ରାଜ୍ୟ

ସାଧାରଣତନ୍ତ୍ର ଦିବସରେ ୨୦ ମନ୍ତ୍ରୀ କରିବେ ପତାକା ଉତ୍ତୋଳନ: କିଏ କେଉଁଠି …

ଭୁବନେଶ୍ୱର,୨୦।୧(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ପାଖେଇ ଆସୁଥିବାରୁ ସବୁଠି ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ରାଜ୍ୟସ୍ତରୀୟ ପରେଡ ଆୟୋଜିତ ହେବାକୁ ଥିବାବେଳେ ୨୦ ଜିଲାରେ ମନ୍ତ୍ରୀ ପତାକା ଉତ୍ତୋଳନ କରିବେ । ଏ ନେଇ ଶୁକ୍ରବାର ଏକ ତାଲିକା ପ୍ରକାଶ ପାଇଛି । ତେବେ…

ମହିଳାଙ୍କୁ ଦଳିଦେଲା ହାତୀ

ରୁପ୍ରାରୋଡ଼,୨୦।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ଥାନା ଅଧୀନ ବାଗପୁର ଗ୍ରାମରେ ଏକ ଅଘଟଣ ଘଟିଛି। ଏକ ଦନ୍ତାହାତୀ ଜଣେ ମହିଳାଙ୍କୁ ଦଳି ଦେଇଛି। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଚମ୍ପା ଗଉଡ଼(୫୨)। ମିଳିଥିବା ସୂଚନା ମୁତାବକ, ଶୁକ୍ରବାର ଚମ୍ପା…

ରାସ୍ତାରେ ଅଳିଆ ପଡ଼ିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୦।୧ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ପରିମଳ ବ୍ୟବସ୍ଥା ସୁଧୁରିବାର ନାଁ ଧରୁନି। କାନ୍ଥବାଡ଼ରେ ଯେତେ ରଙ୍ଗ ବୋଳି ସୌନ୍ଦର୍ଯ୍ୟକରଣ କରାଗଲେ ବି ସହରର ବିଭିନ୍ନ ସ୍ଥାନରେ ଏବେ ବି ଅଳିଆ ଆବର୍ଜନା ପଡ଼ିରହୁଛି। ଗଳିକନ୍ଦି ଏପରିକି କେତେକ ମୁଖ୍ୟରାସ୍ତାରେ ମଧ୍ୟ ସମାନ…

୫-ଟି ରୂପାନ୍ତରଣ ହେବ ସବୁ ଡିଏଚ୍‌ଏଚ୍‌

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଓଡ଼ିଶାରେ ସ୍ବାସ୍ଥ୍ୟସେବାର ବିକାଶ ପାଇଁ ରାଜ୍ୟ ସରକାର ହସ୍ପିଟାଲଗୁଡ଼ିକୁ ୫-ଟି ରୂପାନ୍ତରଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ପ୍ରଥମ ପର୍ଯ୍ୟାୟ ରୂପାନ୍ତରଣ ଜାନୁୟାରୀରୁ ଅକ୍ଟୋବର ମାସ ମଧ୍ୟରେ ହେବ। ତେବେ ଏହି ପର୍ଯ୍ୟାୟରେ କେଉଁ ହସ୍ପିଟାଲଗୁଡ଼ିକ ରୂପାନ୍ତରଣ…

ଏଥର ହୋଇପାରେ ଖଣ୍ଡଗିରି-ଉଦୟଗିରି ମହୋତ୍ସବ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଆସନ୍ତା ମାଘସପ୍ତମୀଠାରୁ ଖଣ୍ଡଗିରିରେ କୁମ୍ଭମେଳା ଆରମ୍ଭ ହେବାକୁ ଯାଉଛି। ଚଳିତ ବର୍ଷ ସପ୍ତମୀ ଓ ଅଷ୍ଟମୀ ତିଥି ଗୋଟିଏ ଦିନରେ ପଡ଼ୁଥିବାରୁ ୨୮ ତାରିଖରେ ବାରଭୁଜା ପୀଠରେ ଏବଂ ଅନନ୍ତ ଗୁମ୍ଫା ସମ୍ମୁଖରେ ଯଜ୍ଞବିଧି ଆରମ୍ଭ ହେବ। ତେବେ ହକି…

ବେଦାନ୍ତର ନିକ୍ଷୟ ମିତ୍ର ଅଭିଯାନ

ଭୁବନେଶ୍ୱର,୨୦।୧:ବେଦାନ୍ତ ଆଲୁମିନିୟମର ଝାରସୁଗୁଡ଼ା ୟୁନିଟ୍‌ ପକ୍ଷରୁ ନିକ୍ଷୟ ମିତ୍ର ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ପ୍ରଧାନମନ୍ତ୍ରୀଙ୍କ ଟିବି ମୁକ୍ତ ଭାରତ ଅଭିଯାନ ‘ନିକ୍ଷୟ ମିତ୍ର’କୁ କମ୍ପାନୀ ଦୃଢ଼ ସମର୍ଥନ କରିବାକୁ ମଧ୍ୟ ପ୍ରତିଶ୍ରୁତି ଦେଉଛି। ସେହିଭଳି ୨୦୨୫ ଶେଷ ସୁଦ୍ଧା…

‘ଅନ୍ତର୍ଜାତୀୟ ବଜାରରେ ସେବା ଯୋଗାଇବ ଇଭୋସ୍‌’

ଭୁବନେଶ୍ୱର,୨୦ା୧:ରାଜ୍ୟର ପ୍ରମୁଖ ରିଅଲ ଇଷ୍ଟେଟ୍‌ କମ୍ପାନୀ ଇଭୋସ୍‌ ବିଲ୍ଡକନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଆଗାମୀ ଦିନରେ ଜାତୀୟ ଓ ଅନ୍ତଜାତୀୟ ବଜାରରେ ଆନୁଷ୍ଠାନିକ ସେବା ଯୋଗାଇବ ବୋଲି ଇଭୋସ୍‌ ପକ୍ଷରୁ କୁହାଯାଇଛି। ଏପରିକି ଇଭୋସ୍‌ ଦୁବାଇ,ସାଉଦି ଆରବ, ଇଂଲଣ୍ଡ, କୁଏତ୍‌ ଭଳି ୧୨ଟି…

ଓର୍‌ସାକ୍‌କୁ ଗୋଲ୍ଡ ସ୍କଚ୍‌ ଆଓ୍ବାର୍ଡ

ଭୁବନେଶ୍ୱର, ୨୦।୧(ବ୍ୟୁରୋ):ଓଡ଼ିଶା ମହାକାଶ ଉପଯୋଗ କେନ୍ଦ୍ର (ଓର୍‌ସାକ୍‌) ଚଳିତ ବର୍ଷ ନିମନ୍ତେ ସମ୍ମାନଜନକ ଗୋଲ୍ଡ ସ୍କଚ୍‌ ଆୱାର୍ଡ ପାଇବାକୁ ମନୋନୀତ ହୋଇଛି। ଏହି ପୁରସ୍କାର ଦୁଇଟି କ୍ଷେତ୍ର ପାଇଁ ମିଳିଛି। ବିନା ଜମିରେ ଚାଷ କରୁଥିବା ନକଲି ଚାଷୀଙ୍କୁ ସାଟେଲାଇଟ ଜିଆଇଏସ୍‌…

ଶନିବାର କ୍ୟାବିନେଟ

ଭୁବନେଶ୍ୱର,୨୦ା୧(ବ୍ୟୁରୋ):ଆସନ୍ତା ଶନିବାର ପୂର୍ବାହ୍ନ ୧୧ଟା ୩୦ ମିନିଟ୍‌ରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ପ୍ରାୟ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ମିଳିଥିବା ସୂଚନା…

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ଅଧୀନରେ କାର୍ଯ୍ୟରତ ମୋଟ ୧୬୯ ଜଣ ଓଏଏସ୍‌ ଅଫିସରଙ୍କ ବଦଳି କରାଯାଇଥିବା ବେଳେ ୭୯ଟି ତହସିଲରେ ନୂଆ ତହସିଲଦାରଙ୍କୁ ନିଯୁକ୍ତି ଦିଆଯାଇଛି।…

ପ୍ରେମିକାଙ୍କୁ ଭିଡିଓ କଲ୍‌ କରି ଯୁବକଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୨୦ା୧(ବ୍ୟୁରୋ):ଲିଙ୍ଗରାଜ ଥାନା ଅନ୍ତର୍ଗତ ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ରହୁଥିବା ଜଣେ ଯୁବକ ତାଙ୍କ ପ୍ରେମିକାଙ୍କୁ ଭିଡିଓ କଲ୍‌ କରି ଫ୍ୟାନରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଞ୍ଚଳର ସର୍ବେଶ୍ୱର ପରିଡ଼ା ଓରଫ ପିଙ୍କୁ…

୯ ପ୍ରକଳ୍ପକୁ ୧.୫୩ ଲକ୍ଷ କୋଟି

ଭୁବନେଶ୍ୱର,୨୦ା୧(ବ୍ୟୁରୋ):ରାଜ୍ୟସ୍ତରୀୟ ହାଇଲେଭଲ କ୍ଲିୟରାନ୍ସ ଅଥରିଟି(ଏଚ୍‌ଏଲ୍‌ସିଏ) ପକ୍ଷରୁ ୧,୫୩,୦୭୪.୬୩ କୋଟି ଟଙ୍କାର ୯ଟି ବୃହତ୍‌ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏଚ୍‌ଏଲ୍‌ସିଏ ବୈଠକରେ ଗ୍ରୀନ୍‌ ଏନର୍ଜି ଓ ଉପକରଣ କ୍ଷେତ୍ରର ୪ଟି ପ୍ରକଳ୍ପ, ପେପର ଶିଳ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?