ରାଜ୍ୟ

ଓବିସିରେ ୨୦ ଜାତି ସାମିଲ ସୁପାରିସ

ଭୁବନେଶ୍ୱର,୧୨ା୧(ବ୍ୟୁରୋ): ଓବିସିରେ ସାମିଲ ପାଇଁ ୨୦ ଜାତିକୁ ଚିହ୍ନଟ କରାଯାଇଛି। ଏନେଇ ରାଜ୍ୟ ଓବିସି କମିଶନ ସଦସ୍ୟା ମିତାଲି ଚିନାରା ସୂଚନା ଦେଇଛନ୍ତି। ଭୁଲ ବନାନ ଯୋଗୁ ବହୁ ଜାତି ପଛୁଆ ବର୍ଗ ତାଲିକାରୁ ବାଦ୍‌ ପଡ଼ିଛନ୍ତି। ୨୦ ଜାତିକୁ ଚିହ୍ନଟ…

ଶ୍ରଦ୍ଧାଞ୍ଜଳିଙ୍କୁ ସମନ

ଭୁବନେଶ୍ୱର,୧୨ା୧(ବ୍ୟୁରୋ): ଲେଡି ବ୍ଲାକ୍‌ ମେଲର ଅର୍ଚ୍ଚନା ନାଗ ମାମଲାରେ ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ ହାଜର ହେବା ପାଇଁ କୋର୍ଟ ସମନ ଜାରି କରିଛନ୍ତି। ଆସନ୍ତା ୨୪ ତାରିଖରେ ଶ୍ରଦ୍ଧାଞ୍ଜଳି ବ୍ୟକ୍ତିଗତ ଭାବେ ହାଜର ହେବାକୁ ଜିଲା ଓ ଦୌରାଜଜ୍‌ କୋର୍ଟଙ୍କ ପକ୍ଷରୁ ସମନ…

ଏନ୍‌ଆଇଟି, ଆଇଆଇଆଇଟି ନାମଲେଖା ପାଇଁ ନୂଆ ଗାଇଡ୍‌ଲାଇନ

ଭୁବନେଶ୍ୱର, ୧୨।୧(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଏନ୍‌ଆଇଟି, ଆଇଆଇଆଇଟି ଏବଂ ସିଏଫ୍‌ଟିଆଇରେ ନାମଲେଖା ପାଇଁ ନୂଆ ଗାଇଡ୍‌ଲାଇନ ଆଣିଛି। ନୂଆ ନିୟମାନୁସାରେ, ଦ୍ବାଦଶ ପରୀକ୍ଷାରେ ୭୫ ପ୍ରତିଶତ ନମ୍ବର ରଖିଥିଲେ ନାମଲେଖା ପାଇଁ ଅନୁମତି ମିଳିବ। ଏହାଛଡ଼ା ଦ୍ବାଦଶ ପରୀକ୍ଷାରେ ଟପ୍‌…

ବିପଦରେ ପାରାଦୀପ ଭ୍ୟୁ ଟାୱାର

ପାରାଦୀପ,୧୨ା୧(ସ୍ବ.ପ୍ର.): ପାରାଦୀପର ପର୍ଯ୍ୟଟକଙ୍କ ପାଇଁ ସବୁଠାରୁ ଆକର୍ଷଣ ସ୍ଥାନ ନେହେରୁବଙ୍ଗଳା ମନ୍ମଦ ଉଦ୍ୟାନ ଅଞ୍ଚଳ। ଏବେ ଏହା ବିପଦରେ। କାରଣ ମହାନଦୀ ମୁହାଣରେ ତଟକ୍ଷୟ ବର୍ଷେ ହେଲା ହେବାରେ ଲାଗିଛି। ଏପରିକି ମୁହାଣ ପଥରବନ୍ଧଠାରୁ ମାଛଧରା ବନ୍ଦର ପର୍ଯ୍ୟନ୍ତ ନଦୀ ତଟ…

ଟିମ୍‌ ପ୍ରାଇଡ୍‌କୁ ପ୍ରଶଂସା, ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛା

ଭୁବନେଶ୍ୱର, ୧୨।୧ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ସ୍ମାର୍ଟ ଓ ଭୁବନେଶ୍ୱର କରିବା ପାଇଁ ବିଡିଏ, ବିଏମ୍‌ସି ଏବଂ ଓଡ଼ିଶା ପୋଲିସ ପକ୍ଷରୁ ମିଳିତ ପଦକ୍ଷେପ ନିଆଯାଇଛି। ଏଥିପାଇଁ ‘ଟିମ୍‌ ପ୍ରାଇଡ୍‌’ ବା ପାର୍ଟି ଫର୍‌ ରେଗୁଲାର୍‌ ଇମ୍ପ୍ରୁଭ୍‌ମେଣ୍ଟ ଆଣ୍ଡ୍‌ ଡିସିପ୍ଲିନ୍‌ ଥ୍ରୁ…

ଓଏଏସ୍‌ ସ୍ତରରେ ଅଦଳବଦଳ: ଶ୍ବେତ କୁମାର ଦାଶ ବିଡିଏ ଯୁଗ୍ମ ଆୟୁକ୍ତ (ଇଷ୍ଟେଟ)

ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ (ଓଡ଼ିଶା ପ୍ରଶାସନିକ ସେବା) ଅଫିସର ସ୍ତରରେ ଏକ ଅଦଳବଦଳ କରିଛନ୍ତି। ୫ ଓଏଏସ୍‌ ଅଫିସରଙ୍କୁ ବଦଳି ସହ ଅନ୍ୟତ୍ର ନିଯୁକ୍ତି ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଅନୁସାରେ, ଭିମସାର ବୁର୍ଲାର କୁଳସଚିବ (ପ୍ରଶାସନ)…

ଷ୍ଟେଟ୍‌ ଫୋରେନ୍‌ସିକ୍‌ ଲାବ୍‌ର ତଥ୍ୟରେ ଇଡି ଅସନ୍ତୁଷ୍ଟ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ର ଝାରପଡ଼ା ଜେଲରେ ଥିବାବେଳେ ବେଆଇନ ଅର୍ଥ କାରବାର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଅଧିକ ତଦନ୍ତ କରାଯାଉଛି। ବୁଧବାର ଅର୍ଚ୍ଚନା, ଜଗବନ୍ଧୁ…

ଧବଳେଶ୍ୱରଙ୍କ ପୀଠକୁ ଯିବା ପ୍ରତିବନ୍ଧକ ହଟିଲା

ଖୁଣ୍ଟୁଣୀ,୧୨ା୧(ଡି.ଏନ୍‌.ଏ.): କଟକ ଜିଲା ଧବଳେଶ୍ୱରଙ୍କ ପୀଠକୁ ଯିବାକୁ ଏଣିକି ସମସ୍ତ ପ୍ରତିବନ୍ଧକ ହଟିଛି। ପ୍ରାୟ ୩୫ ଲକ୍ଷ ଟଙ୍କା ବ୍ୟୟରେ ମଞ୍ଚେଶ୍ୱରର ପାଇକେରାପୁର ମହାନଦୀ ତୁଠଠାରୁ ଧବଳେଶ୍ବର ପର୍ଯ୍ୟଟନ କମ୍ୟୁନିଟି କେନ୍ଦ୍ର ଯାଏ ଦୀର୍ଘ ୨ କିମିରୁ ଊର୍ଦ୍ଧ୍ୱ ବାଲିରେ ନିର୍ମିତ…

‘ବିଏସ୍‌କେୱାଇ ଜାଲିଆତି ଉପରେ କଡ଼ା ନଜର ରଖ’

ଭୁବନେଶ୍ୱର, ୧୨।୧(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ)ର କାର୍ଯ୍ୟନ୍ବୟନ ନାମରେ କୌଣସି ପ୍ରକାର ଜାଲିଆତି ବା ଠକାମିର ସମ୍ଭାବନା ଉପରେ କଡ଼ା ନଜର ରଖିବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଶାସନ ସଚିବ ଶାଳିନୀ ପଣ୍ଡିତ ଉଭୟ ରାଜ୍ୟ…

ଭୁବନେଶ୍ୱର-ରାଉରକେଲା ମଧ୍ୟରେ ୨ ହକି ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୧୨।୧(ବ୍ୟୁରୋ): ହକି ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଓ ରାଉରକେଲା ମଧ୍ୟରେ ୨ଟି ସ୍ବତନ୍ତ୍ର ହକି ଟ୍ରେନ୍‌ ଚାଲିବ। ଯାତ୍ରୀଙ୍କ ଚାହିଦା, ଅତିରିକ୍ତ ଭିଡ, ରେଳ ଯାତ୍ରୀଙ୍କୁ ଉତ୍ତମ ଯାତ୍ରା ସୁବିଧା ସହ ବିଶେଷ ଭାବେ ହକିପ୍ରେମୀଙ୍କ ପାଇଁ ସ୍ବତନ୍ତ୍ର ଟ୍ରେନ୍‌…

ଟ୍ରକ୍‌ ଧର୍ମଘଟ ପ୍ରତ୍ୟାହୃତ

କଟକ ଅଫିସ, ୧୨ା୧: ଓଡ଼ିଶା ରାଜ୍ୟ ଟ୍ରକ୍‌ ମାଲିକ ମହାସଂଘ ପକ୍ଷରୁ ୧୧ ତାରିଖ ମଧ୍ୟରାତ୍ରିରୁ ହେବାକୁ ଥିବା ଟ୍ରକ୍‌ ଧର୍ମଘଟ ପ୍ରତ୍ୟାହୃତ ହୋଇଛି। ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢୀଙ୍କ ସହ ଆଲୋଚନା ଓ ରାଜ୍ୟରେ ପୁରୁଷ ହକି…

ସୁଧାଂଶୁ ଏସ୍‌ସିବି, ହରକ୍ରିଷ୍ଣ କେଏମ୍‌ସି ସୁପରିଣ୍ଟେଣ୍ଡେଣ୍ଟ

ଭୁବନେଶ୍ୱର, ୧୨।୧(ବ୍ୟୁରୋ): କଟକ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ ନ୍ୟୁରୋ ସର୍ଜରୀ ବିଭାଗର ପ୍ରଫେସର ଡା. ସୁଧାଂଶୁ ମିଶ୍ରଙ୍କୁ ଏସ୍‌ସିବି ମେଡିକାଲ କଲେଜର ନୂତନ ସୁପରିଣ୍ଟେଣ୍ଡେଣ୍ଟ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ବ୍ରହ୍ମପୁର ଏମ୍‌କେସିଜିର ଆନାସ୍ଥେସିଆ ବିଭାଗର ପ୍ରଫେସର ଡା.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?