ରାଜ୍ୟ

ଅଟୋ-ଟାଟାଏସିଇ ମୁହାଁମୁହିଁ: ୩ ମୃତ, ୫ ଗୁରୁତର

ବାରିପଦା ଅଫିସ,୯।୧: ମୟୂରଭଞ୍ଜ ଜିଲା ବାରିପଦା ସହର ଉପକଣ୍ଠ ଦେଉଳି ରାସ୍ତାର ବାଙ୍କିଶୋଳ ପାଖରେ ସୋମବାର ମଧ୍ୟାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଅଟୋ ଏବଂ ମାଲବୋଝେଇ ଏସିଇ ଭ୍ୟାନ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ…

ଏପ୍ରିଲରୁ ଶିକ୍ଷାବର୍ଷ ଆରମ୍ଭ: ୬ ଜିଲାକୁ ପଠାଗଲା ବହି

ଭୁବନେଶ୍ୱର,୯ା୧(ବ୍ୟୁରୋ): ଚଳିତ ବର୍ଷ ଏପ୍ରିଲରୁ ଶିକ୍ଷାବର୍ଷ ଆରମ୍ଭ ହେବ। ଏନେଇ ସରକାରଙ୍କ ପକ୍ଷରୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ ହୋଇଛି। ଶିକ୍ଷାବର୍ଷ ଆରମ୍ଭ ପୂର୍ବରୁ ସବୁ ପିଲାଙ୍କ ପାଖରେ ପାଠ୍ୟପୁସ୍ତକ ପହଞ୍ଚାଇବା ପାଇଁ ୬ ଜିଲାର ୧୫ଟି ବ୍ଲକକୁ ଟ୍ରକ୍‌ ଯୋଗେ ପାଠ୍ୟପୁସ୍ତକ…

ଛାତ୍ରୀଙ୍କ ଉପରେ ଚଢ଼ିଗଲା ବସ୍‌, ଚାଲିଗଲା ଜୀବନ

ଢେଙ୍କାନାଳ ଅଫିସ,୯ା୧: ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥର ଉପର ବାଘଲୁଣ୍ଡା ଗ୍ରାମ ଛକଠାରେ ସୋମବାର ରୁଙ୍ଗ୍‌ଟା କମ୍ପାନୀ ଷ୍ଟାଫ୍‌ଙ୍କୁ ନେଇ ଯାଉଥିବା ଏକ ବସ୍‌ ଦୁର୍ଘଟଣାରେ ଜଣେ ଯୁକ୍ତ ୨ କଲେଜ ଛାତ୍ରୀଙ୍କର ମୃତ୍ୟୁ ଘଟିଛି।…

ଜାନୁୟାରୀରୁ କମିଲାଣି ମହାନଦୀ ଜଳ

କେନ୍ଦ୍ରାପଡ଼ା ଅଫିସ,୯ା୧: ଜାନୁୟାରୀ ଆରମ୍ଭରୁ ମହାନଦୀ ଜଳ କମିବା ଆରମ୍ଭ ହୋଇଛି। କେନ୍ଦ୍ରାପଡ଼ା ଜିଲାରେ ଏହି ସିଷ୍ଟମ୍‌ରେ ଥିବା ନଦୀଗୁଡିକ ଶୁଖିଯାଉଛି। ଲୁଣା, ଚିତ୍ରୋପତ୍ଳା, ବିରୂପା, ମହାନଦୀ ଆଦିରେ ପ୍ରବାହିତ ଜଳ କମିବା ଫଳରେ ବହୁ ମୁଖ୍ୟ ଓ ଶାଖା କେନାଲ…

ଚିଲିକାରେ ଜଳଦସ୍ୟୁଙ୍କ ଆକ୍ରମଣ, ଲୁଟ

ବାଲୁଗାଁ,୯।୧(ଡି.ଏନ୍‌.ଏ.): ଚିିଲିକାରେ ଜଳଦସ୍ୟୁଙ୍କ ଆତଙ୍କ ଯୋଗୁ ମତ୍ସ୍ୟଜୀବୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି। ଶନିବାର ବିଳମ୍ବିତ ରାତ୍ରିରେ ଚିଲିକାରେ ମାଛ ମାରୁଥିବା ବାଲୁଗାଁ ଅଞ୍ଚଳର ୪ଜଣ ମତ୍ସ୍ୟଜୀବୀଙ୍କୁ ୬ରୁ ୭ଜଣ ଜଳଦସ୍ୟୁ ଘେରିଯାଇ ମାଡ଼ମାରିବା ସହ ଡଙ୍ଗାରେ ଥିବା ମାଛ, ଲାଇଟ୍‌…

ସବୁ ଏମ୍‌ସ ହେବ ଉତ୍କର୍ଷ କେନ୍ଦ୍ର:ମାଣ୍ଡଭ୍ୟ

ଭୁବେନଶ୍ବର,୯ା୧(ବ୍ୟୁରୋ): ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍‌ସ) ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ ବଡି (ସିଆଇବି)ର ୬ଷ୍ଠ ବୈଠକ ରବିବାର ଭୁବନେଶ୍ବର ଏମ୍‌ସରେ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ମନସୁଖ ମାଣ୍ଡଭ୍ୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କେନ୍ଦ୍ର ସ୍ବାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଡା. ଭାରତୀ…

ଷ୍ଟେଶନ ପ୍ଲାଟଫର୍ମରେ ପଡ଼ି ମହିଳା ମୃତ

ପୁରୀ ଅଫିସ,୯ା୧: ପୁରୀ ରେଲଓ୍ବେ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଷ୍ଟେଶନର ୬ନଂ. ପ୍ଲାଟଫର୍ମରେ ଠେଲାପେଲାରେ ତଳେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତା ହେଲେ ପୁରୀ ଜିଲା ଡେଲାଙ୍ଗ ଥାନା ଅଞ୍ଚଳର କୁନିମଣି ନାୟକ। ଏ ନେଇ ରେଲଓ୍ବେ…

ଗୋପରେ ଗ୍ୟାସ, ତୈଳ ସନ୍ଧାନ ପ୍ରସଙ୍ଗ: ପେଟ୍ରୋଲ ରି-ଫାଇନ ଲାଗି ପହଞ୍ଚିଲା ୧୧ ମେଶିନ

ଗୋପ,୯।୧(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ନିକଟସ୍ଥ କୁଶୁପୁରୁରେ ପ୍ରାକୃତିକ ଗ୍ୟାସ ସହିତ ପେଟ୍ରୋଲ, ଡିଜେଲ ବାହାରିବା ନେଇ ରବିବାର ୪ଟି ରାଜ୍ୟରୁ ୧୧ଟି ଅତ୍ୟାଧୁନିକ ମେଶିନ ପହଞ୍ଚିଛି। ଏହି ଅତ୍ୟାଧୁନିକ ମେଶିନ ଦ୍ବାରା ପ୍ରାୟ ୯ ଶହ ଫୁଟ ତଳୁ ବାହାରିବା…

ଭିତରକନିକାରେ ୧,୮୫୨ ବିଦେଶୀ ପକ୍ଷୀ ବଢ଼ିଲେ

ରାଜନଗର,୯ା୧(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଚଳିତ ମାସ ୬ ତାରିଖରେ ବନ ବିଭାଗ ପକ୍ଷରୁ ହୋଇଥିବା ଗଣନାରୁ ଏହା ଜଣାପଡିଛି। ଗତବର୍ଷ ଭିତରକନିକାକୁ ୧ ଲକ୍ଷ ୩୮ ହଜାର ୧୦୭ଟି ପକ୍ଷୀ ଆସିଥିବା…

ଆଉ ଦୁଇଦିନ ଥରାଇବ ଶୀତ

ଭୁବନେଶ୍ୱର,୯ା୧(ବ୍ୟୁରୋ): ସମଗ୍ର ରାଜ୍ୟରେ ଏବେ ପ୍ରବଳ ଶୀତର ଲହରି ଜାରି ରହିଛି। ତେବେ ରାଜ୍ୟରେ ଆହୁରି ଦୁଇଦିନ ଶୀତ ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ ପାଇଛି। ରାତିର ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ…

ଅର୍ଚ୍ଚନାଙ୍କ ବେଆଇନ ଅର୍ଥ କାରବାର ମାମଲା: ଆଜି ଚାର୍ଜଶିଟ୍‌ ଦାଖଲ କରିବ ଇଡି

ଭୁବନେଶ୍ୱର,୯।୧(ବ୍ୟୁରୋ): ବେଆଇନ ଅର୍ଥ କାରବାର ମାମଲାରେ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ର ଝାରପଡ଼ା ଜେଲରେ ରହିଛନ୍ତି। ଏହି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଏହି ତିନି ଅଭିଯୁକ୍ତଙ୍କ ବିରୋଧରେ…

ଜୟପୁର ବିମାନବନ୍ଦରରୁ ସପ୍ତାହର ସବୁଦିନ ଉଡ଼ିବ ବିମାନ

ଜୟପୁର,୮।୧(ନି.ପ୍ର.): ଜୟପୁର ବିମାନବନ୍ଦରରୁ ଏଣିକି ସପ୍ତାହର ସବୁଦିନ ବିମାନ ଉଡ଼ିବ। ରବିବାର ମଧ୍ୟ ଭୁବନେଶ୍ୱର-ଜୟପୁର-ବିଶାଖାପାଟଣାକୁ ବିମାନ ଚଳାଚଳ କରିବ ବୋଲି ଇଣ୍ଡିଆ ଓ୍ବାନ୍‌ ଏୟାର ପକ୍ଷରୁ କୁହାଯାଇଛି। ଅନ୍ୟ ଦିନ ଭଳି ରବିବାର ପୂର୍ବାହ୍ନ ୧୧ଟା୧୦ରେ ବିମାନ ଭୁବନେଶ୍ୱରରୁ ବାହାରି ଜୟପୁରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?