ରାସ୍ତାରେ ପୋଲିସ୍ ପହରା , ମୋ ବସ୍ରେ ସକ୍ରିୟ ଲୁଟେରା
ଭୁବନେଶ୍ୱର,୧୬।୧(ବ୍ୟୁରୋ):ହକି ବିଶ୍ୱକପ୍ ଓ ଡଟ୍ ଫେଷ୍ଟ ପାଇଁ ପୋଲିସ ରାସ୍ତାଘାଟଠାରୁ ଆରମ୍ଭ କରି ଛକ ଛକରେ ଚେକିଂ କରିବା ସହ ପଇଁତରା ମାରୁଛି। ଏପଟେ ମୋ ବସ୍ ଭିତରେ ଭିଡର ସୁଯୋଗ ନେଇ ଲୁଟେରା ଓ ଚୋର ଗ୍ୟାଙ୍ଗ ପୁଣି ମାତିଛନ୍ତି।…
ଉତ୍ସବମୁଖର ସହରୀ ସକାଳ
ଭୁବନେଶ୍ୱର, ୧୬।୧ (ବ୍ୟୁରୋ):ରାଜଧାନୀରେ ରବିବାର ଶୀତୁଆ ସକାଳକୁ ସତେଜ କରିଥିଲା ‘ପଥ ଉତ୍ସବ’। ପିଲାଠାରୁ ବୟସ୍କଙ୍କ ପର୍ଯ୍ୟନ୍ତ ସମସ୍ତେ ନାଚ, ଗୀତ ସାଙ୍ଗକୁ ମନୋରଞ୍ଜନର ଭରପୂର ମଜା ଉଠାଇଥିଲେ। ଏଥର ପଥ ଉତ୍ସବ ପୁରୁଣା ଭୁବନେଶ୍ୱର ରଥରୋଡ୍ରେ ଅନୁଷ୍ଠିତ ହୋଇଥିଲା। ସକାଳ…
ସମୁଦ୍ରରେ ୨ ମାଛଧରା ବୋଟ୍ ନିଖୋଜ: ୧୩ ମତ୍ସ୍ୟଜୀବୀଙ୍କ ପତ୍ତା ମିଳୁନି
ପାରାଦୀପ,୧୬ା୧(ସ୍ବ.ପ୍ର.): ପାରାଦୀପ ମାଛଧରାବନ୍ଦର ପରିସରରୁ ସମୁଦ୍ରକୁ ଯାଇଥିବା ଦୁଇଟି ମାଛଧରା ବୋଟ ରବିବାର ନିଖୋଜ ହୋଇଯାଇଛି। ସେମାନଙ୍କୁ ଉଦ୍ଧାର ପାଇଁ ମତ୍ସ୍ୟ ବିଭାଗ ପକ୍ଷରୁ ରାତିରେ କୋଷ୍ଟଗାର୍ଡ ଓ ମେରାଇନ ପୋଲିସକୁ ଚିଠି (ନଂ-୧୫୭/୧୫-୦୧-୨୩)ଯୋଗେ ଅନୁରୋଧ କରାଯାଇଛି। ଏଥିରେ ଦର୍ଶାଯାଇଛି, ୨ଟି…
ଭିତ୍ତିଭୂମି ଶେୟାର କରିପାରିବେ ଉଚ୍ଚ ଶିକ୍ଷାନୁଷ୍ଠାନ
ଭୁବନେଶ୍ୱର, ୧୬।୧(ବ୍ୟୁରୋ):କେନ୍ଦ୍ର ସରକାର ଉଚ୍ଚ ଶିକ୍ଷାନୁଷ୍ଠାନରେ ଭିତ୍ତିଭୂମି ସୁଦୃଢ଼ ଉପରେ ଗୁରୁତ୍ୱ ଦେଉଥିବାବେଳେ ଦେଶର ଅଧିକାଂଶ ଉଚ୍ଚ ଶିକ୍ଷାନୁଷ୍ଠାନରେ ଏବେ ବି ଆବଶ୍ୟକ ଭିତ୍ତିଭୂମି ନାହିଁ। ଏହାକୁ ଦୃଷ୍ଟିରେ ରଖି ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…
୯ ଜିଲାକୁ ଘନ କୁହୁଡ଼ି ସତର୍କତା
ଭୁବନେଶ୍ୱର, ୧୬।୧(ବ୍ୟୁରୋ):ରାଜ୍ୟରେ ଏବେ ଶୀତ କମିଥିଲେ ମଧ୍ୟ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ରବିବାର ସକାଳ ପ୍ରାୟ ୮ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖାଯାଇଥିଲା। ଆସନ୍ତା ଦୁଇଦିନ ଏପରି କୁହୁଡ଼ି ଅନୁଭୂତ ହେବ। ତେବେ ସୋମବାର ସକାଳ ସାଢ଼େ…
ଓଡ଼ିଶାକୁ ୯.୫୯ ଲକ୍ଷ ଗୃହ ମଞ୍ଜୁର
ଭୁବନେଶ୍ବର,୧୬ା୧(ବ୍ୟୁରୋ):ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍ଏୱାଇ)କୁ ନେଇ କେନ୍ଦ୍ର-ରାଜ୍ୟ ମଧ୍ୟରେ ଦୀର୍ଘଦିନ ହେବ ମୁହଁାମୁହିଁ ସ୍ଥିତି ଲାଗି ରହିଥିଲା। ଏଥିଯୋଗୁ ହିତାଧିକାରୀଙ୍କୁ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଥିଲା। ବହୁ ବାଦବିବାଦ ପରେ ରାଜ୍ୟ ହିତାଧିକାରୀମାନେ ଏବେ ଆବାସ ଘର ପାଇବାକୁ…
ମଧ୍ୟପ୍ରଦେଶରୁ ୱେବ୍ ଏକ୍ସପର୍ଟ ଗିରଫ
ଭୁବନେଶ୍ୱର,୧୬।୧(ବ୍ୟୁରୋ):ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଗୁଜରାଟ, କର୍ନାଟକ, ଆନ୍ଧ୍ରପ୍ରଦେଶ ଆଦି ବିଭିନ୍ନ ରାଜ୍ୟରେ ଜାଲ ବିଛାଇ ପ୍ରାୟ ୫୦ ହଜାର ଚାକିରି ଆଶାୟୀଙ୍କଠାରୁ ବହୁ କୋଟି ଟଙ୍କା ଠକେଇ ଘଟଣାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଆଉଜଣେ ଅଭିଯୁକ୍ତଙ୍କୁ ମଧ୍ୟପ୍ରଦେଶରୁ ଗିରଫ…
ଭାଜପା ନେତାଙ୍କୁ ଦେଉଥିଲେ ହତ୍ୟା ଧମକ: ଓଡ଼ିଆ ଯୁବକଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ
ପାରଳାଖେମୁଣ୍ଡି,୧୫ା୧(ଡି.ଏନ୍.ଏ): ଭାଜପା ନେତା ଏବଂ ମନ୍ତ୍ରୀଙ୍କୁ ଧମକପୂର୍ଣ୍ଣ ମେସେଜ ଓ କଲ୍ କରିବା ଅଭିଯୋଗରେ ମୁମ୍ବାଇ ପୋଲିସ ଜଣେ ଓଡ଼ିଆ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଗଜପତି ଜିଲା ସେରଙ୍ଗ ଥାନା ଖଜୁରୀପଦା ଫାଣ୍ଡି ଅନ୍ତର୍ଗତ କେ.ଝାଲରସିଂ ଗାଁର ଆଶିଷ…
ଆଇଆଇସିଙ୍କ ନାଁରେ ଫେକ୍ ଆକାଉଣ୍ଟ: ଯୁବକ ହରାଇଲେ ୬୧୦୦୦ ଟଙ୍କା
ସୋରଡ଼ା,୧୫ା୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ନୂଆଁଗଡ଼ ଗ୍ରାମର ଜିତେନ୍ଦ୍ର ଦାସଙ୍କ ଫେସ୍ବୁକ୍କୁ ଆଇଆଇସି ପ୍ରଭାତ ସାହୁଙ୍କ ନାଁରେ ମେସେଜ ଆସିଥିଲା ଯେ, ବୁଧବାର ମୋର ଜଣେ ସାଙ୍ଗ ସିଆର୍ପିଏଫ୍ରେ କାର୍ଯ୍ୟ କରୁଛି ତା’ର ବଦଳି ହୋଇଯାଇଛି। ତେଣୁ ଭୁବନେଶ୍ବରରେ ଥିବା…
ପକ୍କାଘର ଆବଣ୍ଟନକୁ ନେଇ ବିଜେଡି-ଭାଜପା ମୁହାଁମୁହିଁ
ଭୁବନେଶ୍ୱର,୧୫।୧(ବ୍ୟୁରୋ): ରାଜ୍ୟରେ ବାଦ୍ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇବା ପାଇଁ ପ୍ରାୟ ତିନି ବର୍ଷ କାଳ ରାଜ୍ୟ ସରକାର କେନ୍ଦ୍ର ନିକଟରେ ବାରମ୍ବାର ଦାବିକରି ଆସୁଥିଲେ। ଶେଷରେ କେନ୍ଦ୍ର ସରକାର ରାଜ୍ୟର ଦାବିକୁ ମାନି ନେଇଛନ୍ତି।…
ଢାବାରେ ଫୁଟିଲା ଗୁଳି, ଜଣେ ଗୁରୁତର
ସାରସକଣା,୧୫।୧(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧିନସ୍ଥ ଜାମଶୋଳା ନିକଟ ଏକ ଢାବାରେ ଶନିବାର ବିଳମ୍ବିତ ରାତି ପ୍ରାୟ ୧ଟା ସମୟରେ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ, ଝାରଖଣ୍ଡ ଅଞ୍ଚଳର ୪ରୁ ୫ଜଣ…
ଉଭେଇଗଲା ଶୀତ
ଭୁବନେଶ୍ୱର,୧୫।୧(ବ୍ୟୁରୋ):ଚଳିତ ବର୍ଷ ଶୀତ ଉଭେଇଗଲା। ଅଳ୍ପ କେଇ ଦିନ ଟିକେ ଝଟକା ଦେଖାଇ ଗାଏବ ହୋଇଯାଇଛି। ଆଗାମୀ ଦିନରେ ମଧ୍ୟ ଶୀତ ବଢ଼ିବା ନେଇ କୌଣସି ସୂଚନା ନାହିଁ। ଆସନ୍ତା ୨୪ ତାରିଖ ଯାଏ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ହେବ…

