ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…
କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଗୁରୁବାର ଦଶମନ୍ତପୁର ଥାନା ଅଧିକାରୀ ସୁକମା ହାଁସଦା କୌଣସି ଏକ ମାମଲାର ରଫା…
ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ
ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଖଣ୍ଡଗିରିରୁ ଏମ୍ସ ଯାଏଁ ହେବ ସ୍ବତନ୍ତ୍ର ଆମ୍ବୁଲାନ୍ସ କରିଡର । ବୈଠକରେ ଖଣ୍ଡଗିରିରୁ କଳିଙ୍ଗନଗର…
ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍ ତଳକୁ ଖସିଲା ବୋଲେରୋ
ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର ହେବା ସହିତ ୫ଜଣ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ,ଗତକାଲି ବିଳମ୍ବିତ ରାତିରେ ପଡୋଶୀ ପଶ୍ଚିମବଙ୍ଗ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…
ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ ପରିମାଣର ୩୧ ହଜାର କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି। ଏଣିକି ଆଉ…
ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ
କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍ସ୍ଥିତ ନିର୍ମଳା କନ୍ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ ହତ୍ୟା କରାଯାଇଛି। ମୃତ ମହିଳା ବାଲେଶ୍ୱର ଜିଲା ଗୋପାଳପୁର ଥାନା ରେମୁଣା ପଞ୍ଚାୟତ ଅନ୍ତର୍ଗତ…
୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ
ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ ଦ୍ୱାରା କୌଣସି ପୃଥକ୍ ପାଣ୍ଠି ମଞ୍ଜୁର କରାଯାଇନାହିଁ। ଓଟିପି ପାଇଁ ବ୍ୟବହୃତ ମୋବାଇଲ ନମ୍ୱର…
ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର
ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ ପାଇଁ ଆୟୋଜିତ ପରୀକ୍ଷାରେ ପ୍ରାୟ ୮,୦୦୦ ଆଶାୟୀ ଅଂଶଗ୍ରହଣ କରିଛନ୍ତି। ସୂଚନା ଅନୁଯାୟୀ, ଚୁକ୍ତିଭିତ୍ତିକ…
ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…
ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର ଏଥିରେ ରୋକ୍ ଲଗାଇଛି ତହସିଲ ଓ ପୌର ପ୍ରଶାସନ। ଭାଜପା ଦଳର ନେତାଙ୍କ ଚାପରେ…
‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍ କ୍ଷମତା ବିଶିଷ୍ଟ ଏକ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ବରଗଡ଼ ଲୋକ ସଭା ଏମ୍ପି…
କିସ୍ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…
ଭୁବନେଶ୍ୱର,୧୭ା୧୨: କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ନେଇ ପୋଲିସ କମିଶନର ସ୍ପଷ୍ଟ କରିବା ପରେ ଏବଂ ସାଂସଦ ବଳଭଦ୍ର ମାଝୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି…
ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି
ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ବୁଧବାର ସନ୍ଧ୍ୟାରେ ଭର୍ତ୍ତି ହୋଇଛନ୍ତି । ଏହି ଗ୍ରାମର ଲୋକେ ନିଜ…
ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…
ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ ଏଥର ଶ୍ରୀମନ୍ଦିର ଗର୍ଭଗୃହ ସହ ଚତୁର୍ଦ୍ଧା ବିଗ୍ରହଙ୍କ ଫୋଟ ଭାଇରାଲ ହୋଇଛି। ଯାହାକୁ ନେଇ…
Archives


