ରାଜ୍ୟ

ଥରୁଛି କନ୍ଧମାଳ, ଫୁଲବାଣୀରେ ୬ ଡିଗ୍ରୀ

ଫୁଲବାଣୀ ଅଫିସ,୫।୨: କିଛି ଦିନର ବ୍ୟବଧାନ ପରେ ପୁଣି କନ୍ଧମାଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଜିଲାର ଫୁଲବାଣୀରେ ରବିବାର ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀରେ ପହଞ୍ଚିଛି। ଗତ ୨ ଦିନ ହେଲା ତାପମାତ୍ରା ୫.୫ ଡିଗ୍ରୀ ରହିଥିଲା। ହଠତ୍‌ ପାରଦ…

ଡକାୟତ ଗ୍ୟାଙ୍ଗର ୫ ଗିରଫ, ୨ ବନ୍ଧୁକ, ଗୁଳି ଜବତ

ଛତିଆ,୫।୨(ଡି.ଏନ୍‌.ଏ.): ଯାଜପୁର ଜିଲା ବଡଚଣା ବ୍ଲକ ବୈରୀ ଥାନା ପୋଲିସ ୫ ଡକାୟତଙ୍କୁ ଗିରଫ କରିଛି। ସେମାନଙ୍କ ଘର କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ବୋଲି ସୂଚନା ମିଳିଛି। ପୋଲିସ ତାଙ୍କଠାରୁ ୨ଟି ବନ୍ଧୁକ ୨ଟି ଗୁଳି ସହ ମାରଣାସ୍ତ୍ର ଏବଂ…

ଅଟେଇ ଜଙ୍ଗଲରେ ମହାବଳ ପାଦ ଚିହ୍ନ

ପାଟଣା,୫।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡ ବିଟ୍‌ ରୋହଣୀଦୁମା ବଣ ମହୁଲଡ଼ିହା ମଝିରେ ଥିବା ଅଟେଇ ସଂରକ୍ଷିତ ଶାଳ ଜଙ୍ଗଲରେ ମହାବଳ ବାଘର ସନ୍ଧାନ ମିଳିଛି। ଶନିବାର ବନ ବିଭାଗ ସହ ଏକ୍ସପର୍ଟ ଟିମ୍‌ ଜଙ୍ଗଲରେ ଛାନଭିନ କରୁଥିବା ବେଳେ…

ଆବାସ ଯୋଜନାରେ ଅନିୟମିତତା: ବ୍ଲକ ଘେରାଉ

ଏରସମା/କୁଜଙ୍ଗ/ବିରିଡି/ବାଲିଆ/ରଘୁନାଥପୁର/ନାଉଗାଁ, ୪ା୨(ସ୍ବ.ପ୍ର./ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନୟମିତତା ହୋଇଥିବା ଅଭିଯୋଗ କରି ଶବିବାର ଭାଜପା ପକ୍ଷରୁ ଜଗତ୍‌ସିଂହପୁର ଜିଲାର ବିଭିନ୍ନ ବ୍ଲକରେ ଘେରାଉ କରାଯାଇ ବିଡିଓଙ୍କୁ ଦାବି ପତ୍ର ଦିଆଯାଇଛି। ଏନେଇ ଏରସମାରେ ପ୍ରତିବାଦ ସଭା ଆୟୋଜନ କରାଯାଇଥିଲା। ଏଥିରେ ଭାଜପା…

ଯାତ୍ରା ସମରରେ ସାଇ ସମ୍ରାଟ, ସ୍ବର୍ଣ୍ଣ ମନ୍ଦିର

ଭୁବନେଶ୍ୱର,୫।୨(ବ୍ୟୁରୋ): ଖଣ୍ଡଗିରି କୁମ୍ଭମେଳା ଅବସରରେ ଚାଲିଥିବା ଯାତ୍ରା ମହାସମର ଧୀରେ ଧୀରେ ଜମୁଛି। ରେକର୍ଡ ଡ଼୍ୟାନ୍ସ ସହ ଖଳନାୟକର ଛାତି ଥରା ସଂଳାପ ରାତିର ନିରବତା ଭାଙ୍ଗୁଛି। ଯାତ୍ରାଶ୍ରୀ ବିଶ୍ୱଦରବାର ବିଦାୟ ନେବା ପରେ ଶନିବାର ଅପେରା ସାଇ ସମ୍ରାଟ ଲଢ଼େଇରେ…

ଡ୍ରେନ୍‌ ପୋତିଲେ ବିଲ୍‌ଡର, ଘଣ୍ଟ ଘୋଡ଼ାଇଲା ବିଏମ୍‌ସି

ଭୁବନେଶ୍ୱର, ୫।୨ (ବ୍ୟୁରୋ): ଜବରଦଖଲ ସମୟରେ ବିଏମ୍‌ସି କାମ ବନ୍ଦ କରୁନାହିଁ କି କାର୍ଯ୍ୟାନୁଷ୍ଠାନ ନେଉନାହିଁ। କିନ୍ତୁ ଜବରଦଖଲକୁ ଉଚ୍ଛେଦ ପାଇଁ ଅଧିକାରୀମାନେ ଲୋକଙ୍କ ଟଙ୍କାକୁ ପାଣିଭଳି ବୁହାଇ ପକେଟ ଗରମ କରୁଛନ୍ତି। ବିଏମ୍‌ସିର ଏହି ଆଭିମୁଖ୍ୟ ପାଇଁ ସହରରେ ଜବରଦଖଲ…

କେବିଏନ୍‌ ଗ୍ୟାଙ୍ଗ ମୁଖ୍ୟ ବୁବୁ ଜେନା ପୁଣି ଗିରଫ

ଭୁବନେଶ୍ୱର,୪।୨(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଏମ୍ବାସି ବାର୍‌ ଭଙ୍ଗାରୁଜା ଏବଂ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ଫେରାର ଥିବା ଅନ୍ୟଜଣେ ଅଭିଯୁକ୍ତ ତଥା କେବିଏନ ଗ୍ୟାଙ୍ଗର ମୁଖ୍ୟଙ୍କୁ ମାସକ ପରେ ଧରିଛି ପୋଲିସ। ସେ ହେଲେ ଏୟାରପୋର୍ଟ ଥାନା ଅଞ୍ଚଳରେ ରହୁଥିବା କେନ୍ଦ୍ରାପଡାର…

କରେସପଣ୍ଡେନ୍ସ କୋର୍ସ ନାମଲେଖା ତଥ୍ୟ ଦାଖଲ ନିର୍ଦ୍ଦେଶ

ଭୁବନେଶ୍ୱର,୫।୨(ବ୍ୟୁରୋ): ୨୦୨୨-୨୩ ଶିକ୍ଷା ବର୍ଷରେ ଯୁକ୍ତ୨ ପ୍ରଥମ ବର୍ଷ କରେସପଣ୍ଡେନ୍ସ କୋର୍ସ (ଆନୁଷଙ୍ଗିକ ପାଠ୍ୟକ୍ରମ)ରେ ନାମ ଲେଖାଇଥିବା ଛାତ୍ରୀଛାତ୍ରଙ୍କ ତଥ୍ୟ ଦାଖଲ କରିବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ନିର୍ଦ୍ଦେଶ ଦେଇଛି। ଏ ନେଇ ଶନିବାର ପରିଷଦ ପକ୍ଷରୁ ଉଚ୍ଚ…

୪ ଓଡ଼ିଆଙ୍କୁ ମିଳିବ ସିଭି ରମଣ ପୁରସ୍କାର

ଭୁବନେଶ୍ୱର,୫।୨(ବ୍ୟୁରୋ): ଚଳିତବର୍ଷ ବିଜ୍ଞାନ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୪ ଓଡ଼ିଆ ବିଜ୍ଞାନୀଙ୍କୁ ସିଭି ରମଣ ପୁରସ୍କାର ପ୍ରଦାନ କରାଯିବ। ଏ ନେଇ ଶନିବାର ଓଡ଼ିଶାର ସିଭି ରମଣ ଚୟନ ପରିଷଦ ମହାସଚିବ ଡ. ବିଶ୍ୱଜିତ ପ୍ରଧାନ…

କ୍ୟାମ୍ପ ଅଫିସରେ ଡିଜିପିଙ୍କ ବୈଠକକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୫।୨(ବ୍ୟୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ପୋଲିସ ଏଏସ୍‌ଆଇ ଗୋପାଳ ଦାସ ଗୁଳି କରି ହତ୍ୟା କରିବା ଘଟଣାକୁ ଶନିବାର ସପ୍ତାହେ ପୂରିଛି। ହେଲେ ମନ୍ତ୍ରୀଙ୍କୁ ହତ୍ୟା କରିବା ପଛରେ କ’ଣ ରହିଛି ରହସ୍ୟ, ତାହା ଏଯାବତ ସ୍ପଷ୍ଟ ହୋଇନାହିଁ। ଏହା ଭିତରେ…

ରାଜ୍ୟ ସରକାରଙ୍କ ମାଗଣା ସିଭିଲ ସର୍ଭିସ କୋଚିଂ

ଭୁବନେଶ୍ୱର,୫।୨(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷା(ପ୍ରିଲିମ/ମୁଖ୍ୟ) ପାଇଁ ରାଜ୍ୟ ସରକାର ମାଗଣା କୋଚିଂ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଥର ୨୦୦ ସିଭିଲ ସର୍ଭିସ ଆଶାୟୀଙ୍କୁ କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ଯୋଜନା କରିଛି।…

ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣ ହୋଇଛି ୯୮୫ ରାସ୍ତା

ଭୁବନେଶ୍ୱର,୫।୨(ବ୍ୟୁରୋ): ଗ୍ରାମାଞ୍ଚଳର ବିକାଶ ଏବଂ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳ ମଧ୍ୟରେ ସବୁଦିନିଆ ଗମନାଗମନକୁ ଦୃଷ୍ଟିରେ ରଖି ଗ୍ରାମ୍ୟ ରାସ୍ତା ସଂଯୋଗୀକରଣ ନିମନ୍ତେ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ପ୍ରଚଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ୨୦୧୫-୧୬ ଆର୍ଥିକ ବର୍ଷଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?