ରାଜ୍ୟ

ଚିଲିକାରେ ପକ୍ଷୀ ସଂଖ୍ୟା ୫ ପ୍ରତିଶତ ବୃଦ୍ଧି

ଖୋର୍ଦ୍ଧା ଅଫିସ୍‌/ବାଲୁଗାଁ,୫ା୧(ଡି.ଏନ୍‌.ଏ.): ବୁଧବାର ଚିଲିକାରେ ପକ୍ଷୀଗଣନା ଶେଷ ହୋଇଛି। ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ(ସିଡିଏ)ର ମିଳିତ ଆନୁକୂଲ୍ୟରେ ପକ୍ଷୀ ଗଣନା କରାଯାଇଥିଲା। ବିଭାଗୀୟ ପକ୍ଷରୁ ପ୍ରକାଶିତ ଗଣନା ରିପୋର୍ଟ ଅନୁଯାୟୀ, ଚଳିତ ବର୍ଷ ଚିଲିକାରେ ମୋଟ୍‌ ୧୮୪…

୯ମାସରେ ପୂରଣ ହେବ ଓଏସ୍‌ଏସ୍‌ସିର ୧୦ହଜାର ପଦବୀ

ଭୁବନେଶ୍ୱର,୫।୧(ବ୍ୟୁରୋ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ(ଓଏସ୍‌ଏସ୍‌ସି)ର ୨୦୨୨ରେ ୫୩ଟି ନିଯୁକ୍ତି ବିଜ୍ଞାପନର ଫଳାଫଳ ଚୂଡ଼ାନ୍ତ ହୋଇଛି। ୨୦୨୨ର ଶେଷ ତ୍ରୈମାସିକରେ ରାଜ୍ୟ ସରକାର ୧୦ହଜାର ପଦବୀ ପାଇଁ ପ୍ରାର୍ଥୀ ଚୟନ କରିବାକୁ ଓଏସ୍‌ଏସ୍‌ସିକୁ କହିଛନ୍ତି। ଓଏସ୍‌ଏସ୍‌ସି ଅଧ୍ୟକ୍ଷ ଅଭୟଙ୍କ ସୂଚନା ଅନୁଯାୟୀ,…

ବୁଲା ଗୋରୁମୁକ୍ତ ହୋଇପାରୁନି ଭୁବନେଶ୍ୱର

ଭୁବନେଶ୍ୱର,୫।୧ (ବ୍ୟୁରୋ): ବୁଲା ଗୋରୁଙ୍କୁ ନେଇ ଚିନ୍ତାରେ ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ଡିସେମ୍ବର ୩୦ ସୁଦ୍ଧା ରାଜଧାନୀ ରାସ୍ତାକୁ ଷଣ୍ଢମୁକ୍ତ କରାଯିବ ବୋଲି ମେୟର କହିଥିଲେ। ତେଣୁ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାକୁ ଅଧିକାରୀଙ୍କଠାରୁ ଆରମ୍ଭ କରି ଗୋରୁ ଉଠାଇବା ପାଇଁ…

ମାଷ୍ଟର ସେଫ ଇଣ୍ଡିଆ’ରେ ଓଡ଼ିଆ ପୁଅ ଅବିନାଶ

ଭୁବନେଶ୍ୱର,୫।୧(ବ୍ୟୁରୋ): ଜାନୁୟାରୀ ୨ରୁ ମାଷ୍ଟର ସେଫ ଇଣ୍ଡିଆ ଶୋ’ ଆରମ୍ଭ ହୋଇଛି। ଚଳିତବର୍ଷ ଏହି ଜାତୀୟ ଶୋ’ରେ ଓଡ଼ିଶାରୁ ଅବିନାଶ ପଟ୍ଟନାୟକ ଯୋଗଦେଇ କିଚେନକୁ ସିଧାସଳଖ ଏଣ୍ଟ୍ରି ପାଇଛନ୍ତି। ଓଡ଼ିଶାର ପ୍ରସିଦ୍ଧ ଗଇଣ୍ଠା ପିଠାକୁ ସ୍ବତନ୍ତ୍ର ଢ଼ଙ୍ଗରେ ପ୍ରସ୍ତୁତ କରି ଶୋ’ରେ…

ପକ୍ଷୀଙ୍କ ଜୀବନ ନେଉଛି ବେଆଇନ ଚିଙ୍ଗୁଡ଼ି ଘେରି

ଭୁବନେଶ୍ୱର, ୫।୧(ବ୍ୟୁରୋ): ଚିଲିକା ହ୍ରଦକୁ ରାମସର ସାଇଟ୍‌ ମାନ୍ୟତା ମିଳିବା ପରେ ତାହାକୁ ଚିଙ୍ଗୁଡ଼ି ଘେରିମୁକ୍ତ କରିବା ପାଇଁ ବ୍ୟବସ୍ଥା କରାଯାଇଥିଲା। ହାଇକୋର୍ଟ ମଧ୍ୟ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ପାଇଁ ଆଦେଶ ଦେଇଥିଲେ। କିନ୍ତୁ ଜିଲା ଓ ସ୍ଥାନୀୟ ପ୍ରଶାସନ…

ବିଜେବି କଲେଜ ଛାତ୍ରଙ୍କୁ ମାଡ଼ ଘଟଣା: ୩ ଗିରଫ

ଭୁବନେଶ୍ୱର,୫ା୧(ବ୍ୟୁରୋ): ଭୁବନେଶ୍ୱର ବିଜେବି କଲେଜର ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଙ୍କୁ ମାଡ଼ମରା ଘଟଣାରେ ପୋଲିସ ଗୁରୁବାର ୩ ଜଣଙ୍କୁ ଗିରଫ କରିଛି। ଗିରଫ ଛାତ୍ରମାନେ ହେଲେ +୨ ଦ୍ୱିତୀୟ ବର୍ଷର ଛାତ୍ର। ତେବେ ଏହି ଘଟଣାରେ ଅଟକ ଥିବା ଜଣେ ନାବାଳକଙ୍କୁ…

ରାଜସ୍ବ ଆଦାୟ ଅଭିବୃଦ୍ଧି ୫.୬%

ଭୁବନେଶ୍ୱର,୫।୧(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷ(୨୦୨୨-୨୩)ର ତୃତୀୟ ୩ ମାସରେ ରାଜ୍ୟର ଆର୍ଥିକ ସ୍ଥିତି ପ୍ରଗତିଶୀଳ ରହିଛି। ୨୦୨୨ ଡିସେମ୍ବର ଶେଷ ସୁଦ୍ଧା ରାଜ୍ୟର ରାଜସ୍ବ ଆଦାୟ ୧,୦୧,୧୧୯ କୋଟିକୁ ବୃଦ୍ଧି ପାଇଛି। କେନ୍ଦ୍ରୀୟ ଅନୁଦାନ ୨୧% ହ୍ରାସ ସତ୍ତ୍ୱେ ରାଜ୍ୟର ରାଜସ୍ବ…

୧୭ରୁ ଘରୋଇ ବସ୍‌ ଧର୍ମଘଟ

ଭୁବନେଶ୍ୱର,୫ା୧(ବ୍ୟୁରୋ): ଦାବି ପୂରଣ ନେଇ ନିଖିଳ ଓଡ଼ିଶା ଘରୋଇ ବସ୍‌ ମାଲିକ ସଂଘ ପୁଣି ସରକାରଙ୍କୁ ଚେତାବନୀ ଦେଇଛି। ଆସନ୍ତା ୧୬ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ୧୭ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ରାଜ୍ୟବ୍ୟାପୀ ଘରୋଇ ବସ୍‌…

ଆଜି ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ଉଦ୍‌ଘାଟନ

ରାଉରକେଲା ଅଫିସ୍‌, ୫ା୧:ଷ୍ଟିଲସିଟି ରାଉରକେଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଗସ୍ତ କରୁଛନ୍ତି। ରାଉରକେଲାରେ ପ୍ରଥମ ଥର କରି ପୁରୁଷ ହକି ବିଶ୍ୱକପ୍‌ ମ୍ୟାଚ ଖେଳା ଯାଉଥିବାରୁ ମୁଖ୍ୟମନ୍ତ୍ରୀ ଛେଣ୍ଡ କଳିଙ୍ଗବିହାରସ୍ଥିତ ନବ ନିର୍ମିତ ବିଶ୍ୱସ୍ତରୀୟ ବିର୍ସା ମୁଣ୍ଡା ହକି ଷ୍ଟାଡିୟମକୁ…

ସ୍ବାସ୍ଥ୍ୟ ପରାମର୍ଶଦାତାଙ୍କୁ ନିଯୁକ୍ତ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବିଜୁ କଲ୍ୟାଣ ସ୍ବାସ୍ଥ୍ୟ ଯୋଜନାରେ ଯୋଗାଇ ଦିଆଯାଉଥିବା ସେବାର ବିକାଶ ପାଇଁ ନୂଆ ସ୍ବାସ୍ଥ୍ୟ ପରାମର୍ଶଦାତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନିଯୁକ୍ତି ଦେଇଛନ୍ତି । ବିଭିନ୍ନ ସରକାରୀ ଯୋଜନା, ମେଡିକାଲ କଲେଜ ଓ ହସ୍ପିଟାଲରେ…

ସରକାରୀ ମେଡିକାଲ କଲେଜ ଅଧ୍ୟାପକଙ୍କ ଦରମା ବଢ଼ିଲା

ଭୁବନେଶ୍ୱର,୪ା୧(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ବିଭିନ୍ନ ସରକାରୀ ମେଡିକାଲ କଲେଜରେ ଠିକାରେ ନିଯୁକ୍ତି ପାଇଥିବା ଅଧ୍ୟାପକମାନଙ୍କ ଦରମା ବୃଦ୍ଧି କରିଛନ୍ତି। ଆସିଷ୍ଟାଣ୍ଟ ପ୍ରଫେସର, ଆସୋସିଏଟ ପ୍ରଫେସର ଓ ପ୍ରଫେସରଙ୍କ ଦରମା ବୃଦ୍ଧି ସହ ବାର୍ଷିକ ୩ରୁ ୫ ପ୍ରତିଶତ ଇନ୍‌କ୍ରିମେଣ୍ଟ ପାଇଁ…

ଗୁରୁବାର ରାଉରକେଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ଭୁବନେଶ୍ୱର ଓ ରାଉରକେଲାରେ ହକି ବିଶ୍ୱକପ ଅନୁଷ୍ଠିତ ହେବ। ଏଥିପାଇଁ ରାଉରକେଲାର ବିର୍ସାମୁଣ୍ଡା ହକି ଷ୍ଟାଡିୟମ ପ୍ରସ୍ତୁତ ହୋଇ ସାରିଲାଣି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲା ଗସ୍ତରେ ଯାଇ ଏହି ଷ୍ଟାଡିୟମ୍‌ ଉଦ୍‌ଘାଟନ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?