ରାଜ୍ୟ

ଭାଜପାର ସଂକଳ୍ପ ପତ୍ରରୁ ଓଡ଼ିଶାକୁ କ’ଣ ମିଳିବ ଲାଭ: ମନମୋହନ ଦେଲେ ଜବାବ

ଭୁବନେଶ୍ୱର, ୧୬।୪(ସୁନିତ୍‌ ମିଶ୍ର):୨୦୧୪ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା କ୍ଷମତାକୁ ଆସିବା ପରେ ଦେଶବାସୀଙ୍କୁ ଦିଆଯାଇଥିବା ଅଧିକାଂଶ ପ୍ରତିଶ୍ରୁତି ପୂରଣ କରାଯାଇଛି। ଏହାପରେ ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତିକୁ ପାଳନ କରାଯାଇଛି।...

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ ଡ.ଲେଖାଶ୍ରୀ ସାମନ୍ତସିଂହାର ପ୍ରାର୍ଥୀ ହୋଇଛନ୍ତି। ଶ୍ରୀକାନ୍ତଙ୍କ ପ୍ରାର୍ଥତ୍ତ୍ୱ ଘୋଷଣା ପରେ ୨୦୧୪ ଓ...

ଇଓଡବ୍ଲ୍ୟୁ ପଞ୍ଝାରେ ପୂର୍ବତନ କନ୍‌ଷ୍ଟେବଳଙ୍କ ସମେତ ଦୁଇ ଠକ

ଭୁବନେଶ୍ୱର,୧୬।୪(ସତ୍ୟଜିତ୍‌ ରାଉତ):କ୍ରିପ୍ଟୋ କରେନ୍ସିରେ ନିବେଶ ଆଳରେ ୧୫ କୋଟିରୁ ଊର୍ଦ୍ଧ୍ୱ ଠକେଇ ମାମଲାରେ ଓଡ଼ିଶା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ୨ ଠକଙ୍କୁ ଗିରଫ କରିଛି। ଅଭିଯୁକ୍ତଦ୍ୱୟ ହେଲେ ର଼୍ୟାକେଟର ଭାରତ ମୁଖ୍ୟ ତଥା ରାଜସ୍ଥାନ ଅନୁପଗଡ଼ର ପୂର୍ବତନ...

ଓଡ଼ିଶାରେ ଏଥର ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର, ୧୫।୪(ଅସମାପିକା ସାହୁ):ଚଳିତବର୍ଷ ଓଡ଼ିଶାରେ ନିଅଣ୍ଟିଆ ବର୍ଷା ହେବ। ଦେଶରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବାକୁ ଥିବାବେଳେ ଓଡ଼ିଶାରେ କିନ୍ତୁ କମ୍‌ ବର୍ଷା ହେବ। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଏଭଳି ଆକଳନ କରିଛି।...

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଘୁଞ୍ଚିଲା

କଟକ,୧୫ା୪(କାର୍ତ୍ତିକ ସାହୁ): ରେଭେନ୍ସା ବିଶ୍ୱବିଦ୍ୟାଳୟର ୟୁଜି ୧ମ ବର୍ଷ ଛାତ୍ରୀଛାତ୍ରମାନେ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବାକୁ କରିଥିବା ଦାବି ଶେଷରେ ଗୃହୀତ ହୋଇଛି। ଆଗାମୀ ଏପ୍ରିଲ ୨୪ତାରିଖରୁ ହେବାକୁ ଥିବା ଏହି ପରୀକ୍ଷାକୁ ଗ୍ରୀଷ୍ମଛୁଟି ପରେ କରିବାକୁ ନିଷ୍ପତ୍ତି ହୋଇଛି।...

ଯାଜପୁର ବସ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି

ଭୁବନେଶ୍ୱର,୧୫।୪: ଯାଜପୁରରେ ବଡ଼ ଧରଣର ବସ୍‌ ଦୁର୍ଘଟଣା ଘଟିଛି। ଏନଏଚ-୧୬ର ବାରବାଟୀ ଛକ ନିକଟରେ ଓଭରବ୍ରିଜ୍‌ ତଳକୁ ଯାତ୍ରୀବାହୀ ବସ୍‌ ଖସିପଡିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ଏବେ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ବସ୍‌ଟି କଟକରୁ...

ଓଭରବ୍ରିଜ୍‌ ତଳକୁ ଖସିଲା ଯାତ୍ରୀବାହୀ ବସ୍‌: ୩ ମୃତ, ୫ ଗୁରୁତର

ଭୁବନେଶ୍ୱର,୧୫।୪: ଯାଜପୁରରେ ବଡ଼ ଧରଣର ବସ୍‌ ଦୁର୍ଘଟଣା। ଏନଏଚ-୧୬ର ବାରବାଟୀ ଛକ ନିକଟରେ ଓଭରବ୍ରିଜ୍‌ ତଳକୁ ଖସିଲା ଯାତ୍ରୀବାହୀ ବସ୍‌। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ଏସ୍‌ସିବିକୁ...

ମନ୍ମଥ ରାଉତରାୟଙ୍କୁ କଟାକ୍ଷ କଲେ ଅପରାଜିତା, କହିଲେ ବାପାଙ୍କ ନାଁରେ…

ଭୁବନେଶ୍ୱର,୧୫।୪: ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରୁ ବିଜେଡି ଲୋକ ସଭା ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କୁ ଆଜି ପୁଣିଥରେ ଏମ୍‌ପି ଅପରାଜିତା ଷଢଙ୍ଗୀ କଟାକ୍ଷ କରିଛନ୍ତି । ଅପରାଜିତା କହିଛନ୍ତି, ମନ୍ମଥଙ୍କ ନିଜର କୌଣସି ପରିଚୟ ନାହିଁ ଓ ସେ ତାଙ୍କ ବାପାଙ୍କ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ ଆଧାରରେ ପୋଲିସ ବଳାତ୍କାର ମାମଲାରେ ଅଭିଯୁକ୍ତ ପାଟପୁର ଥାନା ଧର୍ମରାଜପୁରର ସାଗର ସ୍ବାଇଁ...

ହାତ ଛାଡିଲେ ପୂର୍ବତନ ବିଧାନସଭା ପ୍ରାର୍ଥୀ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସକୁ ଏକ ଝଟକା ଲାଗିଛି। ଜିଲାର ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଗତ ୨୦୧୯ ନିର୍ବାଚନରେ ଦଳୀୟ ପ୍ରାର୍ଥୀ ରହିଥିବା ସରୋଜ କୁମାର ମହାପାତ୍ର ସୋମବାର ଦଳରୁ ଇସ୍ତଫା ଦେଇଛନ୍ତି । ତାଙ୍କ ସହିତ...

ଡିଏସ୍‌ପି ଅଳାବତୀ ଆର୍ଶୁ ମାରାଣ୍ଡିଙ୍କ ଅକାଳ ବିୟୋଗ

କଟକ,୧୫ା୪(କାର୍ତ୍ତିକ ସାହୁ): କଟକସ୍ଥିତ ରାଜ୍ୟ ମାନବାଧିକାର ସୁରକ୍ଷା ପ୍ରକୋଷ୍ଠ (ଏଚ୍‌ଆର୍‌ପିସି)ରେ କାର୍ଯ୍ୟରତ ଥିବା ଡିଏସ୍‌ପି ଅଳାବତୀ ଆର୍ଶୁ ମାରାଣ୍ଡୀ(୫୨)ଙ୍କ ରବିବାର ଅକାଳ ବିୟୋଗ ଘଟିଛି। ସେ ଦୀର୍ଘ ୮ ବର୍ଷ ହେବ ଦୂରାରୋଗ୍ୟରେ ପୀଡିତ ହୋଇ ଚିକିତ୍ସାଧୀନ ଥିଲେ। ରାଜ୍ୟ...

ବିଜେଡି ଛାଡ଼ିଲେ ୨ ପୂର୍ବତନ ବିଧାୟକ

ଭୁବନେଶ୍ୱର,୧୫।୪: ବିଜେଡିରୁ ଇସ୍ତଫା ଦେଲେ ଦୁଇ ପୂର୍ବତନ ବିଧାୟକ। ସେମାନେ ହେଲେ ବ୍ରହ୍ମପୁରର ପୂର୍ବତନ ବିଧାୟକ ଶିବଶଙ୍କର ସାହାଣୀ ହିଞ୍ଜିଳିର ପୂର୍ବତନ ବିଧାୟକ ହରିହର ସାହୁ। ଦଳରେ ଅଣଦେଖା କରାଯାଉଥିବା ପ୍ରତିବାଦରେ ସୋମବାର ୨ ପୂର୍ବତନ ବିଧାୟକ ଇସ୍ତଫା ଦେଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri