଉସ୍‌ରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି। ହେଡ୍‌କ୍ବାର୍ଟର, ଟିମ୍‌ ୬୦, ଓଏସ୍‌ଏପି ଫିଟ୍‌ ରହିବେ ସେଥିପାଇଁ କମିଶନରେଟ ପୋଲିସ…

ମାଣ୍ଡିଆପଲ୍ଲୀ ସଡ଼କ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୨(ବ୍ୟୁରୋ): ଗଞ୍ଜାମ ଜିଲା ଗୋପାଳପୁରର ମାଣ୍ଡିଆପଲ୍ଲୀରେ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?