ରାଜ୍ୟ

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା ଜଙ୍ଗଲରେ ଦେଖିବା ପାଇଁ ମିଳଛି। ଏକ କୁଳପ୍ରଥାକୁ ନେଇ ତମ୍ବୁପଡି ଭୋଜି ଭାତର…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ବ-ଗଣନା ହେବ। ଏଥିରେ ୩୩ଟି ସରଳ ପ୍ରଶ୍ନ ମାଧ୍ୟମରେ ନିଜ ତଥ୍ୟ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ ଅଭିଯୋଗ ହୋଇଛି । ମହିଳାଙ୍କ ଦରପୋଡା ଶବ ଗାଁରେ ପଡି ରହିଛି ।…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ବିଧାନସଭାରେ ଏକ ପ୍ରଶ୍ନର ଉତ୍ତରରେ ପ୍ରକାଶ…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ ଗ୍ରାମରୁ ଚୋରି ହୋଇଥିବା ବୋଲେରୋ ଗାଡ଼ିକୁ ପଟାଙ୍ଗି ବ୍ଲକ୍ ସମ୍ବାଇ ପଞ୍ଚାୟତର ଘଞ୍ଚ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା ଓ ପୂଜାର୍ଚ୍ଚନା ହେଉଛି। ମାଙ୍କ ମୂର୍ତ୍ତି ମଣ୍ଡପ ବିଦ୍ୟୁତ ରଙ୍ଗୀନ ଆଲୋକ ମାଳାରେ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ ବଖରା ଘର ସମ୍ପୂର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଛି । ସୂଚନା ଅନୁଯାୟୀ, ପଡୋଶୀ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ତାଙ୍କର ଗୋଡ, ହାତ ଫୁଲିବା ସହ…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ଜାରି ରହିଛି। ଆଗାମୀ ୬ଦିନ ଅର୍ଥାତ୍‌ ୨୮ ତାରିଖ ପର୍ଯ୍ୟନ୍ତ ଏଭଳି…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି । ମୃତ ମହିଳାଙ୍କ ନାମ ବତୀ କୁଲଦୀପ ବୋଲି ଜଣାପଡ଼ିଛି । ମିଳିଥିବା…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ ଘାଟିରେ ଘଟିଛି ଏହି ଅଘଟଣ । ତେବେ ଏହି ଦୁର୍ଘଟଣାରେ ଭାଜପା ନେତା…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ‘X’ରେ ପୋଷ୍ଟ କରିଛନ୍ତି। ପ୍ରଧାନମନ୍ତ୍ରୀ ଗୀତର ଲିଙ୍କ୍‌ ଶେୟାର କରି ହିନ୍ଦୀରେ ଲେଖିଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri