ରାଜ୍ୟ

ବାଲୁକାକଳାରେ ସ୍ବର୍ଣ୍ଣପଦକ ବିଜୟିନୀ ମୀରାବାଈଙ୍କୁ ଶୁଭେଚ୍ଛା

ଗଞ୍ଜାମ,୧ା୮(ଡି.ଏନ୍‌.ଏ.): ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଥମ ସ୍ବର୍ଣ୍ଣପଦକ ବିଜୟିନୀ ମୀରାବାଈ ଚାନୁଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ଗ୍ରାମର ଯୁବ ପ୍ରତିଭା ବାଲୁକାଶିଳ୍ପୀ ସଚ୍ଚିଦାନନ୍ଦ ପ୍ରଧାନ ବାଲୁକାକଳା ମାଧ୍ୟମରେ ମୀରାବାଈଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବାକୁ ଦିଲ୍ଲୀ ଯିବେ ୨୬ ବିଧାୟକ

ଭୁବନେଶ୍ୱର,୧।୮(ବ୍ୟୁରୋ): ଓଡ଼ିଶାର ୨୬ ବିଧାୟକ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ। ସେଥିପାଇଁ ୨୬ ବିଧାୟକ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ମଙ୍ଗଳବାର ଦିଲ୍ଲୀ ଯିବେ। ଏହି ବିଧାୟକଙ୍କ ମଧ୍ୟରେ ବିଜେଡିର ୧୫ ଜଣ, କଂଗ୍ରେସର ୩ ଜଣ, ଭାଜପାର ୬…

ମଧ୍ୟାହ୍ନଭୋଜନ ଅର୍ଥ ହେରଫେର

ଖୋର୍ଦ୍ଧା ଅଫିସ,୧ା୮: ସରକାରୀ ଆଶ୍ରମ ସ୍କୁଲଗୁଡ଼ିକରେ ଗୁଣାତ୍ମକ ଶିକ୍ଷା, ସୁସ୍ଥ ପରିବେଶ, ଉତ୍ତମ ଖାଦ୍ୟପେୟ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ଛାତ୍ରୀଛାତ୍ରଙ୍କ ପାଇଁ ମଧ୍ୟାହ୍ନଭୋଜନ ବ୍ୟବସ୍ଥା ମଧ୍ୟ କରିଛନ୍ତି। ତେବେ କେତେକ ସ୍କୁଲରେ ପିଲାଙ୍କ ସାମଗ୍ରୀ ବାଟମାରଣା ହେଉଛି। ଖୋର୍ଦ୍ଧା ଜିଲା…

ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧।୮(ବ୍ୟୁରୋ): ବିଧାନସଭାରେ ଉଠିଲା ଚିଟ୍‌ଫଣ୍ଡ ପ୍ରସଙ୍ଗ। ଯାହାକୁ ନେଇ ଭାଜପା ଏବଂ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଏଥିପାଇଁ ବାଚସ୍ପତି ଅପରାହ୍ନ ୪ଟା ଯାଏ ବିଧାନସଭାକୁ ମୁଲତବୀ ଘୋଷଣା କରିଛନ୍ତି। ଏହା ପୂର୍ବରୁ ମଧ୍ୟ ଗୃହକୁ ୧୧.୩୦ ଯାଏ ମୁଲତବୀ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୩୦ ପୂର୍ବତନ ବିଧାୟକ

ଭୁବନେଶ୍ୱର,୧ା୮(ବ୍ୟୁରୋ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୋମବାର ୩୦ ପୂର୍ବତନ ବିଧାୟକ ଭେଟିଛନ୍ତି। ପେନ୍‌ସନ୍‌ ଏବଂ ଚିକିତ୍ସା ଖର୍ଚ୍ଚ ବୃଦ୍ଧି ପାଇଁ ସେମାନେ ବିଧାନସଭା ପରିସରରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବି ଜଣାଇଛନ୍ତି। ପୂର୍ବତନ ବିଧାୟକଙ୍କ ସହ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ…

ଜଳାଭିଷେକ କରିବାକୁ ଆସି କେନାଲରେ ଭାସିଗଲେ କାଉଡ଼ିଆ

ପରଜଙ୍ଗ,୧ା୮(ଡି.ଏନ୍‌.ଏ.): ଜଳାଭିଷେକ କରିବାକୁ ଆସି କେନାଲରେ ଭାସି ଯାଇଛନ୍ତି ଜଣେ କାଉଡ଼ିଆ। ଏଭଳି ଅଘଟଣ ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ କୁଆଳୋଗାଁସ୍ଥିତ ରେଙ୍ଗାଳି ବାମପାର୍ଶ୍ୱ କେନାଲରେ। ନିଖୋଜ ଭକ୍ତ ଜଣଙ୍କ ତାଳଚେରର ୧୬ ବର୍ଷୀୟ ବାଳକ ଶ୍ୟାମସୁନ୍ଦର…

ଶିମିଳିପାଳରେ କଳାବାଘ, ଭିଡିଓ ଭାଇରାଲ

ବାରିପଦା ଅଫିସ,୧ା୮: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଏକ କଳା ବାଘ କ୍ୟାମେରାରେ କଏଦ ହୋଇଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ୧୬ ସେକେଣ୍ଡର ଏହି ଭିଡିଓରେ କଳା ବାଘଟି ଏକ ଗଛ ଉପରକୁ ଚଢ଼ୁଥିବାର ଦେଖିବାକୁ…

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା

ରାଜନଗର,୧ା୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲାର ବିଶ୍ୱପ୍ରସିଦ୍ଧ ଭିତରକନିକା ସୋମବାର ଖୋଲିଛି। କୁମ୍ଭୀର ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମେ’ ୧ରୁ ଜୁଲାଇ ୩୧, ଏହି ୩ ମାସ ପାଇଁ ଭିତରକନିକା ବନ୍ଦ ରହିଥାଏ। ଏହି ସମୟରେ ଦେଶ ବିଦେଶର ପର୍ଯ୍ୟଟକଙ୍କ ଭିତରକନିକାରେ ପ୍ରବେଶ…

ମାଟ୍ରିକ ପ୍ରମାଣପତ୍ରରେ ତ୍ରୁଟି, ଅନ୍ଧାରରେ ଛାତ୍ରଙ୍କ ଭବିଷ୍ୟତ

ମହାକାଳପଡ଼ା,୧ା୮ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଗୋଗୁଆ ପଞ୍ଚାୟତ ରାହାମାସ୍ଥିତ ଠାକୁର ନିଗମାନନ୍ଦ ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଦାୟିତ୍ୱହୀନତା ଯୋଗୁ ଜଣେ ଦଶମ ପାସ୍‌ କରିଥିବା ଛାତ୍ରଙ୍କ ଭବିଷ୍ୟତ ଅନ୍ଧାର ହୋଇଯିବ ବୋଲି ଅଭିଯୋଗ ହେଉଛି।…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର, ୧ା୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲାର ବିଶ୍ୱପ୍ରସିଦ୍ଧ ଭିତରକନିକା ଏବେ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଛି। କୁମ୍ଭୀର ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମେ’ ୧ରୁ ଜୁଲାଇ ୩୧, ଏହି ୩ ମାସ ପାଇଁ ଭିତରକନିକା ବନ୍ଦ ରହିଥାଏ। ଏହି…

ଜୁଲାଇରେ ବି ନିଅଣ୍ଟିଆ ବର୍ଷା

ଯାଜପୁର ଅଫିସ,୧ା୮: ସବୁପ୍ରକାରର ପଦକ୍ଷେପକୁ ଆପଣାଇବା ପରେ ଶେଷ ବିକଳ୍ପ ଥିଲା ମୌସୁମୀ। ପୂର୍ବାନୁମାନକୁ ନେଇ ଆକଳନ କରାଗଲା ଯେ, ଏଥର ସ୍ବାଭାବିକ ବର୍ଷା ହେବ। ଫଳରେ ଶସ୍ୟ ଉତ୍ପାଦନ ବଢ଼ିବ। କିନ୍ତୁ ଚଳିତ ବର୍ଷାଋତୁର ପ୍ରଥମ ଦୁଇ ମାସରେ ଯାଜପୁର…

ସ୍ବାସ୍ଥ୍ୟ ଉପକେନ୍ଦ୍ରରେ ଚାଲିଛି ଗୋଗୁଆ-୧ ଅଙ୍ଗନୱାଡି କେନ୍ଦ୍ର

ମହାକାଳପଡ଼ା,୧ା ୮(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗୋଗୁଆ ପଞ୍ଚାୟତ ପରିସରରେ ଗୋଗୁଆ ଗ୍ରାମର ଏକ ନବନିର୍ମିତ ସ୍ବାସ୍ଥ୍ୟ ଉପକେନ୍ଦ୍ରରେ ଅଙ୍ଗନୱାଡି କେନ୍ଦ୍ର (୧)ର ଶିଶୁମାନେ ପଢୁଥିବାର ଦେଖିବାକୁ ମିଳିଛି। ଏହି କେନ୍ଦ୍ରରେ ୩୫ କୋମଳମତି ଶିଶୁ ପାଠ ପଢୁଛନ୍ତି। ଗୋଗୁଆ ଗ୍ରାମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri