ହ୍ୟୁମାନ ସାଗର-ଶ୍ରୀୟାଙ୍କ ପାରିବାରିକ ବିବାଦ ତୁଟିଲା
କଟକ ଅଫିସ,୩୦ା୧: କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଏବଂ ସ୍ତ୍ରୀ ଶ୍ରୀୟା ମିଶ୍ରଙ୍କର ପାରିବାରିକ ବିବାଦ ତୁଟିଥିବା ନେଇ ଏସ୍ପି ଅମିତାଭ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଉ କିଛି ଦିନ ପରେ ଶ୍ରୀୟା ଆସି ହ୍ୟୁମାନଙ୍କ ଘରେ ରହିବେ। ଶ୍ରୀୟା…
ଅଭିଯୁକ୍ତ ଏଏସ୍ଆଇ ଗୋପାଳଙ୍କୁ କ୍ରାଇମବ୍ରାଞ୍ଚର ଜେରା
ଝାରସୁଗୁଡ଼ା ଅଫିସ,୩୦।୧: ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଗୁଳିକାଣ୍ଡ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ସୋମବାର କ୍ରାଇମବ୍ରାଞ୍ଚ ଅଧିକାରୀ ଅଭିଯୁକ୍ତ ଏଏସ୍ଆଇ ଗୋପାଳ ଦାସଙ୍କୁ ପଚରାଉଚରା ଆରମ୍ଭ କରିଛନ୍ତି। ସୁନ୍ଦରଗଡ଼ ପୋଲିସ ରିଜର୍ଭ ଅଫିସରେ ଅଭିଯୁକ୍ତ ଗୋପାଳଙ୍କୁ ଜେରା…
ନିରଞ୍ଜନ ପୂଜାରୀଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଦାୟିତ୍ୱ
ଭୁବନେଶ୍ୱର,୩୦ା୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅନୁମୋଦନ କ୍ରମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ଦାୟିତ୍ୱ ବଣ୍ଟନ କରିଛନ୍ତି। ସୂଚନାଯୋଗ୍ୟ, ଦିବଂଗତ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଦେହାନ୍ତ ପରେ ଏହି ଦାୟିତ୍ୱ ନିରଞ୍ଜନ…
ଝାରସୁଗୁଡ଼ାରେ ନବ ଦାସଙ୍କ ପାର୍ଥିବ ଶରୀର
ଝାରସୁଗୁଡ଼ା ଅଫିସ,୩୦ା୧: ଦିବଂଗତ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ମରଶରୀର ସୋମବାର ଭୁବନେଶ୍ୱରରୁ ଝାରସୁଗୁଡ଼ା ଅଣାଯାଇଛି। ଝାରସୁଗୁଡ଼ା ବିମାନବନ୍ଦରରେ ତାଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ସରବାହାଲସ୍ଥିତ ତାଙ୍କ ବାସଭବନକୁ ନିଆଯାଉଛି। ଶେଷଦର୍ଶନ ପାଇଁ…
ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପରଲୋକରେ ୩ ଦିନିଆ ରାଜ୍ୟବ୍ୟାପୀ ଶୋକ ଘୋଷଣା
ଭୁବନେଶ୍ୱର,୩୦।୧(ବ୍ୟୁରୋ): ଗୁଳିମାଡରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ରବିବାର ପରଲୋକ ଘଟିଛି। ତାଙ୍କ ପରଲୋକଙ୍କ ୩ ଦିନିଆ ରାଜ୍ୟବ୍ୟାପୀ ଶୋକ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସରକାରୀ ଭାବେ କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମ ହେବନି । ଶେଷକୃତ୍ୟ…
ଝାରସୁଗଡାରେ ହେବ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅନ୍ତିମ ସଂସ୍କାର
ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ପୋଲିସ ଏସ୍ଆଇଙ୍କ ଗୁଳିମାଡରେ ନିହତ ହୋଇଛନ୍ତି। କ୍ୟାପିଟାଲ ହସ୍ପିଟାଲରେ ରବିବାର ରାତିରେ ମନ୍ତ୍ରୀ ନବ ଦାସଙ୍କ ଶବ ବ୍ୟବଚ୍ଛେଦ ହେବା ପରେ ସେଠାରୁ ପାର୍ଥିବ ଶରୀର ବିଧାନସଭା ଅଣାଯାଇଥିଲା। ସେଠାରେ ବାଚସ୍ପତିଙ୍କଠାରୁ ଆରମ୍ଭ…
ବିଧାନସଭାରେ ଶେଷ ଦର୍ଶନ କଲେ ବାଚସ୍ପତି, ମନ୍ତ୍ରୀ, ବିଧାୟକ
ଭୁବନେଶ୍ବର,୩୦ା୧(ବ୍ୟୁରୋ):କ୍ୟାପିଟାଲ ହସ୍ପିଟାଲରେ ରବିବାର ରାତିରେ ମନ୍ତ୍ରୀ ନବ ଦାସଙ୍କ ଶବ ବ୍ୟବଚ୍ଛେଦ ହେବା ପରେ ସେଠାରୁ ପାର୍ଥିବ ଶରୀର ବିଧାନସଭା ଅଣାଯାଇଥିଲା। ସେଠାରେ ବାଚସ୍ପତିଙ୍କଠାରୁ ଆରମ୍ଭ କରି ବହୁ ବିଧାୟକ, ମନ୍ତ୍ରୀ ଓ ପୂର୍ବତନ ବିଧାୟକମାନେ ନବଙ୍କ ମରଶରୀର ଦର୍ଶନ କରିବା…
ମନ୍ତ୍ର ଧ୍ୱନିରେ ଗୁଞ୍ଜରିତ ଖଣ୍ଡଗିରି, ଜମୁଛି ବେପାର
ଭୁବନେଶ୍ୱର, ୩୦।୧ (ବ୍ୟୁରୋ):ପବିତ୍ର କୁମ୍ଭମେଳାର ଦ୍ୱିତୀୟ ଦିନରେ ମନ୍ତ୍ରଧ୍ୱନି, ପାରାୟଣ, ପ୍ରବଚନ ଓ ଭଜନ କୀର୍ତ୍ତନରେ ଖଣ୍ଡଗିରି ପାହାଡ଼ ପ୍ରକମ୍ପିତ ହେଉଛି। ସକାଳରୁ ରାତି ଯାଏ ଭକ୍ତମାନେ ବାରଭୂଜା ପୀଠରେ ରାମଚରିତ ମାନସ ପାଠ ଶୁଣୁଛନ୍ତି। ସାରା ଦେଶରୁ ସାଧୁ ଓ…
ସରିଲା ରଙ୍ଗାରଙ୍ଗ ଡଟ୍ଫେଷ୍ଟ
ଭୁବନେଶ୍ୱର, ୩୦।୧ (ବ୍ୟୁରୋ):ହକି ବିଶ୍ୱକପ୍ ସହ ରବିବାର ଶେଷ ହୋଇଛି ଡଟ୍ ଫେଷ୍ଟର ଦ୍ୱିତୀୟ ସଂସ୍କରଣ। ଇଡ୍କୋ ପ୍ରଦର୍ଶନୀ ପଡିଆରେ ଚାଲିଥିବା ଏହି ରଙ୍ଗାରଙ୍ଗ କାର୍ଯ୍ୟକ୍ରମର ଅଂଶ ଭାବେ ସହରର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ସାଂସ୍କୃତିକ, ସଙ୍ଗୀତ, ନୃତ୍ୟ, ଖାଦ୍ୟ ଏବଂ…
ଶିଶିର ସରସ ମେଳାରେ ୨୪ କୋଟିରୁ ଉର୍ଦ୍ଧ୍ୱ ବେପାର
ଭୁବନେଶ୍ୱର,୩୦।୧(ବ୍ୟୁରୋ):ବରମୁଣ୍ଡାସ୍ଥିତ ବିଜୁପଟ୍ଟନାୟକ ଖେଳ ପଡ଼ିଆରେ ଚାଲିଥିବା ଶିଶିର ସରସ ମେଳା ରବିବାର ଶେଷ ହୋଇଛି। ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନ ଓଡ଼ିଶା ଗ୍ରାମୀଣ ବିକାଶ ଏବଂ ମାର୍କେଟିଂ ସୋସାଇଟି ପକ୍ଷରୁ ଗ୍ରାମୀଣ କାରିଗର ଓ ସ୍ବୟଂସହାୟକ…
ସତ୍ତା ହରାଇଲା ମୁକ୍ତାକାଶ ଭାସ୍କର୍ଯ୍ୟ ସଂଗ୍ରହାଳୟ
ଭୁବନେଶ୍ୱର, ୨୯।୧ (ବ୍ୟୁରୋ):ଭୁବନେଶ୍ୱରକୁ ଏକ ନିଆରା ସହର ଭାବେ ଗଢି ତୋଳିବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ବିଭିନ୍ନ ଯୋଜନା ହାତକୁ ନିଆଯାଉଛି। ହେଲେ ସମନ୍ବୟ ଓ ରକ୍ଷଣାବେକ୍ଷଣା ଅଭାବରୁ ଅନେକ…
ପୋଲିସ ହାତରେ ହତ୍ୟା କରାଇ ପାଗଳ କହୁଛନ୍ତି
ଭୁବନେଶ୍ୱର,୩୦।୧(ବ୍ୟୁରୋ):ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରୀ ତଥା ଝାରସୁଗୁଡା ବିଧାୟକ ନବ କିଶୋର ଦାସଙ୍କୁ ଜଣେ ପୋଲିସ କର୍ମଚାରୀ ସର୍ଭିସ ବନ୍ଧୁକରେ ଗୁଳି କରି ସର୍ବସମ୍ମୁଖରେ ହତ୍ୟା କରିଛନ୍ତି। ଏହା ଦୁଃଖଦ ଘଟଣା। ଏହି ଘଟଣାରେ ବ୍ୟକ୍ତିଗତ ଭାବେ ଶୋକବ୍ୟକ୍ତ କରିବା ସହ…

