ସରକାରୀ ବୈଠକ-ସମ୍ମିଳନୀରେ ମାଣ୍ଡିଆ ସ୍ନାକ୍ସ ସାମିଲ ଯୋଜନା: ସବୁ ବିଭାଗକୁ କୃଷି ସଚିବଙ୍କ ଚିଠି
ଭୁବନେଶ୍ୱର,୨୨ା୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଦ୍ୱାରା ଆୟୋଜିତ ବୈଠକ ଏବଂ ସମ୍ମିଳନୀରେ ମାଣ୍ଡିଆରୁ ପ୍ରସ୍ତୁତ ସ୍ନାକ୍ସ ପରିବେଷଣ କରିବା ଦିଗରେ ବିଚାର କରିବା ପାଇଁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀ ବୁଧବାର…
ପୂର୍ବତନ ସ୍ବାଧୀନ ବିଧାୟକ କପିଳ ନାରାୟଣଙ୍କ ପରଲୋକ
ନୂଆପଡ଼ା ଅଫିସ/ଖଡ଼ିଆଳ, ୨୨।୯(ଡି.ଏନ.ଏ.): ନୂଆପଡା ଜିଲା ଖଡିଆଳ ନିର୍ବାଚନ ମଣ୍ଡଳୀର ପୂର୍ବତନ ସ୍ବାଧୀନ ବିଧାୟକ କପିଳ ନାରାୟଣ ତିୱାରୀଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୯୩ ବର୍ଷ ହୋଇଥିଲା। ବାର୍ଦ୍ଧକ୍ୟଜନିତ ଯୋଗୁ ଗତ କିଛିଦିନ ହେବ ସେ ଅସୁସ୍ଥ ଥିଲେ। ତାଙ୍କ…
ଭଲ ବର୍ଷିଲା ଦକ୍ଷିଣ ପଶ୍ଚିମ ମୌସୁମୀ
ଭୁବନେଶ୍ୱର,୨୨ା୯(ବ୍ୟୁରୋ): ଚଳିତ ମୌସୁମୀ ଋତୁରେ ରାଜ୍ୟକୁ ଭଲ ବର୍ଷା ମିଳିଛି। ଦକ୍ଷିଣ ପଶ୍ଚିମ ମୌସୁମୀର ଓଡ଼ିଶା ଉପରେ ଶୁଭଦୃଷ୍ଟି ରହିଛି। ରାଜ୍ୟରେ ବର୍ଷା ସ୍ବାଭାବିକଠାରୁ ୫% ଅଧିକ ହୋଇଛି। କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇଛି। ଆଉ…
୨୮ରେ ମୁଖ୍ୟମନ୍ତ୍ରୀଙ୍କ ୨ ଦିନିଆ ବେଙ୍ଗାଲୁରୁ ଗସ୍ତ
ଭୁବନେଶ୍ବର,୨୨ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୮ ତାରିଖରୁ ୨ ଦିନିଆ ବେଙ୍ଗାଲୁରୁ ଗସ୍ତରେ ଯିବେ। ସେଠାରେ ଆୟୋଜିତ ‘ଓଡିଶା ଇନଭେଷ୍ଟର୍ସ ମିଟ୍’ରେ ସେ ଯୋଗଦେବେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି। ନିବେଶକମାନଙ୍କୁ ଓ୍ବାନ ଟୁ ଓ୍ବାନ୍ ଭେଟି ଓଡିଶାରେ ସେମାନଙ୍କୁ ପୁଞ୍ଜି…
ଗୁରୁବାରଠାରୁ ଯୁକ୍ତ ୨ ପାଠପଢ଼ା ଆରମ୍ଭ
ଭୁବନେଶ୍ୱର, ୨୧।୯(ବ୍ୟୁରୋ): ରାଜ୍ୟରେ ଗୁରୁବାରଠାରୁ ଯୁକ୍ତ୨ ପ୍ରଥମ ବର୍ଷ ପିଲାଙ୍କ କ୍ଲାସ ଆରମ୍ଭ ହେବ। ପ୍ରଥମ ତିନିଦିନ ଅର୍ଥାତ୍ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ଇଣ୍ଡକ୍ସନ କ୍ଲାସ୍ ହେବ। ଏ ନେଇ ବୁଧବାର ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ରାଜ୍ୟର…
ଦୁର୍ଦ୍ଦାନ୍ତ ଅପରାଧୀ ଜୁମାଙ୍କ ସମେତ ୪ ଗିରଫ
ଫୁଲନଖରା,୨୧ା୯(ଡି.ଏନ୍.ଏ.): ଗାଡ଼ି ଓ ସୁନା ଚୋରି ଅଭିଯୋଗରେ ୪ ଅଭିଯୁକ୍ତଙ୍କୁ କଟକ ସଦର ଥାନା ପୋଲିସ ଗରିଫ କରିଛି। ସେମାନେ ହେଲେ କୋରାପୁଟ ଜିଲା ଲକ୍ଷ୍ମୀପୁର ଥାନା ଅଞ୍ଚଳର ଅବଦୁଲ୍ ନାଦୀ ଖାଁ ଓରଫ ଜୁମା (୧୯),କଟକ ଜିଲା ଜଗତପୁର ଥାନା…
ରାଜଧାନୀରେ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ
ଭୁବନେଶ୍ୱର,୨୧ା୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ବରରେ ବିଷ ପିଇ ପ୍ରେମୀଯୁଗଳ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଭରତପୁର ଥାନା ଫୁଲେଶ୍ବରୀ ବସ୍ତିରେ ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମୃତଦେହ ଜବତ କର ପୋଲିସ ଏମ୍ସ ହସ୍ପିଟାଲ ପଠାଇଛି। ମୃତ ପୁରୁଷଙ୍କ ଘର ନୟାଗଡ଼ରେ ହୋଇଥିବା…
ଡେଙ୍ଗୁରେ କୌଣସି ଲୋକଙ୍କ ମୃତ୍ୟୁ ହୋଇନାହିଁ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର,୨୧।୯(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ି ଚାଲିଛି। ଏ ନେଇ ବୁଧବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ତାଙ୍କର ପ୍ରତିକ୍ରିୟା ଦେଇ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୭୮୮ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତ। ୨୭ ହଜାର ୭୫୯ ସାମ୍ପୁଲ ଟେଷ୍ଟ…
ଅକ୍ଟୋବର ୧୬ରେ ଓସିଏସ୍ ପ୍ରିଲିମ୍: ୨ଟି ସିଟିଂରେ ହେବ ପରୀକ୍ଷା
କଟକ ଅଫିସ, ୨୧।୯: ଅକ୍ଟୋବର ୧୬ ତାରିଖରେ ଓଡ଼ିଶା ସିଭିଲ ସର୍ଭିସ(ଓସିଏସ୍) ୨୦୨୧ ପ୍ରିଲିମ୍ ପରୀକ୍ଷା ଅନୁଷ୍ଠିତ ହେବ ା ଏ ନେଇ ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍ସି) ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆସନ୍ତା ୧୬ ତାରିଖରେ…
କମୁଛି ସଂକ୍ରମଣ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୯୯ ଆକ୍ରାନ୍ତ
ଭୁବନେଶ୍ୱର,୨୧।୯(ବ୍ୟୁରୋ): ରାଜ୍ୟରେ କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୧୯୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୬ଜଣ କ୍ୱାରାଣ୍ଟାଇନ୍ରୁ ରହିଥିବା ବେଳେ ୮୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି…
ତହସିଲଦାରଙ୍କ ଘରେ ଭିଜିଲାନ୍ସ: ୮ ସ୍ଥାନରେ ଚଢ଼ାଉ
ସୁନ୍ଦରଗଡ଼/ଲେଫ୍ରିପଡା ୨୧।୯(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ ଜିଲା ଟାଙ୍ଗରପାଲି ଅତିରିକ୍ତ ତହସିଲଦାର। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ବାସଭବନରେ ବୁଧବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଆରମ୍ଭ ହୋଇଛି। ଡିଏସପି ସୁଧାଶୁ ଶେଖର…
ଗୋରୁ ବୋଝେଇ ପିକ୍ଅଫ ଭ୍ୟାନ୍ ଜବତ
ଢେଙ୍କାନାଳ ଅଫିସ,୨୧।୯: ଢେଙ୍କାନାଳ ଜିଲା ସଦର ଥାନା କଙ୍କଡାହାଡ ଗ୍ରାମ ଛକରେ ବୁଧବାର ସକାଳେ ଏକ ଗୋରୁ ବୋଝେଇ ପିକ୍ଅଫ ଭ୍ୟାନ୍ ଜବତ କରାଯାଇଛି। ଭ୍ୟାନ୍ରେ ୨୦ ଗୋରୁ ଚାଲାଣ କରାଯାଉଥିବା ଖବରପାଇ ଗ୍ରାମବାସୀ ଓ ବଜରଙ୍ଗ କ୍ଲବ୍ର ସଦସ୍ୟମାନେ ସେମାନଙ୍କୁ…
Archives


