ରାଜ୍ୟ

ଇବ୍‌ ଟ୍ରାଜେଡି: ମିଳିଲା ଜଣଙ୍କ ମୃତଦେହ

ସୁନ୍ଦରଗଡ଼,୪ା୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଇବ୍‌ ନଦୀର କନାକୁଣ୍ଡ ଘାଟକୁ ବୁଧବାର ପିକ୍‌ନିକ୍‌ କରିବାକୁ ଆସି ଥିବା ୨୫ ଜଣଙ୍କ ମଧ୍ୟରୁ ୩ ଯୁବକ ଗାଧୋଉଥିବା ବେଳେ ଅପରାହ୍ନରେ ନଦୀ ପାଣିରେ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ସ୍ଥାନୀୟ…

ଇବ୍‌ ନଦୀରେ ଭାସିଗଲେ ୩ ଯୁବକ, ଜଣେ ଉଦ୍ଧାର, ୨ ନିଖୋଜ

ସୁନ୍ଦରଗଡ଼,୪ା୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଇବ୍‌ ନଦୀର କନାକୁଣ୍ଡ ଘାଟରେ ପୁଣି ଘଟିଛି ଅଘଟଣ। ବୁଧବାର ଏଠାକୁ ଆସି ଥିବା ୩ଜଣ ଯୁବକ ଗାଧୋଉଥିବା ବେଳେ ଅପରାହ୍ନରେ ନଦୀ ପାଣିରେ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣକୁ ସ୍ଥାନୀୟ ଅଗ୍ନିଶମ…

ମିଜୋରାମ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ସମୀର

ଭୁବନେଶ୍ୱର,୪ା୧(ବ୍ୟୁରୋ): ରାଜ୍ୟରେ ହେବାକୁ ଥିବା ହକି ବିଶ୍ୱକପ୍‌ ୨୦୨୩ ଉପଲକ୍ଷେ ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ…

ଅର୍ଚ୍ଚନାଙ୍କୁ ଜେଲ ଭିତରେ ଜେରା କରିବ ଇଡି

ଭୁବନେଶ୍ୱର,୪।୧(ବ୍ୟୁରୋ): ବହୁଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଇଡି ତଦନ୍ତ ଚଳାଇଛି। ତେବେ ଡିଜିଟାଲ ଏଭିଡେନ୍ସ ପାଇବା ବୁଧବାର ଇଡି ଅର୍ଚ୍ଚନାଙ୍କୁ ଜେଲ ଭିତରେ ଜେରା କରିବ। ଏଥିପାଇଁ ମଙ୍ଗଳବାର କୋର୍ଟ ଇଡିକୁ ଅନୁମତି ଦେଇଥିଲେ। ସେହିପରି ଗୁରୁବାର ଅର୍ଚ୍ଚନାଙ୍କ…

ଚିଲିକାରେ ପକ୍ଷୀଗଣନା ଆରମ୍ଭ

ବାଲୁଗାଁ,୪।୧(ଡି.ଏନ.ଏ.): ଚିଲିକାରେ ସକାଳ ୬ଟାରୁ ଆରମ୍ଭ ହୋଇଛି ପକ୍ଷୀଗଣନା। ଏହା ମଧ୍ୟାହ୍ନ ୧୨ଟା ଯାଏ ଜାରି ରହିବ। ସୂଚନାଯୋଗ୍ୟ, ୨୧ଟି ଟିମ ଗଣନା କାର୍ଯ୍ୟରେ ସାମିଲ ହୋଇଥିବା ବେଳେ ମୋଟ ୧୦୫ଜଣ ତାଲିମ ଶିବିରରେ ପ୍ରଶିକ୍ଷଣ ନେଇଥିଲେ। ପ୍ରତ୍ୟେକ ଗଣନାକାରୀ ଦଳକୁ…

ନିଯୁକ୍ତି କ୍ଷେତ୍ରରେ ମିଥ୍ୟା ରିପୋର୍ଟ ପ୍ରକାଶ କରୁଛନ୍ତି ସରକାର: ଭାଜପା

ଭୁବନେଶ୍ବର, ୪।୧(ବ୍ୟୁରୋ): ରାଜ୍ୟ ସରକାର ବେକାରି ଯୁବକଙ୍କୁ ମିଛ କହି ପ୍ରତାରଣା କରିବା ସହ ଭୁଆଁ ବୁଲାଉଛନ୍ତି। ସରକାର ବାହାବା ନେବା ଲାଗି ଯୁବକଙ୍କୁ ରୋଜଗାର ଯୋଗାଉଥିବା କଥା କହୁଛନ୍ତି। କିନ୍ତୁ ବାସ୍ତବରେ ବେରୋଜଗାରରେ ଓଡ଼ିଶାର ସ୍ଥିତି ଅତ୍ୟନ୍ତ ଦୟନୀୟ। ଏନ୍‌ସିଆର୍‌ବି…

କେନ୍ଦ୍ରାପଡ଼ା ସହରରେ ବଢ଼ୁଛି ଜବରଦଖଲ

କେନ୍ଦ୍ରାପଡ଼ା ଅଫିସ, ୪ା୧: କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟି ଘୋଷଣାକୁ ଇତିମଧ୍ୟରେ ୧୫୪ ବର୍ଷ ପୂରିଛି। ତେବେ ଏହି ସର୍ବପୁରାତନ ମ୍ୟୁନିସିପାଲିଟି ବିବିଧ ସମସ୍ୟାରେ ବୁଡି ରହିଛି। ଜବରଦଖଲ ଏକ ମୁଖ୍ୟ ସମସ୍ୟା ହୋଇଥିବା ବେଳେ ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା ଠିକ୍‌ ଧରଣର ଚାଲୁନାହିଁ।…

ଶିଖରଚଣ୍ଡୀ ମାଷ୍ଟରପ୍ଲାନ୍‌କୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର,୪ା୧(ବ୍ୟୁରୋ): ଶିଖରଚଣ୍ଡୀ ମନ୍ଦିର ଓ ଏହାର ପାରିପାଶର୍‌ବିକ ଅଞ୍ଚଳର ଉନ୍ନୟନ କରାଯାଇ ଏହାକୁ ଭୁବନେଶ୍ବର ସହରର ଅନ୍ୟତମ ଆକର୍ଷଣ କେନ୍ଦ୍ର ଭାବେ ବିକଶିତ କରାଯିବ। ୫୩.୬୪ ଏକର ଅଞ୍ଚଳରେ ଏହି ଉନ୍ନତି କାର୍ଯ୍ୟ କରାଯିବ। ଏଥିପାଇଁ ୨୫ କୋଟି ଟଙ୍କା ଖର୍ଚ୍ଚ…

ଆଜି ଚିଲିକାରେ ପକ୍ଷୀଗଣନା

ବାଲୁଗଁା,୪ା୧(ଡି.ଏନ୍‌.ଏ.): ବାଲୁଗଁା ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ) ଆନୁକୂଲ୍ୟରେ ବୁଧବାର ସମଗ୍ର ଚିଲିକାରେ ପକ୍ଷୀଗଣନା କାର୍ଯ୍ୟ ଆରମ୍ଭ ହେବ। ଏଥିପାଇଁ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ମଙ୍ଗଳବାର ଚନ୍ଦ୍ରାପୁଟସ୍ଥିତ ସିଡିଏ ଗବେଷଣାକେନ୍ଦ୍ର ଗୃହରେ ଗଣନାକାରୀଙ୍କୁ ତାଲିମ…

ପୃଥକ୍‌ ସଡ଼କ ଦୁର୍ଘଟଣା: ୨ ମୃତ

ଭୁବନେଶ୍ୱର, ୪।୧(ବ୍ୟୁରୋ): ରାଜଧାନୀରେ ମଙ୍ଗଳବାର ପୃଥକ୍‌ ପୃଥକ୍‌ ସ୍ଥାନରେ ସଡ଼କ ଦୁର୍ଘଟଣା ଘଟି ଦୁଇଜଣଙ୍କର ଜୀବନ ଯାଇଛି। ଗୋଟିଏ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ହାଇଟେକ୍‌ ଛକରେ ଏବଂ ଅନ୍ୟଟି ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ନାଲ୍‌କୋ ଛକରେ ଘଟିଛି। ହାଇଟେକ ଛକରେ ଏକ…

କୋର୍ଟ କାର୍ଯ୍ୟରେ ଯୋଗଦେଲେ ଓକିଲ

ସମ୍ବଲପୁର,୪ା୧(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଡିସେମ୍ବର ୧୨ରେ ଆନ୍ଦୋଳନ ସମୟରେ କୋର୍ଟ ପରିସରରେ ଭଙ୍ଗାରୁଜା ଓ ବିଚାରପତିଙ୍କୁ ବାହାର କରିଦେବା ଭଳି ଘଟଣା ପରଠାରୁ କୋର୍ଟ କାର୍ଯ୍ୟରେ ଅଚଳାବସ୍ଥା ଲାଗିରହିଥିଲା। ଦୀର୍ଘ ୨୨ଦିନ ପରେ ଜିଲା…

ମିଲେଟ୍‌ ପ୍ରସାର ପାଇଁ ଏମ୍‌ଓୟୁ

ଭୁବନେଶ୍ୱର,୪ା୧(ବ୍ୟୁରୋ): ବିଶ୍ୱବ୍ୟାପୀ ମିଲେଟ୍‌କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ତରଫରୁ ୨୦୨୩ ବର୍ଷକୁ ଆନ୍ତର୍ଜାତିକ ମିଲେଟ୍‌ ବର୍ଷ ଭାବରେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ମିଲେଟ୍‌ ମିଶନ ପକ୍ଷରୁ କ୍ଷୁଦ୍ରଶସ୍ୟ ଭାବେ ମିଲେଟ୍‌ର ଗୁରୁତ୍ୱ ଏବଂ ଉପକାରିତା ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?