ମେ’ରୁ ପୁଣି ଉଡ଼ିବ ଆନ୍ତର୍ଜାତିକ ବିମାନ
ଭୁବନେଶ୍ୱର, ୩ା୨(ବ୍ୟୁରୋ):ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଆସନ୍ତା ମେ’ ମାସରୁ ପୁଣି ସିଧାସଳଖ ଆନ୍ତର୍ଜାତିକ ବିମାନ ଚଳାଚଳ କରିବ। ଏଥିପାଇଁ ବିମାନ ସେବା ପ୍ରଦାନକାରୀ କମ୍ପାନୀ ଇଣ୍ଡିଗୋ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏମ୍ଓୟୁ ସ୍ବାକ୍ଷରିତ ହୋଇସାରିଛି। ସିଙ୍ଗାପୁର, ଦୁବାଇ…
କେନ୍ଦ୍ର ବଜେଟ: ଓଡ଼ିଶା ପାଇବ ୪୬,୨୫୧ କୋଟି
ନୂଆଦିଲ୍ଲୀ, ୩ା୨:୨୦୨୩-୨୪ ଆର୍ଥିକବର୍ଷରେ କେନ୍ଦ୍ରୀୟ ଟିକସ ଓ ଶୁଳ୍କ ବାବଦ ଅଂଶଧନ ଆକାରରେ ଓଡ଼ିଶା ୪୬,୨୫୧ କୋଟି ଟଙ୍କା ପାଇବ। ୨୦୨୨-୨୩ ତୁଳନାରେ ଏହା ହେଉଛି ୩,୨୬୧ କୋଟି ଟଙ୍କା ଅଧିକ। କେନ୍ଦ୍ର ସରକାର ମୋଟ ୧୦.୨୧ ଲକ୍ଷ କୋଟି ଟଙ୍କା…
ଅର୍ଚ୍ଚନାଙ୍କ ବିରୋଧରେ ୨୪ଶହ ପୃଷ୍ଠାର ଚାର୍ଜଶିଟ୍
ଭୁବନେଶ୍ୱର,୩ା୨(ବ୍ୟୁରୋ):ବଡ଼ବଡ଼ିଆଙ୍କୁ ହନିଟ୍ରାପ୍ରେ ଫସାଇ ଟଙ୍କା ହଡ଼ପ ଅଭିଯୋଗରେ ବହୁଚର୍ଚ୍ଚିତ ବ୍ଲାକ୍ମେଲର ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ସହଯୋଗୀ ଖଗେଶ୍ୱର ବେହେରା ଦୀର୍ଘଦିନ ହେବ ଝାରପଡ଼ା ଜେଲରେ ଦିନ କାଟୁଛନ୍ତି। ବର୍ତ୍ତମାନ ଘଟଣାର ବେଆଇନ ଅର୍ଥ କାରବାର ଦିଗକୁ ନେଇ…
ନିଆଁରେ ପୋଡ଼ି ସ୍ତ୍ରୀ ମୃତ: ବାପ, ପୁଅ ଗୁରୁତର
ଝାରସୁଗୁଡ଼ା ଅଫିସ/ବ୍ରଜରାଜନଗର,୨ା୨(ଡି.ଏନ୍.ଏ.): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଇଟାଭଟା ଝରନ୍ପଡାରେ ଏକ ଅଭାବନୀୟ ଘଟଣା ଘଟିଛି। ପଡ଼ାର ଟିକେଶ୍ୱର ଦେବାଙ୍ଗନ(୪୫)ଙ୍କ ପରିବାର ଲୋକେ ଶୋଇଥିବାବେଳେ ଘରେ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ ଟିକେଶ୍ୱରଙ୍କ ଶରୀରର ୩୦ ପ୍ରତିଶତ, ପୋଡି ଯାଇଥିବା ବେଳେ…
ବାଇକ୍-କାର୍ ମୁହାଁମୁହିଁ ଧକ୍କା: ୨ ମୃତ, ଜଣେ ଆହତ
ଦାରିଙ୍ଗବାଡି,୨।୨(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ୫୯ନଂ ଜାତୀୟ ରାଜପଥ ର ଡବେରୀ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବାଇକ୍-କାର୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ଏନେଇ…
ପୋଲିସ ହେପାଜତରେ ଅଭିଯୁକ୍ତ ମୃତ୍ୟୁ ଘଟଣା: ବଦଳିଲେ ବଡବିଲ ଥାନା ଅଧିକାରୀ
କେନ୍ଦୁଝର:୨।୨ (ସ୍ବ.ପ୍ର.): ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣାକୁ ନେଇ ବଡବିଲ ଥାନା ଅଧିକାରୀ ରାଜେନ୍ଦ୍ର ସ୍ବାଇଁଙ୍କ ବଦଳି ହୋଇଛି। ସେ ଡବଲ ମର୍ଡର ଘଟଣାର ତଦନ୍ତକାରୀ ଅଧିକାରୀ ଥିଲେ। ରବିବାର ଡବଲ ମର୍ଡର ଘଟଣାର ଅଭିଯୁକ୍ତ ମିଲୁ ବାରିକଙ୍କୁ ଧରି…
ବଦଳିଲା ଅଗ୍ନିଶମ ବିଭାଗ ନାଁ
ଭୁବନେଶ୍ୱର,୨।୨(ବ୍ୟୁରୋ): ପରିବର୍ତ୍ତନ ହେଲା ଓଡ଼ିଶା ଅଗ୍ନିଶମ ବିଭାଗ ନାଁ। ଏହାର ନାଁକୁ ବଦଳାଇ ଅଗ୍ନିଶମ ଓ ଜରୁରୀ ସେବା ବିଭାଗ ହୋଇଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କୌଣସି ବିପଦ ସମୟରେ ଉଦ୍ଧାର, ପୁନରୁଦ୍ଧାର ଏବଂ ରିଲିଫରେ…
ପାଇଖାନା ଟାଙ୍କିରୁ ମିଳିଲା କାଗଜ ଟୁକୁଡ଼ା: ହ୍ୟାଣ୍ଡରାଇଟିଂ ଏକ୍ସପର୍ଟର ସାହାଯ୍ୟ ନେବ କ୍ରାଇମବ୍ରାଞ୍ଚ
ଝାରସୁଗୁଡ଼ା ଅଫିସ,୨।୨: ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ପ୍ରକ୍ରିୟାକୁ ଜୋର୍ଦାର କରିଛି। କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳ ଦାସଙ୍କୁ ୪ ଦିନିଆ ରିମାଣ୍ଡରେ ଆଣି ପଚରାଉଚରା କରୁଛି। ରିମାଣ୍ଡର ଦ୍ୱିତୀୟ ଦିନରେ କ୍ରାଇମବ୍ରାଞ୍ଚର କେତେକ ଅଧିକାରୀ ଗୋପାଳଙ୍କୁ…
ବିଶ୍ୱବିଦ୍ୟାଳୟ ମାନ୍ୟତା ପାଇଲା ବିକ୍ରମଦେବ ମହାବିଦ୍ୟାଳୟ
କୋରାପୁଟ,୨ା୨(ସ୍ବ.ପ୍ର): ଅବିଭକ୍ତ କୋରାପୁଟ ଜିଲାର ଛାତ୍ରୀଛାତ୍ର ଏବଂ ବୁଦ୍ଧିଜୀବୀଙ୍କ ଦୀର୍ଘଦିନର ଦାବି ପୂରଣ ହୋଇଛି। ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରଦାନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଜିଲାର ଉଚ୍ଚଶିକ୍ଷା କ୍ଷେତ୍ରରେ ବିକ୍ରମ ଦେବ ମହାବିଦ୍ୟାଳୟ ଉଲ୍ଲେଖନୀୟ…
ଫେବୃୟାରୀ ୨୧ରୁ ବିଧାନସଭା ବଜେଟ ଅଧିବେଶନ
ଭୁବନେଶ୍ବର,୨।୨(ବ୍ୟୁରୋ): ଫେବୃୟାରୀ ୨୧ ତାରିଖରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ। ୨ଟି ପର୍ଯ୍ୟାୟରେ ଏହି ଅଧିବେଶନ ବସିବ। ଫେବୃୟାରୀ ୨୧ରୁ ମାର୍ଚ୍ଚ ୨ ତାରିଖ ଯାଏ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଏବଂ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ…
ଆର୍ଦ୍ରଭୂମି ତାଲିକାରେ ତାମ୍ପରା ହ୍ରଦ ସାମିଲ
ଛତ୍ରପୁର,୨ା୨(ଡି.ଏନ୍.ଏ.): ଆଜି ବିଶ୍ବ ପାଳୁଛି ‘ଓ୍ବେଟଲାଣ୍ଡ ଡେ’। ଏହି ଅବସରରେ ନୂଆ କରି ରାମସର ଆର୍ଦ୍ରଭୁମି (୨୪୮୯) ତାଲିକାରେ ସାମିଲ ହୋଇଥିବା ଗଞ୍ଜାମ ଜିଲାର ତାମ୍ପରା ହ୍ରଦଠାରେ ଏହି ଦିବସ ପାଳନ କରାଯାଇଛି। ଏଥିରେ ବନ ବିଭାଗ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର…
ଖାଲରେ ପଡ଼ି ଦୁଇ ଶିଶୁକନ୍ୟା ମୃତ
ଚିତ୍ରକୋଣ୍ଡା,୨ା୨(ଡି.ଏନ୍.ଏ.): ଖାଲକୁ ଖସି ଗୁରୁବାର ଦୁଇ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ଏନେଇ ଚିତ୍ରକୋଣ୍ଡା ଉପଖଣ୍ଡ ମେଡିକାଲ ଡାକ୍ତର ଘୋଷଣା କରିଛନ୍ତି। ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ସ୍ଥାନୀୟ ଚିତ୍ରକୋଣ୍ଡା ଢେପ ସାହିରେ ଏପରି ଦୁଃଖଦାୟକ ଘଟଣା ଦେଖିବାକୁ ମିଳିଛି। ସୁଭଦ୍ରା କମାର(୪) ଏବଂ…

