କୋଇଲା ବ୍ୟବସାୟୀଙ୍କ ଘର ଉପରକୁ ଗୁଳିମାଡ଼
ସୁନ୍ଦରଗଡ଼, ୧୭।୫ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ପ୍ରତିଷ୍ଠିତ କୋଇଲା ପରିବହନ ବ୍ୟବସାୟୀ ସଞ୍ଜୟ ନନ୍ଦ (ପିଲୁ)ଙ୍କ ବାସଭବନ ଉପରକୁ ଶନିବାର ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି। କେଉଁ କାରଣରୁ ଏହି ଗୁଳିମାଡ଼ ହୋଇଛି ତାହା ସ୍ପଷ୍ଟ ଜଣାପଡ଼ି ନଥିଲେ…
ପୁରୀରୁ ଶଶୁର ଘରକୁ ଫେରୁଥିଲେ: ଟ୍ରଲର-କାର ମୁହାଁମୁହିଁ ଧକ୍କା, ୨ ମୃତ ୩ ଗୁରୁତର
ପାପଡ଼ାହାଣ୍ଡି, ୧୭।୫ (ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍ ଜିଟିକିଗୁଡ଼ା ଜାତୀୟ ରାଜପଥ ନିକଟରେ ଏକ ଟ୍ରଲର ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଭୟାବହ ଦୁର୍ଘଟଣାରେ ଦୁଇ ଜଣ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ…
ସକାଳୁ ସକାଳୁ ପୋଖରୀରେ ଭାସୁଛି କ୍ଷୁଦ୍ର ଜଳସେଚନ ବିଭଗ ଅବସରପ୍ରାପ୍ତ କର୍ମଚାରୀଙ୍କ ମୃତଦେହ
ଭବାନୀପାଟଣା,୧୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୁରୁଣା ପଡାସ୍ଥିତ ସାନବନ୍ଧରୁ ରବିବାର ସକାଳୁ ଜଣେ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ତାଙ୍କ ନାମ ପୂର୍ଣ୍ଣଚନ୍ଦ୍ର ନାୟକ(୭୦) ଓ ସେ ସହରର ବଡ଼ ପଡାର ହୋଇଥିବାବେଳେ କ୍ଷୁଦ୍ର ଜଳସେଚନ ବିଭଗର…
ପ୍ଲାଟିନମ୍ ଉପାଦାନ ଉତ୍ତୋଳନ ସଫଳ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୫(ପି.ଟି./ସୁନିତ୍ ମିଶ୍ର): ବିଶ୍ୱ ବଜାରରେ ଲୁହାପଥର, ବକ୍ସାଇଟ୍, କ୍ରୋମାଇଟ୍ ଭଳି କଞ୍ଚାମାଲର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ପ୍ଲାଟିନମ୍ର ଚାହିଦା ମଧ୍ୟ ବଢ଼ିିଛି । କେନ୍ଦୁଝର ଜିଲାର ବାଙ୍ଗୁର କ୍ରୋମାଇଟ୍ ଖଣିରୁ ପ୍ଲାଟିନମ୍ ଗ୍ରୁପ୍ ଏଲିମେଣ୍ଟ ଉତ୍ତୋଳନ କରିବାରେ…
ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…
ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ ତାଙ୍କ ୩ ସହଯୋଗୀଙ୍କୁ ପୋଲିସ କାବୁ କରିବାରେ ସଫଳ ହୋଇଛି। ନକାଉଣ୍ଟର ହୋଇଥିବା…
ଆଜି ଓଡ଼ିଶା ଗସ୍ତରେ ନୀତିନ୍ ନବୀନ
ଭୁବନେଶ୍ୱର, ୧୭।୫(ସୁନିତ୍ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ନୀତିନ୍ ସାଧାରଣ ଯାତ୍ରୀବାହୀ ବିମାନରେ ରବିବାର ସାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ।…
ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ
ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘ ପକ୍ଷରୁ ଏକାଧିକ ଦାବg ନେଇ ଆସନ୍ତା ୨୦…
ଜୁନ୍ ୭ରେ ଓଡ଼ିଶା ସିଭିଲ ସର୍ଭିସ୍ ପ୍ରିଲିମ୍
କଟକ,୧୭।୫(କାର୍ତ୍ତିକ ସାହୁ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍ସି) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମନାରି ପରୀକ୍ଷା-୨୦୨୫ର କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁନ୍ ୭ ତାରିଖ (ରବିବାର) ଏହି ପରୀକ୍ଷା ୨ଟି ପର୍ଯ୍ୟାୟରେ ହେବ। ଓଡ଼ିଶାର ୬ଟି ଜୋନ୍…
ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର
ଭୁବନେଶ୍ୱର, ୧୭।୫(ସୁନିତ୍ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ ଲୋକମାନେ ଲମ୍ୱା ଲାଇନ୍ରେ ପେଟ୍ରୋଲ, ଡିଜେଲ ନେବାକୁ ଅପେକ୍ଷା କରି ରହିଥିବାର ଦୃଶ୍ୟ…
ପ୍ରଶ୍ନପତ୍ର ଲିକ୍, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି
ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ ହୋଇଛି । ଏଥିରେ ଦେଶର ୨୨ ଲକ୍ଷରୁ ଊଦ୍ଧର୍ବ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାରକୁ…
ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ
ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ସ୍ଥିତି ସ୍ୱାଭାବିକ ଥିବା ନେଇ ପ୍ରେସ୍ମିଟ୍ ଜରିଆରେ ଆଶ୍ୱାସନା…
ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …
ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳରେ। ଏ ନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସୂଚନା…

