ରାଜ୍ୟ

ଆଜି ପବିତ୍ର ମକର ସଂକ୍ରାନ୍ତି: ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି

ଭୁବନେଶ୍ୱର/ପୁରୀ ଅଫିସ ୧୪।୧(ବ୍ୟୁରୋ): ଆଜି ପବିତ୍ର ମକର ସଂକ୍ରାନ୍ତି । ଏହି ଦିନ ମକର ରାଶିରେ ସୂର୍ଯ୍ୟଙ୍କ ପ୍ରବେଶ ସହ ଉତ୍ତରାୟଣ ଗତି ଆରମ୍ଭ ହୁଏ। ଆଜିଠୁ ଶୀତ ମଧ୍ୟ କମ୍‌ ହୋଇଥାଏ । ତେବେ ମକର ସଂକ୍ରାନ୍ତିରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର…

ଡଟ୍‌ଫେଷ୍ଟ କାଉଣ୍ଟଡାଉନ୍‌ ଆରମ୍ଭ

ଭୁବନେଶ୍ୱର, ୧୪।୧ (ବ୍ୟୁରୋ): ହକି ବିଶ୍ୱକପ୍‌କୁ ଆଉଟିକେ ରଙ୍ଗାରଙ୍ଗ କରିବା ପାଇଁ ଆସନ୍ତା ୧୫ ତାରିଖରୁ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହେଉଛି ଭୁବନେଶ୍ୱର ସିଟି ଫେଷ୍ଟିଭାଲ ‘ଡଟ୍‌ ଫେଷ୍ଟ’ର ୨ୟ ସଂସ୍କରଣ। ରାଜ୍ୟ ତଥା ଦେଶବିଦେଶର କଳାକାରଙ୍କ ନୃତ୍ୟ, ଗୀତ ସାଙ୍ଗକୁ…

ଭିତରକନିକାରେ କୁମ୍ଭୀରଙ୍କ ସଂଖ୍ୟା ୧୭୯୩ରେ ପହଞ୍ଚିଲା

ରାଜନଗର, ୧୪ା୧(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ପ୍ରାକୃତିକ ଉପାୟରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ସଂଖ୍ୟା ଚଳିତବର୍ଷ ବୃଦ୍ଧି ପାଇଛି। ଗତବର୍ଷ ଭିତରକନିକା ମଧ୍ୟରେ ଓ ବାହାରେ ଥିବା ନଦୀ, ନାଳଗୁଡିକରେ ୧୭୮୪ଟି ବଉଳା…

ଦୁର୍ଘଟଣାରେ ଆହତଙ୍କୁ ଫାଷ୍ଟ-ଏଡ୍‌ ଦେବେ ସ୍ବେଚ୍ଛାସେବୀ

ଭୁବେନଶ୍ବର,୧୪ା୧(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ଏବଂ ଏଥିଜନିତ ମୃତ୍ୟୁକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଗତବର୍ଷ ଜାନୁଆରୀରୁ ଅକ୍ଟୋବର ମାସ ମଧ୍ୟରେ ଦୁର୍ଘଟଣାଜନିତ ମୃତ୍ୟୁ ପ୍ରାୟ ୮.୫% ବଢ଼ିଛି। ଅଭ୍ୟାସଗତ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସରକାର…

୯ ଜିଲାରେ ପ୍ରବଳ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୧୪ା୧(ବ୍ୟୁରୋ): ରାଜ୍ୟରେ ଶୀତ ଆହୁରି କମିବ ଓ ତାପମାତ୍ରା ଆହୁରି ବଢ଼ିବ। ବାୟୁମଣ୍ଡଳରେ ଆର୍ଦ୍ରତା ବୃଦ୍ଧି ପାଇଥିବାରୁ ଆଗାମୀ ୩ ଦିନ ରାଜ୍ୟର ଉପକୂଳରୁ ଉପାନ୍ତ ପର୍ଯ୍ୟନ୍ତ ଅନେକ ଜିଲାରେ ଘନକୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ…

ପ୍ରସ୍ତାବ ଦିଆଯିବା ସତ୍ତ୍ୱେ ପଦକ୍ଷେପ ନେଉନି ପ୍ରଶାସନ

ପୁରୀ ଅଫିସ, ୧୩ା୧: ଭଙ୍ଗା ରତ୍ନପଲଙ୍କରେ ମହାପ୍ରଭୁଙ୍କ ଶୟନ ନୀତି ହେଉଛି। ରତ୍ନପଲଙ୍କ ଦୁର୍ବଳ ହୋଇ ପଡ଼ିଥିବାବେଳେ ଏହାର ଗୋଡ଼ ଦୋହଲୁଛି। ରୁପା କାରୁକାର୍ଯ୍ୟ ନଷ୍ଟ ହେବାକ ବସିଲାଣି। ବାରମ୍ବାର ଦାବି ସତ୍ତ୍ୱେ ଶ୍ରୀମନ୍ଦିର ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେଉନାହିଁ ବୋଲି…

ଜାରିଆ ଜଙ୍ଗଲରୁ ମିଳିଲା ଖପୁରି, କଙ୍କାଳ

ଭୁବନେଶ୍ୱର, ୧୪ା୧(ବ୍ୟୁରୋ): ଗତବର୍ଷ ଅଗଷ୍ଟରେ ଡମପଡ଼ା ଅଭୟାରଣ୍ୟରେ ନିଖୋଜ ବୃଦ୍ଧ ନନ୍ଦ ବେହେରାଙ୍କୁ ଅଜଗର ଗିଳିଥିବା ନେଇ ଚର୍ଚ୍ଚା ହୋଇଥିଲା। ତେବେ ଏଯାଏ ତାହା ସ୍ପଷ୍ଟ ହୋଇ ନ ଥିବାବେଳେ ଶୁକ୍ରବାର ଅଭୟାରଣ୍ୟ ଅନ୍ତର୍ଗତ ଜାରିଆ ଜଙ୍ଗଲରୁ ଏକ ଖପୁରି, କଙ୍କାଳ…

ଜଙ୍ଗଲରୁ ମହିଳା କ୍ରିକେଟରଙ୍କ ଝୁଲନ୍ତା ମୃତଦେହ ଜବତ

କଟକ ଅଫିସ/ଖୁଣ୍ଟୁଣୀ (ଡି.ଏନ.ଏ.),୧୪ା୧: ଦୁଇ ଦିନ ହେବ ନିଖୋଜ ଥିବା ସିନିୟର ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁ(୨୬)ଙ୍କ ଝୁଲନ୍ତା ମୃତଦେହ ଶୁକ୍ରବାର ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ ବ୍ରାହ୍ମଣବସ୍ତ ସଂରକ୍ଷିତ ଜଙ୍ଗଲରୁ ପୋଲିସ ଜବତ କରିଛି। ମୃତଦେହ ଝୁଲୁଥିବା ସ୍ଥାନଠାରୁ କିଛି ଦୂରରେ…

ଜାରିଆ ଜଙ୍ଗଲରୁ ମିଳିଲା ଖପୁରୀ, କଙ୍କାଳ

ଭୁବନେଶ୍ୱର, ୧୩।୧(ବ୍ୟୁରୋ) – ଗତବର୍ଷ ଅଗଷ୍ଟରେ ଡମପଡ଼ା ଅଭୟାରଣ୍ୟରେ ନିଖୋଜ ବୃଦ୍ଧ ନନ୍ଦ ବେହେରାଙ୍କୁ ଅଜଗର ଗିଳିଥିବା ନେଇ ଚର୍ଚ୍ଚା ହୋଇଥିଲା। ତେବେ ଏଯାଏ ତାହା ସ୍ପଷ୍ଟ ହୋଇ ନ ଥିବାବେଳେ ଶୁକ୍ରବାର ଅଭୟାରଣ୍ୟ ଅନ୍ତର୍ଗତ ଜାରିଆ ଜଙ୍ଗଲରୁ ଏକ ଖପୁରୀ,…

ଓଡ଼ିଶା ଆସିବେ ମଲ୍ଲିକାର୍ଜୁନ-ପ୍ରିୟଙ୍କା

ଭୁବନେଶ୍ୱର,୧୩।୧(ବ୍ୟୁରୋ): କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଓ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଫେବୃୟାରୀରେ ଓଡ଼ିଶା ଆସିବେ । ଉଭୟ ଦଳର ‘ହାଥ୍‌ ସେ ହାଥ୍‌ ଯୋଡୋ’ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ ଶୁକ୍ରବାର ସୂଚନା ଦେଇଛନ୍ତି।…

ଜାତୀୟସ୍ତରୀୟ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରସ୍ତୁତ: ଜିଲାପାଳ

ବଲାଙ୍ଗୀର ଅଫିସ,୧୩।୧: ସ୍ଥାନୀୟ ପିଆର୍‌ ହାଇସ୍କୁଲ ବ୍ୟାଡମିଣ୍ଟନ ଇନ୍‌ଡୋର ଷ୍ଟାଡିୟମରେ ଶୁକ୍ରବାର ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି। ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାର ଶୁଭାରମ୍ଭ କରିଛନ୍ତି। ୯, ୧୧, ୧୫ ଓ ୧୭…

ମକର ସଂକ୍ରାନ୍ତିରେ କାଇଟ୍‌ ଫେଷ୍ଟିଭାଲ୍‌

ସମ୍ବଲପୁର,୧୩ା୧(ବ୍ୟୁରୋ) ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ କାଇଟ୍‌ ଫେଷ୍ଟିଭାଲ୍‌ – ୨୦୨୩ ପାଳନ କରାଯିବ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଏଥିରେ ସାମିଲ ହେବାକୁ ଖବରଦାତା ସମ୍ମିଳନୀରେ ଆୟୋଜକ ସମ୍ବଲପୁର ୟୁଥ୍‌ ଅନୁଷ୍ଠାନ ପକ୍ଷରୁ ନିବେଦନ କରାଯାଇଛି। ଅନୁଷ୍ଠାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?