ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…
ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ ଏଥର ଶ୍ରୀମନ୍ଦିର ଗର୍ଭଗୃହ ସହ ଚତୁର୍ଦ୍ଧା ବିଗ୍ରହଙ୍କ ଫୋଟ ଭାଇରାଲ ହୋଇଛି। ଯାହାକୁ ନେଇ…
କିସ୍ ଛାତ୍ରଙ୍କୁ ହତ୍ୟା, ପ୍ରେସ୍ମିଟ୍ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…
ଭୁବନେଶ୍ୱର,୧୭ା୧୨: କିସ୍ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍ରେ ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର ଗ୍ୟାଙ୍ଗ’ କରି କିଛି ଛାତ୍ର ତଣ୍ଟି ଚିପି ମାରିଛନ୍ତି। ପୋଷ୍ଟମର୍ଟମ ରିପୋର୍ଟରୁ ବେକ ଚାପି…
ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ
ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି । ସମୁଦ୍ରରେ ବୁଡ଼ି ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତ ଛାତ୍ରୀ ହେଉଛନ୍ତି କଟକ ବକ୍ସି…
ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ
ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ଜୁନାଗଡ଼ ଥାନା ଅନର୍ଗତ ଅନ୍ତର୍ଲା ଗ୍ରାମର କାହ୍ନୁ ବରିହା (୩୩),…
ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା
ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ ବାନାମ୍ବର ନାୟକ(୨୯) ନାମକ ଜଣେ ଯୁବକ ନିଜର ଦାଦା ମାନସ ନାୟକ(୫୮)ଙ୍କୁ ଠେଙ୍ଗାରେ ପିଟି…
ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ
ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ ଘଟିଛି। ବାଲିମାଫିଆଙ୍କ ଆକ୍ରମଣରେ ୨ ଯୁବକ ଆହତ ହୋଇଛନ୍ତି। ଉକ୍ତ ଗ୍ରାମର ସନାତନ ବେହେରାଙ୍କ…
ସାଇନ୍ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା
କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩ ଫୁଟ ଉଚ୍ଚର ଏକ ସାଇନ୍ବୋର୍ଡ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ହେଇଥିବା ବେଳେ ୨…
ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…
କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି ମହିଳା ବେଲ ମାଝୀ(୩୪)ଙ୍କ ମୃତ୍ୟୁ ଘଟିଥିବାରୁ ସ୍ବାମୀ ସୁରଜିତ ମାଝୀ ଜିଲାପାଳଙ୍କ ଜନଶୁଣାଣି ଶିବିରରେ…
ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…
ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ ବାଇମାଲା ଚେକ୍ ଗେଟ୍ଠାରେ ଶତାଧିକ ଲୋକ ରାଜପଥକୁ ଅବରୋଧ କରି ବିକ୍ଷୋଭ କରିଥିଲେ। ପରେ…
ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା
ଭୁବନେଶ୍ୱର,୧୭।୧୨: କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି ।ମୋକିମଙ୍କ ସହ କେନ୍ଦ୍ରୀୟ ନେତା କଥା…
ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର
ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ ଅଭିଯୋଗ ହୋଇଛି। ଘଟଣା ଅନୁଯାୟୀ, ଶିଶୁ କନ୍ୟାକୁ ବିସ୍କୁଟ୍ ଦେବାର ଲୋଭ ଦେଖାଇ ଅଭିଯୁକ୍ତ…
ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…
ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର ବିଭିନ୍ନ ପଦାଧିକାରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ ଜିଲାର ବରିଷ୍ଠ ଭାଜପା ନେତା…
Archives


