ରାଜ୍ୟ

ଡି.ଏସ୍‌. କୁଟ୍ଟେଙ୍କୁ ରାଷ୍ଟ୍ରପତି ପୋଲିସ ପଦକ

ଭୁବନେଶ୍ୱର,୨୬ା୧(ବ୍ୟୁରୋ): ଓଡ଼ିଶାରୁ ୨ ଜଣ ପୋଲିସ କର୍ମଚାରୀଙ୍କୁ ରାଷ୍ଟ୍ରପତି ପୋଲିସ ପଦକ ମିଳିବ। ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଡି.ଏସ୍‌. କୁଟ୍ଟେ ଏବଂ ଭିଜିଲାନ୍ସ କନ୍‌ଷ୍ଟେବଲ ପ୍ରହଲ୍ଲାଦ କୁମାର ରାଉତ ସମ୍ମାନିତ ହେବେ। ସେହିପରି ପ୍ରଶଂସନୀୟ ସେବା କାର୍ଯ୍ୟ ପାଇଁ ଓଡ଼ିଶାର ୧୧…

ରାଜ୍ୟବାସୀଙ୍କୁ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ଆଜି ସାରା ଦେଶରେ ୭୪ତମ ସାଧାରଣତନ୍ତ୍ର ଦିବସ ଧୂମଧାମରେ ପାଳନ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌ ଯୋଗେ କହିଛନ୍ତି, ୭୪ତମ ସାଧାରଣତନ୍ତ୍ର ଦିବସର ହାର୍ଦ୍ଦିକ ଶୁଭେଚ୍ଛା। ଏହି ଶୁଭ ଦିନରେ,…

୪ ଓଡ଼ିଆଙ୍କୁ ପଦ୍ମଶ୍ରୀ ପୁରସ୍କାର

ଭୁବନେଶ୍ୱର,୨୫।୧(ବ୍ୟୁରୋ): ୭୪ତମ ସାଧାରଣତନ୍ତ୍ର ଦିବସ ପୂର୍ବରୁ ବୁଧବାର ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ଚଳିତବର୍ଷ ୧୦୬ ଜଣଙ୍କୁ ପଦ୍ମ ପୁରସ୍କାର ଦିଆଯିବ। ସେଥିମଧ୍ୟରୁ ୬ ଜଣଙ୍କୁ ପଦ୍ମ ବିଭୂଷଣ, ୯ ଜଣଙ୍କୁ ପଦ୍ମଭୂଷଣ ଏବଂ ୯୧ ଜଣଙ୍କୁ ପଦ୍ମଶ୍ରୀ ଦିଆଯିବ। ଏଥର…

ବିଶ୍ୱକପ୍‌ ହକି: ସେମିରେ ଜର୍ମାନୀ

ଭୁବନେଶ୍ବର,୨୫।୧(ବ୍ୟୁରୋ): ପୁରୁଷ ହକି ବିଶ୍ବକପର ସେମିଫାଇନାଲରେ ପ୍ରବେଶ କରିଛି ଜର୍ମାନୀ। ବୁଧବାର କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା କ୍ବାର୍ଟର ଫାଇନାଲ ମ୍ୟାଚରେ ଜର୍ମାନୀ ସୁଟ୍‌ଆଉଟ୍‌ରେ ଇଂଲଣ୍ଡକୁ ପରାସ୍ତ କରିଛି। ସେମିଫାଇନାଲରେ ଜର୍ମାନୀ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ଭେଟିବ। ଏହି ମ୍ୟାଚ୍‌ ଜାନୁଆରୀ ୨୭ରେ ଖେଳାଯିବ।…

ଭାଇରାଲ ହେଉଛି ନବୀନଙ୍କ ନୂଆ ଲୁକ୍‌

ଭୁବନେଶ୍ୱର,୨୫ା୧(ବ୍ୟୁରୋ): ଏକ ସବୁଜ ରଙ୍ଗର ଜର୍ସି ପିନ୍ଧି ନଜର ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଏକ ଧଳା ରଙ୍ଗର ଟ୍ରାଉଜର ସାଙ୍ଗକୁ ସବୁଜ ଜର୍ସି ପିନ୍ଧିଛନ୍ତି। ଏହି ରଙ୍ଗର ଜର୍ସିକୁ ସୋଭେନିୟର ଭାବେ ବ୍ୟବହାର କରାଯିବ। ଜର୍ସି…

ଖଣିଜପାଣ୍ଠିକୁ ଯେପରି ଟିକସ ଯିବା କଥା ସେଭଳି ଯାଉନି: ଅପରାଜିତା

ଭୁବନେଶ୍ବର,୨୫ା୧(ବ୍ୟୁରୋ): ଦୀର୍ଘ ଦଶନ୍ଧି ପରେ ଓଡ଼ିଶାରେ ପୁଣିଥରେ ଲକ୍ଷାଧିକ କୋଟି ଟଙ୍କାର ଖଣି ଦୁର୍ନୀତି ଓ ଅନିୟମିତତା ହୋଇଛି। ରାଜ୍ୟ ସରକାର ଏହି ଅନିୟମିତତାକୁ ସ୍ବୀକାର କରିବା ସହ ରାଜ୍ୟ ଖଣି ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ ସହ ତଦନ୍ତ…

ତୁଟୁନି ବିଜେଡି-ଭାଜପା କଳି

ଭୁବନେଶ୍ବର,୨୫ା୧(ବ୍ୟୁରୋ): ବିଜେଡି ଏବଂ ଭାଜପା ମଧ୍ୟରେ ଆବାସ ତାଲିକା ପ୍ରସ୍ତୁତି ଏବଂ ଘର ବଣ୍ଟନକୁ ନେଇ ମୁହାଁମୁହିଁ ପରିସ୍ଥିତି ଜାରି ରହିଛି। ମଙ୍ଗଳବାର ରାଜ୍ୟର କେତୋଟି ବ୍ଲକରେ ଭାଜପା ଆନ୍ଦୋଳନ କରିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କ ଜରିଆରେ ସ୍ମାରକପତ୍ର ପ୍ରଦାନ…

ଭାଜପା ଛାଡ଼ିଲେ ଗମାଙ୍ଗ ବାପା-ପୁଅ

ଭୁବନେଶ୍ୱର,୨୫।୧(ବ୍ୟୁରୋ): କଳ୍ପନାଜଳ୍ପନାର ଶେଷରେ ଅନ୍ତ ଘଟିଛି। ଗମାଙ୍ଗ ବାପା-ପୁଅ ଭାଜପା ଛାଡ଼ିଛନ୍ତି। ବୁଧବାର ଉଭୟ ବାପା ଗିରିଧର ଗମାଙ୍ଗ ଓ ପୁଅ ଶିଶିର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇ ଦେଇଛନ୍ତି। ସେ ଭାଜପାର ପ୍ରାଥମିକ ସଦସ୍ୟ ପଦ…

କୃଷି କ୍ଷେତ୍ରରେ ପ୍ରାକୃତିକ ସମ୍ପଦର ସୁବିନିଯୋଗ ଦରକାର: ଓୟୁଏଟି କୁଳପତି

ଭୁବନେଶ୍ବର,୨୫ା୧(ବ୍ୟୁରୋ): କୃଷିକ୍ଷେତ୍ରରେ ପ୍ରାକୃତିକ ସମ୍ପଦର ସଂରକ୍ଷଣ ସହ ସୁବିନିଯୋଗ ଦରକାର। ଏହାଦ୍ୱାରା କୃଷି ଉତ୍ପାଦନରେ ବୃଦ୍ଧି ନ ଘଟିଲେ ଆଗାମୀ ଦିନରେ ଦେଶରେ ଖାଦ୍ୟ ସମସ୍ୟା ଉତ୍କଟ ହେବ ବୋଲି ଓୟୁଏଟି କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ କହିଛନ୍ତି। ଓଡ଼ିଶା…

ପରଲୋକରେ ଅଭିନେତା ମିହିର ଦାସଙ୍କ ସାନପୁଅ ଅକ୍ଲାନ୍ତ ଦାସ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଲୋକପ୍ରିୟ ଅଭିନେତା ମିହିର ଦାସଙ୍କର ସାନପୁଅ ଅକ୍ଲାନ୍ତ ଦାସଙ୍କ ପରଲୋକ ଘଟିଛି। ମଙ୍ଗଳବାର ରାତିରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଅକ୍ଲାନ୍ତଙ୍କ ଲିଭରରେ ସମସ୍ୟା ଯୋଗୁ ସେ ଚିକିତ୍ସାଧୀନ ଥିଲେ। କଟକ ସତୀଚଉରା ଶ୍ମଶାନରେ ଅକ୍ଲାନ୍ତଙ୍କ ଶେଷକୃତ୍ୟ…

ଓସ୍‌ଡମାକୁ ମିଳିବ ଜାତୀୟ ପୁରସ୍କାର

ଭୁବନେଶ୍ୱର,୨୫ା୧(ବ୍ୟୁରୋ): ବିଭିନ୍ନ ସମୟରେ ବାତ୍ୟା, ବନ୍ୟା, ମରୁଡ଼ି ଭଳି ପ୍ରାକୃତିକ ବିପର୍ଯ୍ୟୟକୁ ଓଡ଼ିଶା ସମ୍ମୁଖୀନ ହେଉଛି। ୧୯୯୯ ମହାବାତ୍ୟା ରାଜ୍ୟ ପାଇଁ ଏକ ଅଭୁଲା ସ୍ମୃତି ଛାଡ଼ିଦେଇ ଯାଇଛି। ସେଥିରୁ ଶିକ୍ଷା ଗ୍ରହଣ କରି ରାଜ୍ୟ ସରକାର ବିପର୍ଯ୍ୟୟ ମୁକାବିଲାକୁ ଗୁରୁତ୍ୱ…

ଫେବୃୟାରୀ ୧୫ରୁ ଅସମ୍ଭାଳ ହେବ ତାତି

ଭୁବନେଶ୍ୱର,୨୫ା୧(ବ୍ୟୁରୋ): ଚଳିତ ବର୍ଷ ଶୀତର ପ୍ରକୋପ ନାହିଁ। ଜାନୁୟାରୀ ପ୍ରଥମ ସପ୍ତାହରେ ୨/୪ ଦିନ ରାଜ୍ୟରେ ଥଣ୍ଡାର ପ୍ରକୋପ ଦେଖା ଦେଇଥିବା ବେଳେ ଶୀତ ଏକପ୍ରକାର ଗାଏବ ହୋଇଯାଇଛି। ଜାନୁୟାରୀରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରୀ ସେଲ୍‌ସିୟସକୁ ଟପିଗଲାଣି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?