ରାଜ୍ୟ

ଆଇନ ସହାୟତା କ୍ଲିନିକ

କଟକ ଅଫିସ,୨୪ା୬: ଓଡ଼ିଶା ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ପରିସରରେ ବୁଧବାର ନୂତନ ଆଇନ୍‌ ସହାୟତା କ୍ଲିନିକ୍‌ କୋଠା ଉଦ୍‌ଘାଟିତ ହୋଇଛି। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ତଥା ବିଶ୍ୱବିଦ୍ୟାଳୟର ଚାନ୍‌ସେଲର ଏବଂ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣର ପାଟ୍ରୋନ...

ଅଧାରେ ଥିଲା, ପୁଣି କାମ ଆରମ୍ଭ

କଟକ ଅଫିସ,୨୪ା୬: ଦୀର୍ଘଦିନ ଧରି ଅଧାପନ୍ତରିଆ ଭାବେ ପଡ଼ି ରହିଥିବା ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟର ଛାତ୍ରୀ ନିବାସ ନିର୍ମାଣ କାର୍ଯ୍ୟ ପୁଣିଥରେ ଆରମ୍ଭ ହୋଇଛି। ଛାତ୍ରୀ ନିବାସ ପରିସର ସଫା କରାଯାଇଛି। ବୁଧବାରଠାରୁ ବିଲ୍ଡିଂ ନିର୍ମାଣ କାମ ଆରମ୍ଭ କରାଯିବ।...

ପୁଣି ସାହାହେଲେ ସବ୍ୟସାଚୀ: ତାମିଲନାଡ଼ୁରେ ଫସିଥିବା ପରିବାରକୁ ଓଡ଼ିଶା ଆଣିଲେ

ଭୁବନେଶ୍ୱର,୨୪ା୬(ବ୍ୟୁରୋ)- ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ସହ ସେମାନଙ୍କର ଅଟକି ଯାଇଥିବା ରଥ ମଧ୍ୟ ଗଡ଼ିଥିଲା। ନିଜ ଜନ୍ମମାଟିକୁ ଫେରିଆସିବା ଜାଣି ୩ ମାସରୁ ଦୀର୍ଘଦିନ ଧରି ଦୁର୍ବଃସହ ହୋଇପଡ଼ିଥିବା ଜୀବନ ଏବଂ ମନକୁ ଶାନ୍ତି ଏବଂ ଆଶ୍ୱସ୍ତି ମିଳିଥିଲା। ଲକ୍‌ଡାଉନ୍‌...

ଟ୍ରେନ ହେଲା ଅନ୍ତୁଡିଶାଳ

ଭୁବନେଶ୍ୱର,୨୪ା୬(ବ୍ୟୁରୋ)- ପୂର୍ବତଟ ରେଳପଥ ପକ୍ଷରୁ ପୁଣିଥରେ ମିଳିଛି ଖୁସି ଖବର। ରେଳବାଇ ଡାକ୍ତର ଏବଂ ସ୍ବାସ୍ଥ୍ୟ କର୍ମଚାରୀଙ୍କ ସହାୟତାରେ ସିକନ୍ଦରାବାଦ-ହାଓଡ଼ା ସ୍ପେଶାଲ ଟ୍ରେନରେ ଏକ ଶିଶୁପୁତ୍ର ଜନ୍ମନେଇଛି। ଟ୍ରେନ୍‌ର ଏସ୍‌-୭ କୋଚ୍‌ରେ ଯାତ୍ରା କରୁଥିବା ସାଇରା ଫତିମା ନାମକ ୩୨...

କୁପନ ଅଫର ଅଛି କହି ମହିଳାଙ୍କ ଆକାଉଣ୍ଟରୁ ୬୦ହଜାର ଠକେଇ

କଟକ ରୋଡ,୨୪ା୬(ଡି.ଏନ୍‌.ଏ): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଜଣେ ମହିଳା ସାଇବର ଠକେଇର ଶିକାର ହୋଇ ୬୦ ହଜାର ଟଙ୍କା ହରାଇଥିବା ବୁଧବାର ଅଭିଯୋଗ ହୋଇଛି। ସୂଚନା ମୁତାବକ, ଏହି ଥାନା ଅଧୀନ ଜୟଦୁର୍ଗା ନଗରରେ ରହୁଥିବା ମଧୁମିତା ପଟ୍ଟନାୟକଙ୍କ ନିକଟକୁ...

ଓଡ଼ିଶାରେ ପୁଣି ହେବ ଆଣ୍ଟିବଡି ଟେଷ୍ଟ

ଭୁବନେଶ୍ୱର, ୨୪।୬(ବ୍ୟୁରୋ) – ଓଡ଼ିଶାରେ ପୁଣି ଆଣ୍ଟିବଡି ଟେଷ୍ଟ ହେବ। କୋଭିଡ୍‌-୧୯କୁ ଦୃଷ୍ଟିରେ ରଖି ଆସନ୍ତା ସପ୍ତାହରେ ଓଡ଼ିଶାରେ ପହଞ୍ଚତ୍ବ ଆଣ୍ଟିବଡି ଟେଷ୍ଟ କିଟ୍‌। ଇଣ୍ଡିଆନ କାଉନ୍‌ସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର୍‌) ଦ୍ୱାରା ଅନୁମୋଦିତ ଏହି କିଟ୍‌ ଭୁବନେଶ୍ୱରସ୍ଥିତ ରିଜିଓନାଲ...

କଟକ କ୍ୟାନ୍‌ସର ହସ୍ପିଟାଲରେ ରୋଗୀଙ୍କୁ କରୋନା

କଟକ ଅଫିସ, ୨୪।୬: ଆଚାର୍ଯ୍ୟ ହରିହର କର୍କଟ ଚିକିତ୍ସା କେନ୍ଦ୍ରର ବୁଧବାର ଜଣେ ରୋଗୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ବୁଧବାର ତାଙ୍କ ସ୍ବାବ ପରୀକ୍ଷା ରିପୋର୍ଟ ପଜିଟିଭ ଆସିଛି। ସମ୍ପୃକ୍ତ ଆକ୍ରାନ୍ତଙ୍କ ଘର ଗଞ୍ଜାମ ଜିଲାରେ। ସେ ଏଠାରେ କେମୋ...

ଚତୁର୍ଦ୍ଧାବିଗ୍ରହଙ୍କ ଆଡ଼ପମଣ୍ଡପ ବିଜେ ଆରମ୍ଭ

ପୁରୀ ଅଫିସ,୨୪ା୬: ନବଦିନାତ୍ମକ ଯାତ୍ରାରେ ବାହାରିଥିବା ଚତୁର୍ଦ୍ଧାବିଗ୍ରହ ଏବେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ରଥାରୂଢ଼ ଅଛନ୍ତି। ବୁଧବାର ସନ୍ଧ୍ୟାରେ ମହାପ୍ରଭୁଙ୍କ ଆଡ଼ପମଣ୍ଡପ ବିଜେ ଆରମ୍ଭ ହୋଇଛି। ଗୋଟି ପହଣ୍ଡିରେ ଜଣକ ପରେ ଜଣେ ଆଡ଼ପ ମଣ୍ଡକୁ ବିଜେ କରିବେ। ଅପରାହ୍ନ...

CORONAVIRUS UPDATE: ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ, ଏଯାବତ୍‌ ମୋଟ୍‌ ଆରୋଗ୍ୟ ହେଲେଣି ୪,୧୨୩

ଭୁବନେଶ୍ୱର,୨୪ା୬(ବ୍ୟୁରୋ): ବୁଧବାର ଅପରାହ୍ନରେ ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆରୋଗ୍ୟଙ୍କ ସଂଖ୍ୟା ୪,୧୨୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଗଞ୍ଜାମରୁ...

ହୋମ୍‌ କ୍ୱାରାଣ୍ଟାଇନ୍‌ର ଅର୍ଥ ପାରିବାରିକ ପୁନର୍ମିଳନ ନୁହେଁ: ବାଗ୍‌ଚୀ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ସରକାର ବାହାର ରାଜ୍ୟରୁ ଫେରିଥିବା ବ୍ୟକ୍ତିମାନଙ୍କ ପାଇଁ ଗ୍ରାମାଞ୍ଚଳରେ ସଂଗରୋଧର ବ୍ୟବସ୍ଥା କରିଥିଲେ। ହେଲେ ସହରାଞ୍ଚଳରେ ସେଭଳି ବ୍ୟବସ୍ଥା କରିବା ସମ୍ଭବ ନୁହେଁ। ଏହାଛଡ଼ା ଅନେକ ବ୍ୟକ୍ତିଙ୍କର ନିଜ ଘରେ ଅଲଗା ଘରେ ରହିବାର ସ୍ଥାନ ରହିଛି। ସାମର୍ଥ...

ସଂକ୍ରମଣ ହେଲେ ବଞ୍ଚାଇବା କଷ୍ଟକର, କରୋନା କାଳରେ ବୟସ୍କଙ୍କ ସୁରକ୍ଷା ପ୍ରତି ଯତ୍ନବାନ ହୁଅନ୍ତୁ: ବାଗ୍‌ଚୀ

ଭୁବନେଶ୍ୱର,୨୪।୬(ବ୍ୟୁରୋ): କରୋନା ସଂକ୍ରମଣ ତାଲିକାରେ ଭାରତ ୪ର୍ଥ ସଂକ୍ରମିତ ରାଷ୍ଟ୍ର ପାଲଟିଲାଣି। ଏଭଳି ସ୍ଥିତି ଲାଗି ରହିଲେ ଆଗାମୀ ଏକ ସପ୍ତାହ ମଧ୍ୟରେ ଭାରତ ୩ୟ ସ୍ଥାନକୁ ପହଞ୍ଚିଯିବ। ଓଡ଼ିଶାରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ହଜାରରୁ ଅଧିକ। ଜୁଲାଇ...

ଗଞ୍ଜାମର ଦୁର୍ଦ୍ଦାନ୍ତ ଅପରାଧୀ କୈଳାସଙ୍କ ନା’ରେ ଲାଗିଲା ଏନ୍‌ଏସ୍‌ଏ

ବ୍ରହ୍ମପୁର ଅଫିସ ,୨୪।୬- ଗଞ୍ଜାମ ଜିଲାର ଅନ୍ୟତମ ଦୁର୍ଦ୍ଦାନ୍ତ ଅପରାଧି ତଥା ବଡବଜାର ଥାନା ଅନ୍ତର୍ଗତ ସିତାଢ଼ିମ୍ବିରା ସାହିର କୈଳାସ ଘଡେଇଙ୍କ ନାମରେ ଜାତୀୟ ନିରାପତ୍ତା ଆଇନ( ଏନ୍‌ଏସ୍‌ଏ) ଲାଗିଛି। କୈଳାସଙ୍କ ନାମରେ ୨୦ ରୁ ଊର୍ଦ୍ଧ୍ୱ ହତ୍ୟା,ଡକାୟତି ଭଳି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri