ଓଡ଼ିଶାରେ ଲାଗିବ ଆଉ ୨ ଡପଲର ରାଡାର
ନୂଆଦିଲ୍ଲୀ,୧୭ା୧: ଜଳବାୟୁ ପର୍ଯ୍ୟବେକ୍ଷଣ ସାମର୍ଥ୍ୟ ବଢ଼ାଇବା ଲାଗି ଓଡ଼ିଶାରେ ଖୁବ୍ଶୀଘ୍ର ଆଉ ୨ଟି ଡପଲର ରାଡାର ସ୍ଥାପନ କରାଯିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) କହିଛି। ଗୋଟିଏ ସମ୍ବଲପୁରରେ ଏବଂ ଅନ୍ୟଟି ବାଲେଶ୍ୱରରେ ଲାଗିବ ବୋଲି ଆଇଏମ୍ଡି ଗଣମାଧ୍ୟମକୁ ସୂଚନା…
୧୯ରୁ ପୁଣି କୋଭିଡ୍ ଟିକାକରଣ ଆରମ୍ଭ
ଭୁବନେଶର,୧୬।୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ୧୯ ତାରିଖରୁ ପୁଣି କୋଭିଡ୍ ଟିକାଦାନ ଆରମ୍ଭ ହେବ। ନିର୍ଦ୍ଦିଷ୍ଟ ସରକାରୀ ସାସ୍ଥ୍ୟ କେନ୍ଦ୍ରରେ ପୂର୍ବ ପରି ଲୋକଙ୍କୁ କୋଭିଡ୍ ଟିକା ଦିଆଯିବ। ଦ୍ୱିତୀୟ ଏବଂ ବୁଷ୍ଟର ଡୋଜ୍ ଟିକା ନେଇ ନ ଥିବା ଲୋକଙ୍କୁ ଟିକା…
୧୭ରେ ଏହି ସବୁ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟରେ ୧୭ ଏବଂ ୧୮ ତାରିଖରେ ଉତ୍ତର ଓଡ଼ିଶାର କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ୧୭ ତାରିଖରେ ସୁନ୍ଦରଗଡ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡା, ଜଗତ୍ସିଂହପୁର,…
୨ ବର୍ଷର ଝିଅକୁ କଚାଡ଼ି ମାରିଲେ ବାପା
ଦେବଗଡ଼,୧୬ା୧(ଡି.ଏନ୍.ଏ.): ଦୁଇ ବର୍ଷର ଝିଅକୁ କଚାଡ଼ି ମାରିଛନ୍ତି ବାପା। ଏପରି ଅମାନବୀୟ ଘଟଣା ଦେଖିବାକୁ ମିଳିଛି ଦେବଗଡ଼ ଜଲା ନବଗଠିତ ଲଇମୁରା ଥାନା ଅନ୍ତର୍ଗତ ଲମ୍ବଡୁରା ଗ୍ରାମରେ। ବାପା ବିଜୁ କିଷାନଙ୍କୁ ପୋଲିସ ଅଟକ ରଖିଥିବା ଜଣାପଡ଼ିଛି। ଖବର ଅନୁଯାୟୀ, ତିଳେଇବଣି…
ପାନୀୟ ଜଳ ପାଇଁ ତେଜିଲା ଆନ୍ଦୋଳନ: ରାସ୍ତାକୁ ଓହ୍ଲାଇଲେ ମହିଳା
ଲାଞ୍ଜିଗଡ଼,୧୬।୧(ଡି.ଏନ୍.ଏ.): ଜାନୁୟାରୀ ମାସ ନ ସରୁଣୁ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବନ୍ଧପାରି ଗାଁଠାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଏହାକୁ ନେଇ ପ୍ରଶାସନ ତଥା ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଅଭିଯୋଗ ପରେ ମଧ୍ୟ କୌଣସି ପଦକ୍ଷେପ ନ ନେବାରୁ ବନ୍ଧପାରି…
କୂଳକୁ ଫେରିଲେ ନିଖୋଜ ୧୩ ମତ୍ସ୍ୟଜୀବୀ
ପାରାଦୀପ,୧୬ା୧(ସ୍ବ.ପ୍ର.): ୮ ତାରିଖରୁ ସମୁଦ୍ରକୁ ଯାଇଥିବା ୨ଟି ବୋଟ୍ର ୧୩ ଜଣ ମତ୍ସ୍ୟଜୀବୀ ନିଖୋଜ ଥିଲେ। ତାଙ୍କୁ ସୋମବାର ମଧ୍ୟାହ୍ନରେ କୋଷ୍ଟଗାର୍ଡ ପକ୍ଷରୁ ଉଦ୍ଧାର କରାଯାଇଛି। ସେମାନଙ୍କ ବୋଟ୍ ସହିତ ଆସି ପାରାଦୀପ ମାଛଧରାବନ୍ଦର ପୋତାଶ୍ରୟରେ ପହଞ୍ଚିଛନ୍ତି। ଉଦ୍ଧାର ବୋଟର ଡ୍ରାଇଭର…
ବଞ୍ଚିବାର ରାହା ଖୋଜୁଛନ୍ତି ଆଦିବାସୀ
ଭବାନୀପାଟଣା,୧୬।୧(ସ୍ବ.ପ୍ର.): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଆଦିବାସୀମାନଙ୍କ ପାଇଁ ବିଭିନ୍ନ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ପ୍ରଶାସନିକ ଅଧିକାରୀଙ୍କ ନାଲିଫିତା ତଳେ ସବୁ ଯୋଜନା ଅଟକି ପଡୁଛି। ଏମାନଙ୍କ ପାଇଁ ନା ଅଛି ରାସ୍ତା,…
ରାଇସ ମିଲ୍ ବିମ୍ ପଡ଼ି ୨ ଶ୍ରମିକଙ୍କ ଜୀବନ ଗଲା
ନୟାଗଡ଼ ଅଫିସ,୧୬ା୧: ନୟାଗଡ଼ ଜିଲା ଓଡ଼ଗାଁ ଥାନା ଅନ୍ତର୍ଗତ ରୋହିବାଙ୍କସ୍ଥିତ ଏକ ରାଇସ୍ ମିଲ୍ରେ ଅଘଟଣ ଘଟିଛି। ବିମ୍ ପଡ଼ିବାରୁ ୨ ଶ୍ରମିକଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲା ତିରିଶିଂ ଗ୍ରାମର ରାମେଶ୍ୱର ଦିହୁଡ଼ି ଏବଂ କଟକ ଜିଲା…
ରାଜଶ୍ରୀଙ୍କ ମୃତ୍ୟୁ ଲାଗି କିଏ ଦାୟୀ ତାକୁ ଧରନ୍ତୁ: ଭାଜପା
ଭୁବନେଶ୍ବର,୧୬ା୧(ବ୍ୟୁରୋ):ରାଜ୍ୟରେ ଖେଳକୁ ପ୍ରୋତ୍ସାହନ ଦେଉଥିବା ମୁଖ୍ୟମନ୍ତ୍ରୀ ମହିଳା ଖେଳାଳିଙ୍କୁ ସୁରକ୍ଷା ଦେବାରେ ବିଫଳ ସାବ୍ୟସ୍ତ ହୋଇଛନ୍ତି। ଓଡ଼ିଶାରେ ବିଶ୍ୱସ୍ତରୀୟ ଖେଳାଳିଙ୍କ ଲାଗି ନବୀନ ବାବୁ କୌଣସି ବ୍ୟବସ୍ଥା କରୁନାହାନ୍ତି କି ଓଡ଼ିଶାର କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ମଧ୍ୟ କିଛି ପଦକ୍ଷେପ ନ…
ଆବାସ ଲୋଗୋ: ବିଜେଡି-ଭାଜପା ପୁଣି ମୁହାଁମୁହିଁ
ଭୁବନେଶ୍ବର,୧୬ା୧(ବ୍ୟୁରୋ):ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଶ୍ରେୟ ନେବାକୁ ବିଜେଡି-ଭାଜପା ମଧ୍ୟରେ ପୁଣି ଟଣାଓଟରା ଆରମ୍ଭ ହୋଇଯାଇଛି। ଏଣିକି ଆବାସ ଯୋଜନାରେ କେନ୍ଦ୍ରର ପିଏମ୍ଏୱାଇ ଲୋଗୋକୁ ସ୍ପଷ୍ଟ ଭାବେ ପ୍ରଦର୍ଶିତ କରାଯିବ। ରାଜ୍ୟ ସରକାରଙ୍କ ତରଫରୁ ଏନେଇ କେନ୍ଦ୍ର ସରକାରଙ୍କୁ ଜଣାଯାଇଛି। ତେବେ ପୂର୍ବପରି…
ଉତ୍ସବର ମଜା ଉଠାଅ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୬।୧(ବ୍ୟୁରୋ):ଓଡ଼ିଶା ଦ୍ୱିତୀୟଥର ପାଇଁ ପୁରୁଷ ହକି ବିଶ୍ୱକପ୍ ଆୟୋଜନର ସୁଯୋଗ ପାଇଛି। ଏହା ଆମକୁ ଅଧିକ ଗୌରବାନ୍ବିତ କରିଛି। ଓଡ଼ିଶା ପାଇଁ ଏହା ଏକ ଗର୍ବର ମୁହୂର୍ତ୍ତ। ଓଡ଼ିଶାରେ ବିଶ୍ୱକପ୍ର ଉପସ୍ଥିତିକୁ ସମସ୍ତେ ଅନୁଭବ କରିବା ସହ ଏକ ମନ ନେଇ…
ପ୍ରଥମଥର ଖୋଲିଲା ନାଇଟ୍ ବଜାର
ଭୁବନେଶ୍ୱର, ୧୬।୧ (ବ୍ୟୁରୋ):ହକି ବିଶ୍ୱକପ୍କୁ ଅଧିକ ରଙ୍ଗାରଙ୍ଗ କରିବା ସହ ଅତିଥି, ପର୍ଯ୍ୟଟକ, ଖେଳପ୍ରେମୀ ଓ ସହରବାସୀଙ୍କୁ ବିଶ୍ୱସ୍ତରୀୟ ଅନୁଭବ ଦେବା ପାଇଁ ଭୁବନେଶ୍ୱରରେ ଆରମ୍ଭ ହୋଇଛି ମନୋରଞ୍ଜନର ମହାକୁମ୍ଭ ‘ଡଟ୍ଫେଷ୍ଟ’। ଏକା ସଙ୍ଗରେ ଏହା ଲୋକଙ୍କୁ ନୃତ୍ୟ, ସଙ୍ଗୀତ, କମେଡି…

