ରାଜ୍ୟ

ଆଜି ମହିଳା ଥାନାରେ ହାଜର ହେବେ ହ୍ୟୁମାନ ସାଗର

କଟକ ଅଫିସ,୧୯ା୧: ଓଡ଼ିଶାର ଖ୍ୟାତନାମା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଛନ୍ତି ସ୍ତ୍ରୀ ଶ୍ରେୟା ମିଶ୍ର। ଏହି ଅଭିଯୋଗ ଉପରେ ଆପୋସ ବୁଝାମଣା ଲାଗି କଟକ ମହିଳା ଥାନାରେ ହ୍ୟୁମାନ ସାଗର ଓ ଶ୍ରେୟାଙ୍କୁ ହାଜର ହେବାକୁ ଥାନା…

ହାତୀ ମୃତ୍ୟୁ ରୋକିବାକୁ ୧୦ ସୂତ୍ରୀ ଯୋଜନା: ଶ୍ରୀଲଙ୍କା ଢାଞ୍ଚାରେ ହେବ ସୌରବାଡ଼

କଟକ ଅଫିସ, ୧୯ା୧: ଓଡ଼ିଶାରେ ହାତୀ ମୃତ୍ୟୁ ରୋକିବାକୁ ୧୦ ସୂତ୍ରୀ ଯୋଜନା କରାଯାଇଥିବା ନେଇ ବୁଧବାର ହାଇକୋର୍ଟଙ୍କୁ ସତ୍ୟପାଠ ମାଧ୍ୟମରେ ଅବଗତ କରିଛନ୍ତି ମୁଖ୍ୟ ବନ ସଂରକ୍ଷକ। ସେହିପରି ଜନସୁରକ୍ଷା ଗଜରକ୍ଷା ଯୋଜନାରେ ଶ୍ରୀଲଙ୍କା ଢାଞ୍ଚାରେ ସୌରବାଡ଼ ଘେରାଇବା ସମ୍ପର୍କରେ…

ରାଜ୍ୟ ପୋଲିସର ୧୪ ଡିଏସ୍‌ପିଙ୍କୁ ବଦଳି

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ରାଜ୍ୟ ପୋଲିସର ୧୪ ଜଣ ଡିଏସ୍‌ପିଙ୍କୁ ବଦଳି କରାଯାଇଛି। ଏ ନେଇ ବୁଧବାର ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ସମସ୍ତ ପୋଲିସ ଅଫିସରଙ୍କୁ ନିକଟରେ ଡିଏସ୍‌ପି ପାହ୍ୟାକୁ ପଦୋନ୍ନତି ମିଳିଥିଲା। ରାଜ୍ୟ ପୋଲିସ ଏଷ୍ଟାବ୍ଲିଶମେଣ୍ଟ ବୋର୍ଡର…

ଆଜିଠୁ ପୁଣି କୋଭିଡ୍‌ ଟିକାକରଣ ଆରମ୍ଭ

ଭୁବନେଶ୍ୱର, ୧୯।୧(ବ୍ୟୁରୋ): ରାଜ୍ୟରେ ଗୁରୁବାରଠାରୁ ପୁଣି କୋଭିଡ୍‌ ଟିକାକରଣ ଆରମ୍ଭ ହେବ। ରାଜ୍ୟର ସମସ୍ତ ଜିଲା, ସହରାଞ୍ଚଳ, ଗୋଷ୍ଠୀ ଓ ପ୍ରାଥମିକ ଡାକ୍ତରଖାନାରେ ଟିକା ଦିଆଯିବ। ଯେଉଁମାନେ ଦ୍ୱିତୀୟ ଓ ପ୍ରିକଶନ୍‌ ଡୋଜ୍‌ ବା ବୁଷ୍ଟର ଡୋଜ୍‌ ନେଇ ନାହାନ୍ତି, ସେମାନେ…

କେନ୍ଦ୍ର ସବ୍‌ସିଡି ବନ୍ଦ

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ସହ ବର୍ଦ୍ଧିତ ଜନସଂଖ୍ୟାକୁ ଖାଦ୍ୟଶସ୍ୟ ଯୋଗାଇବା ଏକ ବଡ଼ ଚ୍ୟାଲେଞ୍ଜ ହୋଇଛି। ସଅଳ ଓ ଅଧିକ ଉତ୍ପାଦନକ୍ଷମ ବିହନ ଉପରେ ଚାଷୀମାନେ ଗୁରୁତ୍ୱ ଦେଉଛନ୍ତି। ମାତ୍ର କେନ୍ଦ୍ର ସରକାର ନୂତନ କିସମ ବିହନ ପାଇଁ ଯୋଗାଇ ଦେଉଥିବା…

ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷାଫଳ ପ୍ରକାଶିତ

କଟକ ଅଫିସ,୧୯ା୧: ଚଳିତବର୍ଷର ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ୱେବ୍‌ସାଇଟ୍‌ (www.bseodisha.ac.in)ରେ ପରୀକ୍ଷାଫଳ ଉପଲବ୍ଧ। ହାଇସ୍କୁଲ ପରୀକ୍ଷା ପାଇଁ ୫ ଲକ୍ଷ ୩୨ ହଜାର ୭୪୬ ଜଣ ଛାତ୍ରୀଛାତ୍ର ଫର୍ମ ପୂରଣ କରିଥିଲେ। ସେଥିମଧ୍ୟରୁ…

‘ଡାକୋଟା’କୁ ବିମାନ ବନ୍ଦରରେ ସ୍ବାଗତ କଲେ ନବୀନ

ଭୁବନେଶ୍ୱର,୧୮ା୧(ଭୁବନେଶ୍ୱର): ଭୁବନେଶ୍ୱର ବିମାନ ବନ୍ଦରରେ ବୁଧବାର ବିଜୁ ବାବୁଙ୍କ ପ୍ରିୟ ବିମାନ ‘ଡାକୋଟା’ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ସ୍ବାଗତ କରିବା ପାଇଁ ବିମାନ ବନ୍ଦରରେ ପହଞ୍ଚିଥିଲେ। ‘ଡାକୋଟା’ ଉପରେ ନବୀନ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ବିଜୁ ବାବୁଙ୍କ…

ରାଜଧାନୀରେ ପହଞ୍ଚିଲା ‘ଡାକୋଟା’

ଭୁବନେଶ୍ୱର,୧୮ା୧(ବ୍ୟୁରୋ): ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି। ବୁଧବାର ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛି ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରିୟ ବିମାନ ତଥା ସ୍ମୃତି ‘ଡାକୋଟା’। କୋଲକାତାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଏହାକୁ ଭୁବନେଶ୍ୱର ବିମାନବନ୍ଦର ଅଣାଯାଇଛି। ପ୍ରଥମେ…

ବିବାଦରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର, ମହିଳା ଥାନାର ଦ୍ୱାରସ୍ଥ ହେଲେ ପତ୍ନୀ

କଟକ ଅଫିସ,୧୮।୧: ପୁଣି ବିବାଦରେ ଫସିଛନ୍ତି ଓଲିଉଡ ଗାୟକ ହ୍ୟୁମାନ ସାଗର। ହ୍ୟୁମାନ ଶାରିରୀକ ଏବଂ ମାନସିକ ନିର୍ଯାତନା ଦେଉଥିବା ନେଇ ଅଭିଯୋଗ ଆଣିଛନ୍ତି ପତ୍ନୀ। ସେ ଏଥିରେ ଅତିଷ୍ଠ ହୋଇ ମହିଳା ଥାନାର ଦ୍ୱାରସ୍ଥ ହୋଇଥିବା ଜଣାପଡ଼ିଛି। ଗୁରୁବାର ପୂର୍ବାହ୍ନ…

ହାଇକୋର୍ଟରେ ହାତୀ ମୃତ୍ୟୁ ମାମଲା

କଟକ ଅଫିସ,୧୮ା୧: ହାଇକୋର୍ଟରେ ପହଞ୍ଚିଛି ହାତୀ ମୃତ୍ୟୁ ମାମଲା। ହାତୀଙ୍କୁ ସୁରକ୍ଷା ଦେବା ପାଇଁ ତୁରନ୍ତ ଆକ୍ସନ ପ୍ଲାନ ଲାଗୁ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୩ ସପ୍ତାହ ମଧ୍ୟରେ ଏହି ଆକ୍ସନ ପ୍ଲାନ ଲାଗୁ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…

ଦୂତି ଚାନ୍ଦଙ୍କୁ ବଡ଼ ଝଟ୍‌କା: ଡୋପ ଟେଷ୍ଟରେ ଧରାପଡିବା ପରେ ହେଲେ ନିଲମ୍ବିତ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୧: ଏସିଆନ୍‌ ଗେମ୍ସ ପୂର୍ବରୁ ଭାରତୀୟ ଧାବିକା ଦୂତି ଚାନ୍ଦଙ୍କୁ ବଡ଼ ଝଟ୍‌କା ଲାଗିଛି। ଡୋପ ଟେଷ୍ଟରେ ବିଫଳ ହେବା ପରେ ତାଙ୍କୁ ସାମୟିକ ଭାବେ ନିଲମ୍ବିତ କରାଯାଇଛି। ଦୂତି ସିଲେକ୍ଟିଭ ଆଣ୍ଡ୍ରୋଜେନ ରିସେପ୍ଟର ମଡ୍ୟୁଲେଟର ସେବନ କରୁଥିବା ଜଣାପଡିଛି। ତାଙ୍କ…

ଅଳ୍ପ କେଇଘଣ୍ଟା ପରେ ଭୁବନେଶ୍ବରରେ ପହଞ୍ଚତ୍ବ ଡାକୋଟା

ବାଲେଶ୍ୱର ଅଫିସ, ୧୮।୧: ବିଜୁ ପଟ୍ଟନାୟକଙ୍କ ସ୍ମୃତି ଡାକୋଟା ଭିଟି-ଏୟୁଆଇ ବିମାନ ବୁଧବାର ପୂର୍ବାହ୍ନରେ ଓଡ଼ିଶାକୁ ଫେରିଛି। ସକାଳେ ଲକ୍ଷ୍ମଣନାଥ ଟୋଲଗେଟ୍‌ ଦେଇ ୩ଟି ଲରିରେ ଜଳେଶ୍ବରରେ ପହଞ୍ଚିଥିଲା। ଆଉ କିଛି ଘଣ୍ଟା ପରେ ଭୁବନେଶ୍ବରରେ ପହଞ୍ଚିବ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?