ରାଜ୍ୟରୁ ଚିହ୍ନଟ ହେଲେ ୬୩ କରୋନା ପଜିଟିଭ୍
ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରାଣ୍ଟାଇନ୍ରୁ ରହିଥିବା ବେଳେ ୨୬ ଜଣ ଲୋକାଲ କେସ୍ ରହିଛନ୍ତି। ସେହିଭଳି ୧୮ ବର୍ଷ…
ଭାଜପାର ୪୦ ଷ୍ଟାର ପ୍ରଚାରକ
ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ ୪୦ ଜଣ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରାଯାଇଛି। ଏହି ତାଲିକାରେ ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶ୍ୱେଶ୍ୱର ଟୁଡୁ, ବିରୋଧୀ ଦଳ ନେତା…
ଭୋଟ ଭିକ୍ଷାକଲେ ଖାର୍ଗେ
ଭୁବନେଶ୍ବର,୧୫।୧୦(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ସଭାପତି ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଏମ୍ପି ମଲ୍ଲିକାର୍ଜୁନ ଖାର୍ଗେ ଶୁକ୍ରବାର ଦ୍ୱିପ୍ରହର ସମୟରେ ଓଡ଼ିଶା ଗସ୍ତରେ ଆସି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ପିସିସି ସଭ୍ୟମାନଙ୍କ ସହ ବୈଠକ କରିଛନ୍ତି। ଏହି ଅବସରରେ ସେ…
ଧାମନଗର ଉପନିର୍ବାଚନ: ୩ ଦଳର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ
ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଏବେ ସରଗରମ। ଶୁକ୍ରବାର ନାମାଙ୍କନ ଦାଖଲର ଶେଷ ତାରିଖ ଥିବା ବେଳେ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀ ନିଜ ନିଜର ନାମାଙ୍କନ…
ପାରଳା ସହରର ରାସ୍ତା ବିପର୍ଯ୍ୟସ୍ତ, ନୀରବ ପ୍ରଶାସନ
ପାରଳାଖେମୁଣ୍ଡି,୧୫ା୧୦(ଡି.ଏନ୍.ଏ.): ପାରଳାଖେମୁଣ୍ଡି ପୌରପରିଷଦର ରାସ୍ତାଘାଟ ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ପ୍ରଶାସନିକ ଅଧିକାରୀମାନେ ଏଥିପ୍ରତି ଦୃଷ୍ଟି ଦେଉନାହାନ୍ତି। ଫଳରେ ଲୋକେମାନଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ରାଣୀପେଣ୍ଠରୁ ସହରରେ ପ୍ରବେଶ କଲା ମାତ୍ରେ ଖାଲଖମା ସ୍ବାଗତ କରୁଥିବା ବେଳେ ସହରର ମଧ୍ୟରେ…
ଘର ଆଗରେ ୩ ଦିନ ପଡ଼ିରହିଲା ମୃତଦେହ
ମହାକାଳପଡ଼ା,୧୫ା୧୦(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ଗଁାରେ ସ୍ତ୍ରୀଙ୍କ ପରକୀୟା ପ୍ରୀତିକୁ ସନ୍ଦେହ କରିବାରୁ ଗତ ୧୧ ତାରିଖ ରାତିରେ ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା। ମୃତ ଯୁବକଙ୍କ ବାପା ଏ ନେଇ ଗତ ୧୨ ତାରିଖରେ…
ଗ୍ରାମ୍ୟ ଜଙ୍ଗଲ ନଷ୍ଟ ଆଶଙ୍କା କଲେ ପରିବେଶବିତ୍
କେନ୍ଦ୍ରାପଡା ଅଫିସ, ୧୫ା୧୦: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଓଳାଭର ରାଜସ୍ବ ସର୍କଲ ଅନ୍ତର୍ଗତ ପାରି ମୁକୁନ୍ଦପୁର ପାନୀୟ ଜଳ ପ୍ରକଳ୍ପ ପାଇଁ ରାଜ୍ୟ ସରକାରଙ୍କ ଘୋଷଣାକୁ ଇତିମଧ୍ୟରେ ପ୍ରାୟ ୮ ମାସ ବିତିଲାଣି। ପାନୀୟ ଜଳକଷ୍ଟରେ ଥିବା ସ୍ଥାନୀୟ ଅଞ୍ଚଳବାସୀ…
ଏସି ସଫାରିର ମଜା ନେବେ ପର୍ଯ୍ୟଟକ
ବାରଙ୍ଗ,୧୫।୧୦(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ସଫାରିକୁ ଟେଣ୍ଡରରେ ନେଇଥିବା ଠିକାଦାର ଶୁକ୍ରବାର ଏକ ଏସି ବସ୍ ଆଣି ପ୍ରଚଳନ କରିଛି। ପ୍ରଥମ କରି ସଫାରି ବୁଲିବାକୁ ଯାଉଥିବା ପର୍ଯ୍ୟଟକମାନେ ଏବେ ଏସି ବସ୍ରେ ବୁଲିବାର ମଜାନେଇପାରିବେ। ତେବେ ସାଧାରଣ ବସ୍ରେ ଯାତ୍ରା…
କଲେଜ ବସ୍ ଚାଳକଙ୍କୁ ହତ୍ୟା ପରେ ଜାଳିଦେଲେ
ଖୋର୍ଦ୍ଧା ଅଫିସ,୧୫ା୧୦: ଖୋର୍ଦ୍ଧା ଶିଳ୍ପାଞ୍ଚଳ ଫାଣ୍ଡି ଅନ୍ତର୍ଗତ ବରୁଣେଇସ୍ଥିତ ଏକ ଘରୋଇ କଲେଜରେ କାର୍ଯ୍ୟରତ ଜଣେ ଡ୍ରାଇଭରଙ୍କୁ ହତ୍ୟା ପରେ ପେଟ୍ରୋଲ ଢାଳି ଜାଳି ଦିଆଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ନୟାଗଡ଼ ଜିଲା ଫତେଗଡ଼ ଥାନା ଶ୍ୟାମଘନପୁର ଅଞ୍ଚଳର ରାମକୃଷ୍ଣ…
ସତ୍ୟବିହାର-ମଞ୍ଚେଶ୍ୱର କେନାଲ ରାସ୍ତା ନିର୍ମାଣ ଖୁବ୍ଶୀଘ୍ର
ଭୁବନେଶ୍ୱର,୧୫।୧୦ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମର ୱାର୍ଡ ନଂ.୫ ଅନ୍ତର୍ଗତ ଜାତୀୟ ରାଜପଥ ୧୬ର ରିଲାଏନ୍ସ ଫ୍ରେସ୍ ନିକଟ ସତ୍ୟବିହାରରୁ ବାହାରି ମଞ୍ଚେଶ୍ୱର ଗାଁ ପର୍ଯ୍ୟନ୍ତ ଲମ୍ବିଥିବା କେନାଲ ରାସ୍ତା ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଏହାର ସମାଧାନ ପାଇଁ ସାମ୍ବାଦିକ ତଥା…
ବିଦ୍ୟୁତ୍ ଫାଶରେ ଦନ୍ତା ମୃତ
କାମାକ୍ଷାନଗର, ୧୫ା୧୦(ଡି.ଏନ୍.ଏ.): ୨୦୧୮ ଅକ୍ଟୋବର ୨୭। ମା’ ଲକ୍ଷ୍ମୀଙ୍କ ପୂଜାରେ ସାରା ଢେଙ୍କାନାଳ ଜିଲା ଉତ୍ସବମୁଖର ହୋଇଉଠିଥିବାବେଳେ ଓଡ଼ାପଡ଼ା ବ୍ଲକ କମଳାଙ୍ଗରୁ ହାତୀକୁ ନେଇ ଆସିଥିଲା ଦୁଃଖଦ ଖବର। ଏକ ବେସରକାରୀ ନିର୍ମାଣକାରୀ ସଂସ୍ଥାକୁ ଟଣାଯାଇଥିବା ଉଚ୍ଚ କ୍ଷମତାସମ୍ପନ୍ନ ୧୧ କେଭି…
‘ଅର୍ଚ୍ଚନାଙ୍କ କଳା ସାମ୍ରାଜ୍ୟର ତଦନ୍ତ କରୁ ଇଡି’
କଟକ ଅଫିସ,୧୫ା୧୦: ବହୁଚର୍ଚ୍ଚିତ ବ୍ଲାକ୍ମେଲର ଅର୍ଚ୍ଚନା ନାଗ ମାମଲା ଏବେ ହାଇକୋର୍ଟରେ ପହଞ୍ଚତ୍ଛି। ପୋଲିସ ତଦନ୍ତ ଆଗେଇ ପାରୁ ନ ଥିବାରୁ ମାମଲାର ତଦନ୍ତ ଭାର କେନ୍ଦ୍ର ସରକାରଙ୍କ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ଦେବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେବାକୁ ପ୍ରାର୍ଥନା…
Archives


