ଓସିଏ ସଭାପତି ପ୍ରାର୍ଥୀ ହେବେ ପ୍ରଣବ
ପୁରୀ ଅଫିସ/କଟକ ଅଫିସ୍, ୧୫ା୧୦: ଓଡ଼ିଶା କ୍ରିକେଟ୍ ଆସୋସିଏଶନ୍ (ଓସିଏ) ନିର୍ବାଚନ ନେଇ ଶୁକ୍ରବାର ପୁରୀସ୍ଥିତ ଏକ ଘରୋଇ ହୋଟେଲରେ ଅନୌପଚାରିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯାଜପୁର ବିଧାୟକ ତଥା ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ଓସିଏର…
ଲିଜ୍ଧାରୀ ପୈଠ କରିବେ ୧କୋଟି
ବାଲେଶ୍ୱର ଅଫିସ, ୧୫।୧୦: ବାଲେଶ୍ୱର ଜିଲା ବସ୍ତା ତହସିଲ ଅଧୀନ ସୁବର୍ଣ୍ଣରେଖା ନଦୀର ବେଣାପୁର(କ)ବାଲିଖାଦାନ ଲିଜ୍ରୁ ବେଆଇନ ଭାବେ ଅଧିକ ବାଲି ଉତ୍ତୋଳନ ମାମଲାର ଏନଜିଟି ରାୟ ପ୍ରକାଶ ପାଇଛି। ନିୟମ ଉଲ୍ଲଂଘନ କରିଥିବା ଲିଜ୍ଧାରୀମାନେ ୧ ମାସ ମଧ୍ୟରେ ୧କୋଟି…
ଆସିଲେନି ଦୀନେଶ, ଆଲୋଚନା ବିଫଳ
ଭୁବନେଶ୍ୱର,୧୫।୧୦ (ବ୍ୟୁରୋ): ବ୍ରହ୍ମପୁର ବଡ଼ବଜାର ଦେଶୀବେହେରା ସାହିର କେ. ଦୀପିକା ଓ କେ. ଦୀନେଶ ବିବାଦ ଜଟିଳ ହେବାରେ ଲାଗିଛି। ଆପୋସ ସମାଧାନ ଲାଗି ଉଭୟଙ୍କୁ ମହିଳା କମିଶନରଙ୍କ ନିକଟରେ ଅକ୍ଟୋବର ୧୪ରେ ହାଜର ହେବାକୁ ନୋଟିସ କରାଯାଇଥିଲା। ତେବେ ଦୀପିକା…
୩୫ ଓଏଏସ୍ ଅଫିସରଙ୍କୁ ବଦଳି କଲେ ସରକାର
ଭୁବନେଶ୍ବର,୧୫ା୧୦(ବ୍ୟୁରୋ): ୧୩୯ଜଣ ଓଏଏସ୍ ଅଫିସରଙ୍କୁ ଗୁରୁବାର ବଦଳି କରିବା ପରେ ଶୁକ୍ରବାର ପୁଣି ୩୫ଜଣ ଓଏଏସ୍ ଅଫିସରଙ୍କ ବଦଳି ତାଲିକା ପ୍ରକାଶ ପାଇଛି। ତହସିଲଦାର ଓ ବିଡିଓ ସ୍ତରର ଅଫିସରଙ୍କୁ ବଦଳି କରାଯାଇ ଶନିବାର ସୁଦ୍ଧା ନୂଆ ସ୍ଥାନରେ ଯୋଗଦେବାକୁ ନିର୍ଦ୍ଦେଶ…
ପାକ୍ସ କମ୍ପ୍ୟୁଟରୀକରଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୧୫୧୦(ବ୍ୟୁରୋ): ୧୫ ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କ (ଡିସିସିବି)ରେ ୩୮୪ ବ୍ୟାଙ୍କିଂ ସହାୟକ ଯୋଗ ଦେଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ କୃଷି ସମବାୟ ସମିତି (ପାକ୍ସ)ଗୁଡ଼ିକର କମ୍ପ୍ୟୁଟରୀକରଣର ଶୁକ୍ରବାର ଶୁଭାରମ୍ଭ କରିଛନ୍ତି। ଏହାଫଳରେ ୨୦୬୩ଟି ପ୍ୟାକ୍ସ କୋର୍ ବ୍ୟାଙ୍କିଂ…
ଭୂମି ପରେ ଭାଷା
ଶରତ କୁମାର ଧଳ ପଟ୍ଟାଙ୍ଗୀ, ୧୫ା୧୦: ପ୍ରଥମେ ଭୂମି ହାତେଇବାକୁ ଚକ୍ରାନ୍ତ। ଏବେ ଭାଷାକୁ ଅକ୍ତିଆର କରିବାକୁ ପ୍ରୟାସ। ସୀମାନ୍ତ କୋରାପୁଟ ଜିଲାରେ ସରକାରୀ ସ୍କୁଲ ପରିଚାଳନାରେ ରାଜ୍ୟ ପ୍ରଶାସନର ବିଫଳତା, ବିପଦରେ ପଡ଼ିଥିବା ଓଡ଼ିଆ ଭାଷା ସୁରକ୍ଷା ଲାଗି ଯୋଜନାର…
ଲୁହା ବୋଝେଇ ଟ୍ରଲର ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ: ଜାତୀୟ ରାଜପଥରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ
ବଲାଙ୍ଗୀର ଅଫିସ, ୧୪।୧୦- ବଲାଙ୍ଗୀର ସହର ସତ୍ୟନାରାୟଣପଡାଠାରେ ଶୁକ୍ରବାର ରାତିରେ ଏକ ଲୁହା ବୋଝେଇ ଟ୍ରଲର ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତ ବାଇକ ଆରୋହୀ ଜଣଙ୍କ ହେଲେ ବରଗଡ ଜିଲା ଡାଙ୍ଗବାହାଲ ଗାଁର କୃଷ୍ଣଚନ୍ଦ୍ର ଭୋଇ। ତେବେ…
ଓସିଏ ସଭାପତି ପ୍ରାର୍ଥୀ ହେବେ ବିଧାୟକ ପ୍ରଣବ ପ୍ରକାଶ ଦାସ
ପୁରୀ ଅଫିସ,୧୪ା୧୦: ଓଡ଼ିଶା କ୍ରିକେଟ୍ ଆସୋସିଏଶନ୍ (ଓସିଏ) ସଭାପତି ପ୍ରାର୍ଥୀ ହେବେ ଯାଜପୁର ବିଧାୟକ ତଥା ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଏହି ନିର୍ବାଚନ ନେଇ ଶୁକ୍ରବାର ପୁରୀସ୍ଥିତ ଏକ ଘରୋଇ ହୋଟେଲରେ ଅନୁଷ୍ଠିତ ଅନୌପଚାରିକ ବୈଠକରେ ପ୍ରଣବଙ୍କୁ…
୨ ଦିନିଆ ହାଇଦ୍ରାବାଦ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪ା୧୦(ବ୍ୟୁରୋ)-ଦିଲ୍ଲୀ, ମୁମ୍ବାଇ, ବାଙ୍ଗୋଲୋର ପରେ ଆସନ୍ତା ୧୭ ତାରିଖରେ ହାଇଦ୍ରାବାଦରେ ଇନଭେଷ୍ଟର୍ସ ମିଟ୍ ହେବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୬ ତାରିଖରେ ୨ ଦିନିଆ ହାଇଦ୍ରାବାଦ ଗସ୍ତରେ ଯିବେ। ଆସନ୍ତା ନଭେମ୍ବର ୩୦ରେ ଆରମ୍ଭ…
ଜାମିନ ଆବେଦନ କଲେ ଅର୍ଚ୍ଚନା,ଏପରି ଯୁକ୍ତି ବାଢ଼ିଲେ ତାଙ୍କ ଓକିଲ
ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ବ୍ଲାକ୍ମେଲିଂ କରି ଟଙ୍କା ଲୁଟୁଥିବା ରହସ୍ୟମୟୀ ଅର୍ଚ୍ଚନା ନାଗଙ୍କ ଗିରଫ ଘଟଣାକୁ ସପ୍ତାହରୁ ଅଧିକ ଦିନ ବିତିଛି। ଇତିମଧ୍ୟରେ ଜେଲରେ ଥିବା ଅଭିଯୁକ୍ତା ଅର୍ଚ୍ଚନା ଶୁକ୍ରବାର ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟରେ ଜାମିନ ଆବେଦନ କରିଛନ୍ତି। ତାଙ୍କ ପକ୍ଷରୁ ଓକିଲ ଦେବାଶିଷ…
୪ରେ ବର୍ଷାଙ୍କ ଆବେଦନର ଶୁଣାଣି
କଟକ ଅଫିସ,୧୪।୧୦: ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଥମିବାର ନାଁ ନେଉନାହିଁ। ସୋସିଆଲ ମିଡିଆରେ ଆକ୍ଷେପକୁ ନେଇ ବର୍ଷାଙ୍କ ଆବେଦନ ଶୁଣାଣି ନଭେମ୍ବର ୪ରେ ହେବ ବୋଲି ସୂଚନା ମିଳିଛି।…
ମାତାଲ ହେବା ପଡ଼ିଲା ମହଙ୍ଗା: ନିଲମ୍ବିତ ହେଲେ ୨ ଶିକ୍ଷକ
ବଲାଙ୍ଗୀର ଅଫିସ , ୧୪।୧୦: ମାତାଲ ହେବା ପଡ଼ିଲା ମହଙ୍ଗା। ଚାକିରିରୁ ନିଲମ୍ବିତ ହେଲେ ଦୁଇ ଶିକ୍ଷକ। ବଲାଙ୍ଗିର ଜିଲ ଦେଓଗାଁ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ମାଟୁପାଲି ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜୟଦେବ ବିଶି ଓ ସହକାରୀ ଶିକ୍ଷକ ସଂଜିବ ଦୋରା…
Archives


