ଚାଷୀ ଆନ୍ଦୋଳନକୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ: ବିରୋଧୀଙ୍କୁ ଦେଲେ କଡ଼ା ଜବାବ
ଭୁବନେଶ୍ୱର,୧୬।୧୨: ଧାନ ବିକ୍ରି ପାଇଁ ଚାଷୀଙ୍କୁ ମିଳୁନାହିଁ ଟୋକନ। ଏନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ଚାଷୀ ଆନ୍ଦୋଳନ ଦେଖାଦେଇଛି। ଏଭଳିସ୍ଥତିରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଚାଷୀ ଆନ୍ଦୋଳନକୁ ନେଇ ମୁହଁ ଖୋଳିଛନ୍ତି। ଚାଷୀ ଆନ୍ଦୋଳନ ପାଇଁ ମନ୍ତ୍ରୀ…
ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…
ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ ମୃତ୍ୟୁ ହୋଇଥିବା ବେଳେ ଅବହେଳା କାରଣରୁ ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହୋଇଛି ।…
ପୀତବାସ ପଣ୍ଡା ହତ୍ୟା ମାମଲା, ବିକ୍ରମ ପଣ୍ଡାଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ ଖାରଜ୍
ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଝଟକା । ଖାରଜ ହେଲା ଜାମିନ ଆବେଦନ । ବିକ୍ରମ ପଣ୍ଡାଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ ହୋଇଛି…
ପବିତ୍ର ଧନୁ ସଂକ୍ରାନ୍ତି, ଆଜିିଠୁ ଶ୍ରୀଜୀଉଙ୍କୁ ପହିଲି ଭୋଗ ଲାଗି
ପୁରୀ,୧୬ା୧୨(ଅଜିତ୍ କୁମାର ମହାନ୍ତି): ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମଙ୍ଗଳବାର ଧନୁସଂକ୍ରାନ୍ତିରେ ମହାପ୍ରଭୁଙ୍କ ପହିଲିଭୋଗ ନୀତି ଅନୁଷ୍ଠିତ ହୋଇଛି। ପହିଲିଭୋଗ ନୀତି ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଦୀର୍ଘ ୧ମାସ ଧରି ଚାଲିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ…
ଓଡ଼ିଶା ଆସିପାରନ୍ତି ଶାହା, ଭାଜପା ଶିବିର ଚଳଚଞ୍ଚଳ
ଭୁବନେଶ୍ୱର, ୧୬।୧୨(ସୁନିତ୍ ମିଶ୍ର):ସମବାୟ ବିଭାଗର ଏକ କାର୍ଯ୍ୟକ୍ରମ ଆସନ୍ତା ୨୧ ତାରିଖରେ ଜନତା ମଇଦାନଠାରେ ହେବାକୁ ଯାଉଛି। ଏଥିରେ ଯୋଗଦେବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଅନୁରୋଧ କରାଯାଇଛି। ତେଣୁ ଶାହା ଉକ୍ତ କାର୍ଯ୍ୟକ୍ରମରେ ଯୋଗ…
ମହମ୍ମଦ ମୋକିମ କିଏ… ବର୍ଷିଲେ ପିସିସି ସଭାପତି: ଗୁମର ଖୋଲି କହିଲେ..
ଭୁବନେଶ୍ୱର,୧୬।୧୨: କଂଗ୍ରେସରୁ ମହମ୍ମଦ ମୋକିମଙ୍କ ବହିଷ୍କାର ପରେ ପିସିସି ସଭାପତି ଭକ୍ତ ଦାସ ପ୍ରତିକ୍ରିୟା ଦେଇଛନ୍ତି। ସାମ୍ବାଦିକଙ୍କ ପ୍ରଶ୍ନରେ ସେ କହିଛନ୍ତି, ମହମ୍ମଦ ମୋକିମ କିଏ, ମାତ୍ର ଗୋଟିଏ ଥର ବିଧାନସଭା ନିର୍ବାଚନ ଜିତିଛନ୍ତି। ନିଜ କଥା ରଖିବାର ସବୁ ସଦସ୍ୟଙ୍କ…
୮ ଦିନରେ କିଡନୀ ରୋଗ ନେଲା ତୃତୀୟ ଜୀବନ, ମୃତକଙ୍କ ପରିବାରକୁ ସହାୟତା ଯୋଗାଇବାକୁ ଦାବି
ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡରେ ସୋମବାର ପୁଣି ଜଣେ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଉପାନ୍ତ ଦୁର୍ଜନତୈଲା ପଞ୍ଚାୟତ ଅନ୍ତର୍ଗତ ଦାଦରପାଲି ଗ୍ରାମର ସହଦେବ ମହାକୁରଙ୍କ ପୁଅ ମେଘୁ ମହାକୁର(୩୪) ବୋଲି ଜଣା…
କିଡନୀ ରୋଗରେ ଗୋଟିଏ ପରିବାରର ୨ ଜଣଙ୍କ ମୃତ୍ୟୁ ଘଟଣା, ସରକାରୀ ସହାୟତା ପାଇଁ ଅନୁରୋଧ
ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ବହଳପଦର ପଞ୍ଚାୟତର ସୁରଧାପାଲି ( ହୋତାପାଲି) ଗ୍ରାମରେ ଗତ ସପ୍ତାହରେ ୪ ଦିନ ମଧ୍ୟରେ ଗୋଟିଏ ପରିବାର ର କକା ଓ ପୂତୁରଙ୍କ କିଡନୀ ରୋଗରେ ମୃତ୍ୟୁ ହୋଇଥିଲା। ଏହା…
ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍କାଉଣ୍ଟର
ଭଦ୍ରକ,୧୬୧୨(ସନାତନ ରାଉତ): ସକାଳୁ ସକାଳୁ ଭଦ୍ରକରେ ଏନକାଉଣ୍ଟର । ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍କାଉଣ୍ଟର କରାଯାଇଥିବା ସୂଚନା ରହିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆଙ୍କୁ ଏନକାଉଣ୍ଟର କରାଯାଇଛି । ଭଦ୍ରକ ସହରାଞ୍ଚଳ ଥାନାଧିକାରୀ ପ୍ରଭାଂଶୁ ମିଶ୍ର ଏନେଇ ସୂଚନା ଦେଇଛନ୍ତି…
ଘୁଞ୍ଚିଲା OTET ପେପର-୨ ପରୀକ୍ଷା ସମୟ; ଜାଣନ୍ତୁ ନୂଆ ସମୟସୂଚୀ
ନୂଆଦିଲ୍ଲୀ,୧୫ା୧୨: ଆସନ୍ତା ଡିସେମ୍ବର ୧୭ ତାରିଖରେ ହେବାକୁ ଥିବା ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)ର ସମୟରେ ପରିବର୍ତ୍ତନ କରାଯାଇଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଜାରି ହୋଇଥିବା ସଦ୍ୟ ବିଜ୍ଞପ୍ତି ଅନୁଯାୟୀ, OTETର ପେପର-୨ ପରୀକ୍ଷା ସମୟରେ…
ଭୁବନେଶ୍ୱରରେ ଲଜ୍ଜା: ପୁରୁଷ ବନ୍ଧୁଙ୍କ ଆଗରେ ନାବାଳିକାଙ୍କୁ ଗଣବଳାତ୍କାର, ଭିଡିଓ ରେକର୍ଡ କରି…
ଭୁବନେଶ୍ୱର,୧୫ା୧୨: ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକାକୁ ତାଙ୍କ ପୁରୁଷ ବନ୍ଧୁଙ୍କ ଆଗରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ଡିସେମ୍ବର ୧୦ ତାରିଖରେ ଧଉଳି ଅଞ୍ଚଳର ଦୟା ନଦୀକୂଳରେ ଘଟିଥିବା ଜଣାପଡ଼ିଛି। ପୋଲିସ ସୋମବାର ଏହି ଘଟଣାରେ ସମ୍ପୃକ୍ତ ଦୁଇଜଣଙ୍କୁ…
ରାଜ୍ୟ ସରକାରଙ୍କ ବଡ଼ ଭେଟି: ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୬୭% ପର୍ଯ୍ୟନ୍ତ ବୃଦ୍ଧି
ଭୁବନେଶ୍ୱର,୧୫।୧୨: ଓଡ଼ିଶାର ଆୟୁଷ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ କଲେଜର ପୋଷ୍ଟ ଗ୍ରାଜୁଏଟ୍ (ପିଜି) ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡରେ ବ୍ୟାପକ ବୃଦ୍ଧିକୁ ଅନୁମୋଦନ କରିଛନ୍ତି।…
Archives


