କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ
ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ ଓ ଦୁର୍ଗାପାଙ୍ଗା ସେକ୍ସନର କିଛି ଅଞ୍ଚଳରେ ଉତ୍ପାତ କରୁଛନ୍ତି ୮ଟିକିଆ ହାତୀପଲ। ରାୟଗଡ଼ା ଜିଲା…
ସବ୍ୟ-ଅର୍ଚ୍ଚିତାଙ୍କ ଘରକୁ ଆସିବେ କୁନି ଅତିଥି, ସୋସିଆଲ ମିିଡିଆରେ ସେୟାର କଲେ ଭିଡ଼ିଓ
ଭୁବନେଶ୍ବର,୧୪।୧୨: ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି ଅତିଥି ଆସିବାକୁ ଯାଉଛି । ମାଆ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଅର୍ଚ୍ଚିତା ସାହୁ ।…
ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ
ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨ କିମି ଦୂରତାରେ ରହିଛି। ଯାହାକି ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣି ଆଣୁଛି। ଦାରିଙ୍ଗବାଡ଼ି ଓ କୋଟଗଡ଼…
ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ
ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ ରାଜ୍ୟରେ ଶାସନର ୨ବର୍ଷ ନ ପୂରୁଣୁ ସରକାର ବିଧାୟକଙ୍କ ଦରମା ୩ଗୁଣା କରିବା ନିଷ୍ପତ୍ତି…
‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’
ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ ବାବୁ ଦରମା ଉପରେ ନିର୍ଭରଶୀଳ ନୁହନ୍ତି, ସେଥିପାଇଁ ମନା କରିଛନ୍ତି। କିନ୍ତୁ ମୁଁ ଏବଂ…
ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା
ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ ଚତୁଃପାଶର୍ବରେ ରହିଥିବା ସରକାରୀ ଜମିକୁ କିଛି ବ୍ୟକ୍ତି ବେଆଇନ ଭାବରେ ଜବରଦଖଲ କରି ରଖିଥିବାରୁ…
ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…
ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ବିଧାନସଭାରେ ନବୀନ ବାବୁଙ୍କୁ କହିବାର ସୁଯୋଗ ଥିଲା।…
ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…
ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଛନ୍ତି, ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି ଶୀଘ୍ର ଚାଲିଯିବା ଦରକାର। ରାହୁଲ…
ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି
ପୁରୀ ୧୪।୧୨( ଅଜିତ୍ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ ମଇଳା ପାଣି ବାହାରିଥିବା ଦେଖିବାକୁ ମିଳୁଛି। ଯାହାକୁ ନେଇ ଭକ୍ତଙ୍କ ମହଲରେ ଅସନ୍ତୋଷ ଦେଖା…
ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…
ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ ରହିଛି। ସେହିପରି ସମ୍ବଲପୁରରେ ୧୧.୮ ଡିଗ୍ରୀ, ହୀରାକୁଦରେ ୧୩ ଡିଗ୍ରୀ, ଭୁବନେଶ୍ୱରରେ ୧୩.୨ ଡିଗ୍ରୀ…
ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ
ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫ ଜଣ ଛାତ୍ରୀ ଶନିବାର ଅସୁସ୍ଥ ହୋଇଥିବା ଜଣାପଡ଼ିଛି। ବନ୍ଧୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡା. ନୀହାର…
ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ
ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ ଛତିଶଗଡ଼ରେ ଭାଜପା ସରକାର ଚାଲିଛି। ସେହିପରି କେନ୍ଦ୍ରରେ ମଧ୍ୟ ଭାଜପା ନେତୃତ୍ୱାଧୀନ ସରକାର ରହିଛି।…
Archives


