ଦେଶର ୫୦ ସ୍ବତନ୍ତ୍ର ଐତିହ୍ୟ ବୟନକଳା ସାମଗ୍ରୀ ମଧ୍ୟରେ ଓଡ଼ିଶାର ୫
ଭୁବନେଶ୍ୱର,୨।୧୦(ବ୍ୟୁରୋ): ଓଡ଼ିଶାର ହସ୍ତତନ୍ତ ଓ ବୟନ ସାମଗ୍ରୀ ନିଜର ସ୍ବତନ୍ତ୍ରତା ପାଇଁ ସବୁବେଳେ ଜାତୀୟ ତଥା ଅନ୍ତର୍ଜାତୀୟ ଚାହିଦା ବଜାୟ ରଖି ଆସିଛି। ଶନିବାର ୟୁନେସ୍କୋ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦେଶର ୫୦ଟି ସ୍ବତନ୍ତ୍ର ତଥା ଆଇକନିକ୍ ଐତିହ୍ୟ ବୟନକଳା ସାମଗ୍ରୀ…
ବିଏମ୍ସିକୁ ‘ବେଷ୍ଟ ସିଟିଜେନ୍ ଫିଡ୍ବ୍ୟାକ୍’ ଆଓ୍ବାର୍ଡ
ଭୁବନେଶ୍ୱର,୨।୧୦(ବ୍ୟୁରୋ): କେନ୍ଦ୍ର ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ହୋଇଥିବା ସ୍ବଚ୍ଛ ସର୍ବେକ୍ଷଣ-୨୦୨୨ ଘୋଷଣା ହୋଇଛି। ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)କୁ ସିଟିଜେନ୍ ଫିଡ୍ବ୍ୟାକ୍ କାଟେଗୋରିରେ ‘ବେଷ୍ଟ ସିଟିଜେନ୍ ଫିଡ୍ବ୍ୟାକ୍’ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଏହି କାଟେଗୋରିରେ ମୋଟ ୨,୨୫୦ ନମ୍ବରରୁ…
ବରିଷ୍ଠ ନାଗରିକଙ୍କ ପାଇଁ ସବୁ ଜିଲାରେ ହେବ ଫିଜିଓଥେରାପି ସେଣ୍ଟର
ଭୁବନେଶ୍ୱର, ୨।୧୦(ବ୍ୟୁରୋ): ବରିଷ୍ଠ ନାଗରିକଙ୍କ ପାଇଁ ରାଜ୍ୟର ସବୁ ଜିଲାରେ ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ସେବା ୟୁନିଟ୍ କାର୍ଯ୍ୟ କରିବ। ଏଥିସହ ସବୁ ଜିଲାରେ ଫିଜିଓଥେରାପି ସେଣ୍ଟର କରାଯିବ ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା…
ଭୁବନେଶ୍ୱରରେ ଯୁବତୀଙ୍କ ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
ଭୁବନେଶ୍ୱର,୨।୧୦ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଫ୍ୟାନ୍ରେ ଓଢଣି ଦ୍ୱାରା ଝୁଲୁଥିବା ଅବସ୍ଥାରେ ତାଙ୍କ ମୃତଦେହ ପୋଲିସ ଜବତ କରିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି।…
ସରିଲା ମା’ଙ୍କ ବିଲ୍ବାଧିବାସ, ଆଜି ସପ୍ତମୀ
ଭୁବନେଶ୍ୱର,୨।୧୦(ବ୍ୟୁରୋ): ଆରମ୍ଭ ହୋଇଛି ପାର୍ବଣ ପୂଜା। ସୁନ୍ଦର ତୋରଣ ସାଙ୍ଗକୁ ରଙ୍ଗାରଙ୍ଗ ଆଲୋକମାଳାରେ ମଣ୍ଡପ ଝଲସୁଥିବାବେଳେ ମା’ ଦୁର୍ଗାଙ୍କ ଧରାବତରଣ ପୂରା ପରିବେଶକୁ ଭକ୍ତିମୟ କରିଦେଇଛି। ପରମ୍ପରା ଅନୁଯାୟୀ ଶନିବାର ପୀଠେ ସପ୍ତମୀ ପୂଜା ସମ୍ପନ୍ନ ହୋଇଥିବାବେଳେ ମଣ୍ଡପରେ ଷଷ୍ଠୀପୂଜା ବିଳମ୍ବିତ…
ଡିଜିଟାଇଜେଶନ ହୋଇପାରୁନି ପାକ୍ସ
କଟକ ଅଫିସ, ୨।୧୦: କୃଷକଙ୍କ ଆର୍ଥିକ ମାନଦଣ୍ଡରେ ଉନ୍ନତି ଆଣିବା ଲକ୍ଷ୍ୟରେ କୋ-ଅପରେଟିଭ ସୋସାଇଟି କାର୍ଯ୍ୟକାରୀ ହେଉଛି। ରାଜ୍ୟରେ ମୋଟ୍ ୨୭୧୦ ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ) ରହିଛି। ହେଲେ ବିଭିନ୍ନ ସମୟରେ ପାକ୍ସଗୁଡ଼ିକରେ ଦୁର୍ନୀତି ହେଉଥିବା ଅଭିଯୋଗ ହେଉଛି। କେଉଁଠି…
ରାଜଧାନୀରେ ଆଉ ଜଣେ ଯୁବତୀଙ୍କ ଆତ୍ମହତ୍ୟା, ସୁଇସାଇଡ୍ ନୋଟ୍ ଜବତ କଲା ପୋଲିସ
ଭୁବନେଶ୍ୱର,୧ା୧୦(ବ୍ୟୁରୋ): ରାଜଧାନୀରେ ପୁଣି ଜଣେ ଯୁବତୀ ଆତ୍ମହତ୍ୟା କରିଛନ୍ତି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ଯୁବତୀ ଜଣଙ୍କ ହେଲେ ଢେଙ୍କାନାଳ ଜିଲାର କବିତା ବାରିକ। ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡ଼ି…
ଶୀତ ପାଇଁ ନନ୍ଦନକାନନ ସମୟ ବଦଳିଲା
ବାରଙ୍ଗ,୧।୧୦(ଡି.ଏନ୍.ଏ.)- ଶୀତ ଋତୁ ପାଇଁ ପ୍ରାଣୀ ଉଦ୍ୟାନ ନନ୍ଦନକାନନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନର ସମୟ ପରିିବର୍ତ୍ତନ ହୋଇଛି। ଏଣିକି ପର୍ଯ୍ୟଟକଙ୍କ ଲାଗି ସକାଳ ୮ରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଖୋଲା ରହିବ ଉଭୟ ଉଦ୍ୟାନ। ଅକ୍ଟୋବର ପହିଲାଠାରୁ ମାର୍ଚ୍ଚ ୩୧ତାରିଖ…
ଦୁର୍ଗାପୂଜା ପାଇଁ ମୁତୟନ ହେବେ ୨୩୦ ପ୍ଲାଟୁନ୍ ଫୋର୍ସ
କଟକ ଅଫିସ,୧ା୧୦: ଚଳିତବର୍ଷ ଦୁର୍ଗାପୂଜାରେ ଶାନ୍ତିଶୃଙ୍ଖଳା ରକ୍ଷା କରିବା ଓ ଅପରାଧ ନିୟନ୍ତ୍ରଣ ପାଇଁ ରାଜ୍ୟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରତି ଜିଲାର ପୋଲିସବାହିନୀ ସହ ଅଧିକ ୨୩୦ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି। ସେଥିମଧ୍ୟରେ କଟକରେ ୫୦…
ବିବାହ ବୟସରେ ଭଉଣୀ-ଭାଇଙ୍କ ବୋଝ ସମ୍ଭାଳୁଛନ୍ତି ନୟନୀ
କର୍ଲାମୁଣ୍ଡା,୧ା୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ପଞ୍ଚାୟତ ଓଡ଼ିଆମୁଣ୍ଡା ଗ୍ରାମର ମା-ବାପା ଛେଉଣ୍ଡ ତିନି ଭଉଣୀ ଭାଇ ବହୁ କଷ୍ଟରେ ଜୀବନ କାଟୁଥିବା ଦେଖିବାକୁ ମିଳିଛି। ସୂଚନାନୁଯାୟୀ, ଏହି ଗ୍ରାମର କରୁଣା ବାଗ ତାଙ୍କ ସ୍ତ୍ରୀ ମଲ୍ଲୀ ବାଗ,ବଡ଼ ଝିଅ…
ବିଦ୍ୟାଳୟ ଛାତ ପ୍ଲାଷ୍ଟର ଖସି ୭ ଛାତ୍ରୀଛାତ୍ର ଆହତ ହେବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ପିଡି ଡିଆରଡିଏ
କେନ୍ଦୁଝର,୧ା୧୦(ସ୍ବ.ପ୍ର.): ଘଟଗାଁ ବ୍ଲକ ଅନ୍ତର୍ଗତ ଅର୍ଜୁନବିଲା ପ୍ରାଥମିକ ବିଦ୍ୟାଳୟ ସିଲିଂରୁ ପ୍ଲାଷ୍ଟର ଖସି ୭ ଜଣ ଆଦିବାସୀ ଛାତ୍ରୀଛାତ୍ର ଆହତ ହୋଇଥିଲେ। ଶ୍ରେଣୀରେ ପାଠ ପଢୁଥିବାବେଳେ ବିଦ୍ୟାଳୟ ଛାତରୁ ପ୍ଲାଷ୍ଟର ଖସିଥିଲା। ଏହି ଘଟଣାକୁ ପ୍ରଶାସନ ଗୁରୁତର ସହ ନେଇଛି। ଏ…
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୯୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧ା୧୦(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୯୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୩,୨୩,୮୪୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
Archives


