ବେଆଇନ ଇଟାଭାଟିକୁ ପ୍ରଶାସନର ଲଗାମ ନାହିଁ
କୋରେଇ,୯ା୨(ଡି.ଏନ.ଏ.): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ କୋରେଇ ଅଞ୍ଚଳରେ ଗଢ଼ିଉଠିଥିବା ବେଆଇନ ଇଟାଭାଟିଗୁଡ଼ିକ ଉପରେ ପ୍ରଶାସନର ଲଗାମ ନାହିଁ। କୋରେଇ ବ୍ଲକର ମୂଳାପାଳ, ପଥରପଦା, ବନ୍ଦାଳ, ରଣପୁର, ମକୁନ୍ଦୁପୁର ଆଦି ପଞ୍ଚାୟତରେ ଚିମିନି ଇଟାଭାଟି ଥିବା ସହିତ ଅନେକ ଗ୍ରାମ…
ଭୟ ବଢ଼ାଇଲାଣି ବନାଗ୍ନି
ଢେଙ୍କାନାଳ ଅଫିସ, ୯।୨: ଫେବୃୟାରୀ ପ୍ରଥମ ସପ୍ତାହରୁ ପାରଦ ଛୁଇଁଲାଣି ୩୩ ଡିଗ୍ରୀ। ଚଳିତବର୍ଷ ଆକାଶରୁ ଅଗ୍ନି ବର୍ଷିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କରିଥିବା ଅନୁମାନ ଏଥିରୁ ଜଳଜଳ ହୋଇ ଦିଶିଲାଣି। ଏସବୁ ଭିତରେ ଓଡ଼ିଶାରେ ଜଙ୍ଗଲ ନିଅଁାକୁ ନେଇ…
ଫେଲ୍ ମାରିଛି ଆଳୁ ମିଶନ
ଭଦ୍ରକ ଅଫିସ, ୯ା୨: ଭଦ୍ରକ ଜିଲାରେ ଆଳୁ ଚାଷ ପ୍ରତି ଚାଷୀଙ୍କ ଆଗ୍ରହ ରହୁ ନ ଥିବା ଦେଖିବାକୁ ମିଳିଛି। ସରକାର ଆଳୁ ଚାଷକୁ ପ୍ରୋତ୍ସାହିତ କରିବା ପାଇଁ ବିହନ ଯୋଗାଣ ସହ ହେକ୍ଟର ପିଛା ସର୍ବାଧିକ ୫୮ ହଜାର ଟଙ୍କା…
ବନ ବିଭାଗ ହେପାଜତରେ ମୃତ୍ୟୁ ଘଟଣା: ରେଞ୍ଜର ସମେତ ୬ ବନ କର୍ମଚାରୀ କୋର୍ଟ ଚାଲାଣ
କଟକ ଅଫିସ, ୮।୨: ବନ ବିଭାଗ ହେପାଜତରେ ସାତଗୋଛିଆ ଗାଁ ଧନେଶ୍ୱର ବେହେରାଙ୍କ ମୃତ୍ୟୁ ମାମଲାରେ ବଡ଼ମ୍ବା ରେଞ୍ଜର ସୁବ୍ରତ ବେହେରାଙ୍କ ସମେତ ୬ ବନ କର୍ମଚାରୀଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ଗିରଫ ଅନ୍ୟ କର୍ମଚାରୀମାନେ ହେଲେ ଫରେଷ୍ଟର…
ପୁଣି ୫ ଦିନିଆ ରିମାଣ୍ଡରେ ଗଲେ ଗୋପାଳ
ଝାରସୁଗୁଡ଼ା ଅଫିସ,୮ା୨: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ପୁଣି ୫ ଦିନ ରିମାଣ୍ଡରେ ଯାଇଛନ୍ତି ଅଭିଯୁକ୍ତ ଗୋପାଳ ଦାସ। ବୁଧବାର ତୃତୀୟ ପର୍ଯ୍ୟାୟରେ ୫ ଦିନ ରିମାଣ୍ଡରେ ନେବାକୁ ଝାରସୁଗୁଡ଼ା ଜେଏମ୍ଏଫ୍ସି କୋର୍ଟ ଅନୁମତି ଦେଇଛନ୍ତି। ଏହି ସମୟରେ ଗୋପାଳଙ୍କର…
୫୬ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ୪ ଗିରଫ
ଖୋର୍ଦ୍ଧା ଅଫିସ,୮ା୨: ଖୋର୍ଦ୍ଧା ଆଦର୍ଶ ପୋଲିସକୁ ମିଳିଛି ବଡ଼ ସଫଳତା। ୧୬ ନଂ ଜାତୀୟ ରାଜପଥ ତୋଟାପଡ଼ା ଛକରେ ଚଢ଼ାଉ କରି ୫୬୦ ଗ୍ରାମର ବ୍ରାଉନସୁଗାର ଜବତ କରିଛନ୍ତି। ଜବତ ବ୍ରାଉନସୁଗାରର ମୂଲ୍ୟ ୫୬ ଲକ୍ଷ ଟଙ୍କା ହେବ। ଏହି ଘଟଣାରେ…
ମାୟାଧର ସ୍ବାଇଁଙ୍କୁ ଜାତୀୟ ଜନପ୍ରିୟ ବିଜ୍ଞାନ ପୁରସ୍କାର
ଭୁବନେଶ୍ୱର,୮।୨(ବ୍ୟୁରୋ): ଓଡ଼ିଶାର ଜଣାଶୁଣା ଜନପ୍ରିୟ ବିଜ୍ଞାନ ଲେଖକ ଇଂ ମାୟାଧର ସ୍ବାଇଁଙ୍କୁ ବିଜ୍ଞାନକୁ ଜନପ୍ରିୟ କରିବାରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ଜନପ୍ରିୟ ବିଜ୍ଞାନ ପୁରସ୍କାରରେ ସମ୍ମାନିତ କରାଯିବ। ୨୦୨୨ ମସିହା ନିମିତ୍ତ ଏହି ଜାତୀୟ ପୁରସ୍କାର ପ୍ରଦାନ କରିବାକୁ…
ଟ୍ରକ୍ରେ ଲାଗିଗଲା ନିଆଁ, ଡ୍ରାଇଭର ଜୀବନ୍ତ ଦଗ୍ଧ
ରେଢ଼ାଖୋଲ,୮।୨(ଡି.ଏନ.ଏ ): ରାଞ୍ଚି -ବିଜୟୱାଡା ଜାତୀୟ ରାଜପଥର ରେଢ଼ାଖୋଲ ଥାନା ତେରବେଡା ଗ୍ରାମ ନିକଟରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତା କଡରେ ଓଲଟି ପଡିବା ପରେ ନିଆଁ ଲାଗିଯାଇଛି। ଫଳରେ ଗାଡି ଭିତରେ…
ଆସନ୍ତା ୨୩ରେ ଓଡ଼ିଶା ଆସିବେ ଅମିତ ଶାହା
ଭୁବନେଶ୍ୱର,୮।୨(ବ୍ୟୁରୋ): ଆସନ୍ତା ଫେବୃୟାରୀ ୨୩ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏହି ଅବସରରେ ଅମିତ ଶାହା ଢେଙ୍କାନାଳର ବୁଥ୍ ସ୍ତରୀୟ ଯୋଗ ଦେବାରେ କାର୍ଯ୍ୟକ୍ରମ ରହିଛି।
ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ମୁତୟନ ହେବେ ୪୦ ପ୍ଲାଟୁନ୍ ପୋଲିସ ଫୋର୍ସ
ଭୁବନେଶ୍ୱର,୮।୨(ବ୍ୟୁରୋ): ଆସନ୍ତା ୧୦ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ୪୦ ପ୍ଲାଟୁନ୍ ପୋଲିସ ଫୋର୍ସ ସହ ୨୦୦ ରୁ ଅଧିକ ଅଫିସ ନିୟୋଜିତ ହେବେ। ଏଥିସହ ସାଧା…
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ
ପୁରୀ ଅଫିସ,୮।୨: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସନ୍ଧ୍ୟା ୬ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…
ଆଜି ସରିବ ଗୋପାଳଙ୍କ ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡ ଅବଧି
ବ୍ରଜରାଜନଗର,୮।୨(ଡି.ଏନ.ଏ.): ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଅଭିଯୁକ୍ତ ଗୋପାଳ ଦାସଙ୍କ ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡ ଅବଧି ବୁଧବାର ସରିବ। କ୍ରାଇମବ୍ରାଞ୍ଚ ଦ୍ୱିତୀୟ ପର୍ଯ୍ୟାୟରେ ୪ ଦିନିଆ ରିମାଣ୍ଡରେ ନେଇ ଘଟଣାର ତଦନ୍ତ ଚଳାଇଥିଲା। ତେବେ ଆଜି ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡ…

