ରାଜ୍ୟ

ସହରରେ ପଶିଲା ହାତୀ

ପୁରୀ ଅଫିସ, ୧୦ା୧: ପୁରୀ ସହରରେ ହାତୀ ଆତଙ୍କ। ସୋମବାର ଭୋର ସମୟରେ ଚନ୍ଦନପୁର ଅଞ୍ଚଳର ପ୍ରତାପ ପୁରୁଷୋତ୍ତମପୁର ଜଙ୍ଗଲ ନିକଟରେ ଏକ ଦନ୍ତାହାତୀ ଦେଖିବାକୁ ମିଳିଥିଲା। ପରେ କୃଷ୍ଣରଞ୍ଜନପୁର ଗାଁକୁ ହତୀଟି ପଶିଆସିଥିଲା। ରାତି ୯ଟାରେ ହାତୀଟି ତଳଜଙ୍ଘ ଅଞ୍ଚଳରେ…

ପୋଲିସ ଲୋକଙ୍କ ମିତ୍ର ହୋଇ କାର୍ଯ୍ୟ କରୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୦ା୧(ବ୍ୟୁରୋ): ରାଜ୍ୟ ପୋଲିସ ବିଭାଗ ୫-ଟିରେ ସାମିଲ ହେବାପରେ ଅନେକ ପରିବର୍ତ୍ତନ ଆସିଛି। ପୋଲିସ ଉପରେ ଲୋକଙ୍କ ଆସ୍ଥା ବଢ଼ିଛି। ଯଦି ଲୋକମାନଙ୍କର ଆସ୍ଥା ଆହୁରି ବଢ଼ିବ ବହୁତ ଖୁସି ହେବି। ଥାନାରେ ଲୋକଙ୍କୁ ଉପଯୁକ୍ତ ସମ୍ମାନ ମିଳୁଥିବା ଖବର…

ଭୟଙ୍କର ଅଗ୍ନିକାଣ୍ଡ: ୧୪ ପରିବାରର ୪୨ ବଖରା ଘର ପୋଡ଼ି ପାଉଁଶ

ସୋରଡା,୧୦।୧: ଗଞ୍ଜାମ ଜିଲା ସୋରଡା ବ୍ଲକ ଆସିକା ଜାତୀୟ ରାଜପଥ ୫୯ ରାସ୍ତା ପାର୍ଶ୍ୱ ସୁରମଣି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଗ୍ରାମର ୧୪ ପରିବାରର ୪୨ ବଖରା ଘର ସମ୍ପୂର୍ଣ୍ଣ ପୋଡ଼ି ପାଉଁଶ…

ସାକ୍ଷୀଗୋପାଳ ମନ୍ଦିର ନିକଟରେ ଜଳିଗଲା ତୀର୍ଥଯାତ୍ରୀ ବସ୍‌

ସାକ୍ଷୀଗୋପାଳ,୧୦।୧ (ସ୍ବ.ପ୍ର./ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିର ପଛପାଶର୍‌ବରେ ପାର୍କିଂ କରିଥିବା ଏକ ତୀର୍ଥଯାତ୍ରୀ ବସ୍‌ରେ ସୋମବାର ମଧ୍ୟାହ୍ନରେ ନିଅଁା ଲାଗିଯାଇଛି। ବସ୍‌ର ଯାତ୍ରୀମାନେ ସ୍ନାନ,ଶୌଚ ଓ ମନ୍ଦିର ବୁଲିବାକୁ ଯାଇଥିବା ବେଳେ ଏଭଳି ଅଘଟଣ ଘଟିଥିଲା। ଫଳରେ ଯାତ୍ରୀମାନେ ବର୍ତ୍ତିଯାଇଛନ୍ତି।…

ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ପାଇଁ ୨୦ରୁ ଦୂରଦର୍ଶନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ

ଭୁବନେଶ୍ୱର, ୧୦।୧ (ବ୍ୟୁରୋ): ଆସନ୍ତା ୨୦ ତାରିଖରୁ ଓଡ଼ିଶା ମହାକାଶ ଉପଯୋଗ କେନ୍ଦ୍ର (ଓଆର୍‌ଏସ୍‌ଏସି) ଦ୍ୱାରା ପ୍ରସ୍ତୁତ ଶିକ୍ଷାଭିତ୍ତିକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଦୂରଦର୍ଶନ ମାଧ୍ୟମରେ ପ୍ରସାରିତ ହେବ। ପ୍ରତି ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ସନ୍ଧ୍ୟା ୭ଟା ୩୦ରୁ ରାତି ୮ଟା ପର୍ଯ୍ୟନ୍ତ…

ମାର୍ଚ୍ଚ ୩୧ ସୁଦ୍ଧା ପାଠ୍ୟପୁସ୍ତକ ଯୋଗାଣ ସରିବ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ୨୦୨୩-୨୪ ଶିକ୍ଷାବର୍ଷ ପାଇଁ ୨.୫ କୋଟି ଖଣ୍ଡ ପାଠ୍ୟପୁସ୍ତକ ଓ ୧.୫ କୋଟି ଖଣ୍ଡ ଅନ୍ୟାନ୍ୟ ପାଠ୍ୟପୁସ୍ତକ ବିତରଣ ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହି ପାଠ୍ୟପୁସ୍ତକ ରାଜ୍ୟର ୩୧୪ ବ୍ଲକ୍‌କୁ ଯୋଗାଣ କାର୍ଯ୍ୟ ଆସନ୍ତା ମାର୍ଚ୍ଚ ୩୧ ସୁଦ୍ଧା…

ସାଇକୋଲୋଜିକାଲ କାଉନ୍‌ସେଲିଂ ଆରମ୍ଭ

ଭୁବନେଶ୍ୱର, ୧୦।୧(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ଛାତ୍ରୀଛାତ୍ରଙ୍କ ପାଇଁ ସାଇକୋଲୋଜିକାଲ କାଉନ୍‌ସେଲିଂ ସୋମବାରଠାରୁ ଆରମ୍ଭ ହୋଇଛି। ଦୁଇବର୍ଷ ପରେ ଛାତ୍ରୀଛାତ୍ରମାନେ ଚଳିତବର୍ଷ ଫିଜିକାଲ ମୋଡ୍‌ରେ ପରୀକ୍ଷା ଦେବେ। ତେଣୁ ଏହି କାଉନ୍‌ସେଲିଂ ଛାତ୍ରୀଛାତ୍ରଙ୍କୁ ବହୁ ସହାୟ…

୧୧ରୁ ଶୀତ କମିବ

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଶୀତର ପ୍ରକୋପ ବୃଦ୍ଧି ପାଇଛି। ତେବେ ଆସନ୍ତା ବୁଧବାରଠାରୁ ଶୀତ କମିଯିବ। ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲସିୟସ ବଢ଼ିଯିବ। ଶୀତ କମିବା ସହ ଆସନ୍ତା ବୁଧବାରଠାରୁ ୩ ଦିନ ପର୍ଯ୍ୟନ୍ତ କେତେକ…

ମହିଳାଙ୍କ ନିଷ୍ପତ୍ତି ନେବାର କ୍ଷମତା ହେଉଛି ପ୍ରକୃତ ରୂପାନ୍ତର

ଭୁବନେଶ୍ବର,୧୦ା୧(ବ୍ୟୁରୋ): ମିଶନ ଶକ୍ତି କାର୍ଯ୍ୟକ୍ରମ ଜରିଆରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଙ୍କୁ ଅଧିକ ସଶକ୍ତ ଓ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ ସୋମବାର ରାଜ୍ୟ ସରକାର ଅଢ଼େଇ ଲକ୍ଷ ମିଶନ ଶକ୍ତି ଗ୍ରୁପର ବ୍ୟାଙ୍କ ଖାତାକୁ ୧୨୫ କୋଟି ଟଙ୍କାର ସୁଧ ରିହାତି…

ବିନା ଏନ୍‌ଇଇଟିରେ ପଢୁଛନ୍ତି ଆୟୁର୍ବେଦ ପାଠ

ଖୋର୍ଦ୍ଧା ଅଫିସ,୧୦ା୧: ଡାକ୍ତରୀ ପାଠ ପଢ଼ିବାକୁ ହେଲେ ସର୍ବଭାରତୀୟ ସ୍ତରରେ ଏନ୍‌ଇଇଟି ଏବଂ ଓଜେଇଇ ଦେବାକୁ ପଡ଼ିଥାଏ। ପରେ ନମ୍ବର ଏବଂ କ୍ୟାରିୟର ମାର୍କିଂ ଆଧାରରେ ଛାତ୍ରୀଛାତ୍ରଙ୍କୁ ଡାକ୍ତରୀ ପଢ଼ିବା ଲାଗି ସୁଯୋଗ ମିଳିଥାଏ। ତେବେ ବହୁ ମେଧାବୀଙ୍କୁ ସରକାରୀ କଲେଜରେ…

ରାଜଧାନୀରେ ଧାନ ଢାଳି ପ୍ରତିବାଦ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ଧାନମଣ୍ଡିରେ ହେଉଥିବା ଅବ୍ୟବସ୍ଥା ଓ କଟ୍‌ନି ଛଟ୍‌ନିକୁ ନେଇ ଚାଷୀ କ୍ଷୁବ୍ଧ। ଏ ନେଇ ଦୀର୍ଘଦିନ ହେବ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ କୁହୁଳୁଛି। ସରକାର ଚାଷୀଙ୍କ କଥା ଶୁଣୁନାହାନ୍ତି। ମିଲର, ସମବାୟ ସମିତି, ସରକାରୀ କର୍ମଚାରୀ ଚାଷୀଙ୍କୁ ଶୋଷଣ କରି…

ଅର୍ଚ୍ଚନାଙ୍କ ଆଲିଶାନ୍‌ ଘର ଆଟାଚ୍‌ କଲା ଇଡି

ଭୁବନେଶ୍ୱର, ୧୦।୧(ବ୍ୟୁରୋ): ବେଆଇନ ଅର୍ଥ କାରବାର ମାମଲାରେ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ର ଝାରପଡ଼ା ଜେଲରେ ଥିବାବେଳେ ଏହି ଘଟଣାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?