ବ୍ରହ୍ମପୁରରେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ, ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
ବ୍ରହ୍ମପୁର,୧୯।୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହରରେ ପୋଲିସକୁ ଖାତିର ନ କରି ଅପରାଧୀମାନେ ପୁଣି ଜଣଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି । ସୋମବାର ରାତି ୯ଟାରେ ବିଜିପୁରର ଉମେଶ ରଥ ତାଙ୍କ ସ୍ତ୍ରୀଙ୍କୁ ଧରି ବାଇକ୍ରେ ଯାଉଥିବା ବେଳେ ଗିରିରୋଡ୍ ମୁଖ୍ୟ…
ପ୍ରଧାନଶିକ୍ଷକଙ୍କ ଅନୁରୋଧ କ୍ରମେ ବଦଳିଲା ନିଷ୍ପତ୍ତି, ବଢ଼ିଲା ମାଟ୍ରିକ୍ ସପ୍ଲିମେଣ୍ଟାରି ଫର୍ମ ପୂରଣ ଅବଧି
କଟକ,୧୯।୫(କାର୍ତ୍ତିକ ସାହୁ): ଜୁଲାଇ ପ୍ରଥମ ସପ୍ତାହରେ ହେବାକୁ ଥିବା ଚଳିତବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରି (ରେଗୁଲାର, ଏକ୍ସ-ରେଗୁଲାର, ପତ୍ର ମାଧ୍ୟମ ରେଗୁଲାର ଓ ଏକ୍ସ-ରେଗୁଲାର) ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ(୨ୟ) ପରୀକ୍ଷା ପାଇଁ ଫର୍ମ ପୂରଣ ଅବଧି ଆସନ୍ତା ମେ’ ୨୫ ତାରିଖ…
ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିକଳ ଚିତ୍ର; ବିଦ୍ୟୁତସେବା ବ୍ୟାହତ, ରୋଗୀ ହନ୍ତସନ୍ତ
ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ଭୁଷୁଡ଼ି ପଡ଼ିଛି। ଏହା ନୂଆଁ କଥା ନୁହେଁ। ବର୍ଷବର୍ଷ ଧରି ଏଠାରେ ଏହି ସମସ୍ୟା ଲାଗି ରହିଛି। ଡାକ୍ତର ଏବଂ ଅନ୍ୟ ବିଭାଗୀୟ କର୍ମଚାରୀ ପଦବୀ ଖାଲି ପଡ଼ିବା ସାଧାରଣରେ ପରିଣତ ହୋଇ ପଡ଼ିଛି।…
ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ
ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି ସୋମବାର ମାନ୍ୟବର ଜିଲା ଦୌରା ଜଜ ଜଗଦୀଶ ପ୍ରସାଦ ମହାନ୍ତି ମୁଖ୍ୟ ଅଭିଯୁକ୍ତଙ୍କୁ…
ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୮୦ଟି ବ୍ୟାଙ୍କ ଆକାଉଣ୍ଟ ଜବତ, ୧୧ ଗିରଫ
ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍ପି ନୀତିନ କୁଶଲକର ଦାଗୁଡଙ୍କ ନିର୍ଦ୍ଦେଶରେ ଏକାଧିକ ପୋଲିସ ଟିମ୍ ଗଠନ କରି ଏହି…
ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…
ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ ଜୀବନ ସେଠି ହିଁ ଶେଷ ହୋଇଯାଇଛି। ଏଭଳି ଅଭାବନୀୟ ଘଟଣା କନ୍ଧମାଳ ଜିଲାର…
ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…
ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ ଆହ୍ୱାନ ଦେଇଛନ୍ତିା ଶିବିରରେ ନୀତିନ ନବୀନ ଉଦ୍ବୋଧନଦେଇ କହିଥିଲେ ଯେ, ଆଜିର ଯୁବପିଢ଼ୀ,…
ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ
କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି । ପାରିବାରିକ କଳହକୁ କେନ୍ଦ୍ର କରି ଅଲରା ଗାଁର ଯୁବକ ମନୋଜ ମଲ୍ଲିକଙ୍କୁ ଶଶୁର…
ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ
ପୁରୀ,୧୮।୫(ଅଜିତ୍ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ ପ୍ରବେଶ କରି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏହି ଅବସରରେ ତାଙ୍କ ସହ ରାଜ୍ୟର…
ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ
ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ ପ୍ରକାଶ କରିଛନ୍ତି। ଏହା ପୂର୍ୱ ଭାରତରେ SEBIର ପ୍ରଥମ କାର୍ଯ୍ୟାଳୟ ହେବ। କିଛି…
ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….
ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା ବେଳେ ରାଜ୍ୟରେ ତେଲ ସଂକଟ ନାହିଁ ବୋଲି ସେ କହିଛନ୍ତି । ଗତ…
ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା
ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର ମୃତ୍ୟୁ ହୋଇଥିବା ବେଳେ ତାଙ୍କ ନାମ ଏ ରାମାୟା (୩୦) । ସୂଚନା…

