ରାଜ୍ୟ

ଚନ୍ଦ୍ରଭାଗାରେ ବୁଡ ପକାଇବେ ଶ୍ରଦ୍ଧାଳୁ

ଭୁବନେଶ୍ୱର,୨୭।୧(ବ୍ୟୁରୋ): ଶନିବାର ପବିତ୍ର ମାଘ ସପ୍ତମୀ। କରୋନା କଟକଣା ପରେ ଏଥର ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁ ବୁଡ ପକାଇବେ। ଏଥିପାଇଁ ଚନ୍ଦ୍ରଭାଗାରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏହାବ୍ୟତିତ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ ବୋଲି ସୂଚନା…

ପୁଣି ଥରେ ଇଡିରେ ହାଜର ହେଲେ ତାଳଚେର ବିଧାୟକ

ଭୁବନେଶ୍ୱର,୨୭।୧(ବ୍ୟୁରୋ): ତାଳଚେରର ବିଜେଡି ବିଧାୟକ ବ୍ରଜ କିଶୋର ପ୍ରଧାନ ଶୁକ୍ରବାର ପୁଣି ଥରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ବେଆଇନ ଅର୍ଥ କାରବାର ମାମଲାରେ ବିଧାୟକଙ୍କୁ ଜେରା କରାଯିବ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ଗତ ୨୦ରେ ବିଧାୟକ ବ୍ରଜ…

ହକି ତାରକା ପ୍ରବୋଧ ତିର୍କୀଙ୍କ ଘରୁ ଲୁଟ୍‌ ଘଟଣା: ୫ ଗିରଫ

ଭୁବନେଶ୍ୱର,୨୭ା୧(ବ୍ୟୁରୋ): ହକି ତାରକା ପ୍ରବୋଧ ତିର୍କୀଙ୍କ ଘରୁ ଲୁଟ୍‌ ହେବା ଘଟଣାର ଶୁକ୍ରବାର ପର୍ଦ୍ଦାଫାଶ ହୋଇଛି। କ୍ୟାପିଟାଲ ଥାନା ପୋଲିସ ଏଥିରେ ସଂପୃକ୍ତ ୫ ଜଣଙ୍କୁ ଗିରଫ କରିବା ସହ ଲୁଟ୍‌ ସାମଗ୍ରୀ ମଧ୍ୟ ଜବତ କରିଛି। ସୂଚନାଯୋଗ୍ୟ, ଗତ ୨୧…

ଆଜି ବିଆର୍‌ଏସ୍‌ରେ ମିଶିବେ ଗମାଙ୍ଗ

ଭୁବନେଶ୍ୱର,୨୭ା୧(ବ୍ୟୁରୋ): ଭାଜପା ଛାଡ଼ିଥିବା ବରିଷ୍ଠ ନେତା ଗିରିଧର ଗମାଙ୍ଗ ଏବଂ ତାଙ୍କ ପୁଅ ଶିଶିର ଗମାଙ୍ଗ ଶୁକ୍ରବାର ବିଆର୍‌ଏସ୍‌ରେ ମିଶିବେ। ହାଇଦ୍ରାବାଦରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓଙ୍କ ଉପସ୍ଥିତିରେ ଉଭୟ ବିଧିବଦ୍ଧ ଭାବେ ଏହି ଦଳରେ ସାମିଲ ହେବେ। ଗମାଙ୍ଗଙ୍କ ସ୍ତ୍ରୀ…

ଶ୍ରୀମନ୍ଦିରରେ ନୀତି ବିଳମ୍ବ ନେଇ ଅସନ୍ତୋଷ

ପୁରୀ ଅଫିସ,୨୭ା୧: ଶୁକ୍ରବାର ଭୋର୍‌ ପହୁଡ଼ ନୀତି ପାଳନରେ ଶ୍ରୀମନ୍ଦିର ଦ୍ୱାରଫିଟାରେ ବିଳମ୍ବ ହୋଇଛି। ଏନେଇ ଭକ୍ତମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଆଜି ଭୋର୍‌ ୫ଟା ୫ମିନିଟ୍‌ରେ ମହାପ୍ରଭୁଙ୍କ ପହୁଡ଼ ନୀତି ହେବାରୁ ସକାଳ ୭ଟାରେ ସିଂହଦ୍ୱାର ଖୋଲିଥିଲା। ଯେଉଁଥିପାଇଁ ଭକ୍ତମାନେ…

ଶ୍ରୀକ୍ଷେତ୍ରରେ ରଥକାଠ ଅନୁକୂଳ

ପୁରୀ ଅଫିସ,୨୬।୧: ପବିତ୍ର ଶ୍ରୀପଞ୍ଚମୀ ଅବସରରେ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଛି। ଗୁରୁବାର ପରମ୍ପରା ଅନୁଯାୟୀ ରଥଖଳାରେ ୩ଟି ଧଉରା କାଠ ପୂଜାର୍ଚ୍ଚନା କରାଯାଇଛି। ଏହି କାଠରେ ନନ୍ଦିଘୋଷ, ତାଳଓ୍ବଜ ଏବଂ ଦେବଦଳନ ରଥର ଗୁଜ ଅନୁକୂଳ କରାଯିବ। ଅନ୍ୟପଟେ,…

ରାଜ୍ୟର ୩୪ ଜଣଙ୍କୁ ମିଳିଲା ପୋଲିସ ମେଡାଲ

ଭୁବନେଶ୍ବର,୨୬।୧(ବ୍ୟୁରୋ) : କର୍ମକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ରାଜ୍ୟର ୩୪ ଜଣ ପୋଲିସ ମେଡାଲ ପ୍ରଦାନ କରାଯାଇଛି। ଟୁଇନ୍‌ ସିଟି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଓ ସିକ୍ୟୁରିଟି ୱିଙ୍ଗ ଏସପି ସରୋଜ କୁମାର ମହାପାତ୍ରଙ୍କୁ ରାଷ୍ଟ୍ରପତି ପୋଲିସ ପଦକ ମିଳିଛି।…

ପ୍ରତି ବିଦ୍ୟାଳୟରେ ରହିବ ‘ହାଉସ୍‌ ସିଷ୍ଟମ୍‌’

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ବିଦ୍ୟାଳୟରେ ଆରମ୍ଭ ହେବ ‘ହାଉସ୍‌ ସିଷ୍ଟମ୍‌’। ସ୍କୁଲ୍‌ରେ ଛାତ୍ରୀଛାତ୍ରଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ହାଉସ୍‌ ଗଠନ କରାଯିବ ଏବଂ ପ୍ରତ୍ୟେକ ହାଉସ୍‌ରେ ଉଭୟ ଛାତ୍ରୀ ଏବଂ ଛାତ୍ର ରହିବେ। ସପ୍ତାହର ପ୍ରତ୍ୟେକ ଶନିବାର ଛାତ୍ରୀଛାତ୍ରମାନେ…

ମାଗୁଣି ଚରଣ କୁଅଁରଙ୍କୁ ପଦ୍ମଶ୍ରୀ

କେନ୍ଦୁଝର,୨୬ା୧(ସ୍ବ.ପ୍ର.): ବିଶିଷ୍ଟ କଣ୍ଢେଇ ନୃତ୍ୟଗୁରୁ ମାଗୁଣି ଚରଣ କୁଅଁରଙ୍କୁ ପଦ୍ମଶ୍ରୀ ପ୍ରଦାନ ପାଇଁ ଘୋଷଣା କରାଯାଇଛି। କାଠି କଣ୍ଢେଇକୁ ନିଜର କୌଶଳରେ ଜୀବନ୍ତ କରି ଲୋକଙ୍କୁ ମନୋରଞ୍ଜନ କରିଥାନ୍ତି। କେନ୍ଦୁଝର ପୁରୁଣା ସହରର ବୈଦ୍ୟରାଜ ସାହି ବାସିନ୍ଦା ମାଗୁଣି ପିଲା ବେଳରୁ…

ଆମ ସମ୍ବିଧାନ ଗଣତନ୍ତ୍ରର ଆତ୍ମା: ନବୀନ

ଭୁବନେଶ୍ୱର,୨୬ା୧ (ବ୍ୟୁରୋ): ଆମ ସମ୍ବିଧାନ ଏକ ଆଦର୍ଶ ସମ୍ବିଧାନ, ଆମ ଗଣତନ୍ତ୍ରର ଆତ୍ମା। ଏକ ମହାନ୍‌ ଦେଶର ନାଗରିକ ଭାବରେ ଆମର ସକଳ ଶକ୍ତିର ଆଧାର ହେଉଛି ଆମର ସମ୍ବିଧାନ। ଏକ ସମୃଦ୍ଧ ତଥା ନ୍ୟାୟପୂର୍ଣ୍ଣ ସମାଜ ଗଠନ ପାଇଁ ଏହା…

୨୫% ସଂରକ୍ଷିତ ସିଟ୍‌ ଲାଗି କଡ଼ାକଡ଼ି ହେବ ନିୟମ

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ଶିକ୍ଷା ଅଧିକାର ଆଇନ(ଆର୍‌ଟିଇ) ଅନୁସାରେ ଗରିବ ତଥା ଆର୍ଥତ୍କ ଅନଗ୍ରସର ପିଲାଙ୍କ ନାମଲେଖା ପାଇଁ ୨୫% ସଂରକ୍ଷଣ ରହିବା ଉଚିତ। ଏହାକୁ ରାଜ୍ୟରେ ଅଧିକାଂଶ ସ୍କୁଲ ପାଳନ କରୁ ନ ଥିବା ଦେଖାଯାଉଛି। ତେଣୁ ଏହାକୁ କଡ଼ାକଡ଼ି ପାଳନ…

ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗଦେଇ ପତାକା ଉତ୍ତୋଳନ କରିଛନ୍ତି। ଏହାସହ ସମ୍ମାନୀତ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?