ପିଜି ସ୍ପଟ୍ ନାମଲେଖା ପାଇଁ ଆଜି ମେଧା ତାଲିକା
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ପିଜି ସ୍ପଟ୍ ନାମଲେଖା ପାଇଁ ସୋମବାର ଅପରାହ୍ନ ୪ଟାରେ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ରଙ୍କୁ ୧୧ରୁ ୧୨ ତାରିଖ ଅପରାହ୍ନ ୫ଟା ମଧ୍ୟରେ ସମ୍ପୃକ୍ତ ଶିକ୍ଷାନୁଷ୍ଠାନରେ ନାମ ପଞ୍ଜୀକରଣ କରିବାକୁ…
ମୁହଁ ଖୋଲିଲେ, ତଥାପି ଲୁଚାଇଲେ
ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ଟଙ୍କା ପାଇଁ ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ପ୍ରଶାସନିକ ତଥା ପୋଲିସ ଅଧିକାରୀଙ୍କୁ ମାୟା ଜାଲରେ ଫସାଇ ବ୍ଲାକ୍ମେଲିଂ କରି ଟଙ୍କା ଲୁଟୁଥିବା ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗଙ୍କ କଳାକାରନାମା ଧୀରେ ଧୀରେ ପଦାକୁ ଆସୁଛି। ଗତ ଗୁରୁବାର…
ନିଗମ ଅଧ୍ୟକ୍ଷ ତାଲିକା ଘୋଷଣା କଲେ ସରକାର
ଭୁବନେଶ୍ବର,୧୦ା୧୦(ବ୍ୟୁରୋ): ସରକାର ରବିବାର ବିଳମ୍ବିତ ସାରେ ନିଗମ ଏବଂ ବୋର୍ଡ ପାଇଁ ଅଧ୍ୟକ୍ଷ ଓ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀରେ ବହୁ ନେତାଙ୍କୁ ଏହି ତାଲିକାରେ ଥଇଥାନ କରାଯାଇଛି। ରାଜନୈତିକ ଦୃଷ୍ଟିକୋଣରୁ ୨୦୨୪ ନିର୍ବାଚନକୁ…
ଦେଶୀ ଧାନ ସଂରକ୍ଷକ ରାଇମତି
କୁନ୍ଦୁରା,୧୦ା୧୦ (ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଳକ ଲିମା ପଞ୍ଚାୟତ ଅନ୍ତର୍ଗତ ନୂଆଁଗୁଡା ଗ୍ରାମର ଆଦିବାସୀ ମହିଳା ରାଇମତି ଘିଉରିଆ। ୧୩୬ କିସମର ଦେଶୀ ଧାନ ସଂଗ୍ରହ କରି ସେ ସଂରକ୍ଷିତ ରଖିଛନ୍ତି। ସେଥିମଧ୍ୟରୁ ୭୦ଟି କିସମର ଜୈବିକ ପଦ୍ଧତିରେ ଚାଷ…
ଅର୍ଚ୍ଚନା ଏବଂ ଅଧିକାରୀ
ଭୁବନେଶ୍ବର,୧୦ା୧୦(ବ୍ୟୁରୋ): ରାଜ୍ୟର ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ଗିରଫ ଘଟଣାକୁ ନେଇ ବର୍ତ୍ତମାନ ଗୋଟିଏ ପରେ ଗୋଟିଏ କଥା ସାମ୍ନାକୁ ଆସିବାରେ ଲାଗିଛି। ବଡ଼ବଡ଼ିଆଙ୍କୁ ପ୍ରେମ ଜାଲରେ ପକାଇ ସେମାନଙ୍କ ସହ ଅନ୍ତରଙ୍ଗ ମୁହୂର୍ତ୍ତ ସମୟର ଭିଡିଓ କରିବା ପରେ ତାକୁ ଧରି…
ନନ୍ଦାହାଣ୍ଡିରେ ପୁଣି ଝାଡ଼ାବାନ୍ତି, ୮ ଆକ୍ରାନ୍ତ
ନନ୍ଦାହାଣ୍ଡି,୮।୧୦,(ଡି.ଏନ.ଏ.): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକକୁ ପୁଣି ଫେରିଲା ଝାଡ଼ାବାନ୍ତି। ବି.ମାଳିଗୁଡ଼ା ଗ୍ରାମର ୮ଜଣ ଆକ୍ରାନ୍ତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଶୁକ୍ରବାର ଗାଁର ୬ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ବର୍ତ୍ତମାପନ…
କୁମାରପୂର୍ଣ୍ଣିମାରେ ରାଜରାଜେଶ୍ୱରୀ ବେଶରେ ଦର୍ଶନ ହେଲେ ମା’ସମଲେଇ
ସମ୍ବଲପୁର,୯।୧୦(ବ୍ୟୁରୋ): କୁମାରପୂର୍ଣ୍ଣିମାରେ ଇଷ୍ଟଦେବୀ ମା’ ସମଲେଇ ରାଜରାଜେଶ୍ୱରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ପରମ୍ପରା ଓ ରୀତିନୀତି ଅନୁସାରେ ଭୋର ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ମନ୍ଦିର ଦ୍ୱାର ଫିଠା ହୋଇଥିଲା । ପୂର୍ବାହ୍ନ ୧୧ଟା ୪୫ମିନିଟରୁ ଅପରାହ୍ନ ସାଢ଼େ…
ଫୁଟବଲ ଖେଳବେଳେ ପଡ଼ିଆରେ ବଜ୍ରପାତ: ଚାଲିଗଲା ୨ ଖେଳାଳିଙ୍କ ଜୀବନ
ସୁନ୍ଦରଗଡ଼/ନୂଆଗାଁ,୯।୧୦(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ଅଧୀନ କନ୍ଦରକେଲା ପଞ୍ଚାୟତ ବନେଇଲତା ଗ୍ରାମରେ ରବିବାର ଅପରାହ୍ନରେ ଫୁଟବଲ ଟୁର୍ନାମେଣ୍ଟ ଚାଲିଥିବାବେଳେ ବଜ୍ରପାତ ଘଟି ୨ ଖେଳାଳିଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ନାବାଳକ ଥିବା ବେଳେ ଅନ୍ୟଜଣେ ଯୁବକ ଅଛନ୍ତି।…
କଂଗ୍ରେସ ରାଷ୍ଟ୍ରୀୟ ପ୍ରବକ୍ତାଙ୍କ ଗାଡ଼ିକୁ ଅଣ୍ଡାମାଡ଼, କଳାପତାକା ପ୍ରଦର୍ଶନ
ରାଉରକେଲା ଅଫିସ,୯।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଅପମାନଜନକ ଶବ୍ଦ ପ୍ରୟୋଗ କରିଥିବାରୁ କଂଗ୍ରେସର ରାଷ୍ଟ୍ରୀୟ ପ୍ରବକ୍ତା ଡ. ଉଦିତରାଜଙ୍କୁ ବିରୋଧ ବଢିବାରେ ଲାଗିଛି। ଅଣସଙ୍ଗଠିତ ଶ୍ରମିକ ଓ କର୍ମଚାରୀ କଂଗ୍ରେସ ପକ୍ଷରୁ ରାଜ୍ୟସ୍ତରୀୟ କନ୍ଭେନଶନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଡ.…
ଓଲଟିଲା ଯାତ୍ରୀବାହୀ ବସ୍
ପରଜଙ୍ଗ,୯ା୧୦(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅନ୍ତର୍ଗତ ୧୪୯ ନଂ ଜାତୀୟ ରାଜପଥର ଭେଜିଆ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ରୋନି ନାମକ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଥିଲା। ଏହି ବସ୍ରେ ୬୦ରୁ ଅଧିକ ଯାତ୍ରୀ ଥିବା…
ଧାମନଗର ଉପନିର୍ବାଚନ: ସୂର୍ଯ୍ୟବଂଶୀ ସୂରଜ ଭାଜପା ପ୍ରାର୍ଥୀ
ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ରବିବାର ପ୍ରାର୍ଥୀ ଘୋଷଣା କରିଛି ଭାଜପା। ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡ଼ିଛି। ତେବେ ବିଷ୍ଣୁଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି ଭାଜପା କେନ୍ଦ୍ରୀୟ…
ଓଏଏସ୍ ପରୀକ୍ଷାରେ କୋରାପୁଟ ଝିଅଙ୍କ ସଫଳତା
କୋରାପୁଟ,୯ା୧୦(ସ୍ବ.ପ୍ର.): ନିକଟରେ ପ୍ରକାଶ ପାଇଥିବା ଓଡ଼ିଶା ସିଭିଲ ସର୍ଭିସ ୨୦୨୦ ପରୀକ୍ଷାରେ ୯୦ତମ ସ୍ଥାନରେ ରହି ଜିଲା ପାଇଁ ଗୌରବ ଆଣିଦେଇଛନ୍ତି କୋରାପୁଟର ଝିଅ ସରଞ୍ଜିତା। ତାଙ୍କ ସଫଳତା ପାଇଁ ନିଜ ପରିବାର ସଦସ୍ୟଙ୍କ ସହିତ କୋରାପୁଟ ମାଟିକୁ ନିଜର କୃତଜ୍ଞତା…
Archives


