ନୂଆ ରୂପ ପାଇବ ଡେରଜାଙ୍ଗ ପ୍ରୋଜେକ୍ଟ
ଅନୁଗୋଳ ସହର ଠାରୁ ମାତ୍ର ୧୦ କିଲୋମିଟର ଦୂରରେ ରହିଛି ଡେରଜାଙ୍ଗ ପ୍ରୋଜେକ୍ଟ। ଜଳଭଣ୍ଡାରର ନୀଳ ଜଳରାଶି ସାଙ୍ଗକୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କଲା ଭଳି ସମସ୍ତ ବ୍ୟବସ୍ଥା ଏଠାରେ ରହିଛି। ସୁନ୍ଦର ପାର୍କ ସହିତ ଆମୋଦ ପ୍ରମୋଦର ସୁବିଧା କରାଯାଇଛି। ଭୋଜିଭାତ…
କପିଳାସ ଜୁ’ ଦେଖିବ କଲରାପତରିଆ
ବଦଳିବ କପିଳାସ ପ୍ରାଣୀ ଉଦ୍ୟାନର କଳେବର। ମାନ୍ୟତା ମିଳିବାର ଦୀର୍ଘ ୨୫ବର୍ଷ ପରେ ଜୁ’କୁ ଅଣାଯିବ କଲରାପତରିଆ। ଗୁରାଣ୍ଡି, କୃଷ୍ଣସାର ମୃଗ, ଗୟଳ, କୋକିଶିଆଳି ଭଳି ଅନ୍ୟ ୧୦ ପ୍ରଜାତିର ବନ୍ୟପ୍ରାଣୀ ଏହାର ବାତାବରଣକୁ ସମୃଦ୍ଧ କରିବେ। ଏମାନଙ୍କ ରହିବା ପାଇଁ…
ବୁଧବାରଠାରୁ ମାଟ୍ରିକ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ, ୨୮ ଯାଏ ଚାଲିବ
କଟକ ଅଫିସ,୧୪ା୨: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ଧନ୍ଦାମୂଳକ ଶିକ୍ଷାର ଦ୍ୱିତୀୟ ସମ୍ମେଟିଭ ଆସେସ୍ମେଣ୍ଟ(ଏସ୍ଏ-୨) ପ୍ରାକ୍ଟିକାଲ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଛାତ୍ରୀଛାତ୍ରମାନେ ନିଜ ସ୍କୁଲରେ ଏହି ପରୀକ୍ଷା ଦେବେ। ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ…
ବୁଧବାରଠାରୁ ସିବିଏସ୍ଇ ଦଶମ, ଦ୍ୱାଦଶ ପରୀକ୍ଷା ଆରମ୍ଭ, ଜାଣନ୍ତୁ ସମସ୍ତ ସୂଚନା…
ଭୁବନେଶ୍ୱର,୧୪।୨(ବ୍ୟୁରୋ): ସିବିଏସ୍ଇ ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଦଶମ ପରୀକ୍ଷା ମାର୍ଚ୍ଚ ୨୧ରେ ଶେଷ ହେବାକୁ ଥିବାବେଳେ ଦ୍ୱାଦଶ ବୋର୍ଡ ପରୀକ୍ଷା ଏପ୍ରିଲ ୫ରେ ସରିବ। ଉଭୟ ଶ୍ରେଣୀର ପରୀକ୍ଷା ସକାଳ ସାଢ଼େ ୧୦ଟାରେ…
ଫାଟିଲା ବସ୍ ଚକା, ୧୫ ଗୁରୁତର
ଫୁଲବାଣୀ ଅଫିସ,୧୪।୨: ମୁନିଗୁଡାରୁ ଫୁଲବାଣୀ ଆସୁଥିବା ଏକ ଘରୋଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କନ୍ଧମାଳ ଜିଲା କୋଟଗଡ଼ ଥାନା ଅନ୍ତର୍ଗତ ପଣ୍ଡାଇର୍ପି ମୁଣ୍ଡାସାହିରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ପ୍ରାୟ ୧୫ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ଆଉ ୧୫ଜଣ…
ଶାଢୀ ଦୋକାନରେ ଜିଏସ୍ଟି ଚଢାଉ
ଆଠଗଡ,୧୪।୨(ଡି.ଏନ.ଏ.): କଟକ ଜିଲା ଆଠଗଡ ସହର ବାଣୀକଣ୍ଠ ନଗରସ୍ଥିତ ଅମ୍ବର ଶାଢୀ ଦୋକାନରେ ମଙ୍ଗଳବାର ରାଜ୍ୟ ବାଣିଜ୍ୟ କର ଓ ଜିଏସ୍ଟି ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ ଦୋକାନର କାଗଜପତ୍ର ଯାଞ୍ଚ କରୁଛନ୍ତି। ଟିକସ ଠକେଇ ନେଇ…
ରାସ୍ତା ପ୍ରଶସ୍ତୀକରଣରେ କଟିବ ୩୧୫୮ ଗଛ
ସୋନପୁର,୧୪।୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ଲାଇଫଲାଇନ କୁହାଯାଉଥିବା ଅର୍ଜୁନପୁର-ବିନିକା-ରାମପୁର-ଡୁଙ୍ଗୁରପାଲି ମେଜର ଡିଷ୍ଟ୍ରିକ୍ଟ ରୋଡ(ଏମଡିଆର) ଓସାରିଆ ହେବ। ଅର୍ଜୁନପୁରରୁ ଡୁଙ୍ଗୁରିପାଲି ୫୪.୨୦୦ କିଲୋମିଟର ବିଶିଷ୍ଟ ଏହି ରାସ୍ତା ପାଇଁ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୧୪୫ କୋଟି ଟଙ୍କାର ଟେଣ୍ଡର ଆହ୍ବାନ ହୋଇଛି। ୨ ଥାକିଆ…
ଜେଲରୁ କଏଦୀ ଫେରାର
ଭବାନୀପାଟଣା,କର୍ଲାମୁଣ୍ଡା/ରୁପ୍ରାରୋଡ,୧୪।୨(ସ୍ବ.ପ୍ର./ଡି.ଏନ.ଏ.): କଳାହାଣ୍ଡି ଜିଲା ମ. ରାମପୁର ସବ୍ଜେଲରୁ ଜଣେ ବିଚାରାଧୀନ କଏଦୀ ପାଚେରି ଡେଇଁ ଫେରାର ହୋଇଥିବା ଜଣାପଡିଛି। ଫେରାର୍ କଏଦୀ ଜଣକ ନର୍ଲା ଥାନା ରୁପ୍ରାରୋଡ ଅଞ୍ଚଳର ବିଶ୍ୱାମିତ୍ର ମାଝି। ଏକ ଘରୋଇ ଗଣ୍ଡଗୋଳ ମାମଲାରେ ନର୍ଲା ପୋଲିସ ବିଶାମିତ୍ରଙ୍କୁ…
ବାସ୍ତବ ପ୍ରସଙ୍ଗରୁ ନଜର ହଟାଇବାକୁ ପ୍ରୟାସ: ବିଜେଡି
ଭୁବନେଶ୍ବର, ୧୪ା୨(ବ୍ୟୁରୋ):ଓଡ଼ିଶା ଭାଜପାର ଏହି ଆନ୍ଦୋଳନ କେବଳ ଓଡ଼ିଶାର ବାସ୍ତବ ପ୍ରସଙ୍ଗରୁ ଲୋକଙ୍କ ନଜର ହଟାଇବାକୁ ଆଉ ଏକ ଦୁର୍ବଳ ପ୍ରୟାସ ବୋଲି ବିଜେଡି ମୁଖପାତ୍ର ଗୌତମ ବୁଦ୍ଧ ଦାଶ କହିଛନ୍ତି ା ଭାଜପା ଖବରଦାତା ସମ୍ମିଳନୀରେ ଜବାବ ଦେଇ ଗୌତମ…
ଶାସନ ବ୍ୟବସ୍ଥାରେ ପରିବର୍ତ୍ତନ ଜରୁରୀ: ବିଜୟ
ଭୁବନେଶ୍ବର, ୧୪ା୨(ବ୍ୟୁରୋ):ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ ୩ ଦିନ ତଳେ କଂଗ୍ରେସରେ ମିଶିଥିବା ବେଳେ ବାରମ୍ବାର ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବାରେ ଲାଗିଛନ୍ତି। ଦିଲ୍ଲୀରୁ ସୋମବାର ଫେରିବା ପରେ ବିଜୟଙ୍କୁ ଭୁବନେଶ୍ୱର ବିମାନବନ୍ଦରଠାରେ କଂଗ୍ରେସ ନେତା ଓ କର୍ମୀ…
ଆଇନଶୃଙ୍ଖଳା ପରିସ୍ଥିତି: ଆଜିଠୁ ଭାଜପାର ବିକ୍ଷୋଭ
ଭୁବନେଶ୍ବର, ୧୪ା୨(ବ୍ୟୁରୋ):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଓ ରାଜ୍ୟ ସଭାପତି ସମୀର ମହାନ୍ତି ବାରମ୍ବାର ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରୁଥିଲେ ‘ରାଜ୍ୟ ଶାସନ ବ୍ୟବସ୍ଥାକୁ ଚଳାଉଛି କିଏ’। ରାଜ୍ୟବାସୀଙ୍କ ମନ ଭିତରେ ଏହା ଏବେ ପ୍ରମୁଖ ପ୍ରଶ୍ନ ହୋଇ ରହିଯାଇଛି ବୋଲି…
୩ ଦିନ ଆନ୍ଦୋଳନ କରିବ ବିଜେଡି
ଭୁବନେଶ୍ବର, ୧୪ା୨(ବ୍ୟୁରୋ):କେନ୍ଦ୍ର ସରକାର ତାଙ୍କର ସଦ୍ୟ ବଜେଟରେ କ୍ରୟ ପାଣ୍ଠିରେ ୨୦,୦୦୦ କୋଟି ଟଙ୍କା ହ୍ରାସ କରିଛନ୍ତି। ଏହାସହ ଓଡ଼ିଶାରୁ ଉଷୁନା ଚାଉଳ ଉଠାଣ ପରିମାଣ କମାଇଦେବା ଯୋଗୁ ଓଡ଼ିଶାର ଲକ୍ଷ ଲକ୍ଷ ଚାଷୀ ଧାନ ବିକ୍ରି କରିବାରେ ଗୁରୁତର ଭାବେ…

