ରାଜ୍ୟ

ଦାଦନ ଖଟିବାକୁ ଯାଇ ଫସିଲେ ୯ ଯୁବକ, ପାଖରେ ଟଙ୍କା ନାହିଁ କି କାମ ନାହିଁ, ଭିଡିଓ କରି କହିଲେ…

ରାୟଗଡ଼ା,୧୮ା୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଖଣିଜ ସମ୍ପଦ ଭରା କାଶୀପୁର ବ୍ଲକରେ ବକ୍ସାଇଟ ପାଇଁ ବିଶ୍ବ ପରିଚିତ ଉତ୍କଳ ଆଲୁମିନା ଭଳି କମ୍ପାନୀ ରହିଛି। ହେଲେ ଏହି ବ୍ଲକର ଯୁବପିଢ଼ି ଆଜି ବି କାମ ନ ପାଇ ଦାଦନ ଖଟିବାକୁ…

କଟନି ଛଟନି ବନ୍ଦ କରିବାକୁ ପରାମର୍ଶ ଦେଲେ ମନ୍ତ୍ରୀ, କହିଲେ ଚାଷୀମାନେ କେବଳ ମଣ୍ଡିରେ ଧାନ ଦିଅନ୍ତୁ

ବୁଗୁଡ଼ା ୧୮/୧୨/(କାଳିଚରଣ ଦାଶ):  ଚଳିତ ମାସ ୨୩ ତାରିଖ ଠାରୁ ଖରିଫ ଋତୁ ଧାନ ସଂଗ୍ରହ କରିବେ ସରକାର । ତେଣୁ ଜିଲ୍ଲା ଓ ବ୍ଲକ ସବୁଠି ପ୍ରସ୍ତୁତି ଜୋରଦାର କରାଯାଇଛି । ଘନ ଘନ ବୈଠକ ବସିବା ସହ ଚାଷୀ,…

କୋର୍ଟରେ ମାମଲା ଡାଏରୀ ଦାଖଲ ପାଇଁ ଲାଞ୍ଚ ନେଉଥିଲେ ଆଇଆଇସି, ଗିରଫ କଲା ଭିଜିଲାନ୍ସ

ଜୟପୁର,୧୮ା୧୨(ପବନ ପାଣିଗ୍ରାହୀ ): କୋରାପୁଟ ଦଶମନ୍ତପୁର ଆଇଆଇସି ସୁକମା ହାଁସଦାଙ୍କୁ ଜୟପୁର ଭିଜିଲାନ୍ସ ଗିରଫ କରିଛି। ଯେତେବେଳେ ସେ ଅଭିଯୁକ୍ତଙ୍କ ସମ୍ପର୍କୀୟଙ୍କଠାରୁ ୨୦ ହଜାର ଟଙ୍କା ଲାଞ୍ଚ ଦାବି କରି କୋର୍ଟରେ ମାମଲା ଡାଏରୀ ଦାଖଲ କରିବା ପାଇଁ ଉକ୍ତ ପିଏସ୍‌ରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ

ଭୁବନେଶ୍ୱର ,୧୯।୧୨: ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ ପରିମାଣର ୩୧ ହଜାର କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି। ଏଣିକି ଆଉ ଠିକାରେ…

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ କେନ୍ଦ୍ର କରି ସାନ ଭାଇ ମାଡ଼ରେ ବଡ଼ ଭାଇର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଗୁରୁବାର ଦଶମନ୍ତପୁର ଥାନା ଅଧିକାରୀ ସୁକମା ହାଁସଦା କୌଣସି ଏକ ମାମଲାର ରଫା…

ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ

ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଖଣ୍ଡଗିରିରୁ ଏମ୍ସ ଯାଏଁ ହେବ ସ୍ବତନ୍ତ୍ର ଆମ୍ବୁଲାନ୍ସ କରିଡର । ବୈଠକରେ  ଖଣ୍ଡଗିରିରୁ କଳିଙ୍ଗନଗର…

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର ହେବା ସହିତ ୫ଜଣ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ,ଗତକାଲି ବିଳମ୍ବିତ ରାତିରେ ପଡୋଶୀ ପଶ୍ଚିମବଙ୍ଗ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ ପରିମାଣର ୩୧ ହଜାର କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି। ଏଣିକି ଆଉ…

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ ହତ୍ୟା କରାଯାଇଛି। ମୃତ ମହିଳା ବାଲେଶ୍ୱର ଜିଲା ଗୋପାଳପୁର ଥାନା ରେମୁଣା ପଞ୍ଚାୟତ ଅନ୍ତର୍ଗତ…

୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ

ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ ଦ୍ୱାରା କୌଣସି ପୃଥକ୍‌ ପାଣ୍ଠି ମଞ୍ଜୁର କରାଯାଇନାହିଁ। ଓଟିପି ପାଇଁ ବ୍ୟବହୃତ ମୋବାଇଲ ନମ୍ୱର…

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ ପାଇଁ ଆୟୋଜିତ ପରୀକ୍ଷାରେ ପ୍ରାୟ ୮,୦୦୦ ଆଶାୟୀ ଅଂଶଗ୍ରହଣ କରିଛନ୍ତି। ସୂଚନା ଅନୁଯାୟୀ, ଚୁକ୍ତିଭିତ୍ତିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri