ଗଛଲତାରେ ପରିପୂର୍ଣ୍ଣ ତହସିଲ କ୍ୱାର୍ଟର୍ସ : କର୍ମଚାରୀ ରହୁନାହାନ୍ତି
ରଘୁନାଥପୁର,୨୮ା୭(ଡି.ଏନ.ଏ.): ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା ରଘୁନାଥପୁର ତହସିଲ କ୍ୱାର୍ଟର୍ସରେ କର୍ମଚାରୀ ରହୁ ନ ଥିବାର ଏହା ଭୂତକୋଠି ପାଲଟିଛି। ଏହାର ଚତୁଃପାର୍ଶ୍ୱ ଅବର୍ଜନାମୟ ହୋଇଥିବାବେଳେ ଗଛଲତା ମାଡି ସରୀସୃପଙ୍କ ବାସସ୍ଥାନ ପାଲଟିଛି। ଗତ ୨୦୦୯ରେ ୬୦ ଲକ୍ଷ ଟଙ୍କା…
କେନ୍ଦ୍ରାପଡ଼ା ଜିଲାର ୬୦ ଭାଗ ଗାଁରେ ମିଳୁନି ପାନୀୟଜଳ
କେନ୍ଦ୍ରାପଡ଼ା ଅଫିସ, ୨୮ା୭: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଓ ମାର୍ଶାଘାଇ ବ୍ଲକ ଲୁଣାଞ୍ଚଳବାସୀଙ୍କ ପାଇଁ ଗତ ୨୦୧୮ ଡିସେମ୍ବର ୮ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବସୁଧା ଯୋଜନାରେ ମେଗା ପାନୀୟ ଜଳ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ଆସନ୍ତା ୪ ମାସ ମଧ୍ୟରେ…
ବିଜୁଳି ଉତ୍ସବରେ ସୀମିତ ନ ରହୁ ସେବା
ଯାଜପୁର ଅଫିସ,୨୮ା୭:ଆଜାଦୀ କା ଅମୃତ ମହୋତ୍ସବ ପରୀପ୍ରେକ୍ଷୀରେ ୨୫ରୁ ୩୦ ପର୍ଯ୍ୟନ୍ତ ପ୍ରତ୍ୟେକ ଜିଲାରେ ଉଜ୍ଜ୍ୱଳ ଭାରତ-ଉଜ୍ଜ୍ୱଳ, ଭବିଷ୍ୟତ ପାୱାର-୨୦୪୭ କାର୍ଯ୍ୟକ୍ରମ(ବିଜୁଳି ମହୋସତ୍ବ) ପାଳନ କରାଯାଉଛି। ଏଥିରେ ଭାରତ ସରକାରଙ୍କ ଶକ୍ତି ମନ୍ତ୍ରଣାଳୟ, ରାଜ୍ୟ ସରକାରଙ୍କ ଶକ୍ତି ବିଭାଗ ଓ ଯାଜପୁର…
୨ ଲକ୍ଷ ବସ୍ତି ବାସିନ୍ଦାଙ୍କୁ ମିଳିବ ଜମି ଅଧିକାର
ଭୁବନେଶ୍ୱର, ୨8।୭(ବ୍ୟୁରୋ): ରାଜ୍ୟର ୩ ହଜାର ବସ୍ତିର ପ୍ରାୟ ୨ ଲକ୍ଷ ବାସିନ୍ଦାଙ୍କୁ ଜମି ଅଧିକାର ମିଳିବ। ସେଥିମଧ୍ୟରୁ ଆର୍ଥିକ ଅନଗ୍ରସର ବର୍ଗର ବ୍ୟକ୍ତିଙ୍କୁ ପକ୍କା ଘର ଯୋଗାଇ ଦିଆଯିବ। ଓଡ଼ିଶା ବସ୍ତି ବାସିନ୍ଦାଙ୍କୁ ଜମି ଅଧିକାର ଅଧିନିୟମ-୨୦୧୭ ଲାଗୁ ହେବା…
ଆଜି ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା, ଅପରାହ୍ନ ୨ରୁ ସନ୍ଧ୍ୟା ୬ଟା ଦର୍ଶନ ବନ୍ଦ
ପୁରୀ ଅଫିସ, ୨୮ା୭: ଚିତାଲାଗି ଅମାବାସ୍ୟାରେ ଗୁରୁବାର ଶ୍ରୀମନ୍ଦିରରେ ବିଶେଷ ନୀତି ସହ ତିନିଠାକୁରଙ୍କ ଚିତାଲାଗି କରାଯିବ। ମହାପ୍ରଭୁଙ୍କ ପ୍ରଥମ ଭୋଗ ମଣ୍ଡପ ପରେ ଦାରୁଦିଅଁଙ୍କୁ ଦଇତାପତି ସେବକମାନେ ରତ୍ନଚିତା ଲାଗି କରାଇବେ। ଏହା ଏକ ଗୁପ୍ତ ନୀତି। ଅପରାହ୍ନ ୨ଟାରୁ…
ବଦଳିଲେ ବିବାଦୀୟ ଶିକ୍ଷୟିତ୍ରୀ
ମ.ରାମପୁର,୨୭ା୭(ଡି.ଏନ୍.ଏ.): କଳାହାଣ୍ଡି ଜିଲା ମଦନପୁର ରାମପୁର ସହର ମଧ୍ୟରେ ଥିବା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିବାଦୀୟ ପ୍ରଧାନଶିକ୍ଷୟିତ୍ରୀ ଯଶୋବନ୍ତୀ ସେନାପତିଙ୍କୁ ବଦଳି କରାଯାଇଛି। ଜିଲା ଶିକ୍ଷାଧିକାରୀଙ୍କ ଅନୁମୋଦନ କ୍ରମେ ତ୍ରୁଟିପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେତୁ ଗୋଷ୍ଠୀ ଶିକ୍ଷାଧିକାରୀ, ମ.ରାମପୁର ନିର୍ଦ୍ଦେଶିତ…
ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ମୃତ
ବାହାନଗା,୨୭ା୭(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡ଼ା ଥାନା ଗୋପାଳପୁର ଫାଣ୍ଡି ପୋଲିସର ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ରୁଣ୍ଡୁ ମଳିକ(ଅଲିୟାସ ଲକ୍ଷ୍ମୀଧର)ଙ୍କ ମୃତ୍ୟୁ ଘଟିଛି। ତାଙ୍କ ଘର ଆରୁହାବାଡ଼ ଜାଗେଶ୍ୱରପଦା ଅଞ୍ଚଳରେ ବୋଲି ଜଣାପଡ଼ିଛି। ରୁଣ୍ଡୁଙ୍କ ନାମରେ ପୂର୍ବରୁ ୩୦ରୁ ଊର୍ଦ୍ଧ୍ୱ…
ବାଉଁଶ କାଟିବାକୁ ଯାଇଥିଲେ, ମିଳିଲା ମୃତଦେହ
କୋରୁକୋଣ୍ଡା,୨୭ା୭(ଡି.ଏନ୍.ଏ.): ମାଲକାନଗିରି ସଦର ଥାନା ଅନ୍ତର୍ଗତ କୋରୁକୋଣ୍ଡା ସଦର ମହକୁମାରେ ବୁଧବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ସୂଚନାନୁଯାୟୀ, କୋରୁକୋଣ୍ଡା ଗ୍ରାମର ଭୀମ ଦାସ (୫୫) ଆଜି ମଧ୍ୟାହ୍ନରେ ଘରୁ ମଙ୍ଗଳା ମନ୍ଦିର ନିକଟରେ ଥିବା ନିଜ ଜମିକୁ ବାଉଁଶ ଆଣିବା…
ପୁଣି ଚମକିଲେ ସୌରଭ, ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ପଶ୍ଚିମ ଓଡ଼ିଶା ଟପ୍ପର
ଭବାନୀପାଟଣା,୨୭ା୭(ସ୍ବ.ପ୍ର.): ଚଳିତ ବର୍ଷ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳାଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ପ୍ରଗତି କଲେଜର ଛାତ୍ର ସୌରଭ କୁମାର ସର୍ବାଧିକ ନମ୍ବର ରଖିଜିଲା ସମେତ ପଶ୍ଚିମ ଓଡ଼ିଶା ଟପ୍ପର ହୋଇଛନ୍ତି। ସେ ମୋଟ୍…
ହାଇକୋର୍ଟ ଗଲେ ବାବୁସାନ୍
କଟକ ଅଫିସ,୨୭ା୭: ଓଲିଉଡ୍ ଅଭିନେତା ବାବୁସାନ୍ ମହାନ୍ତି ବୁଧବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରାଜଧାନୀ ରାଜରାସ୍ତାରେ ଅଭିନେତା ବାବୁସାନ୍, ସ୍ତ୍ରୀ ତୃପ୍ତି ଏବଂ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ମଧ୍ୟରେ ହୋଇଥିବା ବିବାଦକୁ ନେଇ ଥାନାରେ ମାମଲା ହୋଇଥିଲା। ସ୍ତ୍ରୀ ତୃପ୍ତି ବାବୁସାନ୍ଙ୍କ…
କେନ୍ଦୁଝର ଆସିବେ କେନ୍ଦ୍ରମନ୍ତ୍ରୀ
କେନ୍ଦୁଝର,୨୭ା୭(ସ୍ବ.ପ୍ର.): ଗୁରୁବାର କେନ୍ଦୁଝର ଅଭିମୁଖେ ୩ ଦିନିଆ ଗସ୍ତରେ ଆସୁଛନ୍ତି କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଅର୍ଜୁନ ମୁଣ୍ଡା। ଏହି ଅବସରରେ କେନ୍ଦୁଝର ଜିଲା ଭାଜପା ପକ୍ଷରୁ ଜୋର୍ଦାର୍ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ କେନ୍ଦ୍ରମନ୍ତ୍ରୀଙ୍କ ଚମ୍ପୁଆ ନିର୍ବାଚନ ମଣ୍ଡଳୀରେ…
ପୁରୀ ଷ୍ଟେଶନରେ ଅଭାବନୀୟ ଦୃଶ୍ୟ: ଟ୍ରେନ୍ ସିଟ୍ ତଳୁ ଉଦ୍ଧାର ହେଲା ନବଜାତ ଶିଶୁ
ପୁରୀ ଅଫିସ,୨୭।୭: ପୁରୀ ଷ୍ଟେଶନରେ ବୁଧବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ୪ ନଂ ପ୍ଲାଟଫର୍ମରେ ଛିଡା ହୋଇଥିବା ତପସ୍ବିନୀ ଏକ୍ସପ୍ରେସର ଏକ ବଗି ଭିତର ସିଟ ତଳୁ ଏହି ନବଜାତ ଶିଶୁକୁ ଉଦ୍ଧାର କରାଯାଇଛି। ଆରପିଏଫ୍ ପକ୍ଷରୁ ଯାଞ୍ଚ…
Archives


