ରାଜ୍ୟ

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ ଜଣେ ରୋଗୀଙ୍କ ଜୀବନ। ବର୍ତ୍ତମାନ କାନ୍ଦ ବୋବାଳିରେ ଫାଟି ପଡ଼ୁଛି ମେଡିକାଲ ପରିସର।…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା ଖୋଜୁଥିଲେ। ଘର ମୁଖ୍ୟଦ୍ୱାର ଏବଂ ଝରକାରେ ମଧ୍ୟ ଝୁଲୁଥିଲା ବେଣାଚେରର ପରଦା। ହେଲେ…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି ଜୁଡ଼ିସିଆଲ ଏକାଡେମୀ ନିକଟରୁ ହାଇକୋର୍ଟକୁ ସାଇକେଲରେ ଆସିଥିଲେ। ସାମ୍ପ୍ରତିକ ତୈଳ ସଙ୍କଟ ସମୟରେ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି । ସୋମବାର ସକାଳୁ ସନ୍ଦେହ ଜନକ ଅବସ୍ଥାରେ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକ…

ସୁଧୀର ମେମୋରିଆଲ ସର୍ବଭାରତୀୟ ଫୁଟବଲ୍ ଟୁର୍ଣାମେଣ୍ଟ: ଫୁଲବାଣୀର ସୂରଜ ଏକାଦଶ ଚାମ୍ପିଆନ

ବରଗଡ଼,୧୮।୫ (ପ୍ରେମାନନ୍ଦ ଖମାରୀ): ବରଗଡ ୟୁନାଇଟେଡ୍ ସ୍ପୋର୍ଟସ୍ କ୍ଲବ୍, ବରଗଡ଼ ଆନୁକୂଲ୍ୟରେ ସ୍ଥାନୀୟ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ପ୍ରଥମ ସୁଧୀର ମେମୋରିଆଲ ଫ୍ଲଡ୍‌ଲାଇଟ୍ ନାଇଟ୍ ସର୍ବଭାରତୀୟ ଫୁଟବଲ୍ ଟୁର୍ଣାମେଣ୍ଟରେ ଫୁଲବାଣୀର ସୂରଜ ଏକାଦଶ ଚାମ୍ପିଆନ ହୋଇଛି । ୟୁନାଇଟେଡ…

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ ଦାସ । ଟଙ୍କା ନେଉଥିବା ବେଳେ କଟକ ଭିଜିଲାନ୍ସ ଟିମ୍ ମାଡିବସିଛି ।…

କେନ୍ଦୁଝରରେ ଚାଞ୍ଚଲ୍ୟ, ବନ୍ଧୁକ ଦେଖାଇ ଲୁଟି ନେଲେ ୮ ଲକ୍ଷ ଭତ୍ତା ଟଙ୍କା

କେନ୍ଦୁଝର,୧୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାଉରୀ ପଦା ପଞ୍ଚାୟତର ପିଇଓଙ୍କ ଠାରୁ ଭତ୍ତା ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଫାଙ୍କା ଗୁଳି ଚାଳନା କରି ୮ଲକ୍ଷ ୧୮ ହଜାର ଟଙ୍କା ଲୁଟି ନେଇଥିବା ନେଇ ଅଭିଯୋଗ ହୋଇଛି…

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି । ଆନନ୍ଦପୁର ଏସଡିପିଓ କମଳ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏହି ଅଭିଯାନ ଆରମ୍ଭ…

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ଏକାସଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ବାହାରିବ । ଚଳିତ…

ପୁଇଁତୋଳାରୁ ତାଇଓ୍ବାନ, ଦେବାଶିଷଙ୍କ ସଫଳତାର ଯାତ୍ରା, ଏମିତି କାମ କରି…

ଗଞ୍ଜାମ,୧୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଦେବାଶିଷ ତରାଇ।। ପୁଇଁତୋଳା ଭଳି ଏକ ଗାଁରୁ ଅନ୍ତର୍ଜାତୀୟ ଶିକ୍ଷା ଓ ଗବେଷଣା ମଞ୍ଚ ପର୍ଯ୍ୟନ୍ତ ଦେବାଶିଷ ତରାଇଙ୍କ (୨୧) ଯାତ୍ରା ଅନେକ ଯୁବପିଢ଼ିଙ୍କ ପାଇଁ ପ୍ରେରଣା ତଥା ଉଦାହରଣ ପାଲଟିଛି।…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ମୟୂରଭଞ୍ଜ ଜିଲା ମୋରଡ଼ା ଥାନାରେ ଘଟିଥିବା…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ ଟ୍ରଷ୍ଟ ପକ୍ଷରୁ ତହସିଲଦାର ଧୀରଜ ପାତ୍ରଙ୍କ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?