କୋଭିଡ୍ କ୍ଷତିଗ୍ରସ୍ତ ଶିଳ୍ପାନୁଷ୍ଠାନ ପାଇଁ ଆସିବ ସ୍ବତନ୍ତ୍ର ନୀତି
ଖୋର୍ଦ୍ଧା ଅଫିସ,୨୧ା୯: ରାଜ୍ୟରେ ଶିଳ୍ପ ସମୃଦ୍ଧ ପାଇଁ ସରକାର ନିରନ୍ତର ପ୍ରୟାସ କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍ ମଙ୍ଗଳବାର ଖୋର୍ଦ୍ଧା ଶିଳ୍ପାଞ୍ଚଳ ଆସି ଶିଳ୍ପ ଏବଂ ଶିଳ୍ପାଞ୍ଚଳ ବିକାଶର ସମୀକ୍ଷା କରିଛନ୍ତି। ଶିଳ୍ପାଞ୍ଚଳ, ଫୁଡ୍ପାର୍କ,…
ବାଘ ନଦୀରେ ଫସି ରହିଥିବା ୫ ଉଦ୍ଧାର
ଫୁଲବାଣୀ ଅଫିସ/ କୋଟଗଡ଼(ଡି.ଏନ୍.ଏ.)୨୧ା୯: ଲଘୁଚାପ ପ୍ରଭାବରେ କନ୍ଧମାଳ ଜିଲାରେ ସୋମବାର ରାତିରୁ ପ୍ରବଳ ବର୍ଷା ହେଉଛି। ବର୍ଷା ଯୋଗୁ ଜିଲାର ବିଭିନ୍ନ ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି। ଫିରିଙ୍ଗିଆ ବ୍ଲକ ବାଲନ୍ଦାପଡା ବାଘଡୁଙ୍ଗୁରି ଗ୍ରାମର ୫ଜଣ ଲୋକ ମଙ୍ଗଳବାର ସକାଳେ ବାଘ…
ସଡ଼କ ସୂଚନା ବ୍ୟବସ୍ଥାକୁ ଆର୍ଡିର ଅବହେଳା
ଯାଜପୁର ଅଫିସ,୨୧ା୯: ଜନଜୀବନର ସୁରକ୍ଷା ଏବଂ ନିରାପଦ ଯାତାୟାତ ପାଇଁ ସାରା ରାଜ୍ୟରେ ଗ୍ରାମ୍ୟ ଉନ୍ନୟନ(ଆର୍ଡି) ବିଭାଗ ଅଧୀନରେ ରାସ୍ତା ଓ ବ୍ରିଜ ନିର୍ମାଣ ହେଉଛି। ଏଥିପାଇଁ ରାଜ୍ୟ ସରକାର ବିପୁଳ ଅର୍ଥ ବ୍ୟୟ କରୁଛନ୍ତି। ରାସ୍ତା ନିର୍ମାଣ ସମୟରେ ଦୁର୍ଘଟଣାଜନିତ…
ପ୍ରଦୂଷଣ ମୁକ୍ତ ପୂଜା ଉପରେ ଗୁରୁତ୍ୱ
ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଆଗକୁ ଆସୁଛି ପାର୍ବଣ ଋତୁ। କରୋନା ସଂକ୍ରମଣ ହ୍ରାସ ପରେ ପ୍ରଥମ ଥର ଲାଗି ବିଭିନ୍ନ ମଣ୍ଡପରେ ପୂଜାର ଆୟୋଜନ କରାଯାଉଛି । ଦୁର୍ଗାପୂଜା, କାଳୀପୂଜା ଆଦି ଅନ୍ୟାନ୍ୟ ପୂଜାରେ ଯେପରି କୌଣସି ପ୍ରଦୂଷଣ ନ ହେବ ସେଥିପ୍ରତି ରାଜ୍ୟ…
ବଡ଼ଭାଇ ମାଡ଼ରେ ସାନ ମୃତ
ଭୁବନେଶ୍ୱର, ୨୧।୯ (ବ୍ୟୁରୋ): ରାଜଧାନୀରେ ଏକ ଅଭାବନୀୟ ଘଟଣା ଘଟିଛି। ସାନଭାଇକୁ ଆକଟ କରି ମାଡ଼ ମାରିବାରୁ ତାଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ରାଜମୋହନ ସେନାପତି (୨୧)। ନୟାପଲ୍ଲୀ ଥାନା ପୋଲିସ ଏହି ଘଟଣାରେ ଏକ ହତ୍ୟା ମାମଲା (ନଂ.୬୨୯/୨୦୨୨)…
୨୯ରୁ ଲାଗୁ ହେବ ଏଲ୍ଆର୍ପି
ଭୁବନେଶ୍ୱର, ୨୧।୯(ବ୍ୟୁରୋ): କରୋନା ଯୋଗୁ ଗତ ଦୁଇବର୍ଷ ପାଠପଢ଼ା ବ୍ୟାପକ କ୍ଷତି ହୋଇଥିଲା। ଏହି କ୍ଷତିକୁ ଭରଣା କରିବା ପାଇଁ ଗଣଶିକ୍ଷା ବିଭାଗ ଚେଷ୍ଟା ଜାରି ରଖିଛି। ପିଲା କିପରି ପୂର୍ବପରି ପାଠପଢ଼ାରେ ଧ୍ୟାନ ଦେବେ, ଦୁଇବର୍ଷ ପଢ଼ି ନ ଥିବା…
ପ୍ରକାଶ ପାଇଲା ଓଜେଏସ୍ ମେନ୍ ପରୀକ୍ଷାଫଳ
କଟକ ଅଫିସ, ୨୦ା୯- ଓପିଏସ୍ସି ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ୍ (ଓଜେଏସ୍)-୨୦୨୧ର ମେନ୍ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ୩୨୧ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ରୋଲ୍ ନମ୍ବର ଓପିଏସ୍ସି ୱେବ୍ସାଇଟ୍ରେ ଉପଲବ୍ଧ ରହିଛି।…
୮ ଜିଲାରେ ଲଘୁଚାପ ବର୍ଷା ନେଇ ଏଲୋ ଓ୍ବାର୍ଣ୍ଣିଂ ଜାରି
ଭୁବନେଶ୍ୱର,୨୦ା୯(ବ୍ୟୁରୋ): ଦୁର୍ବଳ ହୋଇଯାଇଛି ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏ…
ଆସନ୍ତା ୨୨ରେ ରାଜ୍ୟ କ୍ୟାବିନେଟ୍
ଭୁବନେଶ୍ୱର,୨୦ା୯(ବ୍ୟୁରୋ): ଆସନ୍ତା ୨୨ ତାରିଖ ଅପରାହ୍ନ ୫ଟା ୩୦ ମିନିଟରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବ।…
୨୨ରୁ +୨ ପାଠପଢ଼ା
ଭୁବନେଶ୍ୱର, ୨୦।୯(ବ୍ୟୁରୋ): ଆସନ୍ତା ୨୨ ତାରିଖରୁ +୨ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହେବ। ମଙ୍ଗଳବାର ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ବର୍ତ୍ତମାନ ସାଢ଼େ ୩ ଲକ୍ଷ ପିଲା…
ଆସନ୍ତା ୨୨ରୁ ଯୁକ୍ତ ୨ ପ୍ରଥମ ବର୍ଷ ପାଠପଢ଼ା
ଭୁବନେଶ୍ବର,୨୦।୯(ବ୍ୟୁରୋ): ଯୁକ୍ତ ୨ ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ସାଢ଼େ ୩ ଲକ୍ଷ…
ନଡ୍ଡାଙ୍କ ପୂର୍ବରୁ ପୁଣି ଓଡ଼ିଶା ଆସିବେ ପ୍ରଭାରୀ ବଂଶଲ
ଭୁବନେଶ୍ବର,୨୦।୯(ବ୍ୟୁରୋ): ଆସନ୍ତା ୨୯ ଏବଂ ୩୦ରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ତେବେ ତାଙ୍କ ଗସ୍ତ ପୂର୍ବରୁ ଭାଜପା ପ୍ରଭାରୀ ସୁନୀଲ ବଂଶଲ ପୁଣି ଓଡ଼ିଶା ଆସିବେ। ସଙ୍ଗଠନ ମଜବୁତ ନେଇ ବରିଷ୍ଠ ନେତୃବୃନ୍ଦଙ୍କ…
Archives


