ରାଜ୍ୟ

ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ସ୍ବଭାବିକ୍‌ ହେଲା ଲିଙ୍ଗରାଜଙ୍କ ନୀତିକାନ୍ତି

ଭୁବନେଶ୍ୱର,୩।୧(ବ୍ୟୁରୋ): ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ମଙ୍ଗଳବାର ସ୍ବଭାବିକ୍‌ ହୋଇଛି। ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା। ବୈଠକରେ ଆଲୋଚନା ପରେ ସେବାୟତ ନୀତିକାନ୍ତି ଆରମ୍ଭ କରିଛନ୍ତି। ବିଭିନ୍ନ ଦାବି ନେଇ ସେବାୟତ ନୂଆବର୍ଷରେ ଲିଙ୍ଗରାଜ ପ୍ରଭଙ୍କୁ ଉପବାସ ରଖିଥିଲେ। ବୈଠକରେ ପୂଜାପଣ୍ଡା,…

ଜାହାଜରେ ରୁଷିଆ ନାଗରିକଙ୍କ ଅସ୍ବାଭାବିକ ମୃତ୍ୟୁ

ପାରାଦୀପ,୩।୧(ସ୍ବ.ପ୍ର.): ପାରାଦୀପ ବନ୍ଦର ମଧ୍ୟରେ ପ୍ରବେଶ ପାଇଁ ଆଙ୍କରେଜରେ ଅପେକ୍ଷା କରିଥିବା ଏକ ପଣ୍ୟବାହୀ ଜାହାଜରେ ମଙ୍ଗଳବାର ସକାଳେ ଜଣେ ରୁଷିଆ ନାଗରିକଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ମୃତକ ହେଲେ ଜାହାଜର ମୁଖ୍ୟ ଯନ୍ତ୍ରୀ ମିଲିୟାକୁଭ ସର୍ଜେ (୫୨)। ଏମ୍‌ଭି ଅଲଦନାହ…

ନକଲି ବିଦେଶୀ ମଦ କାରଖାନା ଠାବ: କନଷ୍ଟେବଳ, ଜିଲା ପରିଷଦ ସଭ୍ୟ ଗିରଫ

ଢେଙ୍କାନାଳ ଅଫିସ,୩।୧: ଅବକାରୀ ବିଭାଗ ମଙ୍ଗଳବାର ଭୋରରେ ଢେଙ୍କାନାଳ ଜିଲା ଭୁବନ ଥାନା ଅଧୀନ ଏକତାଳି ଗ୍ରାମରେ ଚଢାଉ କରି ଏକ ନକଲି ବିଦେଶୀ ମଦ କାରଖାନା ଠାବ କରିଛି। ଚଢ଼ାଉ ବେଳେ ଅଧିକାରୀମାନେ ଘଟଣାରେ ସମ୍ପୃକ୍ତ ଜଣେ ପୋଲିସ କନଷ୍ଟେବଳ…

ଅଧିକ ଚିକିତ୍ସା ପାଇଁ ଏମ୍ସ ଗଲେ ବାଲେଶ୍ୱର ଏମ୍‌ପି

ବାଲେଶ୍ୱର ଅଫିସ,୩।୧: ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ସୋମବାର ସନ୍ଧ୍ୟାରେ ହଠାତ ଅସୁସ୍ଥ ଅନୁଭବ କରିବାରୁ ବାଲେଶ୍ୱର ଫକୀର ମୋହନ ମେଡ଼ିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମଙ୍ଗଳବାର ତାଙ୍କୁ ଅଧିକ ଚିତ୍କାର ପାଇଁ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର କରାଯାଇଛି।…

ବସ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ଭବାନୀପାଟଣା,୩।୧(ସ୍ବ.ପ୍ର): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ୨୬ ନମ୍ବର ଜାତୀୟ ରାଜପଥ ଚାଞ୍ଚେର ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ବସ୍‌-କାର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ କାରରେ ବସିଥିବା ୨ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ…

ଦାବି ପୂରଣ ନ ହେଲେ ‘ମାଟି ପାଇଁ ଜେଲ ଚାଲ’: ଗଣେଶ୍ୱର

ଭୁବନେଶ୍ବର,୩ା୧(ବ୍ୟୁରୋ):କେନ୍ଦ୍ରାପଡ଼ା ନଗର ଓ ବ୍ଲକ କଂଗ୍ରେସ ପକ୍ଷରୁ ହରିଦାସପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ରେଳ ଚଳାଚଳ ଦାବିରେ ସୋମବାର ପୂର୍ବତଟ ରେଳପଥର ମୁଖ୍ୟ କାର୍ଯ୍ୟାଳୟ ଚନ୍ଦ୍ରଶେଖରପୁରଠାରେ ଗଣବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଆୟୋଜିତ ଏହି ଆନ୍ଦୋଳନରେ ପୂର୍ବତନ…

ବିଜେଡି ପ୍ରତିଷ୍ଠା ଦିବସରେ ପିନାକୀ କେଉଁଠି ଥିଲେ: ଭର୍ତ୍ତୃହରି

ଭୁବନେଶ୍ବର,୩ା୧(ବ୍ୟୁରୋ):ବିଜେଡିର ବରିଷ୍ଠ ନେତା ତଥା କଟକ ଏମ୍‌ପି ଭର୍ତ୍ତୃହରି ମହତାବ ୪ଟି ବିଷୟରେ ନିଜର ଆଭିମୁଖ୍ୟ ଗଣମାଧ୍ୟମ ଆଗରେ ଖୁବ୍‌ଶୀଘ୍ର ରଖିବେ। ହେଲେ ସେ କେବେ ଏବଂ କେଉଁସବୁ ପ୍ରସଙ୍ଗରେ ରଖିବେ ସେନେଇ କିଛି ସ୍ପଷ୍ଟ କରିନାହାନ୍ତି। ତେବେ ଭର୍ତ୍ତୃହରିଙ୍କ ଏଭଳି…

ଦ୍ୱିତୀୟ ଦିନ ବି ଉପବାସରେ ଶ୍ରୀଲିଙ୍ଗରାଜ

ପୁରୁଣା ଭୁବନେଶ୍ୱର,୩ା୧(ଡି.ଏନ୍‌.ଏ.):ନବବର୍ଷ ୨୦୨୩ ତଥା ରବିବାରଠାରୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ନୀତିକାନ୍ତି ଚାଲିଥିବାବେଳେ ଜଣେ ଭକ୍ତ ଭୋଗ ମଣ୍ଡପରେ ପଶିଯିବାରୁ ଭୋଗ ମାରା ହୋଇଥିଲା। ଫଳରେ ସେବାୟତମାନେ ନୀତିକାନ୍ତି ବନ୍ଦ କରିଦେଇଥିବା ବେଳେ ସେଦିନର ସମସ୍ତ କୋଠ ଭୋଗ ଏବଂ ଜଜମାନ ଭୋଗ…

ଆଖି ବୁଜିଲା ‘ଜ୍ୟାକି’

ଭୁବନେଶ୍ୱର,୩।୧(ବ୍ୟୁରୋ):ଆଣ୍ଟିଭେନମ୍‌ ଅଭାବରୁ ରବିବାର ସାପ କାମୁଡ଼ାରେ ଆହତ ଡୋବରମ୍ୟାନ ‘ପେପ୍‌ସୀ’ର ମୃତ୍ୟୁ ଘଟିଥିବାବେଳେ ଗୁରୁତର ଥିବା ଲାବ୍ରାଡର ‘ଜ୍ୟାକି’ର ସୋମବାର ମୃତ୍ୟୁ ଘଟିଛି। ଏହି ଦୁଇଟି କୁକୁରଙ୍କୁ ଚିକିତ୍ସା ପାଇଁ ଓୟୁଏଟି ଭେଟେରିନାରି କଲେଜରେ ଥିବା ସେଣ୍ଟ୍ରାଲ କ୍ଲିନିକକୁ ନିଆଯାଇଥିଲା। ଆଣ୍ଟିଭେନମ୍‌…

ସରିଲାନି ରାଜପଥ ମରାମତି, ସୌନ୍ଦର୍ଯ୍ୟକରଣ

ଭୁବନେଶ୍ୱର,୩।୧(ବ୍ୟୁରୋ):ହକି ପୁରୁଷ ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମଧ୍ୟଦେଇ ଖୋର୍ଦ୍ଧା-କଟକକୁ ସଂଯୋଗ କରୁଥିବା ଜାତୀୟ ରାଜପଥ-୧୬ ଉନ୍ନତିକରଣ ତଥା ମରାମତି କାର୍ଯ୍ୟ ଡିସେମ୍ବର ଶେଷସୁଦ୍ଧା ସରିବ। ସର୍ଭିସ ରୋଡ୍‌ ସହ ସହର ଭିତରେ ଥିବା ବିଭିନ୍ନ ରାସ୍ତା, ଡ୍ରେନ୍‌, ଫୁଟ୍‌ପାଥ, ବ୍ୟାରିକେଡ୍‌,…

ବିଶ୍ୱକପ୍‌ ପାଇଁ ସଜେଇ ହେଉଛି ରାଜଧାନୀ

ଭୁବନେଶ୍ୱର, ୩।୧ (ବ୍ୟୁରୋ):ରାଜଧାନୀର କାନ୍ଥ ବଖାଣୁଛି ଓଡ଼ିଶାର ଏତିହ୍ୟ, ସଂସ୍କୃତି ଓ ପରମ୍ପରାର ଗାଥା। ଶିଳ୍ପୀଙ୍କ ରଙ୍ଗତୂଳୀରେ ସାଧବ ପୁଅଙ୍କ ବୋଇତଯାତଠାରୁ ଆରମ୍ଭ କରି ପଟ୍ଟଚିତ୍ର, ମନ୍ଦିର, ଖଣ୍ଡଗିରି, ଉଦୟଗିରି, ଧଉଳି ଶାନ୍ତିସ୍ତୁପ ଭଳି ବିଭିନ୍ନ କଳାକୃତି ଜୀବନ୍ତ ପ୍ରତ୍ୟେୟ ହେଉଛି।…

ବିଏମ୍‌ସି ନିୟମ ମାନୁ ନାହାନ୍ତି ସ୍ମାର୍ଟସିଟି ବାସିନ୍ଦା

ଭୁବନେଶ୍ୱର,୩।୧(ବ୍ୟୁରୋ):ସ୍ମାର୍ଟସିଟି ବାସିନ୍ଦାଙ୍କ ଜୀବନଶୈଳୀକୁ ସୁଗମ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଅନେକ ଯୋଜନା କରାଯାଉଛି। ସେପଟେ ଯୋଜନା କାର୍ଯ୍ୟକାରୀ କରିବାରେ ଖିଲାପ ହେଲେ ସହରବାସୀଙ୍କ ପକ୍ଷରୁ ମାଳମାଳ ଅଭିଯୋଗ ହେଉଛି। ତେବେ ଅନେକ ସମୟରେ ପ୍ରଶାସନ ତପତ୍ରତା ଦେଖାଉଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?