ଗୋଖାଦ୍ୟ ଦର ବୃଦ୍ଧି ଚାଷୀ ହନ୍ତସନ୍ତ
କେନ୍ଦ୍ରାପଡ଼ା ଅଫିସ, ୧୫ା୭: କଥାରେ ଅଛି ଗୋଦରା କୋଡ଼େ ଯେତେ, ମାଡ଼େ ସେତେ। ଏପରି ଉଦାହରଣ କେନ୍ଦ୍ରାପଡ଼ା ଜିଲାର ଦୁଗ୍ଧ ଚାଷୀଙ୍କ କ୍ଷେତ୍ରରେ ଦେଖିବାକୁ ମିଳିଛି। ଦୁଗ୍ଧ ଚାଷୀ ଓ ସଙ୍ଗଠନ ପକ୍ଷରୁ ହେଉଥିବା ଚାପରୁ ରାଜ୍ୟ ସରକାର ଦୁଗ୍ଧ ଲିଟର…
ଇଲିଶି ଦର ଆକାଶଛୁଆଁ
ମହାକାଳପଡ଼ା,୧୫ା୭ (ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମୁଦ୍ର ଓ ସଂଲଗ୍ନ ନଦୀରେ ଲଘୁଚାପ ପ୍ରଭାବ ଯୋଗୁ ୨ ଦିନ ହେଲା ଇଲିଶି ମାଛ ବହୁଳ ମାତ୍ରାରେ ମତ୍ସ୍ୟଜୀବୀଙ୍କ ଜାଲରେ ପଡୁଛନ୍ତି। ଇଲିଶି ମାଛର ଚାହିଦା ଥିବାରୁ ଏହାର ଦର ଆକାଶଛୁଆଁ…
ମାସକୁ ୧୦ ଦିନ ବିଦ୍ୟାଳୟ, ହସ୍ପିଟାଲ ଯାଅ
ଜଗତ୍ସିଂହପୁର ଅଫିସ,୧୫ା୭: ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଜଗତ୍ସିଂହପୁର ଜିଲାର ୯୬.୩୬% ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇ ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ତଥାପି ଆଗାମୀ ପରୀକ୍ଷାରେ ଯେପରି ଏ-୧ ଗ୍ରେଡ୍ରେ ଅଧିକ ସଂଖ୍ୟକ ପିଲା କୃତକାର୍ଯ୍ୟ ହେବେ ସେଥିପ୍ରତି ଚେଷ୍ଟା…
କ୍ରାଇମ୍ବ୍ରାଞ୍ଚ ତଦନ୍ତ ପାଇଁ ଚିଠି ଲେଖିଲେ ଏସ୍ପି
ଜଗତ୍ସିଂହପୁର ଅଫିସ,୧୫ା୭: ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ(୩୦) ଓ ତାଙ୍କ ପ୍ରେମିକା ତଥା ଜଗତ୍ସିଂହପୁର ଥାନା ଦେଉଳୀ ଗ୍ରାମେଶ୍ୱର ଗଁାର ସଂଗ୍ରାମ କେଶରୀ ଦାଶଙ୍କ ଝିଅ ସୋମାଲିକା(୨୯)ଙ୍କ ବିବାହ ପ୍ରସଙ୍ଗ ଭିନ୍ନ ମୋଡ ନେଇଛି। ଜୁନ ୧୮ ତାରିଖରେ ସୋମାଲିକା…
ଭ୍ୟୁ ଟାୱାର, ଓଟିଡିସି ସଭାଗୃହରେ ପଶିଲା ସମୁଦ୍ର ପାଣି
ଏରସମା,୧୫ା୭(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲାର ଅନ୍ୟତମ ମୁଖ୍ୟ ପର୍ଯ୍ୟଟନସ୍ଥଳ ତଥା ଏରସମା ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳିଠାରେ ସମୁଦ୍ର ଜଳ ପତନ ଆଶାତୀତ ବୃଦ୍ଧି ପାଇଛି। ପୂର୍ଣ୍ଣମି ତିଥିର ପ୍ରଭାବରେ ସମୁଦ୍ର ଜୁଆର ଫୁଲି ଉଠି ଭ୍ୟୁ ଟାୱାର ପର୍ଯ୍ୟନ୍ତ ମାଡି…
ବ୍ୟାସସରୋବର ସୌନ୍ଦର୍ଯ୍ୟକରଣରେ ଅନିୟମିତତା
ଯାଜପୁର ଅଫିସ,୧୫ା: ମହାଭାରତର କିମ୍ବଦନ୍ତୀ ବହନ କରୁଥିବା ବ୍ୟାସ ସରୋବରର ସୌନ୍ଦର୍ଯ୍ୟକରଣ କାମରେ ବ୍ୟାପକ ଅନିୟମିତତା ହେଉଥିବା ଦେଖିବାକୁ ମିଳିଛି। ଏହି କାର୍ଯ୍ୟରେ ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ କିମ୍ବା ପୂର୍ତ୍ତ ବିଭାଗର କର୍ତ୍ତୃତ୍ୱ ନାହିଁ ।…
ସ୍ତ୍ରୀଙ୍କୁ ହାଣି ମୁଣ୍ଡ ଗଣ୍ଡି ଅଲଗା କରିଦେଲେ ସ୍ବାମୀ
ଢେଙ୍କାନାଳ ଅଫିସ,୧୫ା୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଚନ୍ଦ୍ରଶେଖରପୁର ଗ୍ରାମରେ ନାକଫୋଡ଼ି ମାଝି ପରକୀୟା ପ୍ରୀତି ସନ୍ଦେହରେ ସ୍ତ୍ରୀ ସଚଳାଙ୍କୁ ଶୁକ୍ରବାର ସକାଳେ କଟୁରିରେ ହାଣିଦେଇଛନ୍ତି। ଶରୀରରୁ ମୁଣ୍ଡକୁ ଅଲଗା କରି କଟାମୁଣ୍ଡ ଏବଂ କଟୁରି ଧରି ଗ୍ରାମଠାରୁ ୧୨ କିଲୋମିଟର…
ଜିଲାପାଳଙ୍କ କାର୍ଯ୍ୟାଳୟକୁ ମା’ କାନ୍ଧରେ ବୁହା ହୋଇ ଆସିଲେ ଦିବ୍ୟାଙ୍ଗ
ବୌଦ୍ଧ,୧୫ା୭(ସ୍ବ.ପ୍ର.): ସରକାର ବିଭିନ୍ନ ଉନ୍ନୟନମୂଳକ ଯୋଜନା କାର୍ଯ୍ୟକାରୀ କରୁଥିବା ଡିଣ୍ଡିମ ପିଟୁଥିବା ବେଳେ ଅସହାୟ ଗରିବ ଲୋକେ କିପରି କରୁଣ ସ୍ଥିତିରେ ରହୁଛନ୍ତି ତାର ଜ୍ୱଳନ୍ତ ଉଦାହରଣ ବୌଦ୍ଧ ଜିଲାରେ ଦେଖିବାକୁ ମିଳିଛି। ଗୁରୁବାର ଜଣେ ଦିବ୍ୟାଙ୍ଗ ମହିଳା ରାଶନ କାର୍ଡ…
ଅବହେଳିତ ଅବସ୍ଥାରେ ପ୍ରାଚୀନ ମନ୍ଦିର
ଭୁବନେଶ୍ୱର,୧୫।୭(ବ୍ୟୁରୋ): ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ ସେବତୀପୁର-ପଶ୍ଚିମପାରି ଗ୍ରାମରେ ଅବହେଳିତ ଅବସ୍ଥାରେ ଥିବା ଏକ ପ୍ରାଚୀନ ମନ୍ଦିରର ସନ୍ଧାନ ମିଳିଛି। ରିଡିସ୍କଭର ଲଷ୍ଟ ହେରିଟେଜ ଗ୍ରୁପ୍ ଓ ହେରିଟେଜ ଆଣ୍ଡ କଲ୍ଚର କ୍ଲବ, ଆଇଆଇଟିଟିଏମ୍ ଅନୁଷ୍ଠାନର ଏକ ମିଳିତ ଐତିହ୍ୟ-ଅନୁସନ୍ଧାନକାରୀ…
ଚିତ୍ରକୋଣ୍ଡା ଏସ୍ଡିପିଓଙ୍କ ନାମରେ କୋର୍ଟରେ ମାମଲା
ମାଲକାନଗିରି,୧୫ା୭(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଏସ୍ଡିପିଓ ଅଂଶୁମାନ ଦ୍ବିବେଦୀଙ୍କ ପାଇଁ ଦିନକୁ ଦିନ ଅଡୁଆ ବଢ଼ିବାରେ ଲାଗିଛି। ଆଦିବାସୀ ମହିଳାଙ୍କୁ ମାଡ଼ ମାରିବା ଘଟଣାରେ ବିଧାନସଭାରେ ପ୍ରସଙ୍ଗ ଉଠି ଏହାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଗୁରୁବାର ଏସ୍ଡିପିଓ ଦ୍ୱିବେଦୀଙ୍କ…
ଆଜିଠାରୁ ଶିକ୍ଷାନୁଷ୍ଠାନରେ ଦସ୍ତଖତ ଅଭିଯାନ
ଭୁବନେଶ୍ୱର,୧୫।୭(ବ୍ୟୁରୋ): ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲାରେ ନ୍ୟାୟ ପ୍ରଦାନ ସହ ଶିକ୍ଷାନୁଷ୍ଠାନ କ୍ୟାମ୍ପସକୁ ରାଗିଂ ମୁକ୍ତ କରାଇବା ପାଇଁ ଅଖିଳ ଭାରତ ଛାତ୍ର ସଂଘ (ଏଆଇଏସ୍ଏଫ୍) ପକ୍ଷରୁ ରାଜ୍ୟବ୍ୟାପୀ ଦସ୍ତଖତ ସଂଗ୍ରହ ଅଭିଯାନ ପାଇଁ ନିଷ୍ପତ୍ତି…
ଦୋଷ ଛଡ଼ାଇବାକୁ ଉଦ୍ୟମ
କଟକ ଅଫିସ,୧୫ା୭: ଏସ୍ସିବିକୁ ବିଶ୍ୱସ୍ତରୀୟ କରିବା ପାଇଁ ରାଜ୍ୟ ସରକାର ଜୋରସୋର ଉଦ୍ୟମ ଚଳାଇଛନ୍ତି। ଏପରି କି ଏଠାରେ ବିଭିନ୍ନ ସମୟରେ ଆଧୁନିକ ପ୍ରଣାଳୀରେ ଚିକିତ୍ସା କରାଯାଇ ବିରଳ ରେକର୍ଡ ସୃଷ୍ଟି କରାଯାଉଛି। ହେଲେ ଏମିତି କିଛି ଘଟଣା ଘଟୁଛି, ଯାହାକି…
Archives


